ଆମ ଜିଲା ଖବର

ବିଶ୍ୱ ହକି ଟ୍ରଫି ପରିକ୍ରମା ପାଇଁ ଉଠା ଦୋକାନୀଙ୍କୁ ଉଚ୍ଛେଦ: ଘଟଣାସ୍ଥଳରେ ଉତ୍ତେଜନା

ଭଦ୍ରକ ଅଫିସ,୫ା୧: ପୁରୁଷ ବିଶ୍ୱ ହକି ଟ୍ରଫି ପରିକ୍ରମା ପାଇଁ ଭଦ୍ରକ ସହର ମହତାବ ଛକଠାରୁ ଅପର୍ତ୍ତିବିନ୍ଧା ଛକ ପର୍ଯ୍ୟନ୍ତ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ଉଚ୍ଛେଦ ଆରମ୍ଭ କରାଯାଇଛି। ଏହି ଉଚ୍ଛେଦ ସମୟରେ ଉତ୍ତେଜନା ପ୍ରକାଶ ପାଇଛି। ସିଟି ଡିଏସ୍‌ପି…

ହାତୀ ଆକ୍ରମଣରେ ଫରେଷ୍ଟର ଗୁରୁତର

ଦେବଗଡ଼,୫ା୧(ଡି.ଏନ୍‌.ଏ.): ହାତୀ ଆକ୍ରମଣରେ ଫରେଷ୍ଟର ଗୁରୁତର ହୋଇଛନ୍ତି। ଦେବଗଡ଼ ବନାଞ୍ଚଳ ବଞ୍ଜାରୀ ନିକଟ ବରହାମୂଷା ଜଙ୍ଗଲରେ ଏହି ଅଘଟଣ ଘଟିଛି। ଗୁରୁବାର ଟ୍ରାକିଂ ସମୟରେ ଦନ୍ତାହାତୀ ଆକ୍ରମଣ କରିଥିବା ସୂଚନା ମିଳିଛି। କଂସର ଫରେଷ୍ଟର ବାଣେଶ୍ୱର ପରିଡ଼ା ଗୁରୁତର ଗୁରୁତର ହୋଇଥିବା…

୩ ମୃତ ଛାତ୍ରଙ୍କ ପରିବାରକୁ ରାଣୀ ପଣ୍ଡାଙ୍କ ସହାୟତା

ରାଜନଗର,୫ା୧(ଡି.ଏନ.ଏ.): ଗତମାସ ୨୩ରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟା ପଞ୍ଚାୟତ ବଗପାଟିଆ ଗ୍ରାମର ୩ ସପ୍ତମ ଶ୍ରେଣୀ ଛାତ୍ର ବିଶାଳ,ସନ୍ଦୀପ,ବ୍ରିବେନ ପାଣିରେ ବୁଡ଼ି ପ୍ରାଣ ହରାଇଥିଲେ । ସେହି ଦୁଃଖରେ ପରିବାର ସଦସ୍ୟମାନେ ଏବେ ବି ଦୁଃଖରେ ଅଛନ୍ତି। ସେହି…

ଜିଲାର ଅର୍ଦ୍ଧାଧିକ ଚାଷଜମି ଜଳସେଚନରୁ ବଞ୍ଚିତ

କେନ୍ଦ୍ରାପଡ଼ା ଅଫିସ, ୫ା୧: କେନ୍ଦ୍ରାପଡ଼ା ଜିଲାର ୧୧୮ ସ୍ଥାନରେ ସରକାରୀ ଧାନମଣ୍ଡି ଖୋଲିଛି। ବଳକା ଧାନ ବିକ୍ରି ପାଇଁ ପଞ୍ଜୀକୃତ ଚାଷୀଙ୍କୁ ଟୋକନ ଦିଆଯାଇଛି। ତେବେ ଚଳିତବର୍ଷ ପୂର୍ବବର୍ଷ ତୁଳନାରେ ଖରିଫ ଧାନ ସଂଗ୍ରହ କମ ରହିବ ବୋଲି ପ୍ରାଥମିକ ଆକଳନ…

୪ ଗୋରୁ ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ: ଡାକ୍ତରଖାନାରେ ଭର୍ତ୍ତି

ସୋରଡ଼ା,୫ା୧(ଡି.ଏନ୍‌.ଏ.): ଗୋରୁ ବ୍ୟବସାୟ କରୁଥିବା ୪ ଜଣଙ୍କୁ ଗୁରୁବାର ମରଣାନ୍ତକ ଆକ୍ରମଣ ହୋଇଛି। ସମସ୍ତଙ୍କୁ ସୋରଡ଼ା ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ପଠାଯାଇଛି। ଆଜି ଭୋର୍‌ ସମୟରେ ସ୍ଥାନୀୟ ଜରଉ ଛକରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ରାସ୍ତା ପାର୍ଶ୍ୱରେ ପଡ଼ି…

ଅସାଧୁ ମେଣ୍ଟ ନଛୋଡ଼ବନ୍ଦା

ଯାଜପୁର ଅଫିସ,୫ା୧: ଧାନ ବିକ୍ରିରେ ଚାଷୀଙ୍କୁ ଶୋଷଣରୁ ରକ୍ଷା କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ବ୍ୟବସ୍ଥା କରିଛନ୍ତି। ଓଜନ, ଗୁଣମାନ ଓ ଗାଡ଼ି ଭଡା ପାଇଁ ଚାଷୀଙ୍କୁ ପୂର୍ବଭଳି ଆଉ ମିଲ ମାଲିକଙ୍କ ପାଖକୁ ଯିବାକୁ ପଡୁନାହିଁ। ବିକ୍ରି ଧାନର…

ବାଘଙ୍କୁ ବିପଦ ବାର୍‌ହା ଫାଶ

ଅନୁଗୋଳ ଅଫିସ, ୫ା୧: ବାର୍‌ହା ଶିକାର ଉଦ୍ଦେଶ୍ୟରେ ଜଙ୍ଗଲରେ ବିଛାଯାଉଛି ବିଦ୍ୟୁତ୍‌ ଫାଶ। ଫଳରେ କେତେବେଳେ ଏଥିରେ ଲାଗି ହାତୀ ତ ଆଉ କେବେ କଲରାପତରିଆ ବାଘଙ୍କ ଜୀବନ ଯାଉଛି। ଜଙ୍ଗଲକୁ ଶିକାରୀ ମୁକ୍ତ କରିବା ଦିଗରେ ବନ ବିଭାଗ ଦୀର୍ଘଦିନ…

ପ୍ରତି ବ୍ଲକରେ ହେବ ୨ ଶୀତଳ ଭଣ୍ଡାର

ଢେଙ୍କାନାଳ ଅଫିସ,୫।୧: ଢେଙ୍କାନାଳ ଜିଲା ପରିଷଦର ୪ର୍ଥ ସାଧାରଣ ବୈଠକ ବୁଧବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପରିଷଦ ସଭାପତି ଅର୍ଚ୍ଚନା ପୁହାଣ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଖଣି, ଇସ୍ପାତ ଓ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ କୁମାର…

ଦୋଷୀଙ୍କୁ ସୁରକ୍ଷା ଦେଉଛି ଦିଗହରା ତଦନ୍ତ

ବାରିପଦା ଅଫିସ,୫ା୧: ଶିମିଳିପାଳ ଅଭୟାରଣ୍ୟରେ ବହୁ ଚର୍ଚ୍ଚିତ ଦନ୍ତା ହାତୀ ପୋଡ଼ି ଓ ପ୍ରମାଣ ନଷ୍ଟ ଘଟଣାର ତଦନ୍ତ ଦିଗହରା ସାଜିଛି। ଅଭିଯୁକ୍ତମାନେ ଉଚ୍ଚ ନ୍ୟାୟାଳୟରୁ ଆଗୁଆ ଜାମିନ ପାଇଁ ପ୍ରୟାସ କରୁଥିବା ବେଳେ ଅଧିକାରୀମାନେ ସେମାନଙ୍କୁ ସୁରକ୍ଷା ଯୋଗାଉଛନ୍ତି। ମାମଲାକୁ…

ଭୋଜିଭାତରେ ମାତିଲେ ଡାକ୍ତରଖାନା କର୍ମଚାରୀ

ସାରସକଣା, ୫ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଶୀର୍ଷାସ୍ଥିତ ସାରସକଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀମାନେ ରୋଗୀ ସେବା ଛାଡ଼ି ଭୋଜିଭାତରେ ମାତିବା ଓ ଉପଯୁକ୍ତ ଚିକିତ୍ସା ନ ପାଇ ରୋଗୀ ଛଟପଟ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତଦନ୍ତ ହେବ…

ପଣ୍ୟବାହୀ ଜାହାଜରେ ରୁଷୀୟ ନାଗରିକ ମୃତ୍ୟୁ ଘଟଣା: ମୁଣ୍ଡରେ ଲାଗିଛି ଆଘାତ

ପାରାଦୀପ, ୫ା୧(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ବନ୍ଦର ଆଙ୍କରେଜ ଏରିଆରେ ଥିବା ଏମ.ଭି. ଅଲ୍‌ଦନାହ ଜାହାଜରେ ମଙ୍ଗଳବାର ଭୋରରୁ ଜଣେ ରୁଷୀୟ ନାଗରିକ ତଥା ଜାହାଜର ମୁଖ୍ୟଯନ୍ତ୍ରୀ ମିଲିୟାକୁଭ୍‌ ସର୍ଗେଙ୍କ ଅସ୍ବାଭାବିକ ମୃତ୍ୟୁ ହୋଇଥିଲା। ତାଙ୍କ ମୁଣ୍ଡରେ ଆଘାତ ଲାଗିଥିବା ଶବ…

ଫେବୃୟାରୀ ୨୧ରୁ ଓସିଏସ୍‌ ମେନ୍‌ ପରୀକ୍ଷା

କଟକ ଅଫିସ,୫ା୧:ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)-୨୦୨୧ ମେନ୍‌ ପରୀକ୍ଷା ଆସନ୍ତା ଫେବୃୟାରୀ ୨୧ରୁ ମାର୍ଚ୍ଚ ୧୦ ପର୍ଯ୍ୟନ୍ତ ହେବ। ଏ ନେଇ ଓପିଏସ୍‌ସି ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରତିଦିନ ୨ ସିଟିଂରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?