ପୋଲସରା ସହରକୁ ଜଗିବ ସିସିଟିଭି
ପୋଲସରା,୭।୧(ଡି.ଏନ.ଏ.): ପୋଲସରା ଅଞ୍ଚଳରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବଢ଼ିବାରେ ଲାଗିଛି, ଯାହାକି ପୋଲିସ୍ ପ୍ରଶାସନ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ତେଣୁ ଅସାମାଜିକଙ୍କ ଗତିବିଧି ଅନୁଧ୍ୟାନ କରିବା ସହିତ ନିୟନ୍ତ୍ରଣ କରିବା ପାଇଁ ପୋଲସରା ପୋଲିସ ପକ୍ଷରୁ ସହରରେ ସିସିଟିଭି…
ଚନ୍ଦଲୀଶକ୍ତିପୀଠରେ ପୁଷ୍ପୁନି ଯାତ୍ରା
ଲେଫ୍ରିପଡ଼ା,୭।୧(ଡ଼ି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ରାଏଡିହି ପଞ୍ଚାୟତର ଚନ୍ଦଲୀପାହାଡ଼ରେ ଥିବା ଶକ୍ତିପୀଠରେ ଶୁକ୍ରବାର ପୁଷପୁନି ଯାତ୍ରା ଅନୁଷ୍ଠିତ ହୋଇଛି। ଆୟୋଜିତ ଯାତ୍ରାରେ ପଡ଼ୋଶୀ ଝାରସୁଗୁଡ଼ା ଜିଲା ସହ ଛତିଶଗଡ଼ ରାଜ୍ୟର ବିଭିନ୍ନ ଗ୍ରାମ ସମେତ ଅଞ୍ଚଳର ହଜାର ହଜାର…
ବିନା ସୂଚନା ଫଳକରେ ଚାଲିଛି ବୁରୁଜ ନିର୍ମାଣ
ନାଉଗଁା,୭ା୧(ସ୍ବ.ପ୍ର): ବନ୍ୟା ସମୟରେ ଦେବୀ ନଦୀ କୂଳ ଖାଇବା ଯୋଗୁ ପ୍ରତି ବର୍ଷ ନାଉଗଁା ବ୍ଳକ ଅନ୍ତର୍ଗତ ପାରିଶିଖର ଗ୍ରାମର ଅନେକ ଚାଷ ଜମି ନଦୀ ଗର୍ଭରେ ଲୀନ ହୋଇଯାଉଛି। ଚାଷ ଜମିକୁ ସୁରକ୍ଷା ଦେବା ପାଇଁ ସ୍ଥାନୀୟ ବାସିନ୍ଦା ପ୍ରଶସାନିକ…
ଧୂଆଁ ବଳୟରେ ଜଗତ୍ସିଂହପୁର ସହର
ଜଗତ୍ସିଂହପୁର ଅଫିସ, ୭ା୧: କେନ୍ଦ୍ର ଓ ରାଜ୍ୟ ସରକାର ସହରାଞ୍ଚଳ ପରିଷ୍କାର ପରିଚ୍ଛନ୍ନ ରଖିବା ଉପରେ ଗୁରୁତ୍ୱାରୋପ କରୁଥିବା ନେଇ ଡେଙ୍ଗୁରା ପିଟୁଛନ୍ତି। ଏନେଇ ପ୍ରଚୁର ଅର୍ଥ ବ୍ୟୟ ହେଉଛି। ସ୍ବଚ୍ଛ ସର୍ବେକ୍ଷଣ ସହ ସ୍ବଚ୍ଛତା ପାଇଁ ପ୍ରତି ବର୍ଷ ସବୁଠୁ…
‘ସ୍ଥିର ଚିତ୍ତ ପୁସ୍ତକ ରଚନା ଲେଖକଙ୍କୁ ଶୀର୍ଷରେ ପହଞ୍ଚାଏ’
ବଡବିଲ/ଯୋଡ଼ା,୭ା୧(ଡି.ଏନ.ଏ): ଲେଖକମାନେ ଆତ୍ମାର କମ୍ପନରୁ ଶବ୍ଦ ଆଣି ଲେଖନୀ ଚଳାଇଥାନ୍ତି। ସ୍ଥିର ଚିତ୍ତ ପୁସ୍ତକ ରଚନା ଲେଖକଙ୍କୁ ଶୀର୍ଷ ସ୍ଥାନକୁ ପହଞ୍ଚାଇ ଥାଏ। ଓଡ଼ିଶାର ଲେଖକଙ୍କ ଉପରେ ଜଗନ୍ନାଥଙ୍କ ଆଶୀର୍ବାଦ ରହିଛି। ଶତକଡ଼ା ୯୦ ଭାଗ ସାହିତି୍ୟକ, ଲେଖକ ମୁଖ୍ୟତଃ ଭାରତବର୍ଷରେ…
ଅଶୃଖୋଳାର ପୁନରୁଦ୍ଧାର ହେଉନି, ଜଳ ସଙ୍କଟ ଆଶଙ୍କା
ପାଟକୁରା, ୭ା୧ (ଡି.ଏନ.ଏ.): କଟକ ସଦର, ପାଟକୁରା ଓ ମହାକାଳପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଦେଇ ଅଶୃଖୋଳା ନାମକ ଏକ ପ୍ରାକୃତିକ ଜଳାଶୟ ପୁରାତନ କାଳରୁ ପ୍ରବାହିତ ହେଉଥିବା ଦେଖାଯାଏ। ପୁରାତନ କାଳରେ ଯେତେବେଳେ ଗଁା ଗଣ୍ଡାରେ କୂଅ, ପୋଖରୀ ଓ ନଳକୂପ…
୪୨ ହଜାରରୁ ଊର୍ଦ୍ଧ୍ୱ ଦେଶୀ ବିଦେଶୀ ପକ୍ଷୀଙ୍କ ସମାଗମ
ପାରାଦୀପ,୭।୧(ସ୍ବ.ପ୍ର.): ପାରାଦୀପ ପିପିଏଲ୍ ପରିସରରେ ଥିବା ଜଳାଶୟରେ ଚଳିତବର୍ଷ ୪୨ ହଜାରରୁ ଊର୍ଦ୍ଧ୍ୱ ଦେଶୀ ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଛି। ଶୁକ୍ରବାର ରାଜନଗର ବନଖଣ୍ଡ ପକ୍ଷରୁ ହୋଇଥିବା ଗଣନାରେ ଏହା ଦର୍ଶାଯାଇଛି ବୋଲି କମ୍ପାନୀ ପକ୍ଷରୁ ସୂଚନା ମିଳିଛି। ପୂର୍ବବର୍ଷ ତୁଳନାରେ…
ନିରାଶ ହୋଇ ଫେରିଲା ପ୍ରଶାସନ
ବାଲିଆପାଳ, ୭ା୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅଧୀନ ବିଷ୍ଣୁପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ମହାସଂଘ କାର୍ଯ୍ୟାଳୟରେ ଦୀର୍ଘଦିନ ହେଲା ଏକ ଗୋଷ୍ଠୀ ତାଲା ପକାଇଛନ୍ତି। ଶୁକ୍ରବାର ବାଲିଆପାଳ ବିଡ଼ିଓ ବିନୋଦ ଚନ୍ଦ୍ର ପଣ୍ଡା…
ଉପାନ୍ତରେ ଓଡ଼ିଆ ଭାଷା ସ୍ଥିତି ସଙ୍କଟ
କେନ୍ଦ୍ରାପଡ଼ା ଅଫିସ, ୭ା୧: ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଓଡ଼ିଶାର ଉପାନ୍ତ ଅଞ୍ଚଳରେ ଓଡ଼ିଆ ଭାଷାର ସ୍ଥିତିକୁ ନେଇ ଗତ ୪ ତାରିଖରେ ଗୃହ କମିଟିର ସମୀକ୍ଷା ବୈଠକ ହୋଇଯାଇଛି। ଏଥିରେ ଉପାନ୍ତ ଅଞ୍ଚଳରେ ଏହାର ବ୍ୟବହାର କମି…
୧୩ରୁ ଜିଲା ମହୋତ୍ସବ, ପଲ୍ଲିଶ୍ରୀ ମେଳା ‘କୋଶମ୍ବ’
ବାଲେଶ୍ୱର ଅଫିସ, ୭।୧: ବାଲେଶ୍ୱର ଜିଲା ପ୍ରଶାସନ ଓ ଓରମାସ୍ ପକ୍ଷରୁ ଚଳିତମାସ ୧୩ତରିଖରୁ ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ତଥା କୋଶମ୍ବ-୨୦୨୩ ସହରସ୍ଥିତ ସରକାରୀ ଆଇଟିଆଇ ପଡିଆରେ ଆୟୋଜିତ ହେବ। ଏନେଇ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ଶୁକ୍ରବାର…
ସିଂହଦ୍ୱାର ସମ୍ମୁଖ ରାସ୍ତା ବନ୍ଦ, ଭକ୍ତ ହଇରାଣ
ପୁରୀ ଅଫିସ, ୭ା୧: ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବେ ଗଢ଼ିତୋଳିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି। ସେହିପରି ଶ୍ରୀମନ୍ଦିର ଚାରିପଟେ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ମଧ୍ୟ ଜୋରସୋରରେ ଆଗେଇ…
‘ଆମ ହସ୍ପିଟାଲ’ ଯୋଜନାରେ ଜିକେଭଟ୍ଟର ଡାକ୍ତରଖାନା
ଜଳେଶ୍ୱର,୭ା୧(ଡି.ଏନ.ଏ.): ବାଲେଶ୍ୱର ଜିଲାରେ ଆମ ହସ୍ପିଟାଲ ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ୫ଟି ଡାକ୍ତରଖାନାକୁ ସାମିଲ କରାଯାଇଛି। ଶୁକ୍ରବାର ଜିଲାପାଳ ଜିକେ ଭଟ୍ଟର ହସ୍ପିଟାଲ ପରିଦର୍ଶନରେ ଆସି ପୁରୁଣା ଗୃହରୁ ନୂତନ ଭାବେ ତିଆରି ହୋଇଥିବା ମାତୃ ଓ ଶିଶୁ ମଙ୍ଗଳ ଗୃହକୁ…

