ଆମ ଜିଲା ଖବର

ହୀରାକୁଦ ଜଳଭଣ୍ଡାରରେ ପକ୍ଷୀଗଣନା

ସମ୍ବଲପୁର,୯ା୧(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ରବିବାର ଦିନିକିଆ ବିଦେଶୀ ପକ୍ଷୀ ଗଣନା ଶେଷ ହୋଇଛି। ଅନୁକୂଳ ପାଗ ଯୋଗୁ ବିଶେଷଜ୍ଞ ଟିମ୍‌କୁ ପକ୍ଷୀଗଣନା କରିବା ସହଜ ହୋଇଥିଲା। ଜାନୁୟାରୀ ୧୦ ତାରିଖରେ ପକ୍ଷୀଗଣନା ରିପୋର୍ଟ ପ୍ରକାଶ ପାଇବ। ବିଗତବର୍ଷ ଅପେକ୍ଷା ଚଳିତବର୍ଷ…

ରାସ୍ତାରେ ଭାସୁଛି ଡ୍ରେନ୍‌ ପାଣି

ଲାଠୋର,୯ା୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିକଟ ମୁଖ୍ୟରାସ୍ତାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ପ୍ରାୟ ୨୦ ମିଟର ଡ୍ରେନ ପୋତି ହୋଇ ଯିବାରେ ମଇଳା ପାଣି ମୁଖ୍ୟରାସ୍ତାରେ ଭାସୁଛି। ସେହି ରାସ୍ତା…

ଶିକାରୀଙ୍କ ବିଦ୍ୟୁତ୍‌ ଫାଶରେ ହାତୀ ମୃତ

ସମ୍ବଲପୁର,୯ା୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ହାତିବାରି-ବନ୍ଦେର ସଂରକ୍ଷିତ ଜଙ୍ଗଲରୁ ରବିବାର ସକାଳେ ଏକ ଦନ୍ତା ହାତୀର ମୃତହେଦ ଠାବ ହୋଇଥିଲା। ବନ ବିଭାଗ ହାତୀର ମୃତଦେହ ଜବତ କରିଥିଲା। ଖବରପାଇ ଘଟଣାସ୍ଥଳରେ ଭୁବନେଶ୍ୱରରୁ ଏସ୍‌ଟିଏଫ ଟିମ୍‌ ସହ ସମ୍ବଲପୁର ଆରସିିସିଏଫ…

ଭୁଜାଲିରେ ହାଣି ଲୁଟିନେଲେ ୧୫ ଲକ୍ଷ ଟଙ୍କା

ପରଜଙ୍ଗ,୯ା୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା ଛକ ନିକଟରେ ରାଶନ ଦୋକାନ କରିଥିବା କ୍ଷୀରୋଦ ସାହୁଙ୍କ କର୍ମଚାରୀ ଜୟନ୍ତ ଆଚାର୍ଯ୍ୟ ସୋମବାର ଲୋଧଣି ଗ୍ରାମ୍ୟ ବ୍ୟାଙ୍କଙ୍କୁ ଟଙ୍କା ଡିପୋଜିଟ୍‌ କରିବାକୁ ଯାଇଥିବା ବେଳେ ୩ ଜଣ ଲୁଟେରା ବ୍ୟାଙ୍କ ସମ୍ମୁଖରେ…

କଇଁଛଙ୍କ ପ୍ରଜନନସ୍ଥଳୀରେ ପର୍ଯ୍ୟଟକଙ୍କ ଭୋଜିଭାତର ଆସର: ସୋସିଆଲ ମିଡିଆରେ ଫଟୋ ଭାଇରାଲ

ଚାନ୍ଦବାଲି,୯ା୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନବିଭାଗ ଅଧିନସ୍ଥ ଧାମରା-ଉଡ଼ାବାଲିକୁ କଇଁଛର ଆଶ୍ରୟସ୍ଥଳୀ କୁହାଯାଉଥିବା ବେଳେ ଏବେ ପର୍ଯ୍ୟଟକମାନଙ୍କର ଭୋଜିଭାତର ଆସର ସେଠାରେ ଜମୁଛି। ଏହି ଅଞ୍ଚଳରେ ପର୍ଯ୍ୟଟକମାନଙ୍କର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଦେଖିବାକୁ ମିଳିଛି। ରବିବାର ଶତାଧିକ ପର୍ଯ୍ୟଟକଙ୍କ ଗହଳିର…

ଭିଜିଲାନ୍ସ ଜାଲରେ ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ

ରାୟଗଡ଼ା ଅଫିସ,୯ା୧: ରାୟଗଡ଼ା ଜିଲା କୋଲନରା ବ୍ଲକର ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ କିଶୋର ଚନ୍ଦ୍ର ନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ରବିବାର ରାତିରେ କିଶୋର ଚନ୍ଦ୍ର…

ଝାଡ଼ାବାନ୍ତି ଆକ୍ରାନ୍ତଙ୍କୁ ଷ୍ଟ୍ରେଚରରେ ବୋହି ନଦୀପାର

ରାୟଗଡ଼ା,୯ା୧(ସ୍ବ.ପ୍ର.): ରାୟଗଡ଼ା ବ୍ଲକ କେରଡ଼ା ପଞ୍ଚାୟତ ଅନ୍ତର୍ଗତ ଖିଲମିସଗୁଡ଼ା ଏବଂ ୧୮ଖଣ୍ଡ ଗ୍ରାମବାସୀଙ୍କ ଗମନାଗମନ ସମସ୍ୟାରେ ସୁଧାର ଆସୁନି। ରୋଗୀ ଏବଂ ଗର୍ଭବତୀ ଏବେବି ବୁହା ହେଉଛନ୍ତି। ରବିବାର ଝାଡ଼ାବାନ୍ତିରେ ଆକ୍ରାନ୍ତ ଖିଲମିସଗୁଡ଼ା ଗ୍ରାମର ସତ୍ୟବତୀ ମାଣ୍ଡାଙ୍ଗି(୬୦)ଙ୍କୁ ଷ୍ଟ୍ରେଚରରେ ବୋହି ନଦୀପାର…

ପ୍ରତିବର୍ଷ ବଦଳୁଛନ୍ତି ଗୋଷ୍ଠୀ ଶିକ୍ଷା ଅଧିକାରୀ

କୁନ୍ଦୁରା,୯ା୧ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଳକରେ ବର୍ଷ ନ ପୂରୁଣୁ ବଦଳି ହୋଇ ଚାଲିଛନ୍ତି ଗୋଷ୍ଠୀ ଶିକ୍ଷା ଅଧିକାରୀ। ଜୟପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୀମାଞ୍ଚଳ ମିଶ୍ର କୁନ୍ଦୁରା ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦବୀରେ ୮ ମାସ ରହି…

ଛାତ୍ରୀଙ୍କ ଉପରେ ଚଢ଼ିଗଲା ବସ୍‌, ଚାଲିଗଲା ଜୀବନ

ଢେଙ୍କାନାଳ ଅଫିସ,୯ା୧: ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥର ଉପର ବାଘଲୁଣ୍ଡା ଗ୍ରାମ ଛକଠାରେ ସୋମବାର ରୁଙ୍ଗ୍‌ଟା କମ୍ପାନୀ ଷ୍ଟାଫ୍‌ଙ୍କୁ ନେଇ ଯାଉଥିବା ଏକ ବସ୍‌ ଦୁର୍ଘଟଣାରେ ଜଣେ ଯୁକ୍ତ ୨ କଲେଜ ଛାତ୍ରୀଙ୍କର ମୃତ୍ୟୁ ଘଟିଛି।…

ଅଜଣା ଗାଡ଼ି ଧକ୍କାରେ ପରିବା ଦୋକାନୀଙ୍କ ଜୀବନ ଗଲା

ବନ୍ତ,୯ା୧(ଡି.ଏନ୍‌.ଏ.): ସୋମବାର ଭୋର୍‌ ସମୟରେ ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର ବନ୍ତ ଲକ୍ଷ୍ମୀବଜାରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ପରିବା ଦୋକାନୀଙ୍କର ମୃତ୍ୟୁ ଘଟିଛି। ମୃତ ଦୋକାନୀ ଜଣକ ଚଣ୍ଡିପୁର ଗ୍ରାମର ଜାହାଙ୍ଗୀର ଖାଁ…

ଗାଁରେ ପଶି ଘର ଭାଙ୍ଗିଲା ଦନ୍ତା

ପାଟଣା,୯ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଉଦୟପୁର ବିଟ୍‌ ମୟୂରଭଞ୍ଜ ଜିଲାରୁ ଗୋଠଛଡ଼ା ଦନ୍ତା ରବିବାର ରାତିରେ ସାହାରପଡ଼ା ସେକ୍ସନ ଉଦୟପୁର ବିଟ୍‌ରେ ଉପଦ୍ରବ କରି ଘର ଭାଙ୍ଗି ଦେଇଛନ୍ତି। ଗୋଠଛଡା ଦନ୍ତା ବାଇକଳା, ଲୁଙ୍ଗା ଓ ନିଶ୍ଚିନ୍ତପୁର…

ହାତୀ ଭୟରେ ହତା ବନ୍ଦ

ଢେଙ୍କାନାଳ ଅଫିସ, ୯।୧: ଜଙ୍ଗଲ ଭିତରେ ଜନବସତି। ଗାଁ ସୀମାନ୍ତରେ ଅଭୟାରଣ୍ୟ। ଫଳରେ ଅରଣ୍ୟ ଇଲାକା ଡେଇଁ ବର୍ଷତମାମ ଗ୍ରାମାଭିମୁଖୀ ହେଉଛନ୍ତି ହିଂସ୍ର ବନ୍ୟପ୍ରାଣୀ। କି ଦିନ କି ରାତି ସଡ଼କରେ ନିର୍ଭୟରେ ଘୂରି ବୁଲୁଛନ୍ତି ସେମାନେ, ଯାହାକୁ ନେଇ ଢେଙ୍କାନାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?