ସାନପୁଅଙ୍କୁ ସଙ୍ଗଠନ ଦାୟିତ୍ୱ ଦେଲେ ବିଧାୟକ
ଢେଙ୍କାନାଳ ଅଫିସ, ୧୧।୧: ଢେଙ୍କାନାଳ ଜିଲା ପରଜଙ୍ଗ ରାଜନୀତିରେ ନୂଆ ସମୀକରଣ ଦେଖିବାକୁ ମିଳିବ ବୋଲି ଦୀର୍ଘଦିନ ହେଲା ଯେଉଁ ଚର୍ଚ୍ଚା ଚାଲିଥିଲା, ସେଥିରେ ନିଜେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ବିଧାୟକ ଡା. ନୃସିଂହ ଚରଣ ସାହୁ। ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ରହି ଆସିଥିବା…
‘ସାଧାରଣ ଜନତାଙ୍କ ସେବା ପାଇଁ ପ୍ରତିଶ୍ରୁତିବଦ୍ଧ’
ଢେଙ୍କାନାଳ ଅଫିସ,୧୧।୧: ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀ ପକ୍ଷରୁ ମିନି ଷ୍ଟାଡିୟମ୍ ପରିସରରେ ମଙ୍ଗଳବାର ବିଜେଡିର ୨୫ବର୍ଷ ପୂର୍ତ୍ତି ଅବସରରେ ୨୬ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପୂର୍ବାହ୍ନ ୧୦ଟାରେ ବାଜିଚୌକଠାରୁ ଏକ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା କରି…
ଶୈଳଶ୍ରୀକ୍ଷେତ୍ରରେ ପହଞ୍ଚିଲା ମଶାଲ
ଅନୁଗୋଳ ଅଫିସ/ ଆଠମଲ୍ଲିକ/ ବଇଣ୍ଡା/ ଛେଣ୍ଡିପଦା/ କଣିହଁା, ୧୧।୧: ଆସନ୍ତା ୧୮ରୁ ୨୨ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ ଅନୁଗୋଳ ଜିଲା ମହୋତ୍ସବ। ଜିଲାର ୩୦ବର୍ଷ ପୂର୍ତ୍ତି ଅବସରରେ ଏହି ମହୋତ୍ସବକୁ ଧୁମ୍ଧାମରେ ପାଳନ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ…
ଷ୍ଟ୍ରବେରି ଚାଷ ପାଇଁ ବଢ଼ୁଛି ଆଗ୍ରହ
ଦାରିଙ୍ଗବାଡ଼ି,୧୦ା୧ (ଡି.ଏନ୍.ଏ): ଓଡ଼ିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ପ୍ରଥମଥର ପାଇଁ ଷ୍ଟ୍ରବେରି ଚାଷ କରାଯାଉଛି। ଗ୍ରୀନବାଡ଼ି ପଞ୍ଚାୟତର ଏଲିଜାବେଥ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ଜିଲା ପ୍ରଶାସନର ସହଯୋଗରେ ସ୍ଥାନୀୟ ବିଡିଓ ଗଦାଧର ପାତ୍ରଙ୍କ ନେତୃତ୍ୱରେ ଓଡ଼ିଶା…
ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିକଲା ବିଜେଡି
ଦେବଗଡ଼/ଭୁବନେଶ୍ୱର (ବ୍ୟୁରୋ), ୧୧ା୧(ଡି.ଏନ.ଏ.): ମୁକ୍ତା ଯୋଜନାରେ ଏସ୍ଏଚ୍ଜି ମହିଳା ମାନେ ନିର୍ମାଣ କରିଥିବା ଟାଉନ ହଲ୍ ପାଚେରି ଭଙ୍ଗାରୁଜା ଘଟଣାକୁ ନେଇ ଦେବଗଡ଼ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ବିରୋଧରେ ଅସନ୍ତୋଷ ବଢିବାରେ ଲାଗିଛି। ଏହି ଭଙ୍ଗାରୁଜାକୁ ନେଇ ବିଧାୟକ ପାଣିଗ୍ରାହୀଙ୍କୁ…
ଡାକ୍ତର,ନର୍ସଙ୍କ ଅବହେଳାରୁ ଶିଶୁ ମୃତ, ହସ୍ପିଟାଲ ସାମ୍ନାରେ ଧାରଣା
ବାଲେଶର ଅଫିସ,୧୧।୧: ବାଲେଶ୍ୱର ସହର ଚିଡ଼ିଆ ପୋଲ ସ୍ଥିତ ଦୁର୍ଗା ନର୍ସିଂହୋମରେ ଡାକ୍ତର ଓ ନର୍ସଙ୍କ ଅବହେଳା ଯୋଗୁ ଶିଶୁ ମୃତ୍ୟୁ ଘଟିଥିବା ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏହାକୁ ନେଇ ମୃତ ଶିଶୁ କନ୍ୟାର ପରିବାର ନର୍ସିଂହୋମ ସାମ୍ନାରେ…
ଭିଜିଲାନ୍ସ ଜାଲରେ ଫରେଷ୍ଟ ରେଞ୍ଜ ଅଫିସର, ୪ ସ୍ଥାନରେ ଏକକାଳୀନ ଚଢାଉ
ସୁନ୍ଦରଗଡ,୧୧।୧(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ବନଖଣ୍ଡ ଅନ୍ତର୍ଗତ ଉଜ୍ଜଳପୁର ଫରେଷ୍ଟ ରେଞ୍ଜ ଅଫିସର ସଂଗ୍ରାମ କେଶରୀ ମନହୀରା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। କାର୍ଯ୍ୟାଳୟ ସମେତ ସମ୍ବଲପୁର ବୁର୍ଲାସ୍ଥିତ ବାସଭବନ, ବଲାଙ୍ଗୀରର…
ସତ୍ତା ହରାଇଛି ସାଗର ଯୋଜନା
ପାରଳାଖେମୁଣ୍ଡି, ୧୧।୧ (ଡି.ଏନ୍.ଏ): ଶତାଧିକ ବର୍ଷ ପୂର୍ବେ ପାରଳାଖେମୁଣ୍ଡିର ପ୍ରଜାବତ୍ସଳ ଶାସକମାନେ ଅଞ୍ଚଳର ବିକାଶ ପାଇଁ ସାଗର ଯୋଜନା ମାଧ୍ୟମରେ ୫ଟି ବୃହତ ସାଗର ଖୋଳିଥିଲେ। ଏହି ୫ଟି ସାଗର ଯଥା ରାମ ସାଗର, ସୀତା ସାଗର, ଲକ୍ଷ୍ମଣ ସାଗର, କୃଷ୍ଣ…
ସମସ୍ୟା ଘେରରେ ଧାମନଗର କଲେଜ
ଧାମନଗର,୧୧।୧(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ମହାବିଦ୍ୟାଳୟରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଅଧ୍ୟାପକ, କର୍ମଚାରୀ ଅଭାବ ସାଙ୍ଗକୁ କଲେଜ ଜମି ଜବରଦଖଲ, ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ଅବସ୍ଥାରେ ରହିବା ଆଦି ନେଇ ଅସନ୍ତୋଷ ପ୍ରକାଶ ପାଉଛି। ମହାବିଦ୍ୟାଳୟରେ ସମସ୍ୟା ଅନେକ ରହିଥିବା…
ସହରରେ ସୁଧୁରୁନି ଟ୍ରାଫିକ ବ୍ୟବସ୍ଥା
ବାଲେଶ୍ୱର ଅଫିସ, ୧୧।୧: ବାଲେଶ୍ୱର ସହରରେ ବିପର୍ଯ୍ୟସ୍ତ ହୋଇପଡିଛି ଟ୍ରାଫିକ୍ ବ୍ୟବସ୍ଥା। ଟ୍ରାଫିକ୍ ନିୟମ ଠିକ୍ ଭାବେ ପାଳନ ହେଉ ନ ଥିବା ବେଳେ ବେଆଇନ ପାର୍କିଂ ଯୋଗୁ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି। ଆମ୍ବୁଲାନ୍ସଠାରୁ ବିଭିନ୍ନ ଜରୁରୀସେବାରେ ବିଳମ୍ବ ହେଉଛି।…
ପାଟଣା ରେଞ୍ଜ୍କୁ ଆସିନାହାନ୍ତି ବିଦେଶୀ ପକ୍ଷୀ
କେନ୍ଦୁଝର/ପାଟଣା, ୧୧।୧ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବନ ବିଭାଗ ପକ୍ଷରୁ ମଙ୍ଗଳବାର ପକ୍ଷୀ ଗଣନା କରାଯାଇଛି। କେନ୍ଦୁଝର ଡିଭିଜନର ବିଭିନ୍ନ ଜଳାଶୟରେ ଗଣନା କରାଯାଇଥିଲା। କେନ୍ଦୁଝର ରେଞ୍ଜ୍ର ନଳପଙ୍ଗା ଡ୍ୟାମ୍, ବଡ଼ଶାସନ ପୋଖରୀ, ମାଧପୁର ଫାର୍ମ ପୋଖରୀ, ଟିକରପଡା ଡ୍ୟାମ, ଚାନ୍ଦିନୀ…
ଶ୍ରମିକ ନେତା ମାୟାଧର ନାୟକ ଗିରଫ
ଯାଜପୁର ଅଫିସ,୧୧ା୧: ବିଶିଷ୍ଟ ଶ୍ରମିକନେତା ମାୟାଧର ନାୟକଙ୍କ ନାମରେ ଥିବା ୩୧ ବର୍ଷ ପୁରୁଣା ଏକ ମାମଲାର ଖୋଲତାଡ କରି ସୋମବାର ତାଙ୍କୁ ଗିରଫ କରାଯାଇଥିଲା। ହେଲେ ୩ ଘଣ୍ଟା ପୋଲିସ ହାଜତରେ ରହିବା ପରେ ତାଙ୍କୁ ଜାମିନରେ ଛାଡି ଦିଆଯାଇଛି।…

