ଆମ ଜିଲା ଖବର

ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀ ସଂଖ୍ୟା ବୃଦ୍ଧି

ସମ୍ବଲପୁର,୧୧ା୧(ବ୍ୟୁରୋ): ସମ୍ବଲପୁରର ହୀରାକୁଦ ଜଳଭଣ୍ଡାରରେ ହୋଇଥିବା ଦିନିକିଆ ବିଦେଶୀ ପକ୍ଷୀ ଗଣନା ରିପୋର୍ଟ ବନ ବିଭାଗ ପକ୍ଷରୁ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତବର୍ଷ ରେକର୍ଡ ସଂଖ୍ୟକ ଅର୍ଥାତ୍‌ ପୂର୍ବବର୍ଷ ଅପେକ୍ଷା ୧ଲକ୍ଷରୁ ଅଧିକ ପକ୍ଷୀ ଆସିଥିବା ରିପୋର୍ଟରୁ ଜଣାପଡିଛି। ଗତବର୍ଷ ୧୦୪…

ଆଜି ଦୁଲୁକିବ ବାରବାଟୀ ଷ୍ଟାଡିୟମ

କଟକ ଅଫିସ,୧୧ା୧: ହକି ବିଶ୍ୱକପର ଉଦଘାଟନୀ ଉତ୍ସବ ପାଇଁ ଆରମ୍ଭ ହୋଇ ଯାଇଛି କାଉଣ୍ଟଡାଉନ। ଉଦଘାଟନୀ ସଂନ୍ଧ୍ୟା କାର୍ଯ୍ୟକ୍ରମ ପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ପୁରୁଷ ହକି ବିଶ୍ୱକପର ଶୁଭାରମ୍ଭ ଉତ୍ସବକୁ ଦେଖିବ ସାରା…

୧୩ରୁ ଆରମ୍ଭ ହେବ ହକି ବିଶ୍ୱକପ୍‌: ମ୍ୟାଚ୍‌ ଦେଖିବା ଲାଗି ଏଲ୍‌ଇଡି ଟିଭି ବ୍ୟବସ୍ଥା

ପୁରୀ ଅଫିସ, ୧୦ା୧: ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ପୁରୁଷ ହକି ବିଶ୍ୱକପ୍‌। ଚଳିତ ଥର ଏହାକୁ ଓଡ଼ିିଶା ଆୟୋଜନ କରୁଛି। ଏହାକୁ ସ୍ମରଣୀୟ ଓ ଆକର୍ଷଣୀୟ କରିବା ପାଇଁ ପୁରୀ ଜିଲା ପ୍ରଶାସନ ପକ୍ଷରୁ ବିବିଧ କାର୍ଯ୍ୟକ୍ରମର…

ଚିତ୍ରକୋଣ୍ଡା ଜଳଭଣ୍ଡାରରେ ୪୦୧୨ ପକ୍ଷୀ

ଚିତ୍ରକୋଣ୍ଡା,୧୦ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବନାଞ୍ଚଳ ଆନୁକୂଲ୍ୟରେ ବନାଞ୍ଚଳ ଅଧିକାରୀ ବଳରାମ ନାୟକଙ୍କ ନିର୍ଦ୍ଦେଶରେ ମଙ୍ଗଳବାର ଚିତ୍ରକୋଣ୍ଡା ଜଳଭଣ୍ଡାରରେ ପକ୍ଷୀଗଣନା କରାଯାଇଛି। ମୋଟ ୪୦୧୨ ପକ୍ଷୀଙ୍କୁ ଚିହ୍ନଟ କରାଯାଇଛି। ବନ ବିଭାଗର ବୋଟ୍‌ରେ ଚିତ୍ରକୋଣ୍ଡା ସ୍ପିଲବାଇ ଲଞ୍ଚ ଘାଟରୁ ଆଲାମପକା ଏବଂ…

କାବୁ ହେଲା ସହରକୁ ପଶି ଆସିଥିବା ହାତୀ

ପୁରୀ ଅଫିସ,୧୦।୧: ଶେଷରେ ଟ୍ରାଙ୍କୁଲାଇଜ୍‌ ହେଲା ପୁରୀ ସହରରେ ପଶିଥିବା ଦନ୍ତାହାତୀ। ମଙ୍ଗଳବାର ବାଲୁଖଣ୍ଡ ଅଭୟାରଣ୍ୟରେ ହାତୀକୁ ଟ୍ରାଙ୍କୁଲାଇଜ୍‌ କରିବାରେ ବନବିଭାଗ ସଫଳ ହୋଇଛି। ଏହାପରେ ତାକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ଗତ କିଛିଦିନ…

ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ତଦନ୍ତ ପରେ ଅଙ୍ଗନୱାଡ଼ି ସହାୟିକାଙ୍କୁ ବହିଷ୍କାର

ରୂପସା,୧୦।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା-୧ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକା ବୀଣାପାଣି ପ୍ରଧାନଙ୍କୁ ଉପଜିଲାପାଳଙ୍କ ପତ୍ର ସଂଖ୍ୟା ୧/ଏସ୍‌ଏସ୍‌ଡବ୍ଲ୍ୟୁ/୩.୧.୨୩ ଅନୁଯାୟୀ କାର୍ଯ୍ୟରୁ ବହିଷ୍କାର (ଅନ୍ତର) କରାଯାଇଛି। ଏ ସମ୍ପର୍କରେ ବସ୍ତା ସିଡିପିଓଙ୍କ କାର୍ଯ୍ୟାଳୟର ପତ୍ର ସଂଖ୍ୟା…

ଲିକେଜ ଗ୍ୟାସ ଟାଙ୍କି ଯୋଗାଣ

ବୁଗୁଡ଼ା,୧୦ା୧(ଡି.ଏନ.ଏ.): ବୁଗୁଡ଼ା ସହର ତଥା ଆଖପାଖ ଅଞ୍ଚଳର ଲୋକେ ରୋଷେଇ ଗ୍ୟାସ ପାଇଁ ବୁଗୁଡ଼ା ସହରରେ ଥିବା ଏକ ମାତ୍ର ଗ୍ୟାସ ଏଜେନ୍ସି କନକ ଦୁର୍ଗା ଇଣ୍ଡେନ ଗ୍ୟାସ ଉପରେ ନିର୍ଭର କରୁଥିବା ବେଳେ ଗ୍ରାହକମାନଙ୍କୁ ଯୋଗାଣ କରାଯାଉଥିବା ଅଧିକାଂଶ ଗ୍ୟାସ…

ଠେଙ୍ଗା ମାଡ଼ରେ ଯୁବକଙ୍କ ମୃତ: ଗିରଫ ପରେ ଅଭିଯୁକ୍ତ କୋର୍ଟଚାଲାଣ

ଭବାନୀପାଟଣା,୧୦।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ମହୁଲପାଟଣା ଫାଣ୍ଡି ଅନ୍ତର୍ଗତ ଖମାରପଦର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ଜଣେ ଯୁବକଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା କରାଯାଇଛି। ମୃତ ଯୁବକ ହେଲେ ଗ୍ରାମର ଡମେନ…

ମୁକ୍ତା ଯୋଜନାରେ ନିର୍ମାଣଧୀନ କାର୍ଯ୍ୟକୁ ବିଧାୟକଙ୍କ ଉପସ୍ଥିତିରେ ଭଙ୍ଗା ଘଟଣା: ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି

ଦେବଗଡ଼,୧୦।୧(ଡି.ଏନ୍‌.ଏ.): ଦେବଗଡ଼ ପୌରପରିଷଦ ପକ୍ଷରୁ ମୁକ୍ତା ଯୋଜନାରେ ମିଶନ ଶକ୍ତି ମହିଳା ଏସଏଚଜି ପକ୍ଷରୁ ନିର୍ମାଣଧୀନ ପ୍ରକଳ୍ପବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ଉପସ୍ଥିତିରେ ଭାଜପା ସମର୍ଥକଙ୍କ ଭଙ୍ଗାରୁଜା କରିଥିଲେ ଏହି ଘଟଣାରେ ମଙ୍ଗଳବାର ଜିଲା ବିଜେଡି ପକ୍ଷରୁ ଦୃଢ ନିନ୍ଦା କରାଯିବା…

ପୌରପରିଷଦ ନିର୍ବାହୀ ଅଧିକାରୀ, କର୍ମଚାରୀଙ୍କୁ ଗିରଫ ଦାବିରେ ବିକ୍ଷୋଭ

ଦେବଗଡ଼,୧୦।୧(ଡି.ଏନ୍‌.ଏ.): ୨ ତାରିଖ ଦେବଗଡ଼ ପୌରପରିଷଦର ନିର୍ବାହୀ ଅଧିକାରୀ ତପନ ମହାପାତ୍ର ଅଫିସରେ କାର୍ଯ୍ୟ କରୁଥିବା ସମୟରେ ଉପନଗରପାଳ ପ୍ରଜିତ ଭୋଜ ଓ ସ୍ବାଧୀନ କାଉନସିଲର ଧର୍ମେନ୍ଦ୍ର ଦେବତା ତାଙ୍କୁ ମାଡ଼ ମାରିବା ସହିତ ଆକ୍ରମଣ କରିଥିବା ନେଇ ମହାପାତ୍ର ଦେବଗଡ଼…

କାଲି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୦।୧: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଅପରାହ୍ନରେ ଏହି ନୀତି ସମ୍ପନ୍ନ ହେବ । ଭକ୍ତମାନେ ଅପରାହ୍ନ ପ୍ରାୟ ୩ରୁ ୪ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ। ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ…

ଆଇଆଇସିଙ୍କ ନାମରେ ଫେକ୍‌ ଆକାଉଣ୍ଟ

ସୋରଡା ,୧୦।୧: କବିସୂର୍ଯ୍ୟନଗର ଥାନା ଆଇଆଇସି ପ୍ରଭାତ ସାହୁଙ୍କ ନାମରେ କେହି ଜଣେ ଫେକ୍‌ ଫେସବୁକ ଆକାଉଣ୍ଟ ଖୋଲି ଥିବା ଜଣାପଡିଛି। ଏନେଇ ଆଇଆଇସି ସାହୁ ଲୋକଙ୍କୁ ସତର୍କ ରହିବାକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, କେହି ଜଣେ ଅସାମାଜିକ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?