ବର୍ଷକରେ ୬.୦୫ କୋଟି ଜରିମାନା
ବ୍ରହ୍ମପୁର ଅଫିସ,୬ା୧: ଅମାନିଆଙ୍କୁ କୌଣସି ନିୟମ କାଟୁ କରୁନାହିଁ। ୨୦୨୨ ଜାନୁୟାରୀରୁ ଡିସେମ୍ବର ଶେଷ ସୁଦ୍ଧା ବ୍ର୍ରହ୍ମପୁର ଟ୍ରାଫିକ ଥାନା ପକ୍ଷରୁ ମୋଟ ୬ କୋଟି ୫ ଲକ୍ଷ ୪୬ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିବା ବିଭାଗ ସୂତ୍ରରୁ ସୂଚନା…
ସଂରକ୍ଷିତ ଜଙ୍ଗଲ ନିକଟରେ ହଟ୍ ମିକ୍ସ ପ୍ଲାଣ୍ଟ୍
କେନ୍ଦୁଝର,୬ା୧(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ୍ ରଘୁନାଥପୁର ରାଜସ୍ବ ନିରୀକ୍ଷକଙ୍କ ଅଧୀନ ବଡ଼ ମନୋହରପୁର ନିକଟ ସଂରକ୍ଷିତ ଶାଳ ଜଙ୍ଗଲ ନିକଟରେ ବେଆଇନ ହଟ୍ ମିକ୍ସ ପ୍ଲାଣ୍ଟ୍ ଚାଲୁଛି। ଏଥିସହ ଉକ୍ତ ସ୍ଥାନରେ ବିନା ପ୍ରଦୂଷଣ ନିୟନ୍ତ୍ରଣରେ ଏକ ଚିପ୍ସ କ୍ରଶର ମଧ୍ୟ…
ଅଙ୍ଗନଓ୍ବାଡି ସହାୟିକା ନିଯୁକ୍ତି ନେଇ ବିବାଦ
ଗୋପ,୬।୧(ଡି.ଏନ୍.ଏ.): ଗୋପ ବ୍ଲକ ଅଞ୍ଚଳରେ ୪ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ସହାୟିକା ନିଯୁକ୍ତି ନେଇ ବିବାଦ ଦେଖାଦେଇଥିଲା। ଏହାକୁ ନେଇ କେତେଜଣ ବିରୋଧୀ କେତୋଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି। ଫଳରେ ଶିଶୁମାନେ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଆସି ଫେରୁଥିବା ଅଭିଯୋଗ ରହିଛି।…
ମାଡ଼ିଚାଲିଛି ଲମ୍ଫି ଭୂତାଣୁ, ଗୋଚାଷୀ ଭୟଭୀତ
ନିଶ୍ଚିନ୍ତକୋଇଲି,୬।୧(ସ୍ବ.ପ୍ର): କରୋନା ଭଳି ଗୋରୁ ଏବେ ଭାଇରସ ଆକ୍ରାନ୍ତ। ଗୋରୁ ଗାଈଙ୍କ ଦେହରେ ଛୋଟ ଆବୁ ହେବା ପରେ ଏହା ଫାଟି ପାଣି ବାହାରୁଛି। ଫଳରେ ଆକ୍ରାନ୍ତ ଗୋରୁ ଅସହ୍ୟ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଗ୍ରାମାଞ୍ଚଳ ଲୋକେ ଏହାକୁ ଗୋରୁ ବସନ୍ତ…
୫ ଲକ୍ଷ କ୍ଷତିପୂରଣ ଦେବେ ରାଜ୍ୟ ସରକାର
କଟକ ଅଫିସ,୬ା୧: କଟକ କଲେଜ ଛକ ନିକଟରେ ୨୦୧୯ରେ ଟ୍ରକ ଧକ୍କାରେ ମୃତ ଯୁକ୍ତ ୩ ଛାତ୍ରୀଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ରାଜ୍ୟ ସରକାର ପ୍ରଦାନ କରିବେ। ଓଡ଼ିଶା ରାଜ୍ୟ ମାନବାଧିକାର ଆୟୋଗ(ଓଏଚ୍ଆର୍ସି)ରେ ଏନେଇ ଆଗତ ମାମଲାର ବିଚାର…
୧୫ ବର୍ଷ ପରେ ମା’ଙ୍କୁ ଖୋଜିଲେ ମମତା
ପୁରୀ ଅଫିସ, ୬ା୧: ‘ସେ କୁଷ୍ଠ ରୋଗରେ ଆକ୍ରାନ୍ତ ହୋଇଥିବା ଜାଣିବା ପରେ ଏକ ନିଷ୍ଠୁର ନିଷ୍ପତ୍ତି ନେଇଥିଲେ ଓ ମୋତେ ଯିବାକୁ ଦେଇଥିଲେ। ସେ ଜଣେ ମହାନ୍ ମା’। କାରଣ ସେ କେବଳ ମୋ ପାଇଁ ଏଭଳି ପଦକ୍ଷେପ ନେଇଥିଲେ,…
ପାଣ୍ଡିଆବିଲିରେ ହାତୀ, ଲୋକେ ଭୟଭୀତ
ଜଟଣୀ,୬ା୧(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲାରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ସନ୍ଧ୍ୟା ହେଲେ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି। ହାତୀ ହାବୁଡ଼ରେ ପଡି ଲୋକଙ୍କ କେତେବେଳେ ଜୀବନ ଗଲାଣି ତ କେତେବେଳେ ଆହତ ହେଉଛନ୍ତି। ହାତୀ-ମଣିଷ ଲଢ଼େଇରେ ହାତୀଙ୍କ ମଧ୍ୟ ମୃତ୍ୟୁ…
ଆଜିଠୁ ସାତକୋଶିଆରେ କୁମ୍ଭୀର ଗଣନା
ଅନୁଗୋଳ ଅଫିସ/ବାରିପଦା ଅଫିସ,୬ା୧: ଶୁକ୍ରବାରଠାରୁ ସାତକୋଶିଆରେ କୁମ୍ଭୀର ଗଣନା ଆରମ୍ଭ ହୋଇଛି। ସାତକୋଶିଆ ବନଖଣ୍ଡର ମହାନଦୀ ଓ ଆଖପାଖ ଅଞ୍ଚଳରେ କୁମ୍ଭୀର ଗଣନା କରାଯାଉଛି। ଏହି ଗଣନା କାର୍ଯ୍ୟରେ ମୋଟ୍ ୧୨ଟି ଟିମ୍ ନିୟୋଜିତ ହୋଇଛନ୍ତି। ସେହିପରି ମୟୂରଭଞ୍ଜ ଜିଲା କରଞ୍ଜିଆରେ…
ଦଦରାଘାଟିରେ ପର୍ଯ୍ୟଟକଙ୍କ ଭିଡ଼
ପରଜଙ୍ଗ,୬।୧(ଡି.ଏନ.ଏ.): ପର୍ଯ୍ୟଟକଙ୍କ ଗହଳଚହଳରେ ମୁଖରିତ ହୋଇଉଠିଛି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଦଦରାଘାଟି ଡ୍ୟାମ୍। ସହରର କୋଳାହଳଠାରୁ ଦୂର ଶାନ୍ତ ସବୁଜିମା କୋଳରେ କିଛି ସମୟ ବିତାଇବା ଲାଗି ଏଠାକୁ ଛୁଟି ଆସୁଛନ୍ତି ରାଜ୍ୟ ତଥା ରାଜ୍ୟ ବାହାରର…
ଇ-ଏଫ୍ଆଇଆର ପଞ୍ଜୀକରଣ ମାମଲା: ଡିଜିପିଙ୍କୁ ସାନି ସତ୍ୟପାଠ ଦାଖଲ ନିର୍ଦ୍ଦେଶ
କଟକ ଅଫିସ,୬ା୧: ମହିଳାଙ୍କ ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରୁ ଇ-ଏଫ୍ଆଇଆର୍ ବ୍ୟବସ୍ଥା ରାଜ୍ୟରେ ଲାଗୁ କରିବା ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ଗୁରୁବାର ଶୁଣାଣି ହୋଇଛି। ପୂର୍ବ ନିର୍ଦ୍ଦେଶ ମୁତାବକ ଡିଜିପି ସୁନୀଲ କୁମାର ବଂଶଲ ଏକ ସତ୍ୟପାଠ ଦାଖଲ କରିଥିଲେ।…
ପୁରୀରେ ଖୋଲିବ ଦ୍ୱିତୀୟ ପ୍ରତ୍ନତତ୍ତ୍ୱ ବିଭାଗ କାର୍ଯ୍ୟାଳୟ
କଟକ ଅଫିସ,୬ା୧: ପୁରୀ-କୋଣାର୍କ ଅଞ୍ଚଳ ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ (ଏଏସ୍ଆଇ)ର ଦ୍ୱିତୀୟ କାର୍ଯ୍ୟାଳୟ ପୁରୀଠାରେ ଖୁବ୍ଶୀଘ୍ର ଖୋଲାଯିବ। ଭୁବନେଶ୍ୱରଠାରେ ଏଏସ୍ଆଇ କାର୍ଯ୍ୟାଳୟ ରହିଥିବାବେଳେ ଆବଶ୍ୟକତା ଦୃଷ୍ଟିରୁ ଦ୍ୱିତୀୟ କାର୍ଯ୍ୟାଳୟ ଖୋଲାଯିବା ପାଇଁ ନିଷତ୍ତି ନିଆଯାଇଛି। ଶ୍ରୀମନ୍ଦିର ରନତ୍ଭଣ୍ଡାର ଖୋଲିବା ମାମଲାର…
ଆଜି ମହାପ୍ରଭୁଙ୍କ ପୁଷ୍ୟାଭିଷେକ
ପୁରୀ ଅଫିସ,୬ା୧: ଶୁକ୍ରବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ସକାଳଧୂପ ସରିବା ପରେ ରତ୍ନସିଂହାସନ ଉପରେ ଶ୍ରୀଜିଉ ଦୁର୍ଲଭ ସୁନାବେଶରେ ବିଭୂଷିତ ହେବେ। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହା ସ୍ବତନ୍ତ୍ର ଅଟେ। ଚତୁର୍ଦ୍ଦଶୀ ତିଥିରେ ଅଧିବାସ ଗୃହରେ…

