ଯୌତୁକଜନିତ ହତ୍ୟା ମାମଲା: ସ୍ବାମୀଙ୍କୁ ଆଜୀବନ, ଶାଶୁଙ୍କୁ ୭ ବର୍ଷ କାରାଦଣ୍ଡ
ବ୍ରହ୍ମପୁର ଅଫିସ,୬ା୧: ଅତିରିକ୍ତ ଜିଲା ଦୌରାଜଜ୍ (ଏଡିଜେ-୩) ଡା. ଇନ୍ଦୁ ଶର୍ମା ଶୁକ୍ରବାର ଏକ ଯୌତୁକଜନିତ ହତ୍ୟା ମାମଲାର ଶୁଣାଣି କରିଛନ୍ତି। ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ସ୍ବାମୀଙ୍କୁ ଦଫା ୩୦୨ରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୧୦ ହଜାର…
ବିଜ୍ଞାନ କଲେଜରେ ରାଗିଂ: ୨ ଗିରଫ, ଜଣେ ଛାତ୍ର ବହିଷ୍କୃତ
ଆସିକା, ୬ା୧ (ଡି.ଏନ୍.ଏ): ଗଞ୍ଜାମ ଜିଲା ଆସିକା ବିଜ୍ଞାନ ମହାବିଦ୍ୟାଳୟ ଫାଟକ ସମ୍ମୁଖରେ ଗତ ୩ ତାରିଖରେ ଘରକୁ ଫେରୁଥିବା ଜଣେ ଛାତ୍ରୀଙ୍କୁ ରାଗିଂ ଅଭିଯୋଗରେ ପୋଲିସ ଶୁକ୍ରବାର ୨ ଜଣ ଛାତ୍ରଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ…
କଲେଜ ଛାତ୍ରୀଙ୍କୁ ଟଣାଓଟରା : ୨ ଗିରଫ
ଆସିକା,୬ା୧(ଡି.ଏନ.ଏ.): ଜଣେ କଲେଜ ଛାତ୍ରୀଙ୍କୁ ପିଛା କରିବା, କଲେଜ ଫାଟକ ନିକଟରେ ଟଣାଓଟରା ସହ ଧମକ ଦେବା ଅଭିଯୋଗରେ ପୋଲିସ ଶୁକ୍ରବାର ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କେ.ଲଛମନପଲ୍ଲୀ ଗ୍ରାମର ଦେବାଶିଷ ସ୍ବାଇଁ ଓ କୈଳାସ ସ୍ବାଇଁ। ଅଭିଯୁକ୍ତଦ୍ୱୟଙ୍କୁ କୋର୍ଟ…
ନିଆଁରେ ସେକି ହେଉଥିଲେ ପୋଡ଼ିଗଲେ…
ବଡ଼ସାହି,୬ା୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ସାନକେରକ ପଞ୍ଚାୟତର ଟିକାୟତ ପୁର ଗ୍ରାମରେ ନିଆଁରେ ପୋଡ଼ି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ସେ ହେଲେ ପାର୍ବତୀ ସାହୁ (୭୦)। ଥଣ୍ଡାରୁ ରକ୍ଷା ପାଇବା ଲାଗି ଗୁରୁବାର ସକାଳେ ନିଆଁରେ…
ଶିକ୍ଷକଙ୍କ ବଦଳିକୁ ବିରୋଧ: ଧାରଣାରେ ବସିଲେ ଛାତ୍ରୀଛାତ୍ର
ମୋରଡ଼ା,୬ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତରେ ଥିବା ନିଚୁଆପଦା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଜଣେ ଶିକ୍ଷକଙ୍କ ବଦଳିକୁ ବିରୋଧ କରିଛନ୍ତି। କ୍ଲାସ ବନ୍ଦ କରି ଶୁକ୍ରବାର ସମସ୍ତେ ବିଦ୍ୟାଳୟ ବାରଣ୍ଡାରେ ଧାରଣାରେ ବସିଥିଲେ। ସୂଚନା ଅନୁଯାୟୀ,ଉକ୍ତ…
ଜମାକାରୀଙ୍କ ଅର୍ଥ ହଡ଼ପ: ପୋଲିସର ନିରବତାକୁ ନେଇ ଅସନ୍ତୋଷ
ବାରିପଦା ଅଫିସ,୬ା୧: ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ମୁକ୍ତାପୁର ପଞ୍ଚାୟତର ଶତାଧିକ ଲୋକଙ୍କଠାରୁ କିଓସ୍କ ବ୍ୟାଙ୍କ ଜରିଆରେ ଲକ୍ଷାଧିକ ଟଙ୍କା ହଡ଼ପ ଘଟଣା ପଦାକୁ ଆସିଛି। ଏ ନେଇ ବେତନଟୀ ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ ପୋଲିସର ନିରବତାକୁ ନେଇ…
ଘରୁ ଡାକନେଇ ମାରିଥିଲେ: ୩ ଅଭିଯୁକ୍ତ ଗିରଫ
ଆସିକା,୬ା୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅଧୀନ ବଡବୋରସିଙ୍ଗି-ଖାରିଗୁଡା ରାସ୍ତାରେ ଗତ ୧୪ତାରିଖ ରାତିରେ କାଳିଆଗୁଡା ଗ୍ରାମର ଅମର ରାଉତଙ୍କୁ ଘରୁ ଡାକିନେଇ ହତ୍ୟା କରାଯାଇଥିଲା। ପୋଲିସ ଏହି ମାମଲାର ୩ ଅଭିଯୁକ୍ତଙ୍କୁ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ବଡବୋରସିଙ୍ଗି…
ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରର ଶୁଭାରମ୍ଭ କଲେ ମନ୍ତ୍ରୀ
ପୋଲସରା,୬ା୧(ଡି.ଏନ୍.ଏ.): ଲୋକଙ୍କୁ ସ୍ବାସ୍ଥ୍ୟ ସେବା ପହଞ୍ଚାଇବା ଉଦ୍ଦେଶ୍ୟରେ ଶୁକ୍ରବାର ପୋଲସରା କାଳୀ ମନ୍ଦିର ସାହି ରାସ୍ତା ନିକଟରେ ସହରାଞ୍ଚଳ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରକୁ ଶ୍ରମ ଓ କର୍ମଚାରୀ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ…
୩ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ୩୭୮୮ ନୂଆ ଭୋଟର
କୋରାପୁଟ,୬।୧(ସ୍ବ.ପ୍ର.): କୋରାପୁଟ ଜିଲାରେ ଚୂଡାନ୍ତ ଭୋଟର ତାଲିକା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ତେବେ କୋରାପୁଟ ସବ୍ଡିଭିଜନରେ ଥିବା ଲକ୍ଷ୍ମୀପୁର, କୋରାପୁଟ ଓ ପଟ୍ଟାଙ୍ଗି ନିର୍ବାଚନମଣ୍ଡଳୀରେ ୩୭୮୮ ନୂତନ ଭୋଟର ଚିହ୍ନଟ ହୋଇଥିବା ଶୁକ୍ରବାର କୋରାପୁଟ ଉପଜିଲାପାଳ ନରେନ୍ଦ୍ର ନାୟକ ସୂଚନା…
ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟି ହତ୍ୟା ଉଦ୍ୟମ: ବନ୍ଧା ହେଲେ ସ୍ବାମୀ
ବ୍ରହ୍ମପୁର ଅଫିସ,୬।୧: ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ସଦର ଥାନା ପୋଲିସ ସ୍ବାମୀଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ହିଞ୍ଜିଳିକାଟୁ ଥାନା ଅଧୀନ ଅଲାପୁର ଗ୍ରାମର ସଞ୍ଜୟ ପଳାଇ(୨୭)। ସଞ୍ଜୟ ଲାଞ୍ଜିଆରେ ଘର ଭଡ଼ା ନେଇ ରହୁଥିବା ପୋଲିସ କହିଛି। ଏନେଇ…
ଛାତ୍ରଙ୍କୁ ମାଡମାରି ଟଙ୍କା, ମୋବାଇଲ ଲୁଟ୍
ବ୍ରହ୍ମପୁର ଅଫିସ,୬।୧: ଗଞ୍ଜାମ ଜିଲା ଗୋଶାଣିନୁଆଗାଁ ଥାନା ଅଧୀନ ଏକ ସ୍କୁଲ ନିକଟରୁ ଲୁଟେରା ଗ୍ୟାଙ୍ଗ ଜଣେ ଛାତ୍ରଙ୍କୁ ମାଡ଼ମାରି ମୋବାଇଲ ଫୋନ୍, ଟଙ୍କା ଲୁଟି ନେଇଛନ୍ତି। ଲୁଟର ଶିକାର ହୋଇଥିବା ଛାତ୍ର ଜଣଙ୍କ ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ…
ଦାୟୀତ୍ୱ ନେଲେ ଢେଙ୍କାନାଳର ନୂତନ ଏସ୍ପି
ଢେଙ୍କାନାଳ ଅଫିସ,୬।୧: ଢେଙ୍କାନାଳ ଜିଲାର ନୂତନ ଏସ୍ପି ଭାବେ ଓଡ଼ିଶା ପୋଲିସ ସେବାର ବରିଷ୍ଠ ଅଧିକାରୀ ଜ୍ଞାନ ରଞ୍ଜନ ମହାପାତ୍ର ଶୁକ୍ରବାର ପୋଲିସ କାର୍ଯ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ଜିଲା ପୋଲିସ କାର୍ଯ୍ୟାଳୟରେ ପହଞ୍ଚିବା ପରେ ଅତିରିକ୍ତ ଏସ୍ପି…

