ଆମ ଜିଲା ଖବର

ଏସ୍‌ଆଇ ନିଯୁକ୍ତି ବିଜ୍ଞପ୍ତି ଉପରେ ରହିତାଦେଶ

କଟକ ଅଫିସ,୧୧ା୨: ଓଡ଼ିଶା ପୋଲିସ ସବ୍‌ଇନ୍ସପେକ୍ଟର (ଏସ୍‌ଆଇ) ନିଯୁକ୍ତି ନେଇ ୨୦୨୧ ଜୁନ୍‌ ୨୨ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଉପରେ ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଅଦାଲତଙ୍କ ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ବିଜ୍ଞପ୍ତି ଉପରେ କୌଣସି ପଦକ୍ଷେପ ଗ୍ରହଣ କରାଯାଇପାରିବ ନାହିଁ…

ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ସମେତ ୨ ମୃତ

ପରଜଙ୍ଗ, ୧୧ା୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୫୩ ନଂ. ଜାତୀୟ ରାଜପଥର ମୁଣ୍ଡେଇଲୋ ଗଁା ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଉପରେ କୋଇଲା ବୋଝେଇ ଟ୍ରକ୍‌ (ନଂ. ଓଡ଼ି ୧୯…

ମହିଳାଙ୍କ ମୃତ୍ୟୁ, ଯୌତୁକଜନିତ ହତ୍ୟା ଅଭିଯୋଗ

ଆସିକା,୧୦ା୨(ଡି.ଏନ.ଏ.)-ଆସିକା ଥାନା ଅନ୍ତର୍ଗତ ଅସୁରାଇପଲ୍ଲୀ ଗ୍ରାମରେ ଗୁରୁବାର ରାତିରେ ଜଣେ ଅନ୍ତଃସତ୍ତ୍ୱା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସେହି ଗ୍ରାମର ମଙ୍ଗୁଳୁ ନାୟକଙ୍କ ସ୍ତ୍ରୀ ପାବନୀ ଓରଫ ରୀନା ନାୟକ (୨୪)।ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିଲା ବେଳେ ଶୁକ୍ରବାର ରୀନାଙ୍କ…

ଗଞ୍ଜେଇ ଯାଞ୍ଚ ବେଳେ ୧୮ ଲକ୍ଷ ଜବତ ଘଟଣା : ଆୟକର ବିଭାଗର ଖୋଳତାଡ଼

ବ୍ରହ୍ମପୁର ଅଫିସ,୧୦ା୨: ଅବକାରୀ ଗୁଇନ୍ଦା ବିଭାଗର ଏକ ଟିମ୍‌ ଦୁଇ ଦିନ ତଳେ ଲାଞ୍ଜିପଲ୍ଲୀ ବାଇପାସରେ କଟକ ଅଭିମୁଖେ ଯାଉଥିବା ଏକ ବସ୍‌ରୁ ଗଞ୍ଜେଇ ଯାଞ୍ଚ କରିବା ବେଳେ ଜଣେ ଯାତ୍ରୀଙ୍କ ବ୍ୟାଗରୁ ୧୮ଲକ୍ଷ ଟଙ୍କା ଜବତ କରିଥିଲା। କାହା ପାଖରୁ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଶିକ୍ଷକଙ୍କ ପ୍ରାଣଗଲା

ରୂପ୍‌ସା,୧୦।୨(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ କାଟୁଳିଡ଼ିହା ଗ୍ରାମରେ ଶୁକ୍ରବାର ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଛି। ମୃତ ଶିକ୍ଷକ ହେଲେ ଅନିରୁଦ୍ଧ ପାଣିଙ୍କ ପୁତ୍ର ହେମନ୍ତ କୁମାର ପାଣି (୪୪)। ଭୋର ସମୟରେ ସେ…

ବିଦ୍ୟାଳୟରୁ ଚୋରି କରୁଥିଲେ ପଡ଼ିଲେ ଧରା

ମୋରଡା,୧୦।୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ବର୍ତ୍ତନା ଗ୍ରାମରେ ଥିବା ବିଦ୍ୟାଳୟରୁ ଚୋରି କରୁଥିବା ସମୟରେ ଜଣେ ଯୁବକ ଗ୍ରାମବାସୀଙ୍କ ହାତରେ ପଡ଼ିଛନ୍ତି। ସେମାନେ ତାଙ୍କୁ ମାଡ଼ ମାରିଥିଲେ। ସୂଚନା ଅନୁଯାୟୀ, ଯୁବକ ଜଣକ ଉକ୍ତ ବିଦ୍ୟାଳୟରୁ ପାଣି ମୋଟର…

ବିଦ୍ୟୁତ୍‌ ବିଭ୍ରାଟ ନେଇ ୭ ଗ୍ରାମବାସୀଙ୍କ ବିକ୍ଷୋଭ

ଭଞ୍ଜନଗର,୯ା୨(ଡି.ଏନ୍‌.ଏ.): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର ଅନେକ ଗ୍ରାମରେ ଗତ ୪ ମାସ ହେବ ବିଦ୍ୟୁତ୍‌ ବିଭ୍ରାଟ ଲାଗିରହିଛି । ସନ୍ଧ୍ୟା ହେଲେ ଆପେ ଆପେ ବିଦ୍ୟୁତ ଚାଲିଯାଇ ପ୍ରାୟ ୧୬ ଘଣ୍ଟା ପରେ ଆସୁଛି। ଦିନରେ ମାତ୍ର ୭ରୁ ୮…

ଛାତ୍ରୀ ଅପହରଣ, ବଳାତ୍କାର ମାମଲା ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୦ା୨: ସ୍ବତନ୍ତ୍ର ଫାଷ୍ଟ ଟ୍ରାକ କୋର୍ଟ ବିଚାରପତି ଗଣେଶ୍ୱର ପତି ଶୁକ୍ରବାର ଏକ ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଉପଯୁକ୍ତ ପ୍ରମାଣ ଅଭାବରୁ ସେ ଅଭିଯୁକ୍ତ ଏ. ଶ୍ରବଣ କୁମାରଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ୨୦୨୧ ମେ ୨୧ ତାରିଖରେ…

ଅସଦାଚରଣ କରି ହୋଇଥିଲେ ଫେରାର, ବାନ୍ଧିଲା ପୋଲିସ

ଗୋପାଳପୁର,୧୦ା୨(ଡି.ଏନ.ଏ.): ଏକ ପରିବାରକୁ ଅଶ୍ଲୀଳ ଭାଷାରେ ଗାଳିଗୁଳଜ କରିବା ଓ ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଗୋଳନ୍ଥରା ଥାନା ପୋଲିସ ଶୁକ୍ରବାର ଫେରାର ଥିବା ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ହଳଦିଆପଦର ଗ୍ରାମର ସୁମନ…

କୃମି ଔଷଧ ଖାଇ ୫ ଛାତ୍ରୀ ଅସୁସ୍ଥ

ଧରାକୋଟ, ୧୦ା୨ (ଡି.ଏନ୍‌.ଏ): ଜାତୀୟ କୃମି ନାଶକ ଦିବସ ଅବସରରେ ଧରାକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ତରଫରୁ ଶୁକ୍ରବାର ବ୍ଲକର ସମସ୍ତ ବିଦ୍ୟାଳୟରେ କୃମି ନାସକ ଔଷଧ ବିତରଣ କରାଯାଇଥିଲା। ଜଗମୋହନସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ମଧ୍ୟ ଦିଆଯାଇଥିଲା। ତେବେ ଏହି…

ଭାଜପା ପକ୍ଷରୁ ବାଙ୍ଗିରିପୋଷି ବ୍ଲକ କାର୍ଯ୍ୟାଳୟ ଘେରାଉ

ବାଙ୍ଗିରିପୋଷି,୧୦ା୨(ଡି.ଏନ.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତାକୁ ନେଇ ବାଙ୍ଗିରିପୋଷି ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଛିା ଭାଜପା ରାଷ୍ଟ୍ରୀୟ ପରିଷଦ ସଭ୍ୟ ସୁଗଦା ମୁର୍ମୁଙ୍କ ନେତୃତ୍ୱରେ ଏହି ଘେରାଉ ହୋଇଥିଲା। ପୂର୍ବ ମୟୂରଭଞ୍ଜ ସାଙ୍ଗଠନିକ ଜିଲା ସଭାପତି କାନ୍ଦ୍ରା ସୋରେନ, ଆଦିବାସୀ ମୋର୍ଚ୍ଚା…

୨୯ ଓକିଲଙ୍କୁ ସର୍ତ୍ତମୂଳକ ଜାମିନ

ସମ୍ବଲପୁର,୧୦ା୨(ବ୍ୟୁରୋ)- ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ନଭେମ୍ବର ୨୯ରେ କୋର୍ଟ ସମ୍ମୁଖରେ ଠେଲାପେଲା ଓ ଡିସେମ୍ବର ୧୨ରେ କୋର୍ଟ ପରିସରରେ ଭଙ୍ଗାରୁଜା ଘଟଣାରେ ଗିରଫ ହୋଇଥିବା ସମ୍ବଲପୁର ବାର୍‌ର ୨୯ଜଣ ଓକିଲଙ୍କ ସହ ଜଣେ ବାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?