ଆମ ଜିଲା ଖବର

ରୋଷେଇ କରି ରେକର୍ଡ

କେନ୍ଦୁଝର, ୧୪ ।୮: ଖାଦ୍ୟ ବିଶ୍ୱକୁ ଗୋଟିଏ ଥାଳିରେ ବାନ୍ଧି ରଖିଥାଏ। ଏଭଳି ଚିନ୍ତା ରଖି ପିଲାଦିନରୁ ରୋଷେଇ ପ୍ରତି ଆକୃଷ୍ଟ ହୋଇଥିବା କେନ୍ଦୁଝରର ଝିଅ ବୁସ୍‌ରା ସଲିମ ଦୀର୍ଘ ଘଣ୍ଟା ଧରି ରୋଷେଇ କରି ବିଶ୍ୱ ରେକର୍ଡ କରି ରାଜ୍ୟ…

‘ଜନକଲ୍ୟାଣରେ ଭାଗୀଦାର ହେଉ ଏନ୍‌ଆଇଟି’

ରାଉରକେଲା ଅଫିସ,୧୪ ।୮: ରାଉରକେଲା ସ୍ଥିତ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ(ଏନ୍‌ଆଇଟି)ର ୧୯ତମ ସମାବର୍ତ୍ତନ ଉତ୍ସବ ଶନିବାର ଭୁବନେଶ୍ୱର ବେହେରା ପ୍ରେକ୍ଷାଳୟରେ ଉଦ୍‌ଘାଟିତ ହୋଇଛି। ସମାରୋହରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ…

ବଢୁଛି ଜଳକା, ବୈତରଣୀ

ରୂପସା/ଭଣ୍ଡାରିପୋଖରୀ, ୧୪ ।୮(ଡି.ଏନ.ଏ./ସ୍ବ.ପ୍ର.): ଲଗାଣବର୍ଷା ଯୋଗୁ ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ଓ ଭଦ୍ରକ ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଜଳକା ନଦୀର ମଥାନୀଠାରେ ବିପଦସଂକେତ ୫.୫ମିଟର ଥିବାବେଳେ ଶୁକ୍ରବାର…

୨୦୨୭ ସୁଦ୍ଧା ନୂଆ ୬ ବିମାନବନ୍ଦର

ଯାଜପୁର ଅଫିସ,୧୪ ।୮: ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ରାଜ୍ୟରେ ୬ଟି ଲେଖାଏ ବିମାନବନ୍ଦର ଏବଂ ରେଳ ପ୍ରକଳ୍ପର ନୂତନ କାର୍ଯ୍ୟ କିମ୍ବା ବିକାଶ ପାଇଁ ପ୍ରସ୍ତାବ ଗୃହୀତ ହୋଇଛି। ଏହାବାଦ୍‌ ସଡ଼କ ପରିବହନ କ୍ଷେତ୍ରରେ ୬ଟି ପ୍ରକଳ୍ପ ହାତକୁ…

ପାଞ୍ଚ ମହଲାରୁ ଡେଇଁପଡ଼ିଲେ ରୋଗୀ

ଢେଙ୍କାନାଳ ଅଫିସ, ୧୪ ।୮:  ବାପାଙ୍କ ମୃତ୍ୟୁ ପରେ ମାନସିକ ଚାପରେ ଥିଲେ। ଶନିବାର ହିତାହିତ ଜ୍ଞାନ ହରାଇ ବ୍ଲେଡ୍‌ରେ କାଟି ପକାଇଥିଲେ ହାତଗୋଡ଼। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବାବେଳେ ୫ମ ମହଲାରୁ ଡେଇଁ ପୁଣି…

ଫସଲ ନଷ୍ଟକଲେ, ଘର ଜାଳିଦେଲେ

ଉମରକୋଟ,୧୪ ।୮(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ବୁର୍ଜା ପଞ୍ଚାୟତ ଅନ୍ତର୍ଗତ କପସାଭଟା, ସାରିୟାଭଟା ଓ ଲକଟିପଖନା ଗ୍ରାମରେ ଜଙ୍ଗଲ ଜମିକୁ ନେଇ ଦୀର୍ଘ ବର୍ଷ ଧରି ଲାଗି ରହିଥିବା ବିବାଦ ଶନିବାର ଉଗ୍ରରୂପ ନେଇଛି। ଗ୍ରାମବାସୀଙ୍କ ଜଙ୍ଗଲ ଜମିରେ ଚାଷ…

ଗଦଗଦିରେ ଯୁଦ୍ଧବିମାନ

ପାଟଣା,୧୪ ।୮(ସ୍ବ. ପ୍ର.): ଏକାଧିକ ଯୁଦ୍ଧ ଅପରେଶନରେ ସାମିଲ ଥିବା ଭାରତୀୟ ବାୟୁସେନାର ଏକ ସେବାନିବୃତ୍ତ ବିମାନ ମିଗ୍‌-୨୩ ୟୁବିକୁ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଉଦୟପୁର ପଞ୍ଚାୟତର ଗଦଗଦିଠାରେ ସ୍ଥାୟୀ ଭାବେ ପ୍ରଦର୍ଶନ କରାଯିବ। ଇଞ୍ଜିନବିହୀନ ଉକ୍ତ ବିମାନକୁ ଅତି…

୩ବର୍ଷ ହେଲା ବସିନି ଜଳ ପରିଚାଳନା କମିଟି ବୈଠକ

ସମ୍ବଲପୁର,୧୪ ।୮(ବ୍ୟୁରୋ):  ମହାନଦୀ ଜଳ ବିବାଦକୁ ନେଇ ଛତିଶଗଡ଼ ଓ ଓଡ଼ିଶା ସରକାରଙ୍କ ମଧ୍ୟରେ ବିବାଦ ଲାଗିରହିଛି। ଏପରି କି ଏହି ମାମଲା କେନ୍ଦ୍ରୀୟ ଜଳ କମିଶନ (ସିଡବ୍ଲ୍ୟୁସି)ରେ ରହିଛି। ଏଭଳି ପରିସ୍ଥିତିରେ ଉଭୟ ରାଜ୍ୟ ମଧ୍ୟରେ ଜଳ ପରିଚାଳନା କମିଟି…

ବୁଲେଟ୍‌ ଚୋରି କରି ମାଲିକଙ୍କୁ କାଙ୍ଗାଳ କରିଦେବାକୁ ଧମକ ଦେଉଛନ୍ତି ଦୁର୍ବୃତ୍ତ

ଗଞ୍ଜାମ,୧୩ା୮(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ଗୋଖରକୁଦା ଗ୍ରାମରୁ ଗତ ୧ ତାରିଖରେ ସୁରେନ୍ଦ୍ର ସାହୁଙ୍କ ଓଡି ୦୭ ଏଜେ ୧୭୮୧ ନମ୍ବର ବିଶିଷ୍ଟ ନୂଆ ବୁଲେଟ୍‌କୁ କେହି ଦୁର୍ବୃତ୍ତ ଚୋରି କରି ନେଇଯାଇଛନ୍ତି। ବୁଲେଟ ମାଲିକଙ୍କ ଅଭିଯୋଗ ପରେ ଗଞ୍ଜାମ ଥାନା…

ଷଣ୍ଢ ସହ ବାଇକ୍‌ ଧକ୍କା: ଚାଲିଗଲା ଯନ୍ତ୍ରୀଙ୍କ ଜୀବନ

ଆନନ୍ଦପୁର,୧୩ା୮(ସ୍ବ.ପ୍ର.): ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ରାମଚନ୍ଦ୍ର ମାରାଣ୍ଡିଙ୍କର ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଘସିପୁରା ଥାନା ନାରଙ୍ଗପୁର ଛକ ନିକଟରେ ଏହି ବାଇକ୍‌ ଦୁର୍ଘଟଣା ଘଟିଥିଲା। ବାଇକ୍‌ ଯୋଗେ ନିଜ ଘର ହରିଚନ୍ଦନପୁର ଟାଙ୍ଗିରିଆପାଳରୁ ଆନନ୍ଦପୁର ଅଭିମୁଖେ…

ଅଗଷ୍ଟ ୧୫ରେ କାରାଗାରରୁ ମୁକୁଳିବେ ୬ କଏଦୀ

ବ୍ରହ୍ମପୁର ଅଫିସ,୧୩ା୮: ରାଜ୍ୟ ଆଇନ ବିଭାଗ ଚିଠି ନମ୍ବର ୮୯୫୧ କ୍ରମେ ବ୍ରହ୍ମପୁର ମଣ୍ଡଳକାରାଗାରରେ ସଜା କାଟୁଥିବା ୬ କଏଦୀଙ୍କୁ ଅଗଷ୍ଟ ୧୫ରେ ଜେଲରୁ ଛଡ଼ାଯିବ। କେନ୍ଦ୍ର ଗୃହ ବିଭାଗ ପକ୍ଷରୁ ‘ଆଜାଦୀ କା ଅମୃତ ମହୋତ୍ସବ’ ଅବସରରେ ରାଜ୍ୟର ବିଭିନ୍ନ…

ନାବାଳକଙ୍କୁ ପିଟିପିଟି ହତ୍ୟା: ୪ କୋର୍ଟ ଚାଲାଣ

ବଡ଼ବିଲ,୧୩ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣି ଥାନା ଅନ୍ତର୍ଗତ ବାଲାଗୋଡ଼ାସ୍ଥିତ ମୁଣ୍ଡାସାହିରେ ଜଣେ ନାବାଳକଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଶନିବାର ୪ ଅଭିଯୁକ୍ତଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବାଲାଗୋଡ଼ା ମୁଣ୍ଡାସାହି ଅଞ୍ଚଳରେ ରହୁଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri