ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…
ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି ତାଙ୍କୁ ପୋଲିସ ଜିମା ଦେଇଛନ୍ତି। ସୂଚନାନୁସାରେ, ଗୁଆହାଟୀ ଇଣ୍ଟରସିଟି ଏକ୍ସପ୍ରେସ ଟ୍ରେନଟି ନରାଜମାର୍ଥାପୁର…
ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍ମ୍ୟାନ୍…
କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ ଘଟଣାରେ କେନ୍ଦ୍ରାପଡ଼ା ସଦର ଥାନା ପୋଲିସ ମଙ୍ଗଳବାର ସିସିଆଇର ୱାଚ୍ମ୍ୟାନ୍ ଧୀରେନ୍ଦ୍ର କୁମାର…
ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ
ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ କଙ୍କୋରଡ଼ା ଗ୍ରାମରେ ଦାଦା ବଟି ମାଗି ମରଣାନ୍ତକ ଆକ୍ରମଣ ଓ ଟଙ୍କା…
ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା
ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (ଏସ୍ପି) ହରିଶ ବି. ସି. ଜନସାଧାରଣ ଓ ପୂଜା କମିଟିଗୁଡ଼ିକ ପାଇଁ ସୋମବାର…
ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…
ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ବରଗଡ଼ ଜିଲା…
ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ
ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି।…
ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍: ଅଭିଯୁକ୍ତ ଯୁବକ ଗିରଫ
ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଯୁବକଜଣକ ହେଲେ ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲା ଜାଲୁମୁରୁ ଥାନା…
ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା
ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି। ପୂଜା ସମୟରେ ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ୍ ଲଗାଯାଇଛି।…
ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ
ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍ ପରେ ଗଞ୍ଜାମ ବ୍ଲକ୍ ଦେଇ ବଙ୍ଗୋପସାଗରରେ ମିଶିଛି। ଗଞ୍ଜାମ ଜିଲାବାସୀଙ୍କ ପିଇବା ପାଣି, ଜଳସେଚନରେ…
ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣରେ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ସହକାରୀ ଶିକ୍ଷକ ଭବାନୀ…
ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ
ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି ଅତିରିକ୍ତ ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ଦିଲ୍ଲୀପ କୁମାର ଜେନାଙ୍କ ଉପସ୍ଥିତିରେ ଅବକାରୀ…
ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା
ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ ବଦଳି କରାଯାଇଥିବା ପ୍ରତିବାଦରେ ମଙ୍ଗଳବାର ଜେନ୍ ଆଲଫା ଛାତ୍ରୀଛାତ୍ର,ପୂର୍ବତନ ସରପଞ୍ଚ କୈଳାସ ଷଡଙ୍ଗୀ,ସରପଞ୍ଚ…

