ଆମ ଜିଲା ଖବର

କ୍ରଶରରେ ଦୁର୍ବୃତ୍ତଙ୍କ ଆତଙ୍କରାଜ

ଢେଙ୍କାନାଳ ଅଫିସ, ୪।୧: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ନୂଆ ଓଡ଼ାପଡ଼ାର କ୍ରଶର ମାଲିକ ଯୁବରଞ୍ଜନ ପଣ୍ଡା (୪୪) ଏବଂ ସୁବ୍ରତ କୁମାର ନାୟକଙ୍କ ଉପରେ ସୋମବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ ହୋଇଛି। ଉଭୟେ ରାତ୍ରି ଭୋଜନ କରୁଥିବାବେଳେ ୧୦ରୁ…

୮ ଶିଶୁଙ୍କ ଥଇଥାନ ବ୍ୟବସ୍ଥା

ଅନୁଗୋଳ ଅଫିସ, ୪।୧: ଅନୁଗୋଳ ଜିଲା ଶିଶୁ ସୁରକ୍ଷା ଅଧିକାରୀ ଗୌରୀ ଶଙ୍କର ବେହେରା ସୋମବାର ଆଠମଲ୍ଲିକ ବ୍ଲକ ଗସ୍ତରେ ଯାଇ ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ୮ ଶିଶୁଙ୍କୁ ଭେଟି ଥଇଥାନ ବ୍ୟବସ୍ଥା ନିମନ୍ତେ ପଦକ୍ଷେପ ନେଇଛନ୍ତି। ଗୋଟଏ…

ଗୋଦାମରୁ ୩୨୫ ବସ୍ତା ଧାନ ଜବତ

ଅନୁଗୋଳ ଅଫିସ,୪।୧: ଅନୁଗୋଳ ଜିଲା ଯୋଗାଣ ବିଭାଗ ସ୍କ୍ବାଡ୍‌ ଜଣେ ଧାନ ଦଲାଲଙ୍କୁ ଧରିବାରେ ସଫଳ ହୋଇଛି। ବଅଁରପାଳ ବ୍ଲକ ଫୁଲପଡ଼ା ଛକରେ ଥିବା ପଣ୍ଡପୁର ଗ୍ରାମର କୁମର ଗଡ଼ନାୟକଙ୍କ ଗୋଦାମରୁ ୩୨୫ ବସ୍ତାରେ ଥିବା ଦେଢ଼ଶହ କୁଇଣ୍ଟାଲ ଧାନ ଜବତ…

ସନ୍ତୋଷଜନକ ନୁହେଁ ବ୍ୟାଙ୍କ ସେବା

ବଇଣ୍ଡା,୪।୧ (ଡି.ଏନ.ଏ.):ବ୍ୟାଙ୍କ ଉପରେ ନିର୍ଭରଶୀଳତା ବୃଦ୍ଧି ପାଉଛି। ସରକାରଙ୍କ ବିଭିନ୍ନ ଯୋଜନାରେ ସହାୟତା ରାଶି ସିଧାସଳଖ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସୁଥିବାରୁ ପୂର୍ବାପେକ୍ଷା ଅଧିକ ଲୋକେ ବ୍ୟାଙ୍କ ସହିତ ଯୋଡ଼ି ହୋଇଛନ୍ତି। ହେଲେ ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜାମୁନାଳି ଠାରେ ଥିବା…

ହାତ ତିଆରି ଯନ୍ତ୍ରପାତିରେ ଚାଷ କରୁଛନ୍ତି ସୁରଞ୍ଜନ

ଦାରିଙ୍ଗବାଡି,୪।୧(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ବାଙ୍ଗା ପଞ୍ଚାୟତର ପଦ୍ମପଲି ଗ୍ରାମର ଯୁବ ଚାଷୀ ସୁରଞ୍ଜନ ପ୍ରଧାନ। ଏକାଧିକ ଏକର ଜମିରେ କରିଛନ୍ତି ପରିବା ଚାଷ। ତେବେ ତାଙ୍କୁ ସରକାରୀ ସହାୟତା ମିଳି ନ ଥିବା ବେଳେ ନିଜେ ଭଙ୍ଗା ସାଇକେଲ,…

ବିକାଶ ଅପେକ୍ଷାରେ ପିଲାସାଲୁଙ୍କି ଡ୍ୟାମ୍‌

ବଲସକୁମ୍ପା, ୪।୧ (ଡି.ଏନ୍‌.ଏ): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ଅଧୀନରେ ଥିବା ପିଲାସାଲୁଙ୍କି ଡ୍ୟାମ ଓ ପୁରୁଣାପାଣି ଡ୍ୟାମଠାରେ ନୂଆବର୍ଷ ପାଇଁ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। କିଏ ବଣଭୋଜିର ତ ଆଉ କିଏ ଡ୍ୟାମ୍‌ରେ ଗାଧୋଇବା ସହିତ ମନୋରମ ପରିବେଶର ମଜା…

ଚିଲିକାରେ ପକ୍ଷୀଗଣନା ଆରମ୍ଭ

ବାଲୁଗାଁ,୪।୧(ଡି.ଏନ.ଏ.): ଚିଲିକାରେ ସକାଳ ୬ଟାରୁ ଆରମ୍ଭ ହୋଇଛି ପକ୍ଷୀଗଣନା। ଏହା ମଧ୍ୟାହ୍ନ ୧୨ଟା ଯାଏ ଜାରି ରହିବ। ସୂଚନାଯୋଗ୍ୟ, ୨୧ଟି ଟିମ ଗଣନା କାର୍ଯ୍ୟରେ ସାମିଲ ହୋଇଥିବା ବେଳେ ମୋଟ ୧୦୫ଜଣ ତାଲିମ ଶିବିରରେ ପ୍ରଶିକ୍ଷଣ ନେଇଥିଲେ। ପ୍ରତ୍ୟେକ ଗଣନାକାରୀ ଦଳକୁ…

ଜବରଦଖଲ ଉଚ୍ଛେଦ କଲେ ତହସିଲଦାର

ଫୁଲବାଣୀ ଅଫିସ, ୪।୧: କନ୍ଧମାଳ ଜିଲା ଫୁଲବାଣୀ ସହରରେ ଜମି ମାଫିଆମାନେ ସରକାରୀ ଜାଗାକୁ ଜବରଦଖଲ କରି ବିକ୍ରି କରୁଛନ୍ତି ା ବିଗତ ଦିନରେ ଅନେକ ଜଙ୍ଗଲ ଜମିରୁ ଗଛ କାଟି ବିକ୍ରି କରି ଦିଆଯାଇଛି ା କିଛିଦିନ ହେବ ସହରର…

ପୃଥକ୍‌ ଦୁର୍ଘଟଣା: ୩ ଜୀବନ ଗଲା

ଭଞ୍ଜନଗର/ପୁରୁଷୋତ୍ତମପୁର/ପାରଳାଖେମୁଣ୍ଡି,୪।୧(ଡି.ଏନ.ଏ): ଗଞ୍ଜାମ ଓ ଗଜପତି ଜିଲାରେ ମଙ୍ଗଳବାର ପୃଥକ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଯୁବ ଆଇନଜୀବୀ ଓ ଜଣେ ଅବସରପ୍ରାପ୍ତ ଶିକ୍ଷକ ଅଛନ୍ତି। ଭଞ୍ଜନଗର ବାର୍‌ ଆସୋସିଏଶନର ଯୁବ ଆଇନଜୀବୀ ସୁରଜିତ ପଣ୍ଡାଙ୍କ କୌଣସି…

ଘରୁ ବାହାରି ପାରୁନାହାନ୍ତି ୯ ପରିବାର

ବାହାନଗା, ୪।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଆରୁହାବାଡ ପଞ୍ଚାୟତ ରୂପଖଣ୍ଡ ଗ୍ରାମରେ ଥିବା ଗୋଚର ଜମି ଉପରେ ଏକ ରାସ୍ତାକୁ ଏକ ପରିବାର ପକ୍ଷରୁ ଅବରୋଧ କରି ରାସ୍ତା ମଝିରେ ବାଡ ଘେରି ଦେଇଛନ୍ତି। ଫଳରେ ୯ଟି ପରିବାର ଘରୁ…

ଉଠାଦୋକାନୀଙ୍କୁ ଥଇଥାନ ଦାବି ତେଜିଲା

ବାଲେଶ୍ୱର ଅଫିସ, ୪।୧: ବାଲେଶ୍ୱର ପୌରାଞ୍ଚଳର ୧୩ ଓ ୧୪ ନଂ. ୱାର୍ଡର ବିସ୍ଥାପିତ ଉଠା ଦୋକାନୀମାନଙ୍କୁ ସ୍ଥାୟୀ ଥଇଥାନ ନିମନ୍ତେ ମଙ୍ଗଳବାର ରାଜ୍ୟ ଯୁବମୋର୍ଚ୍ଚା ଉପସଭାପତି ମାନସ କୁମାର ଦତ୍ତଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଅତିରିକ୍ତ ଜିଲାପାଳଙ୍କୁ ସାକ୍ଷାତ୍‌…

ଶିମିଳିପାଳରେ ବନାଗ୍ନି ରୋକିବା ଲାଗି ତତ୍ପରତା

ବାରିପଦା ଅଫିସ,୪।୧: ଶିମିଳିପାଳ ଅଭୟାରଣ୍ୟରେ ବନାଗ୍ନି ରୋକିବା ନିମନ୍ତେ ବନ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ଆଞ୍ଚଳିକ କ୍ଷେତ୍ର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଆଞ୍ଚଳିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?