ଆମ ଜିଲା ଖବର

ଢେମ୍‌ସା, ଡଙ୍ଗରିଆ ନାଚର ମଜା ନେଲେ ଦର୍ଶକ

ରାୟଗଡ଼ା,୭।୧(ସ୍ବ.ପ୍ର.): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକରେ ଶୁକ୍ରବାର ଲୋକ ମହୋତ୍ସବ ଚଇତି ଉଦ୍‌ଘାଟନ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା ଅମ୍ବ୍ରିତା କାଡ୍ରାକା ମୁଖ୍ୟ ଅତିଥି ଏବଂ ବି. ସୂର୍ଯ୍ୟ ପ୍ରକାଶ ରାଓ ମୁଖ୍ୟ ବକ୍ତାଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ବ୍ଲକ…

୩୫୦ ଲୋକଙ୍କୁ ଗୋଟିଏ ନଳକୂପ

ଦଶମନ୍ତପୁର,୭।୧ ( ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଗାଦିଆଗୁଡା ପଞ୍ଚାୟତର ପାଇକପୁକି ଗ୍ରାମର ହରିଜନ ସାହିରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସାହିବାସିନ୍ଦା ଦୂଷିତ ପାଣି ପାନୀୟ ଜଳ ରୂପେ ବ୍ୟବହାର କରି ଚଳୁଛନ୍ତି। ୭୦ ଘର ବିଶିଷ୍ଟ…

ବିହାରୀ ଠିକାଦାରଙ୍କ ଫଳକରେ ରାସ୍ତା ନିର୍ମାଣ

ବୈପାରିଗୁଡ଼ା,୭।୧(ଡି.ଏନ୍‌.ଏ.): ଗ୍ରାମାଞ୍ଚଳର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାର୍ଯ୍ୟକାରୀ ହେଉଛି। ରାସ୍ତା ନିର୍ମାଣ ପାଇଁ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ବିଭଗ ଜରିଆରେ ଅର୍ଥ ଆସୁଛି। ପୂର୍ବରୁ ଗ୍ରାମ୍ୟ ଉନ୍ନୟନ ବିଭାଗ ତତ୍ତ୍ୱାବଧାନରେ ନିର୍ମାଣ କାମ ହେଉଥିବାବେଳେ…

ତାଳଚେର ଷ୍ଟେଶନକୁ ମଡେଲ ଷ୍ଟେଶନ କରାଯାଉ

ତାଳଚେର, ୭।୧ (ଡି.ଏନ.ଏ.): ତାଳଚେର ଷ୍ଟେଶନକୁ ମଡେଲ ଷ୍ଟେଶନ ଭାବେ ଘୋଷଣା କରିବା ଏବଂ ୫ ଦଫା ଦାବି ନେଇ ତାଳଚେର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ଉପଜିଲାପାଳ ବିଶ୍ୱରଞ୍ଜନ ରଥଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏଥିରେ ଉଲ୍ଲେଖ…

୪୩ ବର୍ଷରେ ପାଦ ଦେଲା ନାଲ୍‌କୋ

ବଅଁରପାଳ, ୭।୧ (ଡି.ଏନ.ଏ.): ଅନୁଗୋଳ ଜିଲାରେ ଥିବା ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ଶନିବାର ପ୍ରତିଷ୍ଠା ଦିବସ ପାଳନ କରିବ। ଚଳିତବର୍ଷ କମ୍ପାନୀ ୪୩ ବର୍ଷରେ ପଦାର୍ପଣ କରୁଛି। ଏହି ପ୍ରତିଷ୍ଠା ଦିବସ ପାଳନ ଅବସରରେ ନାଲ୍‌କୋ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଦୁଲୁକିଲା ଆଇଜିଆଇଟି କ୍ୟାମ୍ପସ

ପରଜଙ୍ଗ, ୭।୧(ଡି.ଏନ୍‌.ଏ.): ପରଜଙ୍ଗ ବ୍ଲକ ସରାଙ୍ଗ ଆଇଜିଆଇଟି କ୍ୟାମ୍ପସ୍‌ ପରିସରରେ ହକି ବିଶ୍ୱକପ ଟ୍ରଫିକୁ ଭବ୍ୟ ସ୍ବାଗତ କରାଯାଇଛି। ମୁଖ୍ୟ ଅତିଥି ଭାବେ ବିଧାୟକ ଡା. ନୃସିଂହ ଚରଣ ସାହୁ, ସମ୍ମାନିତ ଅତିଥି ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ, ବିଡିଓ ସଂଗ୍ରାମ କେଶରୀ…

ବିର୍ସାମୁଣ୍ଡା ହକି ଷ୍ଟାଡିୟମ ସର୍ବବୃହତ ନୁହଁ: ଶଙ୍କର ଓରାମ

ରାଉରକେଲା ଅଫିସ,୭ା୧: ଷ୍ଟିଲସିଟି ରାଉରକେଲାରେ ଆଉ ୬ ଦିନ ପରେ ପୁରୁଷ ବିଶ୍ୱକପ୍‌ ହକି ମ୍ୟାଚ୍‌ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଉରକେଲା ଗସ୍ତରେ ଆସି ବିଶ୍ୱର ସର୍ବବୃହତ ବିର୍ସାମୁଣ୍ଡା ଷ୍ଟାଡିୟମକୁ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନର ୨୪ ଘଣ୍ଟା…

ହକିର ସ୍ବର୍ଣ୍ଣିମ ଦିନ ଫେରିଛି

କାମାକ୍ଷାନଗର, ୭।୧(ଡି.ଏନ୍‌.ଏ.): ଢେଙ୍କାନାଳରୁ ବିଦାୟ ନେବା ପରେ ପୂର୍ବାହ୍ନ ୧୧ଟାରେ କାମାକ୍ଷାନଗର ବ୍ଲକ ମହୁଲପାଳ ପଞ୍ଚାୟତ ପଥପ୍ରାନ୍ତ ସୁବିଧା କେନ୍ଦ୍ର ପାଖରେ ପହଞ୍ଚତ୍ଥିଲା ଟ୍ରଫି। ସେଠାରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏହାକୁ ସମ୍ବର୍ଦ୍ଧିତ କରିଥିଲେ। ଜଗନ୍ନାଥ ବଜାର ଛକଠାରୁ ରାସ୍ତାର ଉଭୟ…

ଭୋଜି ସାରି ଫେରୁଥିବା ବେଳେ ଦୁର୍ଘଟଣା: ୩୦ ଫୁଟ ପୋଲ ତଳକୁ ଖସିପଡିଲା ବୋଲେରୋ

ବାରିପଦା ଅଫିସ,୭।୧: ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ସାଳନ୍ଦୀ ନଦୀର ବୈରାକୁଣ୍ଡରେ ବଣ ଭୋଜି ସାରି ଫେରୁଥିବା ଏକ ବୋଲେରୋ ସାଳନ୍ଦୀ ନଦୀର ୩୦ଫୁଟ ତଳକୁ ଖସି ପଡିଛି । ଫଳରେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଠାକୁରମୁଣ୍ଡା…

ଦନ୍ତା ଉତ୍ପାତରେ ଗଲା ୪ଜଣଙ୍କ ଜୀବନ

ଅନୁଗୋଳ ଅଫିସ,୭।୧: ଅନୁଗୋଳ ସହର ଉପକଣ୍ଠରେ ହାତୀ ଆକ୍ରମଣରେ ଶନିବାର ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ସହର ଉପକଣ୍ଠ ଅଙ୍ଗାରବନ୍ଧ ଅଞ୍ଚଳର ଅନିରୁଦ୍ଧ ସାହୁ, ଛେଳିଆପଡ଼ା ଅଞ୍ଚଳର ସୁବାସ ବିଶ୍ବାଳ ଓ…

ସହର ଜନସମୁଦ୍ର

ଢେଙ୍କାନାଳ ଅଫିସ, ୭।୧: ହକି ବିଶ୍ୱକପ୍‌କୁ ମଝିରେ ଦିନ କେଇଟା ବାକି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟକୁ ସ୍ମରଣୀୟ କରିବା ଲାଗି ରାଜ୍ୟ ପରିକ୍ରମାରେ ବାହାରିଥିବାବେଳେ ଟ୍ରଫିକୁ ସବୁଠି ଦିଆଯାଉଛି ଉଚ୍ଛ୍ବସିତ ସମ୍ବର୍ଦ୍ଧନା। ହକିର ଅନ୍ୟତମ ଅନ୍ତୁଡ଼ିଶାଳ ଢେଙ୍କାନାଳ ଜିଲା ମଧ୍ୟ ଏଥିରୁ…

ବିବାଦ ପଛରେ ପଥରଖଣି

ଢେଙ୍କାନାଳ ଅଫିସ, ୭।୧: ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ନୂଆ ଓଡ଼ାପଡ଼ାର କ୍ରଶର ମାଲିକ ଯୁବରଞ୍ଜନ ପଣ୍ଡା ଓରଫ ରାଜାଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ମାମଲାରେ ପୋଲିସ ୫ ଅଭିଯୁକ୍ତଙ୍କୁ ପିପିଲି ଅଞ୍ଚଳରୁ ଗିରଫ କରିଛି। ସେମାନେ ହେଲେ ପୋଡ଼ାପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?