‘ଭଞ୍ଜନଗରରେ କିଟ୍ର ୨୦୦ ଶଯ୍ୟାବିଶିଷ୍ଟ ହସ୍ପିଟାଲ’
ଭଞ୍ଜନଗର,୯ା୧(ଡି.ଏନ୍.ଏ.): ଭଞ୍ଜନଗର ନିର୍ବାଚନମଣ୍ଡଳୀ ବିଜେଡି ପକ୍ଷରୁ ଦଳର ପ୍ରତିଷ୍ଠା ଦିବସ ରବିବାର ସ୍ଥାନୀୟ ଜଳସମ୍ପଦ ବିଭାଗ ଆମ୍ବତୋଟାରେ ପାଳନ କରାଯାଇଛି। ଏଥିରେ ଭଞ୍ଜନଗର ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ…
ବ୍ରାହ୍ମଣୀ ନଦୀଶଯ୍ୟାରୁ ବେଆଇନ ମାଟି ଉଠାଣ
ପଟ୍ଟାମୁଣ୍ଡାଇ,୯ା୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳ ଦେଇ ଯାଇଥିବା ବ୍ରାହ୍ମଣୀ ନଦୀ ଶଯ୍ୟାରୁ ବେଆଇନ ଭାବେ ଦୈନିକ ଶହ ଶହ ଟ୍ରିପ୍ ବାଲି ଉଠାଇ ନେଇ କଷଣଅଣ୍ଟାଠାରେ ନିର୍ମାଣ ହେଉଥିବା କ୍ରିଟିକାଲ କେୟାର ହସ୍ପିଟାଲ କାର୍ଯ୍ୟରେ ଲଗା ଯାଉଛି। ସାଧାରଣ ଲୋକଙ୍କ…
ଜିଲାପାଳଙ୍କ ସତ୍ୟପାଠ ଉପରେ ଏନ୍ଜିଟି ଅସନ୍ତୁଷ୍ଟ
ଯାଜପୁର ଅଫିସ,୯ା୧: ଯାଜପୁର ଜିଲା ଅନ୍ତର୍ଗତ ଚଣ୍ଡିଖୋଲ-ଡୁବୁରୀ ୫୩ ନମ୍ବର ଜାତୀୟ ରାଜପଥ(ଏନ୍ଏଚ୍) ସମ୍ପ୍ରସାରଣ କାର୍ଯ୍ୟ ପାଇଁ ବିପୁଳ ଲଘୁ ଖଣିଜ ଦ୍ରବ୍ୟ ଲୁଟ ହୋଇଛି। ଏଥିରେ ନିୟୋଜିତ ଠିକାସଂସ୍ଥା ଗମନ ଇନ୍ଫ୍ରାଷ୍ଟ୍ରକ୍ଚର ପ୍ରୋଜେକ୍ଟ ଲିଃ(ଜିଆଇପିଏଲ), ଏନ୍ଏଚ୍ଏଆଇ ଢେଙ୍କାନାଳ ଓ ଗମନ…
‘ଦମନ’, ‘ଶେଷରାତି’କୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର
ପୁରୀ ଅଫିସ,୯ା୧: ଓଡ଼ିଶାର ପୁରାତନ ଚଳଚ୍ଚିତ୍ର ପତ୍ରିକା ‘ଚଳଚ୍ଚିତ୍ର ଜଗତ’ର ୪୭ତମ ବାର୍ଷିକ ଉତ୍ସବ ଓ ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ରବିବାର ପୁରୀ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଯୋଗଦେଇଥିଲେ।…
ଚିଲିକାରେ ଜଳଦସ୍ୟୁଙ୍କ ଆକ୍ରମଣ, ଲୁଟ
ବାଲୁଗାଁ,୯।୧(ଡି.ଏନ୍.ଏ.): ଚିିଲିକାରେ ଜଳଦସ୍ୟୁଙ୍କ ଆତଙ୍କ ଯୋଗୁ ମତ୍ସ୍ୟଜୀବୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଶନିବାର ବିଳମ୍ବିତ ରାତ୍ରିରେ ଚିଲିକାରେ ମାଛ ମାରୁଥିବା ବାଲୁଗାଁ ଅଞ୍ଚଳର ୪ଜଣ ମତ୍ସ୍ୟଜୀବୀଙ୍କୁ ୬ରୁ ୭ଜଣ ଜଳଦସ୍ୟୁ ଘେରିଯାଇ ମାଡ଼ମାରିବା ସହ ଡଙ୍ଗାରେ ଥିବା ମାଛ, ଲାଇଟ୍…
ଡିଏମ୍ଡି ଆକ୍ରାନ୍ତଙ୍କ ଚିକିତ୍ସା ଖର୍ଚ୍ଚ ସରକାର ବହନ କରନ୍ତୁ
କଟକ ଅଫିସ,୯ା୧: ଡୁଚେନ ମସ୍କୁଲାର ଡିସ୍ଟ୍ରୋପି (ଡିଏମ୍ଡି) ରୋଗରେ ପୀଡ଼ିତ ଥିବା ଶିଶୁଙ୍କ ଚିକିତ୍ସା ପାଇଁ ସରକାର ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସେମାନଙ୍କ ଅଭିଭାବକ ନିବେଦନ କରିଛନ୍ତି। ଏହି ରୋଗ ଶିଶୁଙ୍କ ମାଂସପେଶୀ ଦୁର୍ବଳ ସହ ଶଯ୍ୟାଶାୟୀ କରିଦେଇଥିବା…
୨୮,୯୭୦ ପର୍ଯ୍ୟଟକ ନନ୍ଦନକାନନ ବୁଲିଲେ
ବାରଙ୍ଗ,୯।୧(ଡି.ଏନ୍.ଏ.): ପାଗ ଭଲଥିବାରୁ ଚଳିତ ବର୍ଷ ଦ୍ବିତୀୟ ରବିବାରରେ ୨୮,୯୭୦ଜଣ ପର୍ଯ୍ୟଟକ ନନ୍ଦନକାନନ ବୁଲିବାକୁ ଆସିଛନ୍ତି। ସେଥି ମଧ୍ୟରେ ଅଫ୍ଲାଇନରେ ୨୭୦୯ ଓ ଅନ୍ଲାଇନରେ ୧୮୧୯ ଜଣ ପର୍ଯ୍ୟଟକ ଟିକେଟ ସଂଗ୍ରହ କରିଥିଲାବେଳେ ୬୦ ଜଣ ଦିବ୍ୟାଙ୍ଗ ବିନା ଦେୟରେ ପ୍ରବେଶ…
ଷ୍ଟେଶନ ପ୍ଲାଟଫର୍ମରେ ପଡ଼ି ମହିଳା ମୃତ
ପୁରୀ ଅଫିସ,୯ା୧: ପୁରୀ ରେଲଓ୍ବେ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଷ୍ଟେଶନର ୬ନଂ. ପ୍ଲାଟଫର୍ମରେ ଠେଲାପେଲାରେ ତଳେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତା ହେଲେ ପୁରୀ ଜିଲା ଡେଲାଙ୍ଗ ଥାନା ଅଞ୍ଚଳର କୁନିମଣି ନାୟକ। ଏ ନେଇ ରେଲଓ୍ବେ…
ଉଦ୍ଧାର ନାବାଳିକା ବର୍ଷେ ପରେ ଫେରିଲେ ନାଗାଲାଣ୍ଡ
ଖୋର୍ଦ୍ଧା ଅଫିସ,୯ା୧: ବର୍ଷେ ତଳେ ଭୁବନେଶ୍ୱର ରେଳଷ୍ଟେଶନରୁ ଉଦ୍ଧାର ହୋଇଥିବା ନାବାଳିକା ଖୋର୍ଦ୍ଧା ଜିଲା ପ୍ରଶାସନର ସହଯୋଗକ୍ରମେ ନିଜ ରାଜ୍ୟ ନାଗାଲାଣ୍ଡକୁ ଫେରିଯାଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଗତବର୍ଷ ଫେବୃୟାରୀ ୫ରେ ଭୁବନେଶ୍ୱର ରେଲୱେ ଷ୍ଟେଶନରେ ରେଲଓ୍ବେ ଚାଇଲ୍ଡ ଲାଇନ ନାଗାଲାଣ୍ଡର…
ନନ୍ଦନକାନନକୁ ଆସିଲା ଉଦ୍ଧାର ଗାଡ଼ଭାଲୁ
ବାରଙ୍ଗ,୯।୧(ଡି.ଏନ୍.ଏ.): ଢେଙ୍କାନାଳ ଡିଭିଜନ କପିଳାସ ରେଞ୍ଜରୁ ଉଦ୍ଧାର ମାଈ ଗାଡ଼ଭାଲୁ ରବିବାର ଅପରାହ୍ନରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଛି। ଭାଲୁର ଦେହ ଓ ଗୋଡ଼ରେ ଶକ୍ତ ଆଘାତ ଲାଗିଥିବାରୁ ସେ ଠିକରେ ଚାଲି ପାରୁନାହିଁ। ସେ ଅସୁସ୍ଥ ଥିବାରୁ କର୍ତ୍ତୃପକ୍ଷ ପ୍ରଥମେ…
ଗୋପରେ ଗ୍ୟାସ, ତୈଳ ସନ୍ଧାନ ପ୍ରସଙ୍ଗ: ପେଟ୍ରୋଲ ରି-ଫାଇନ ଲାଗି ପହଞ୍ଚିଲା ୧୧ ମେଶିନ
ଗୋପ,୯।୧(ଡି.ଏନ୍.ଏ.): ପୁରୀ ଜିଲା ଗୋପ ନିକଟସ୍ଥ କୁଶୁପୁରୁରେ ପ୍ରାକୃତିକ ଗ୍ୟାସ ସହିତ ପେଟ୍ରୋଲ, ଡିଜେଲ ବାହାରିବା ନେଇ ରବିବାର ୪ଟି ରାଜ୍ୟରୁ ୧୧ଟି ଅତ୍ୟାଧୁନିକ ମେଶିନ ପହଞ୍ଚିଛି। ଏହି ଅତ୍ୟାଧୁନିକ ମେଶିନ ଦ୍ବାରା ପ୍ରାୟ ୯ ଶହ ଫୁଟ ତଳୁ ବାହାରିବା…
ଢେଙ୍କାନାଳ ସୀମାରେ ନରହନ୍ତା ହାତୀ
ଢେଙ୍କାନାଳ ଅଫିସ/ଅନୁଗୋଳ ଅଫିସ,୯ା୧: ଅନୁଗୋଳ ଜିଲା ଛେଳିଆପଡ଼ା, ଅଙ୍ଗାରବନ୍ଧ, ବାରସିଙ୍ଗା, ବଅଁରପାଳର ଗଡ଼ସନ୍ତ୍ରୀ ଅଞ୍ଚଳରେ ଆତଙ୍କ ସୃଷ୍ଟି କରି ୪ ଜୀବନ ନେଇଥିବା ନରହନ୍ତା ହାତୀ ଢେଙ୍କାନାଳମୁହଁା ହୋଇଛି। ଶନିବାର ସନ୍ଧ୍ୟାରେ ଉକ୍ତ ହାତୀ ହିନ୍ଦୋଳ ରେଞ୍ଜ୍ ସଞ୍ଜପଡ଼ା ଅଞ୍ଚଳରେ ପ୍ରବେଶ…

