ଆମ ଜିଲା ଖବର

ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା କାର୍, ଦୁର୍ଘଟଣାରେ ଚାଲିଗଲା ୨ଜୀବନ

କେନ୍ଦୁଝର,୨୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଢେଙ୍କାନାଳରୁ ଘଟଗାଁ ଯାଉଥିବା ବେଳେ ରାସୋଳ ଗ୍ରାମ ନିକଟରେ କାରଟି ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା । ଫଳରେ…

ଦାରିଙ୍ଗବାଡ଼ିରେ ଫେଲ୍‌ ମାରୁଛି ଶିଶୁ ସୁରକ୍ଷା ଅଭିଯାନ, ଟାଣଖରାରେ ଖଟୁଛନ୍ତି ଶିଶୁଶ୍ରମିକ

ଦାରିଙ୍ଗବାଡ଼ି,୨୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶିଶୁଶ୍ରମିକ ନିରୋଧ ଯୋଜନା ଫେଲ୍‌ ମାରୁଛି। ପ୍ରତି ମାସରେ ଏନେଇ ଟାସ୍କ ଫୋର୍ସର ଘନଘନ ବୈଠକ ସତ୍ତ୍ୱେ ଅଞ୍ଚଳରେ ଶିଶୁଶ୍ରମିକଙ୍କ ସଂଖ୍ୟା କମିବାରେ ନାମ ଧରୁନି। ଏଭଳି ଘଟଣା ଦେଖିବାକୁ ମିଳିଛି…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ସ୍ବତନ୍ତ୍ର ପୂଜା ସହିତ ମା’ ଭୋଗ ଗ୍ରହଣ…

ପାଣି ପାଇଁ ମହାସଂଗ୍ରାମ: ପିଏଚଡି କାର୍ଯ୍ୟାଳୟ ଘେରିଲେ ମହିଳା, ବିଭାଗୀୟ ଅଧିକାରୀ ଦେଲେ ଏମିତି ପ୍ରତିଶ୍ରୁତି

ଛତ୍ରପୁର,୨୮।୫ (ଦିଲ୍ଲୀପ ସାମଲ): “ପାଣି ଟୋପେ ପାଇଁ ଜୀବନ ବିକଳ, ପ୍ରଶାସନ କିନ୍ତୁ ନିଦାବିଷ୍ଣୁ।” ଏଭଳି ଏକ ଚରମ ଅସନ୍ତୋଷ ପ୍ରକାଶ କରି ଆଜି ଛତ୍ରପୁର ପୌର ପରିଷଦର ୬ ନଂ ୱାର୍ଡର ଭାସ୍କର ରାଓ ପେଟା ସାହି ବାସିନ୍ଦା ସ୍ଥାନୀୟ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ସକାଳେ ପଶ୍ଚିମବଙ୍ଗରୁ ବାଲିଆପାଳ ଅଭିମୁଖେ ଯାଉଥିବା ଏକ ଲୁଣ ବୋଝେଇ…

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ ହେଉଥିବା ଦେଖିବାକୁ ମିଳିଛି। ବ୍ଲକର କର୍ଲାମୁଣ୍ଡା ପ୍ରାଥମିକ କୃଷି ସମବାୟ ସମିତି ପକ୍ଷରୁ…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ କୋଠା। ହେଲେ, ଏଯାବତ୍‌ ତାହାକୁ ହସ୍ତାନ୍ତର ନ କରାଯିବା ଫଳରେ ଲୋକେ ରାଜସ୍ବ…

ଅମୃତ ଧାରା ପ୍ରକଳ୍ପ ଅଚଳ: ଲୋକେ ହଟହଟା

ଲୋଇସିଂହା,୨୮।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସର୍‌ ଅମୃତ ଧାରା ପ୍ରକଳ୍ପ ଦୀର୍ଘ ଦିନ ହେଲା ଅଚଳ ହୋଇପଡିଛି। ଫଳରେ ଡ଼ାକ୍ତରଖାନାକୁ ଆସୁଥିବା ରୋଗୀ ଏବଂ ତାଙ୍କ ପରିଜନ ପିଇବା ପାଣିକୁ ନେଇ ହଟହଟା ହେଉଛନ୍ତି। ମରାମତି…

ପିଇବା ପାଣି ଲାଗି ବିକ୍ଷୋଭ: ଟ୍ରାକ୍ଟର ଜବତ କଲା ପୋଲିସ

ଲୋଇସିଂହା ୨୮।୫ (ସୁଶାନ୍ତ ବାଇକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ଗ୍ୟାଲେରୀ ଉପରୁ ବେଇଆନ ବାଲି ଚାଲାଣ ହେଉଛି। ଏହାର ପ୍ରଭାବରେ ପାନୀୟ ଜଳ ପ୍ରକଳ୍ପରେ ପାଣି ହେଉନାହିଁ। ପ୍ରକଳ୍ପରୁ ଜଳଯୋଗାଣ ଅନିୟମିତ ଦେଖାଦେଇଛି।…

ଦେବଗଡରେ ଅଭାବନୀୟ ଘଟଣା, ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ଼,୨୮।୫(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ। ରିଆମାଳ ଥାନା ଦୁଧିଆନାଳୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଯାଇଛି । ସୂଚନା ଅନୁସାରେ, ୪ ଦିନ ହେଲା ଅଞ୍ଚଳ ଅନ୍ଧାରରେ ରହିଥିଲା । ଏହାକୁ ନେଇ ଗ୍ରାମବାସୀ…

ବେକରେ ଗାମୁଛା ବାନ୍ଧି ଘରେ ଝୁଲିପଡ଼ିଲେ ଯୁବକ, ପୁଅକୁ ହରାଇ ମା-ବାପା…

ଝରିଗାଁ,୨୮ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାର ରବିନ ମଣ୍ଡଳଙ୍କ ପୁଅ ଶୁଭେନ୍ଧୁ (୨୭) ନିଜ ଘରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଘଟଣା ପରେ ସମ୍ପର୍କୀୟ ଲୋକ ଦେଖିବା ପରେ ଚନ୍ଦାହାଣ୍ଡିରେ ରହୁଥିବା…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି । ଆଜି ସକାଳୁ ସକାଳୁ ଜାତ ମୁଣ୍ଡିଆ ଜଙ୍ଗଲରୁ ହାତୀପଲ ବାହାରି ନିକଟ ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?