ଓଡ଼ିଶା ଜମିରେ ଚାଷ କରୁଛନ୍ତି ଆନ୍ଧ୍ରବାସୀ
କୋରାପୁଟ/ନାରାୟଣପାଟଣା,୩।୧(ସ୍ବ.ପ୍ର./ଡି.ଏନ୍.ଏ.):କୋରାପୁଟ ଜିଲାର ଆନ୍ଧ୍ର ସୀମାନ୍ତ ବନ୍ଧୁଗାଁ ବ୍ଲକ କାପଲଡା ଗ୍ରାମରେ ଆନ୍ଧ୍ର ପକ୍ଷରୁ ପ୍ରାୟ ୩୬ ଏକର ଜମିରେ ପାମଅଏଲ ଚାଷ ହୋଇଥିବା ବନ୍ଧୁଗାଁ ବ୍ଲକ ପ୍ରଶାସନ ନିକଟରେ ଅଭିଯୋଗ ହୋଇଛି । ଏହି ଖବର ପରେ ସୋମବାର ବନ୍ଧୁଗାଁ ତହସିଲଦାର…
କୋରାପୁଟର ପାରମ୍ପରିକ ମାଣ୍ଡିଆ ଅଧିକ ଅମଳକ୍ଷମ, ପୁଷ୍ଟିକର
କୋରାପୁଟ,୩।୧(ସ୍ବ.ପ୍ର.):କୋରାପୁଟର ଆଦିବାସୀମାନେ ଚାଷ କରୁଥିବା ପାରମ୍ପରିକ ମାଣ୍ଡିଆ ଅଧିକ ଅମଳକ୍ଷମ ଓ ପୁଷ୍ଟିକର ବୋଲି ଦର୍ଶାଇଛନ୍ତି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ସହାୟକ ପ୍ରଫେସର ଡଃ ଦେବବ୍ରତ ପଣ୍ଡା। ସେ ଦୀର୍ଘ ୧୦ ବର୍ଷ ହେବ କୋରାପୁଟର ବିଭିନ୍ନ ଦେଶୀ ମାଣ୍ଡିଆର ଗୁଣାମତ୍କମାନ ଓ…
ସେଲ୍ଫି ଜୋନ୍ ପାଲଟିଛି ହକି ଷ୍ଟାଚ୍ୟୁ
ରାଉରକେଲା ଅଫିସ,୨।୧: ରାଉରକେଲା ସହରରେ ଆଉ ମାତ୍ର ୧୧ ଦିନ ପରେ ଆରମ୍ଭ ହୋଇଯିବ ବିଶ୍ୱକପ୍ ହକି ମହାକୁମ୍ଭ। ଏଥିପାଇଁ ରାଉରକେଲା ସହର ହକିମୟ ହୋଇ ପଡିଥିବାବେଳେ ବିଭିନ୍ନ ସମୟରେ ବିର୍ସାମୁଣ୍ଡା ହକି ଷ୍ଟାଡିୟମ ଅଞ୍ଚଳରେ ଭିଡ ଲାଗି ରହୁଥିବା ପରିଲକ୍ଷିତ…
ଜାହାଜରେ ରୁଷିଆ ନାଗରିକଙ୍କ ଅସ୍ବାଭାବିକ ମୃତ୍ୟୁ
ପାରାଦୀପ,୩।୧(ସ୍ବ.ପ୍ର.): ପାରାଦୀପ ବନ୍ଦର ମଧ୍ୟରେ ପ୍ରବେଶ ପାଇଁ ଆଙ୍କରେଜରେ ଅପେକ୍ଷା କରିଥିବା ଏକ ପଣ୍ୟବାହୀ ଜାହାଜରେ ମଙ୍ଗଳବାର ସକାଳେ ଜଣେ ରୁଷିଆ ନାଗରିକଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ମୃତକ ହେଲେ ଜାହାଜର ମୁଖ୍ୟ ଯନ୍ତ୍ରୀ ମିଲିୟାକୁଭ ସର୍ଜେ (୫୨)। ଏମ୍ଭି ଅଲଦନାହ…
ମିଲର୍ସ ନିର୍ଦ୍ଦେଶ ନ ମାନିଲେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଝାରସୁଗୁଡ଼ା ଅଫିସ,୩ା୧: ଗତ ୧୨ତାରିଖରୁ ଝାରସୁଗୁଡା ଜିଲାରେ ଖରିଫ ଧାନକିଣା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଚାଷୀଙ୍କ ନିକଟରୁ ୪ଲକ୍ଷ ୬୯ହଜାର କୁଇଣ୍ଟାଲ ଧାନ କିଣିବା ପାଇଁ ଯୋଗାଣ ବିଭାଗ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଜିଲାରେ ସମୁଦାୟ ୬୭ ମଣ୍ଡି ଖୋଲିଥିବାବେଳେ…
‘ନିର୍ଭୀକ ଭାବେ କଲମ ଚଳାଅ’
ଭୁବନ, ୩।୧(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ବରିଷ୍ଠ ନାଗରିକ ସଭାଗୃହରେ ରବିବାର ଆଞ୍ଚଳିକ ସାହିତ୍ୟ କଳାସେବା ପରିଷଦର ସାରସ୍ବତ ସମାବେଶ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ସାହିତି୍ୟକ ତଥା ବରିଷ୍ଠ ପ୍ରଶାସକ ହରିଶ ଚନ୍ଦ୍ର ବେହେରା ଏହାକୁ ଉଦ୍ଘାଟନ…
ଦିନକରେ ୧ ଟନ୍ ଆବର୍ଜନା ସଂଗ୍ରହ
ଅନୁଗୋଳ ଅଫିସ, ୩।୧: ଅନୁଗୋଳ ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ତଥା ଡେରେଜାଙ୍ଗ ଜଳଭଣ୍ଡାରକୁ ସଫାସୁତରା ରଖିବା ଲାଗି ଆରମ୍ଭ ହୋଇଥିବା ଅଭିଯାନରେ ନୂଆ ଫର୍ଦ୍ଦ ଯୋଡ଼ି ହୋଇଛି। ସୋମବାର ଦିନକରେ ଡ୍ୟାମରୁ ୧ ଟନ୍ରୁ ଊର୍ଦ୍ଧ୍ୱ ଆବର୍ଜନା ବାହାର କରାଯାଇଛି।…
ସବୁଜିମା ଚିନ୍ତାରେ ଶ୍ରମଜୀବୀ
ସାତମାଇଲ, ୩।୧(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ନନ୍ଦପୁର ଗ୍ରାମର ଗୋପବନ୍ଧୁ ବେହେରା। ବୟସ ମାତ୍ର ୩୮। ସ୍ତ୍ରୀ, ଦୁଇପୁଅ, ବିଧବା ମା’ଙ୍କୁ ନେଇ ତାଙ୍କ ପରିବାର। ମୁଣ୍ଡଝାଳ ତୁଣ୍ଡରେ ମାରି ଦିନସାରା ହାଡ଼ଭଙ୍ଗା ପରିଶ୍ରମ ପରେ ଯେତିକି ପାରିଶ୍ରମିକ ମିଳେ,…
ବ୍ରିଜ୍ରେ ଗାତ: ଯାତାୟାତରେ ସମସ୍ୟା
ସୋରଡା,୩।୧(ଡି.ଏନ.ଏ.): ଜାତୀୟ ରାଜପଥ ୫୯ ସୋରଡା ସହର ମଧ୍ୟକୁ ସଂଯୋଗ କରୁଥିବା ଜରଉ ବ୍ରିଜ୍ ପ୍ରାରମ୍ଭରେ ୭ ଫୁଟ ଲମ୍ବ ଓ ୨ ଫୁଟ ଓସାରରେ ସିମେଣ୍ଟ ବାହାରି ଗାତ ହୋଇଗଲାଣି। ବାହାରକୁ ଲୁହା ରଡ ବାହାରି ପଡିଥିବା ବେଳେ ଗାଡି…
କାମରେ ଆସୁନି ଭ୍ରାମ୍ୟମାଣ ଶୌଚାଳୟ, ଧ୍ୟାନ ଦେଉନି ଏନ୍ଏସି
ବୁଗୁଡ଼ା,୩ା୧(ଡି.ଏନ.ଏ.): ବୁଗୁଡ଼ା ସହରର ଦୁଇଟି ସ୍ଥାନରେ ଏନ୍ଏସି ପକ୍ଷରୁ ରଖାଯାଇଥିବା ଭ୍ରାମ୍ୟମାଣ ଶୌଚାଳୟ ପ୍ରହସନ ପାଲଟିଛି। ଦେଢ ବର୍ଷରୁ ଊଦ୍ଧର୍ବ ହେଲା ଲୋକ ଦେଖାଣିଆ ଥୁଆ ହେଇଛି ତାଲା ଖୋଲାଯାଉନି। ଫଳରେ ଲୋକେ ପୂର୍ବରୁ ଯେଉଁ ରାସ୍ତା କଡ଼ରେ ପରିସ୍ରା କରୁଥିଲେ…
ରମାକାନ୍ତଙ୍କ ଚିକିତ୍ସାରେ ଅର୍ଥ ବାଧକ
ଫୁଲବାଣୀ ଅଫିସ,୩ା୧: କନ୍ଧମାଳ ଜିଲା ଚକାପାଦ ବ୍ଲକ ପସରା ପଞ୍ଚାୟତ ବରଡାଖୋଲ ଗ୍ରାମର ରମାକାନ୍ତ କହଁର(୩୫) ଅର୍ଥ ଅଭାବରୁ ଚିକିତ୍ସିତ ହୋଇପାରୁ ନାହାନ୍ତି। ପାଖରେ ଥିବା ଅର୍ଥ ସରିଯିବା ପରେ ଜମିବାଡି ବିକ୍ରି ହୋଇ ସାରିଲାଣି ା ତଥାପି ଚିକିତ୍ସା ହୋଇପାରୁନି।…
ନକଲି ବିଦେଶୀ ମଦ କାରଖାନା ଠାବ: କନଷ୍ଟେବଳ, ଜିଲା ପରିଷଦ ସଭ୍ୟ ଗିରଫ
ଢେଙ୍କାନାଳ ଅଫିସ,୩।୧: ଅବକାରୀ ବିଭାଗ ମଙ୍ଗଳବାର ଭୋରରେ ଢେଙ୍କାନାଳ ଜିଲା ଭୁବନ ଥାନା ଅଧୀନ ଏକତାଳି ଗ୍ରାମରେ ଚଢାଉ କରି ଏକ ନକଲି ବିଦେଶୀ ମଦ କାରଖାନା ଠାବ କରିଛି। ଚଢ଼ାଉ ବେଳେ ଅଧିକାରୀମାନେ ଘଟଣାରେ ସମ୍ପୃକ୍ତ ଜଣେ ପୋଲିସ କନଷ୍ଟେବଳ…

