ଆମ ଜିଲା ଖବର

ଲଗାଣ ବର୍ଷାରେ ଭାଙ୍ଗିଲା ମାଛୁଆ ପୋଲ

ମୋରଡ଼ା,୭ା୯(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଦାନ୍ତିଆମୁଁହାସ୍ଥିତ ମାଛୁଆ ପୋଲ ଲଗାଣ ବର୍ଷାରେ ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଓ ବେତନଟୀ ବ୍ଲକକୁ ସଂଯୋଗ କରୁଥିବା ଏହି ପୋଲ ଦୀର୍ଘ ବର୍ଷ ଧରି ବିପଦସଙ୍କୁଳ ଅବସ୍ଥାରେ ଥିଲା।…

ବିପଦସଙ୍କେତ ଉପରେ ଜଳକା

ରୂପସା,୭।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀରେ ବିପଦ ସଂକେତ ଉପରେ ଜଳସ୍ତର ପ୍ରବାହିତ ହେଉଛି। ୫ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ନଦୀପାଖରେ ଶତାଧିକ ହେକ୍ଟର ଚାଷଜମି ଜଳମଗ୍ନ ହୋଇଥିବା ଦେଖିବାକୁ…

ଆଜି ବାହୁଡ଼ିବେ ମା’: ବିସର୍ଜନ ପାଇଁ ୪ ଅସ୍ଥାୟୀ ପୋଖରୀ

ବ୍ରହ୍ମପୁର ଅଫିସ,୭ା୧୦: ଦୀର୍ଘ ୧୦ ଦିନ ଧରି ପୂଜା ମଣ୍ଡପରେ ପୂଜା ପାଉଥିବା ମା’ ଦୁର୍ଗାଙ୍କ ଭସାଣି ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହେବ। ଚଳିତ ବର୍ଷ ସହରରେ ୪୦ ପୂଜା ମଣ୍ଡପରେ ମା’ଙ୍କ ମୃଣ୍ମୟ ମୂର୍ତ୍ତି ପୂଜା ଅନୁଷ୍ଠିତ ହୋଇଛି। ଶୁକ୍ରବାର…

ଲଗାଣ ବର୍ଷାରେ ରେଶମ ସହର ପ୍ରଭାବିତ

ବ୍ରହ୍ମପୁର ଅଫିସ,୭।୧୦: ଲଗାଣ ବର୍ଷା ଯୋଗୁ ବ୍ରହ୍ମପୁର ସହରରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବର୍ଷା ଯୋଗୁ ସହରରେ ଶାରଦୀୟ ପୂଜା ମଧ୍ୟ ପ୍ରଭାବିତ ହୋଇଛି। ସହରରେ ବାଣିଜ୍ୟ ଓ ବ୍ୟବସାୟ ସମ୍ପୂର୍ଣ୍ଣ ମାନ୍ଦା ହୋଇପଡ଼ିଛି ଓ ବହୁ ଦୋକାନ ବଜାର…

ଘୁମୁସର ବନଖଣ୍ଡରେ ୭୩ ହାତୀ

ଭଞ୍ଜନଗର,୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଘୁମୁସର ବନଖଣ୍ଡରେ ହାତୀ ସୁରକ୍ଷା ପାଇଁ ଦୌନନ୍ଦିନ ରାତିରେ ପାୱାରକଟ୍‌ ହେଉଛି । ଫଳରେ ଛାତ୍ରୀଛାତ୍ରମାନେ ପାଠପଢ଼ାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଦ୍ୟୁତ୍‌ କାଟ୍‌କୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଛି । ଗୁରୁବାର ସନ୍ଧ୍ୟାରେ…

ଯକ୍ଷ୍ମା ପୀଡ଼ିତ ଶିଶୁର ଚିକିତ୍ସା ପାଇଁ ଅର୍ଥାଭାବ

ନୂଆଗାଁ,୭।୧୦(ଡି.ଏନ.ଏ.): ମାଆ ଛେଉଣ୍ଡ ବିଶ୍ୱରଞ୍ଜନ ଏବେ ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଉଚ୍ଚତର ଚିକିତ୍ସା ପାଇଁ ବାପାଙ୍କ ହାତରେ ଟଙ୍କା ନାହିଁ। ଏହି ଚିନ୍ତାରେ ପରିବାର ଲୋକେ ଖାଇବା ପିଇବା ଭୁଲି ଗଲେଣି। ପୁଅର ଯନ୍ତ୍ରଣା ଦେଖି…

ଦେବୀଗଡ଼ାରେ ମା’ଙ୍କୁ ମେଲାଣି

କଟକ ଅଫିସ,୭ା୧୦: ଶେଷ ହୋଇଛି ଦୁର୍ଗାପୂଜା। ଗୁରୁବାର ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ଜଗଜ୍ଜନନୀ ମା’ ଦୁର୍ଗା। ଚଳିତବର୍ଷ କଟକ ସହରର ୧୭୨ଟି ମଣ୍ଡପରେ ପୂଜା ଆୟୋଜନ କରାଯାଇଥିଲା। ୨ ବର୍ଷର କୋଭିଡ୍‌ କଟକଣା ପରେ ଏବର୍ଷ ପୁଣି ଭସାଣି ଉତ୍ସବ ଆୟୋଜନ…

ପାରାଦୀପରୁ କେନ୍ଦୁଝର ପର୍ଯ୍ୟନ୍ତ ମେମୁ ଟ୍ରେନ

କେନ୍ଦ୍ରାପଡ଼ା ଅଫିସ,୭ା୧୦: ୨୦୨୦ ଜୁଲାଇରୁ ରେଳ ବିହୀନ ଜିଲାରୁ କେନ୍ଦ୍ରାପଡ଼ା ବାଦ ପଡିଛି। ସେହିବର୍ଷ ଜୁଲାଇ ୨୪ଠାରୁ ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି। ଏବେ ଦୈନିକ ୩୦ ପାଖାପାଖି ମାଲବାହୀ ଟ୍ରେନ ଗଡୁଛି। ହେଲେ ଯାତ୍ରୀବାହୀ ଟ୍ରେନ ଅଦ୍ୟାବଧି ଚଳାଚଳ…

ଭସାଣି ଉତ୍ସବ: ବିଦାୟ ନେଲେ ମା’ ଦୁର୍ଗା

ବିରିଡି/ବାଲିଆ/ତିର୍ତ୍ତୋଲ/ନାଉଗାଁ, ୭ା୧୦(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲାର ବିଭିନ୍ନ ସ୍ଥାନରେ ଦୁର୍ଗାପୂଜା ଶେଷ ହେବା ପରେ ଗୁରୁବାର ମା’ଙ୍କୁ ବିଦାୟ ଦିଆଯାଇଛି। କୁଳକଇଜଙ୍ଗା ନୂଆପାରୀ ଜଗତଗୁରୁ ରାମାନନ୍ଦାଚାର୍ଯ୍ୟଙ୍କ ପୀଠର ବିଂଶଭୁଜା ଦୁର୍ଗା, ଅଲାଣ୍ଡୋ ଦୁର୍ଗା, ବାଲିଆ ଦୁର୍ଗା, ହାଜିପୁର ଦୁର୍ଗା ଓ ବିରିଡ଼ି ହାଟ…

ସାମାନ୍ୟ ବର୍ଷାରେ ରାସ୍ତାରେ ଜମୁଛି ପାଣି

ସିଂହପୁର,୭ା୧୦(ଡି.ଏନ.ଏ.): ଲୋକଙ୍କ ଯାତାୟାତ ସୁବିଧା ପାଇଁ ସରକାର ବିପୁଳ ଟଙ୍କା ବ୍ୟୟ କରି ରାସ୍ତା ନିର୍ମାଣ କରୁଛନ୍ତି। ହେଲେ କେତେକ ସ୍ଥାନରେ ନିମ୍ନମାନର ରାସ୍ତା କାର୍ଯ୍ୟ ହେଉଥିବାରୁ ଲୋକେ ଯାତାୟାତରେ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ବର୍ଷା ଜଳ ନିଷ୍କାସନ…

ଜାତୀୟ ରାଜପଥ ସୂଚନା ଫଳକରେ ତ୍ରୁଟି

ରସୁଲପୁର,୭ା୧୦(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ରାଜପଥ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଜନସାଧାରଣଙ୍କ ସୂଚନା ନିମନ୍ତେ ଲାଗୁଥିବା ସୂଚନା ଫଳକଗୁଡ଼ିକରେ ତ୍ରୁଟି ପରିଲକ୍ଷିତ ହୋଇଛି। ଏହି ଫଳକରେ ଓଡ଼ିଆ ଭାଷାକୁ କଦର୍ଥ କରି ଲେଖାଯାଇଛି, ଯାହାକି ଓଡ଼ିଆଙ୍କ ସ୍ବାଭିମାନ…

‘ସାଧାରଣ ଓ ଧର୍ମୀୟ ଶିକ୍ଷା ମଧ୍ୟରେ ଅନ୍ତର କମିବ’

ପୁରୀ ଅଫିସ,୭ା୧୦: ପୁରୀରେ ଦ୍ୱିତୀୟ ରାଷ୍ଟ୍ରୀୟ ଆଦର୍ଶ ବେଦ ବିଦ୍ୟାଳୟ ଉଦ୍‌ଘାଟିତ ହୋଇଛି। ମଙ୍ଗଳବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀସ୍ଥିତ ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ ସଦାଶିବ ପରିସରରେ ଆଦର୍ଶ ବେଦ ବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସକୁ ଉଦ୍‌ଘାଟନ କରିଛନ୍ତି। ଏଥିସହ ସଦାଶିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri