SI ପରୀକ୍ଷା ମହାଘୋଟାଲା: ଫେରାର ଅଭିଯୁକ୍ତଙ୍କ ବିରୋଧରେ ଲୁକ ଆଉଟ୍ ସର୍କୁଲାର ଜାରି
ଭୁବନେଶ୍ୱର,୧୩।୧୦: ପୋଲିସ SI ପରୀକ୍ଷା ମହାଘୋଟାଲାରେ ସମ୍ପୃକ୍ତ ଫେରାର ଅଭିଯୁକ୍ତଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ସୋମବାର ଲୁକ ଆଉଟ୍ ସର୍କୁଲାର ଜାରି କରିଛି। ଏପରିକି ସର୍କୁଲାର ଜାରି ପରେ ଶଙ୍କର ପୃଷ୍ଟି, ମୁନ୍ନା ମହାନ୍ତିଙ୍କ ସମେତ ୧୦ ଜଣଙ୍କ ଆକାଉଣ୍ଟକୁ ଫ୍ରିଜ କରିଛି…
ପୂର୍ବତନ ବିବାଦୀୟ ବିଡିଓଙ୍କ ପୁନଃନିଯୁକ୍ତି ପ୍ରତିବାଦରେ ଗଣଧାରଣା: ବ୍ଲକର ଦୁଇଟି ଗେଟ୍କୁ ତାଲା ପକାଇ…
କର୍ଲାମୁଣ୍ଡା, ରିଷିଡା (ପ୍ରଦିପ କୁମାର ସାହୁ/ସୁଶାନ୍ତ ମଲ୍ଲିକ)୧୩।୧୦: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ପୂର୍ବତନ ବିଡିଓଙ୍କୁ ପୁନଃ ନିଯୁକ୍ତି ପ୍ରତିବାଦରେ ଜନ ପ୍ରତିନିଧି ,ଆଦିବାସୀ ସଂଘ ଓ ବୁଦ୍ଧିଜୀବୀ ସୋମବାର ବ୍ଲକର ଦୁଇଟି ଗେଟ୍କୁ ତାଲା ପକାଇ ବ୍ଲକ ସମ୍ମୁଖରେ ଧାରଣାରେ…
ଚାନ୍ଦବାଲିରେ ଚାଞ୍ଚଲ୍ୟ: କୁକୁଡ଼ା ଫାର୍ମ ମାଲିକଙ୍କୁ ହତ୍ୟା
ଚାନ୍ଦବାଲି,୧୩।୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ମାଧପୁର ପଞ୍ଚାୟତ ବଙ୍ଗାଳୀପଡ଼ାରେ ଏକ ଅଭାବନୀୟ ଘଟଣା ଘଟିଛି। କୁକୁଡ଼ା ଫାର୍ମ ମାଲିକଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକ ହେଲେ ଅଜୟ ଗିରି। ତାଙ୍କ ଘର ଭଦ୍ରକ…
ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିଲେ, ଧକ୍କା ଦେଲା ଅଜଣା ଟ୍ରକ୍: ଆଉ ତା’ପରେ…
ଖଲ୍ଲିକୋଟ,୧୩।୧୦(ପ୍ରଶାନ୍ତ କୁମାର ମିଶ୍ର): ୧୬ ନମ୍ବର ଜାତୀୟ ରାଜପଥରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି। ରାସ୍ତା କଡରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅଟକିରହିଥିବା ଏକ ଟ୍ରକକୁ ପାସ କରୁଥିବା ବେଳେ ପଛପଟୁ ଆସୁଥିବା ଆଉ ଏକ ଟ୍ରକ ଦ୍ରୁତଗତିରେ ବୋଲେରୋକୁ…
ଅବସରପ୍ରାପ୍ତ ଫରେଷ୍ଟରଙ୍କୁ ବାନ୍ଧିଲା ବନବିଭାଗ: ଘରୁ ମିଳିଲା ଏସବୁ ଜିନିଷ…
ଦେବଗଡ,୧୩।୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ବନଖଣ୍ଡର ଅବସରପ୍ରାପ୍ତ ଫରେଷ୍ଟର କିଶୋର ଚନ୍ଦ୍ର ପ୍ରଧାନଙ୍କୁ ଗିରଫ କରିଛି ବନ ବିଭାଗ। ତାଙ୍କୁ ବାରକୋଟ ଥାନା ଅକ୍ଷରଶିଳା ଗାଁରୁ ଗିରଫ କରାଯାଇଛି। ଘରୁ ହରିଣ ଛାଲ ଓ ମୟୂର ପକ୍ଷୀ ମିଳିବାରୁ ତାଙ୍କୁ ଗିରଫ…
ମନ୍ଦିର ହୁଣ୍ଡିବାକ୍ସକୁ ନେଇଗଲେ ମା’ପୁଅ, ତନାଘନା କରି ଘରେ ପହଞ୍ଚିଗଲା ପୋଲିସ, ଆଉ ତା’ପରେ…
ନିରାକାରପୁର, ୧୩।୧୦(ମାନସ ଚନ୍ଦ୍ର ପଟ୍ଟନାୟକ ): ଗତ ୧୧ ତାରିଖ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିରାକାରପୁରସ୍ଥିତ ସାଇ ମନ୍ଦିରରେ ଥିବା ଦୁଇଟି ହୁଣ୍ଡିବାକ୍ସକୁ ଚୋରି କରି ନେଇଥିବା ନେଇ ସାଇ ପରିବାର ପକ୍ଷରୁ ନିରାକାରପୁର ଥାନାରେ ଲିଖିତ ଅଭିଯୋଗ…
ସରକାରୀ କୋଠା ବାହାରେ ଲାଗିବ ସିସିଟିଭି: ୫୦୦ ମିଟର କରିବ କଭରେଜ୍
ଭୁବନେଶ୍ୱର,୧୩।୧୦: ରାଜ୍ୟ ସରକାର ସୋମବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାରୀ କୋଠା ବାହାରେ ସିସିଟିଭି ଲଗାଇବାକୁ ଯୋଜନା କରିଛନ୍ତି। ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ସରକାରୀ କୋଠା ବାହାରେ ଲାଗିବାକୁ ଥିବା ସିସିଟିଭି…
ହଠାତ୍ ପଇଡ଼ ପିଇବାକୁ ଅଟକିଗଲେ ମୁଖ୍ୟମନ୍ତ୍ରୀ: ପକେଟ୍ରୁ କାଢି ଦୋକାନୀଙ୍କୁ ଦେଇଦେଲେ ଏତିକି ଟଙ୍କା
ପୁରୀ,୧୩।୧୦: ମହାକାର୍ତ୍ତିକ ମାସରେ ମହାପ୍ରଭୁଙ୍କ ଦର୍ଶନ ସହ ଶ୍ରୀକ୍ଷେତ୍ରରେ ରହି ହବିଷିଆଳିମାନେ ପୁରୀରେ ବ୍ରତ ପାଳନ କରୁଛନ୍ତି। ବିଭିନ୍ନ ହବିଷିଆଳି କେନ୍ଦ୍ରରେ ସରକାରଙ୍କ ପକ୍ଷରୁ ସେମାନଙ୍କୁ ସମସ୍ତ ପ୍ରକାର ସହଯୋଗ ଓ ସୁବିଧା ଯୋଗାଇ ଦିଆଯାଉଛି। ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ…
ନୂଆପଡ଼ା ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର; ଜାଣନ୍ତୁ କାହିଁକି
ଭୁବେନଶ୍ୱର/ନୂଆପଡ଼ା,୧୩।୧୦(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ସୋମବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ନାମାଙ୍କନ କରାଯାଉଛି। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ୨୨ ତାରିଖ ନାମାଙ୍କନ ଯାଞ୍ଚ…
ନବୀନ ନେଲେ ବଡ଼ ନିଷ୍ପତ୍ତି: ଜନ୍ମଦିନଠାରୁ କରିବେ ଏହି କାମ…
ଭୁବନେଶ୍ୱର,୧୩।୧୦: ଭୁବନେଶ୍ବର ଜିଲା ବିଜେଡି ସଭାପତି ଅଶୋକ ପଣ୍ଡାଙ୍କ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଅକ୍ଟୋବର ୧୬ ତାରିଖ ଜନ୍ମଦିନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଦଯାତ୍ରା କରିବେ ବୋଲି ସଭାପତି ପଣ୍ଡା କହିଛନ୍ତି। ଏହି ଅବସରରେ ନବୀନ ଭୁବନେଶ୍ବର…
କଂଗ୍ରେସରେ ମିଶିଲେ ଶତାଧିକ ଯୁବକ
ନୂଆପଡା,୧୩।୧୦,(ମକାରୁ ବେମାଲ): ନୂଆପଡା ଏବିଟି ସମ୍ମିଳନୀ କକ୍ଷରେ ସୋମବାର ଜିଲା କଂଗ୍ରେସ କମିଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇ ଯାଇଛି। ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସଙ୍କ ଉପସ୍ଥିତିରେ ନୂଆପଡା ସହରର ଶତାଧିକ ଯୁବକ କଂଗ୍ରେସରେ ଯୋଗଦେଇଛନ୍ତି। ଏହି ସମୟରେ…
ଭାଜପା-ବିଜେଡିର ଖେଳ ବିଗାଡ଼ିବ ଡିଫାଇନ କଳାହାଣ୍ଡି, ଉପ ନିର୍ବାଚନରେ ନିଶ୍ଚିତ ଦେବ ପ୍ରାର୍ଥୀ!
ନୂଆପଡ଼ା,୧୩।୧୦, (ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ପରିବେଶ ସେତିକି ଉଷ୍ଣ ହେବାରେ ଲାଗିଛି। ନୂଆପଡା ଦିବଙ୍ଗତ ବିଧାୟକଙ୍କ ପୁଅ ଜୟ ଢୋଲକିଆ ଭାଜପାରେ ଯୋଗ ଦେଇଛନ୍ତି। ତେଣୁ ଉପ ନିର୍ବାଚନ ଅଙ୍କ ପୂରା ବଦଳି ଯାଇଛି।…
Archives


