୪ ପ୍ରସ୍ତାବରେ ସରକାର ରାଜି ହେଲେ ଆତ୍ମସମର୍ପଣ କରିବୁ: ସର୍ତ୍ତ ରଖିଲେ ମାଓବାଦୀ ନେତା ନିଖିଳ
ରାୟଗଡ଼ା,୩ା୨(ଆଶିଷ ରଞ୍ଜନ ପଣ୍ଡା):କେନ୍ଦ୍ର ସରକାରଙ୍କ ଗୃହ ବିଭାଗ ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ମାର୍ଚ୍ଚ ୩୧ ଡେଡ୍ଲାଇନ ଦେବା ସହିତ ଭାରତୀୟ ଗଣତନ୍ତ୍ରରେ ସାମିଲ ହେବା ଲାଗି ଚେତାବନୀ ଦେଇଛନ୍ତି। ଏହାପରେ ଦେଶର ବିଭିନ୍ନ ରାଜ୍ୟରେ ଅନେକ ମାଓବାଦୀ ଆତ୍ମସମର୍ପଣ କରୁଥିବାବେଳେ ଅନେକ…
ଲିଙ୍ଗ ପରିବର୍ତ୍ତନ କରି ପୁଅରୁ ଝିଅ ହେଲେ, ସମୀର ନାୟକରୁ ଏବେ ସମୀରା ମାଡାମ
ଖଲ୍ଲିକୋଟ,୩।୨ (ପ୍ରଶାନ୍ତ କୁମାର ମିଶ୍ର): ପୁଅ ଥିଲେ ଝିଅ ହୋଇଗଲେ। ସମୀର ନାୟକରୁ ବନିଗଲେ ସମୀରା ମାଡାମ । ଓଡିଶାର ପ୍ରଥମ ଟ୍ରାନ୍ସ ଓମେନ ଆର୍ଟିଷ୍ଟ ହେଲେ ସମୀରା ନାୟକ । ସମୀର ପୁଅ ଟିଏ ହୋଇ ଜନ୍ମ ହୋଇଥିଲେ ସତ…
ତେଲ ଟ୍ୟାଙ୍କର ନେଲା ମହିଳାଙ୍କ ଜୀବନ: ରାସ୍ତାରୋକ, ସ୍କର୍ପିଓ ଭଙ୍ଗାରୁଜା
ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ବରଡୋଲ ନିକଟରେ ସୋମବାର ସନ୍ଧ୍ୟାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ତେଲ ବୋଝେଇ ଟ୍ୟାଙ୍କର ବିପରୀତ ଦିଗରୁ ଆସୁଥିବା ବାଇକକୁ ଧକ୍କା ଦେବା ଯୋଗୁଁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ…
ବାଇକ ଚୋରି କରି କମ୍ ଦାମ୍ରେ ବିକୁଥିଲେ ଅଭିଯୁକ୍ତ, ଧରିଲା ପୋଲିସ
ବଲାଙ୍ଗିର,୨।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ପୁଇଁତଳା ଥାନା ପୋଲିସ ହାତରେ ଧରାପଡିଛନ୍ତି ବାଇକ ଚୋର । ଜଣେ ବାଇକ ଚୋର ସହିତ ଚୋର ଠାରୁ ଚୋରି ବାଇକ କିଣିଥିବା ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ପୁଇଁନ୍ତଳା…
ଗଣିତ ନୋଟ୍ ବୁକ୍ ନେଇ ନଥିଲେ ବୋଲି ୩ୟ ଶ୍ରେଣୀ ଛାତ୍ରଙ୍କୁ ଲହୁଲୁହାଣ କଲେ ଶିକ୍ଷୟିତ୍ରୀ, ଡାକ୍ତରଖାନାରେ ହେଲେ ଭର୍ତ୍ତି
ଦାରିଙ୍ଗବାଡି, ୨ ।୨ (ଅରୁଣ ସାହୁ ): ଦଣ୍ଡମୁକ୍ତ ଅଞ୍ଚଳରେ ପ୍ରଚଣ୍ଡ ଦଣ୍ଡ ବ୍ୟବସ୍ଥା। ସାଧାରଣ ଗଣିତ ନୋଟ୍ ବୁକ୍ ଭୁଲିଯିବା ଓ ବିନା ନୋଟ୍ ବୁକ୍ରେ ବିଦ୍ୟାଳୟରେ ପହଞ୍ଚିଥିବା ଛାତ୍ରଙ୍କୁ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ମାଡମାରି ଲହୁଲୁହାଣ କରିଥିବା ଘଟଣା…
୧୫ ଫୁଟ୍ ପୋଲ ତଳକୁ ଖସିଲା ଟ୍ରକ୍: ଭିତରେ ଥିଲେ ଡ୍ରାଇଭର, ହେଲ୍ପର
ଲାଞ୍ଜିଗଡ଼,୨।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶନାଥପୁର ଥାନା ଅନ୍ତର୍ଗତ ଢେପଗୁଡ଼ା ପୋଲରେ ପୁଣି ଏକ କୋଇଲା ବୋଝେଇ ଟ୍ରକ୍ ପୋଲ ତଳକୁ ଖସିପଡ଼ିଛି। ଭବାନୀପାଟଣା ଠାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥର ଢେପଗୁଡ଼ା…
କେନ୍ଦ୍ର ବଜେଟ୍ରେ ଇକୋ ଟୁରିଜିମ୍କୁ ଗୁରୁତ୍ୱ: ଋଷିକୂଲ୍ୟା ମୁହାଁଣରେ ହେବ…
ଗଞ୍ଜାମ,୨।୨(ବିଦ୍ୟାଧର ସାହୁ): ବିଶ୍ବ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଛ ବିରଳ ପ୍ରଜାତିର ଅଲିଭ ରିଡ୍ଲେଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ସ୍ଥାନ ପାଇଥିବା ଋଷିକୂଲ୍ୟା ମୁହାଁଣରେ ଇକୋ କରିଡର ହେବ । ପ୍ରଥମଥର ପାଇଁ କେନ୍ଦ୍ର ସରକାର ୨୦୨୬-୨୭ କେନ୍ଦ୍ରୀୟ ବଜେଟରେ ଇକୋ…
ବାଟରେ ଯାଉଥିବାବେଳେ ଦୁର୍ଘଟଣାରେ ଗୁରୁତରଙ୍କୁ ଦେଖି ଏମିତି କାମ କଲେ ସାମାଜିକ କର୍ମୀ
ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ସୋମବାରଜଣେ ସ୍କୁଟି ଚାଳକ ଗାଡିରୁ ନିୟନ୍ତ୍ରଣ ହରାଇ ରାସ୍ତାରେ କଚାଡି ହୋଇପଡି ଗୁରୁତର ହୋଇଥିଲେ। ସମସ୍ତେ ଦେଖୁଥିଲେ ମଧ୍ୟ ତାଙ୍କୁ ସାହାଯ୍ୟ…
ନାବାଳିକାଙ୍କୁ ଅପହରଣ କରିନେଇ ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ, ଶାରୀରିକ ସମ୍ପର୍କ ପାଇଁ…
ତୁମୁଡିବନ୍ଧ,୨।୨(ଦୀପକ କୁମାର ପରାସେଠ): ନାବାଳିକାଙ୍କୁ ଅପହରଣ କରି ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ। ରାତି ଅନ୍ଧାର ଭିତରେ ଘଞ୍ଚ ଜଙ୍ଗଲରେ ଭୟରେ ଜୀବନ ବଞ୍ଚାଇ କୌଣସି ପ୍ରକାରେ ଉଦ୍ଧାର ହୋଇ ସକାଳେ ଘରକୁ ଫେରିଛନ୍ତି ଜଣେ ୧୪ ବର୍ଷୀୟ…
ମିଛ ପ୍ରମାଣପତ୍ର ଦେଖାଇ ବୁଲୁଛନ୍ତି ଅନୁପ୍ରବେଶକାରୀ: ଚିହ୍ନଟ କରି ବିତାଡିତ ପାଇଁ ଏସଡିପିଓଙ୍କୁ ଦାବି କଲେ…
ଦାରିଙ୍ଗବାଡି, ୨।୨ (ଅରୁଣ ସାହୁ ): କନ୍ଧମାଳ ଜିଲାର ବିଭିନ୍ନ ବ୍ଲକ ସମେତ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବଙ୍ଗଳାଦେଶୀ ଅନୁପ୍ରବେଶକାରୀ ବିଭିନ୍ନ ପ୍ରମାଣପତ୍ର ହାତେଇ ଘୂରିବୁଲୁଛନ୍ତି । ସେମାନେ ବୁଲା ବିକାଳୀ ସମେତ ବିଭିନ୍ନ କାର୍ଯ୍ୟକୁ ଲୋକ ଦେଖାଣିଆ କରିବା ସହ…
ପୋଲିସକୁ ସଫଳତା: ସିରିଜ ଚୋରି ଘଟଣାରେ ଜେଲ ଗଲେ ୫ ଅଭିଯୁକ୍ତ, ଜବତ ହେଲା ଏତେ ପରିମାଣର…
ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଇଲାକାରେ ଗତ ୧୫ ଦିନ ମଧ୍ୟରେ ୫ ରୁ ଉଦ୍ଧର୍ବ ଗ୍ରାମରେ ଘଟିଥିବା ରହସ୍ୟମୟ ସିରିଜ ଚୋରି ଘଟଣାରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ଏଏସଆଇ ସୁଧୀର କୁମାର ନାୟକ…
ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ପୂର୍ବ ସରକାରଙ୍କୁ କଟାକ୍ଷ କଲେ ଜିଲାପାଳ
ନୂଆଦିଲ୍ଲୀ,୨।୨: ସୁବର୍ଣ୍ଣପୁର ଜିଲାପାଳ ନୃପରାଜ ସାହୁଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ରବିବାର ସୁବର୍ଣ୍ଣପୁରରେ ଆୟୋଜିତ ‘ସୁଭଦ୍ରା ଶକ୍ତି ମେଳା’ ଶୁଭାରମ୍ଭ ହୋଇଥିଲା। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଜିଲାପାଳ ପରୋକ୍ଷରେ ପୂର୍ବ ବିଜେଡି…
Archives


