ଆମ ଜିଲା ଖବର

ବିରୂପା ସେତୁ ନିର୍ମାଣରେ ନିମ୍ନମାନର ବାଲି

ଯାଜପୁର ଅଫିସ/ଚଣ୍ଡିଖୋଲ (ଡି.ଏନ.ଏ.),୧୧ା୧: ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରିବାକୁ ବିଭିନ୍ନ ନଦୀନାଳରେ ବ୍ରିଜ୍‌ ନିର୍ମାଣ କରାଯାଉଛି। ଏଥିପାଇଁ ସାଧାରଣ ଲୋକଙ୍କ ଟିକସରୁ ବ୍ୟାପକ ଅର୍ଥ ଆବଣ୍ଟିତ ହେଉଛି ା ଉନ୍ନତମାନର ବ୍ରିଜ୍‌ ପ୍ରକଳ୍ପ ନିର୍ମାଣ ଆଶାରେ…

ଆଦର୍ଶ ପୋଖରୀ ନିର୍ମାଣ ନାଁରେ ଅର୍ଥ ଆତ୍ମସାତ୍‌

ପଟ୍ଟାମୁଣ୍ଡାଇ, ୧୧।୧(ସ୍ବ.ପ୍ର.): ଆଦର୍ଶ ପୋଖରୀ ପୁନରୁଦ୍ଧାର ନାମରେ ଲକ୍ଷାଧିକ ଟଙ୍କା ଆତ୍ମସାତ୍‌ କରାଯାଇଥିବା ଅଭିଯୋଗ ହେଉଛି। ୩ ଦଫାରେ ସେହି ଟଙ୍କା ଖର୍ଚ୍ଚ କରାଯାଇଛି। ସେହି ପୋଖରୀ ଏବେ ଆବର୍ଜନା କୁଣ୍ଡଠୁ ବଳେଇ ପଡ଼ିଛି। ପୋଖରୀ ପାଣିରେ ଗୋଡ଼ ବୁଡ଼ାଇଲେ ଚର୍ମ…

ରାଜସ୍ବ, ବନ ବିଭାଗ ଅଗୋଚରରେ ଚାଲିଛି ଗଛକଟା

ନାଉଗଁା,୧୧ା୧(ସ୍ବ.ପ୍ର): ନାଉଗଁା ବ୍ଲକ ଅନ୍ତର୍ଗତ କୋକିଡିହ-ତେଲସରା ୧୨ କିମି ରାସ୍ତାର ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ ହୋଇଛି। ଏହି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ପୂର୍ବରୁ ଏହି ରାସ୍ତାର ଚଉଡା ୩.୭୫ ମିଟର ଥିବାବେଳ ଏବେ ସମ୍ପ୍ରସାରଣ ପରେ ୫.୭୫ ମିଟର…

ହକି ମାସ୍କଟରେ ଓଲି ହସୁଛି, ଗହୀରମଥାରେ ମରୁଛି

ଜଗନ୍ନାଥ ଧଳ କେନ୍ଦ୍ରାପଡ଼ା ଅଫିସ, ୧୧ା୧: ଓଡ଼ିଶାରେ ହକି ବିଶ୍ୱକପ ଆୟୋଜନ ପରେ ଏହାର ଡେମୋ କପ କେନ୍ଦ୍ରାପଡ଼ା ଜିଲାକୁ ସୋମବାର ଆସିଛି। ୨ଦିନ ଧରି ଜିଲାର ବିଭିନ୍ନ ସ୍ଥାନରେ ଏହାକୁ ସ୍ବାଗତ କରାଯାଇଛି। ଏହି ଅବସରରେ ହକିର ମାସ୍କଟ ଓଲିକୁ…

୪ ପିଲାଙ୍କ ହାତଗୋଡ଼ ବାନ୍ଧି ଅପହରଣ

ମଙ୍ଗୁଳି/ଜଗତପୁର,୧୧ା୧(ଡି.ଏନ୍‌.ଏ.): କଟକ ଜିଲା ଜଗତ୍‌ପୁର ଥାନା ଅଧୀନ ୪୮ନମ୍ବର ୱାର୍ଡ ଭୁବନପୁର ଅଞ୍ଚଳରୁ ମଙ୍ଗଳବାର ସକାଳେ ଏକ ଟାଟା ଏସିରେ ୪ଜଣ ଛୋଟ ପିଲାଙ୍କୁ ୩ଜଣ ଦୁର୍ବୃତ୍ତ ଅପହରଣ କରି ନେଉଥିବାବେଳେ ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟ ତିନି ଜଣ ପିଲାଙ୍କୁ…

୪ ଛୁଆ ଜନ୍ମଦେଲା ସିଂହୀ ରେୱା

ବାରଙ୍ଗ,୧୧।୧(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ମଙ୍ଗଳବାର ସିଂହୀ ରେୱା ପ୍ରଥମଥର ମା’ ହୋଇଥିବା ବେଳେ ୪ଟି ଛୁଆକୁ ଜନ୍ମ ଦେଇଛି। ହେଲେ ଜନ୍ମଦେବାର କିଛି ସମୟ ମଧ୍ୟରେ ନବଜାତକ ଛୁଆଙ୍କୁ ମା’ସ୍ନେହରୁ ବଞ୍ଚତ୍ତ ହେବାକୁ ପଡିଛି। ମା’ ରେୱା ଜନ୍ମ ଦେଇଥିଲେ…

ଘୋଡାହାଡ଼ ଡ୍ୟାମ୍‌: ୬୪ କୁମ୍ଭୀର ଚିହ୍ନଟ

ଦିଗପହଣ୍ଡି,୧୧ା୧(ଡି.ଏନ.ଏ.): ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଘୋଡାହାଡ଼ ଡ୍ୟାମ୍‌ରେ ଗତ ୩ ଦିନ ଧରି ଚାଲିଥିବା କୁମ୍ଭୀର ଗଣନା ମଙ୍ଗଳବାର ଶେଷ ହୋଇଛି। ଦିଗପହଣ୍ଡି ବନ ବିଭାଗ ପକ୍ଷରୁ ଡ୍ୟାମ୍‌ର ୧୦ ଅଞ୍ଚଳରେ ଗଣନା କାର୍ଯ୍ୟ କରାଯାଇଥିଲା। ସତନ୍ତ୍ର ତାଲିମପ୍ରାପ୍ତ ବନ କର୍ମଚାରୀମାନେ…

ଜଗତ୍‌ସିଂହପୁର ବନବିଭାଗ ରେଞ୍ଜରୁ ୨୦୬୨ପକ୍ଷୀ ଚିହ୍ନଟ

ଜଗତ୍‌ସିଂହପୁର ଅଫିସ, ୧୧ା୧: କଟକ ବନଖଣ୍ଡ ଅଧୀନ ଜଗତ୍‌ସିଂହପୁର ରେଞ୍ଚ ଅଞ୍ଚଳର ସନ୍ତସନ୍ତିଆ ସ୍ଥାନରେ ମଙ୍ଗଳବାର ପକ୍ଷୀ ଗଣନା କରାଯାଇଛି। ଏହି ଗଣନାରେ ବିଭିନ୍ନ ପ୍ରଜାତିର ମୋଟ ୨୦୬୨ଟି ପକ୍ଷୀ ଚିହ୍ନଟ ହୋଇଛନ୍ତି। କଟକ ବନଖଣ୍ଡ ଏସ୍‌ଟିଏଫ୍‌ ସୌଭାଗ୍ୟ କୁମାର ସାହୁ…

ଆଜିଠୁ ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

ଖୁଣ୍ଟୁଣୀ,୧୧ା୧(ଡି.ଏନ୍‌.ଏ.): ସବୁ ଅପେକ୍ଷାର ଅନ୍ତ ଘଟିଛି, ଶେଷରେ କଟକ ମହାନଦୀ ପଠାରେ ଥିବା ପ୍ରସିଦ୍ଧ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବାର ଭକ୍ତଙ୍କୁ ସୁଯୋଗ ମିଳିଛି। ଦିନେ, ସପ୍ତାହେ କି ମାସେ ନୁହେଁ, ପ୍ରାୟ ଦୁଇ ମାସର ବ୍ୟବଧାନ ପରେ ବୁଧବାର ପୂର୍ବାହ୍ନ…

ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ ଅଫିସ, ୧୧ା୧: ମାଘ ମାସ କୃଷ୍ଣ ପକ୍ଷ ଚତୁର୍ଥୀ ତିଥିରେ ବୁଧବାର ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତନୀତି ହୋଇଥିବାରୁ ଏହି ନୀତି ସମୟରେ ଅର୍ଥାତ୍‌ ସନ୍ଧ୍ୟା ୫ଟାରୁ ରାତି ୯ଟା…

ଧରାପଡ଼ିଲା ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗ୍‌

ଢେଙ୍କାନାଳ ଅଫିସ, ୧୧।୧: ଗଞ୍ଜାମରୁ ମୟୂରଭଞ୍ଜ ଯାଏ ସୃଷ୍ଟି କରିଥିଲେ ଭୟ ଆତଙ୍କର ବାତାବରଣ। ଟଙ୍କା, ସୁନା ପାଇଁ ଟପିଯାଉଥିଲେ ସବୁ ସୀମା। ପଥଚାରୀଙ୍କୁ ରାସ୍ତା ମଝିରେ ହାଣୁଥିଲେ। ବନ୍ଧୁକ ମୁନରେ ଭୟଭୀତ କରାଇ ଲୁଟି ନେଉଥିଲେ ସର୍ବସ୍ବ। ମୁଣ୍ଡ ଗଡ଼ାଇବାକୁ…

ମଣ୍ଡିରେ ଉପାସ ରହିବେନି ଚାଷୀ

ପାରଳାଖେମୁଣ୍ଡି,୧୧ା୧(ଡି.ଏନ୍‌.ଏ.): ଗଜପତି ଜିଲାରେ ମଣ୍ଡିକୁ ଧାନବିକ୍ରି କରିବାକୁ ଆସୁଥିବା ଚାଷୀମାନେ ଆଉ ଉପାସ ରହିବେନି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯାଇଛି। ମହିଳା ସଶକ୍ତୀକରଣ ଓ ଚାଷୀଙ୍କ ସୁବିଧା ପାଇଁ ଜିଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଏହି ଅଭିନବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?