ଆମ ଜିଲା ଖବର

ଜୁନାଗଡ଼ କଳାହାଣ୍ଡି ଉତ୍ସବ: ଶୀତୁଆ ସନ୍ଧ୍ୟାରେ ଜମୁଛି ସାଂସ୍କୃତିକ କାର୍ଯ୍ୟକ୍ରମ

ଭବାନୀପାଟଣା,୮।୧(ସ୍ବ.ପ୍ର.): ଜୁନାଗଡ଼ କଳାହାଣ୍ଡି ଉତ୍ସବର ପ୍ରଥମ ସନ୍ଧ୍ୟାରେ ଦର୍ଶକଙ୍କୁ ମତୁଆଲା କରିଥିଲେ ସମ୍ବଲପୁରୀ ଲୋକପ୍ରିୟ ଗାୟକ ରୁକୁ ସୁନା। ଗୀତର ତାଳେ ତାଳେ ଝୁମି ଉଠିଥିଲେ ଦର୍ଶକ। ପ୍ରଥମ ଗୀତ ଲଚକି ମଣି ଜୁରା ବେଣୀ…, ଆଲୋ ମୋର ରିବନ ଫିତା……

ଚିକିତ୍ସା ପାଇଁ ଆସିଥିବା ରୋଗୀଙ୍କର ସୁଲଭ ଶୌଚାଳୟରେ ଚାଲିଗଲା ଜୀବନ

କେନ୍ଦୁଝର,୮ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ଚିକିତ୍ସା ହେବାକୁ ଆସିଥିବା ଜଣେ ବ୍ୟକ୍ତିଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ନିକଟରେ ରବିବାର ମେଡିକାଲ ନିକଟ ସୁଲଭ ଶୌଚାଳୟକୁ ପରିସ୍ରା କରିବାକୁ ଯାଇଥିବାବେଳେ ହଠାତ୍‌ ତଳେ ପଡ଼ି ଯାଇଥିଲେ। ସେଠାରୁ…

ସହମତିରେ ଶାରୀରିକ ସମ୍ପର୍କ ବଳାତ୍କାର ନୁହେଁ : ହାଇକୋର୍ଟ

କଟକ ଅଫିସ,୮ା୧: ବିବାହ ପ୍ରତିଶ୍ରୁତି ଦେଇ ସହମତିରେ ପ୍ରାପ୍ତ ବୟସ୍କା ମହିଳାଙ୍କ ସହିତ ଶାରିରୀକ ସମ୍ପର୍କ ରଖିଲେ ବଳାତ୍କାର ନୁହେଁ ବୋଲି ଓଡ଼ିଶା ହାଇକୋର୍ଟ ରାୟ ଦେଇଛନ୍ତି। ଜଷ୍ଟିସ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏକ ବଳାତ୍କାର ମାମଲାରେ…

ସୁରକ୍ଷା ବନ୍ଧ କାର୍ଯ୍ୟ ଚାଲୁଥିବା ବେଳେ ନଦୀକୁ ଖସିଲା ପଥର

ଆରଡ଼ି,୮ା୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଆରଡ଼ି ପଞ୍ଚାୟତ ଅଧୀନ ଶିତଳପୁର ଗାଁ ନିକଟରେ ପ୍ରବାହିତ ସାଳନ୍ଦୀ ନଦୀକୂଳରେ ଥିବା ସୁରକ୍ଷା ବନ୍ଧ କାର୍ଯ୍ୟ ଚାଲୁ ରହିଥିବା ବେଳେ ରବିବାର ପଥର ସମେତ ବନ୍ଧ ନଦୀ ଗର୍ଭକୁ ଧସି ଯାଇଛି ।…

ଠାକୁର ଅନୁକୁଳଚନ୍ଦ୍ରଙ୍କର ଉତ୍ସବ: ଯୋଗଦେଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୮।୯: ପୁରୀ ତାଳବଣିଆସ୍ଥିତ ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ଆୟୋଜିତ ଠାକୁର ଅନୁକୁଳଚନ୍ଦ୍ରଙ୍କର ଉତ୍କଳ ଆଗମନକୁ ୧୦୧ ତମ ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ତାଳବଣିଆସ୍ଥିତ ହେଲିପ୍ୟାଡ଼ରେ ପହଞ୍ଚିବା ପରେ ସୁରକ୍ଷା ବଳୟ ଭିତରେ ତାଙ୍କୁ…

ଠାକୁର ଅନୁକୂଳଚନ୍ଦ୍ରଙ୍କ ଉତ୍କଳ ଆଗମନୀର ୧୦୧ ତମ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୮ା୧: ତାଳବଣିଆସ୍ଥିତ ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ରବିବାର ଆୟୋଜିତ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନୀର ୧୦୧ ତମ ପୂର୍ତ୍ତି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ସୁନ୍ଦର ରାଜ୍ୟ ଓ ଦେଶ ଗଠନ ପାଇଁ ଆହ୍ବାନ ଦେଇଛନ୍ତି। ସଭାସ୍ଥଳକୁ ଯାଇ ପ୍ରଥମେ…

ଶୀତରେ ଥରୁଛି ଜି.ଉଦୟଗିରି

ଜି.ଉଦୟଗିରି,୮ା୧(ଡି.ଏନ୍‌.ଏ.): ପ୍ରବଳ ଶୀତରେ ଥରୁଛି ଜି.ଉଦୟଗିରି ସହର। ଦୁଇ ଦିନ ହେବ ଏଠାରେ ପ୍ରବଳ ଶୀତ ଅନୁଭୂତ ହେଉଛି। ରବିବାର ସର୍ବନିମ୍ନ ତାପମାତ୍ରା ୪.୬ ଡିଗ୍ରୀ ସେଲ୍‌ସିୟର ରହିଛି ବୋଲି ଜି ଉଦୟଗିରି କୃଷି ପାଣିପାଗ ଫିଲ୍ଡ ୟୁନିଟ୍‌ ପକ୍ଷରୁ ଜଣାଯାଇଛି।…

ବିଶ୍ୱ ହକିକପ୍‌ ଉପଲକ୍ଷେ ଢେଙ୍କାନାଳରେ ପଥ ଉତ୍ସବ

ଢେଙ୍କାନାଳ ଅଫିସ,୮ା୧: ହକି ବିଶ୍ୱକପ୍‌ ଉପଲକ୍ଷେ ରବିବାର ଢେଙ୍କାନାଳ ପୌରାଞ୍ଚଳ, କାମାକ୍ଷାନଗର, ଭୁବନ ଓ ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦରେ ପଥ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଜିଲା କାର୍ଯ୍ୟାଳୟ ସମ୍ମୁଖସ୍ଥିତ ମହାତ୍ମା ଗାନ୍ଧୀ ମାର୍ଗଠାରେ ଢେଙ୍କାନାଳ ପୌରସଂସ୍ଥା ପକ୍ଷରୁ ଅନୁଷ୍ଠିତ ଏହି…

ଗଞ୍ଜାମ ଏସ୍‌ପି ଭାବେ ଦାୟିତ୍ୱ ନେଲେ ଜଗମୋହନ ମୀନା

ଛତ୍ରପୁର,୮।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ନୂତନ ଏସ୍‌ପି ଭାବେ ଆଇପିଏସ୍‌ ଅଧିକାରୀ ଜଗମୋହନ ମୀନା ରବିବାର କାର୍ଯ୍ୟରେ ଯୋଗ ଦେଇଛନ୍ତି । ଜିଲାର ଆଇନ ଶୃଙ୍ଖଳା ପରିସ୍ଥିତି ସହ ଅପରାଧୀ ସମସ୍ୟା ଉପରେ ବିଶେଷ ଗୁରୁତ୍ୱ ଦିଆଯିବ ବୋଲି ଯୋଗ ଦେବା ଅବସରରେ…

କନାକୁଣ୍ଡ ପିକ୍‌ନିକ ସ୍ପଟ୍‌ ସିଲ୍‌ ହେଲା

ସୁନ୍ଦରଗଡ,୮।୧(ଡି.ଏନ.ଏ.): ସୁନ୍ଦରଗଡ ଜିଲା ବାଲିଶଙ୍କରା ବ୍ଲକ ତଳସରା ଥାନା ଅନ୍ତର୍ଗତ ଘୋଘର ଗ୍ରାମ ନିକଟ ଇବ ନଦୀର କନାକୁଣ୍ଡ ଘାଟ ପିକ୍‌ନିକ ସ୍ପଟ କୁ ପରିଶେଷରେ ସିଲ୍‌ କରିଛି ପ୍ରଶାସନ। ଉପଜିଲାପାଳ ଏହି ସ୍ଥାନର ଚାରିପାଖରେ ବ୍ୟାରିକେଟ ଲଗାଇବା ଓ ଦୁଇଜଣ…

ଗୋଠଛଡ଼ା ଗଜ ପାଇଁ ସ୍ଥିତି ଗମ୍ଭୀର

ଅନୁଗୋଳ ଅଫିସ,୮।୧: ଢେଙ୍କାନାଳରୁ ଅନୁଗୋଳ ବନଖଣ୍ଡକୁ ଚାଲି ଆସିଥିବା ୨୫ ହାତୀ ମଧ୍ୟରୁ ଗୋଟିଏ ଗୋଠଛଡ଼ା ମାଈ ହାତୀ ଅନୁଗୋଳ ସଦର ଥାନା ଓ ବଅଁରପାଳ ଥାନା ଅଞ୍ଚଳରେ ଶନିବାର ଗମ୍ଭୀର ସ୍ଥିତି ସୃଷ୍ଟି ହୋଇଛି। ଭୋର୍‌ ସମୟରେ ଏହି ମାଈ…

ଶିଶୁପୁତ୍ରର ଯୌନାଙ୍ଗ କାଟିନେଲେ ଦୁର୍ବୃତ୍ତ

ପାଟଣା,୮ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ଭୃଙ୍ଗରାଜପଶି ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଶନିବାର ଜଣେ ୨ ବର୍ଷ ୨ ମାସ ଶିଶୁପୁତ୍ରର ଯୌନାଙ୍ଗକୁ କେହି ଦୁର୍ବୃତ୍ତ ପୂର୍ବ ଶତ୍ରୁତାରୁ କାଟି ନେଇ ଯାଇଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?