ଦେବଗଡରେ ଅଭାବନୀୟ ଘଟଣା, ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ
ଦେବଗଡ଼,୨୮।୫(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ। ରିଆମାଳ ଥାନା ଦୁଧିଆନାଳୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଯାଇଛି । ସୂଚନା ଅନୁସାରେ, ୪ ଦିନ ହେଲା ଅଞ୍ଚଳ ଅନ୍ଧାରରେ ରହିଥିଲା । ଏହାକୁ ନେଇ ଗ୍ରାମବାସୀ…
ବେକରେ ଗାମୁଛା ବାନ୍ଧି ଘରେ ଝୁଲିପଡ଼ିଲେ ଯୁବକ, ପୁଅକୁ ହରାଇ ମା-ବାପା…
ଝରିଗାଁ,୨୮ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାର ରବିନ ମଣ୍ଡଳଙ୍କ ପୁଅ ଶୁଭେନ୍ଧୁ (୨୭) ନିଜ ଘରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଘଟଣା ପରେ ସମ୍ପର୍କୀୟ ଲୋକ ଦେଖିବା ପରେ ଚନ୍ଦାହାଣ୍ଡିରେ ରହୁଥିବା…
ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ
ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି । ଆଜି ସକାଳୁ ସକାଳୁ ଜାତ ମୁଣ୍ଡିଆ ଜଙ୍ଗଲରୁ ହାତୀପଲ ବାହାରି ନିକଟ ଗାଁ…
ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା
ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ ଯିବା ନେଇ ଚର୍ଚ୍ଚା ପୁଣି ଜୋର ଧରିଛି। ଯଦି ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଏବଂ…
କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ
ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା, ଶ୍ରାନିକେତା, ଆଦି ଅଞ୍ଚଳରେ ଏକାଧିକ ଘରର ଛପର ଉଡାଇବା ସହ ବଡ଼ ବଡ଼…
ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା
କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର ୯ଟି ଗ୍ରାମ ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ବ୍ଲକର ସଭାଗୃହରେ ସମୀକ୍ଷା କରିଥିଲେ।…
ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ
କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା ପାଇଁ ୧୦୮କୁ ଫୋନ କରିଥିଲେ। ତୁରନ୍ତ ତାଙ୍କୁ ପାଇଁ ନିକଟସ୍ଥ ଯୋଗୀମୁଣ୍ଡା ସବସେଣ୍ଟରରୁ…
ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ
କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ ହୋଇ ଜୁଲାଇ ୧୦ ତାରିଖରେ ଶେଷ ହେବ। ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର…
ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ
କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି। ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପତ୍ର ସଂଖ୍ୟା ୧୪୧୦୫/ଏଚ୍/ତା୧୯.୫.୨୦୨୬…
ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି
ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ ସହ ଏକ ବଡ଼ ଧରଣର ଆନ୍ଦୋଳନ କରାଯିବ। ପାଟଣାଗଡ଼ ବିଜୁ ଜନତା ଦଳ…
ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP
ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍ପି) ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିବା ପରେ ଏଭଳି କଡ଼ା ଚେତାବନୀ ଦେଇଛନ୍ତି ବରିଷ୍ଠ ପୋଲିସ ଅଧିକାରୀ…
କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର
କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା ସହ ଘର ଦ୍ବାର ବ୍ୟାପକ କ୍ଷୟକ୍ଷତି ହୋଇଛି । ୨୦ ନମ୍ବର…

