ଆମ୍ବଚାଷ କର୍ମୁଙ୍କୁ ଦେଇଛି ସ୍ବତନ୍ତ୍ର ପରିଚୟ: ବର୍ଷକୁ ରୋଜଗାର କରୁଛନ୍ତି…
ଅମରପାଲି,୨୯ା୫(ପୀତାମ୍ବର ସାହୁ):ବର୍ତ୍ତମାନ ଯୁବପିଢ଼ି ସରକାରୀ ଚାକିରି ପାଇଁ ଦୌଡ଼ ଲଗାଉଥିବା ବେଳେ କେତେଜଣ ଯୁବକ କୃଷିକୁ ନିଜର ଜୀବିକା ଓ ପରିଚୟର ମାଧ୍ୟମ କରି ସଫଳତାର ନୂଆ କାହାଣୀ ଲେଖୁଛନ୍ତି। ସେହିପରି ଜଣେ ସଫଳ ଚାଷୀ ହେଲେ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର…
ମଣ୍ଡିରୁ ଉଠୁନି ଧାନ, ମାଡ଼ି ଆସିଲା ଝଡ଼ବର୍ଷା: ଚାଷୀଙ୍କ ଚିନ୍ତା ବଢିଲା
ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ):ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ସବୁଠାରୁ ଅଧିକ। ଜିଲାରେ ବର୍ତ୍ତମାନ ଚାଲିଛି ରବିଋତୁର ଧାନ କିଣାବିକା। ଆଉ ୩ଦିନ ପରେ ଧାନ ସଂଗ୍ରହ…
ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍ପିଙ୍କ ବଡ଼ ବୟାନ, କହିଲେ…
ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ ଏନେଇ ସ୍ଥାନୀୟ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଅରୁଣ ପାଣ୍ଡେଙ୍କ ବିରୋଧରେ…
ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ
ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ ପ୍ରକାଶ ପାଇଛି। ଏଥିରେ ଥୁଆମୂଳ ରାମପୁର ସଦର ସ୍କୁଲ ପଡ଼ାର ଚନ୍ଦନ ଜାଲ…
ଓସିଏସ୍ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ
କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ଗାଁର ଭବେଶ କୁମାର ଭୋଇ ରାଜ୍ୟରେ ୯୩ ନମ୍ବର ର଼୍ୟାଙ୍କ ହାସଲ କରିଛନ୍ତି।…
ହଷ୍ଟେଲରେ ନ ଥିଲା ଲାଇନ୍: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର
ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି। ସେ ହେଲେ କଣ୍ଢଳ ଗ୍ରାମର ଅକ୍ଷୟ ସାହୁଙ୍କ ପୁଅ ପ୍ରୀତମ ସାହୁ(୧୫)। ପ୍ରୀତମ…
ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍ ସେବା ବନ୍ଦ
ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ ଭିଜି ଯାଇଛି। କେବଳ ସେତିକି ନୁହେଁ, ଝଡବତାସରେ ପବନର ବେଗ ଏତେ ତୀବ୍ର…
ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର
ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର କାମୁଡ଼ାରେ ୨ ନାବାଳକଙ୍କ ସମେତ ୩ ଜଣ ଆହତ ହୋଇଛନ୍ତି। ସିଲିମି ଗ୍ରାମର…
ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍ଯାପିତ
ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍ଯାପିତ ହୋଇଛି। ୫ ଦିନ ବ୍ୟାପୀ ଚାଲିଥିବା ଶତରୁଦ୍ର ମହାଯଜ୍ଞ ଓ ନାମଯଜ୍ଞ ସାରେ ଶତାଧିକ ଶ୍ରଦ୍ଧାଳୁଙ୍କ ଉପସ୍ଥିତିରେ ପୂର୍ଣ୍ଣାହୁତି…
ଟ୍ରେନ ଉପରେ ପଡ଼ିଲା କ୍ରେନ୍
ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍ ଲୋଡିଂ ବେଳେ କ୍ରେନ୍ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ ବିଦ୍ୟୁତ୍ ତାର ମଧ୍ୟ ଛିଣ୍ଡି ପଡିଛି। ଏନେଇ ଉକ୍ତ ରୁଟ୍ରେ ପ୍ୟାସେଞ୍ଜର ଟ୍ରେନ୍…
ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା
କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ ନିର୍ଯାତନାର ଶିକାର ହୋଇଛନ୍ତି ଜଣେ ନାବାଳିକା। ନାବାଳିକା ଜଣକ ଅଞ୍ଚଳର ପରିଚିତ ବ୍ୟକ୍ତିଙ୍କ…
ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ
ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ ଘଟଣାକୁ ନେଇ ଅଞ୍ଚଳରେ…

