ଆମ ଜିଲା ଖବର

ଅନିଶ୍ଚିତତାରେ ଚଣ୍ଡିଆପଲ୍ଲୀ-ମହାକାଳପଡ଼ା ଗୋବରୀ ସେତୁ

ମହାକାଳପଡ଼ା, ୩ା୧ (ଡି.ଏନ୍‌.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନିକଟ ଗୋବରୀ ନଦୀ ଉପରେ ସେତୁ ନିର୍ମାଣକୁ ନେଇ ଅନିଶ୍ଚିତତା ଲାଗି ରହିଛି ବୋଲି କୁହାଯାଇଛି। ଏହି ସେତୁ ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣ କରାଯାଉଥିଲେ ମଧ୍ୟ ଦାୟିତ୍ୱ ନିର୍ବାହ କରୁଥିବା…

ନଦୀରୁ ବେଧଡ଼କ ବାଲି ଉଠାଣ: ଦୁର୍ବଳ ହେଉଛି ନଦୀବନ୍ଧ

ପଟ୍ଟାମୁଣ୍ଡାଇ, ୩।୧(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ରାଜସ୍ବ ସମ୍ପତ୍ତିର ଉପଯୁକ୍ତ ରକ୍ଷଣାବେକ୍ଷଣ ପାଇଁ ଏନ୍‌ଜିଟି (ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ) ରାଜସ୍ବ ବିଭାଗକୁ କଡ଼ା ଚେତାବନୀ ଦେଇଛନ୍ତି। ଏହାର ବ୍ୟତିକ୍ରମ କରୁଥିବା ବାଲି ବ୍ୟବସାୟୀ ଓ ଅଧିକାରୀମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

୪ର୍ଥ ଦିନରେ ଆମ୍ବୁଲାନ୍ସ, ହୋଟେଲ କର୍ମଚାରୀଙ୍କୁ ଜେରା

ରାୟଗଡ଼ା,୩ା୧(ସ୍ବ.ପ୍ର.):ରାୟଗଡ଼ାଠାରେ ରୁଷୀୟ ପର୍ଯ୍ୟଟକ ତଥା ସେଠାକାର ଏମ୍‌ପି ପାଭେଲ ଆଣ୍ଟୋଭ ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର ବିଦାନୋଭଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରଖିଛି। ଚତୁର୍ଥ ଦିନ ସୋମବାର ଡିଏସ୍‌ପି ସରୋଜକାନ୍ତ ମହାନ୍ତଙ୍କ ନେତୃତ୍ୱରେ ୪ ଅଧିକାରୀ ପୁଣି…

ଗ୍ଲାଗୋଲେଭଙ୍କୁ ପୁରୀ ଭଡ଼ାଘରେ ଛାଡ଼ିଲା ଜିଆର୍‌ପି

ପୁରୀ ଅଫିସ, ୩ା୧:ଭୁବନେଶ୍ୱର ରେଳଷ୍ଟେଶନରୁ ଉଦ୍ଧାର ହୋଇଥିବା ରୁଷୀୟ ପର୍ଯ୍ୟଟକ ଗ୍ଲାଗୋଲେଭ ଆଣ୍ଡ୍ର୍ୟୁ (୬୫)ଙ୍କୁ ସୋମବାର ଜିଆର୍‌ପି ନେଇ ପୁରୀର ଗଙ୍ଗାରାମ ନୂଆସାହି ଅଞ୍ଚଳରେ ସେ ରହୁଥିବା ତାଙ୍କ ଭଡ଼ା ଘରେ ଛାଡ଼ିଛି। ଗ୍ଲାଗୋଲେଭଙ୍କ ଉପରେ ନଜର ରଖିବା ସହ ତାଙ୍କ…

ବରଗଡ଼ ଧନୁଯାତ୍ରା: ରାଧାକୃଷ୍ଣଙ୍କ ନାବକେଳି

ମଥୁରାନଗରୀ,୨।୧: ବରଗଡ଼ ଧନୁଯାତ୍ରାର ସୋମବାର ସପ୍ତମ ଦିବସରେ ମଥୁରାଧିପତି କଂସ ମହାରାଜଙ୍କ ପରାକ୍ରମ, ଧନୁଯାତ୍ରା ଆୟୋଜନ ଏବଂ ରାଧାକୃଷ୍ଣଙ୍କ ନାବକେଳି ଦୃଶ୍ୟାଭିନୟ ଦେଖିବାକୁ ମିଳିଥିଲା। ରାଧାକୃଷ୍ଣଙ୍କୁ ନେଇ ଗୋପବାସୀ ଶୋଭାଯାତ୍ରାରେ ମନାବନ୍ଧ ଅଭିମୁଖେ ବାହାରିଥିଲେ। ବାଟରେ ପ୍ରତିଘର ସମ୍ମୁଖରେ ପୂର୍ଣ୍ଣକଳସ ରଖି…

ସେଲ୍‌ଫି ଜୋନ୍‌ ପାଲଟିଛି ହକି ଷ୍ଟାଚ୍ୟୁ

ରାଉରକେଲା ଅଫିସ,୨।୧: ରାଉରକେଲା ସହରରେ ଆଉ ମାତ୍ର ୧୧ ଦିନ ପରେ ଆରମ୍ଭ ହୋଇଯିବ ବିଶ୍ୱକପ୍‌ ହକି ମହାକୁମ୍ଭ। ଏଥିପାଇଁ ରାଉରକେଲା ସହର ହକିମୟ ହୋଇ ପଡିଥିବାବେଳେ ବିଭିନ୍ନ ସମୟରେ ବିର୍ସାମୁଣ୍ଡା ହକି ଷ୍ଟାଡିୟମ ଅଞ୍ଚଳରେ ଭିଡ ଲାଗି ରହୁଥିବା ପରିଲକ୍ଷିତ…

ନାବାଳିକାଙ୍କୁ ବଳାତ୍କାର, ଜଣେ ଗିରଫ

ରାଉରକେଲା ଅଫିସ,୨।୧: ବ୍ରାହ୍ମଣୀତରଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ ହୋଇଛି। ଗିରଫ ଅଭିଯୁକ୍ତ ହେଲେ ଝାଡତରଙ୍ଗ ଗ୍ରାମର ଗାନ୍ଧୁ ଗାନ୍ଧୁ ଟୋପୋ(୪୫)। ତାଙ୍କୁ ସୋମବାର କୋର୍ଟଚାଲାଣ କରାଯାଇଛି। ଏ ନେଇ ପୋଲିସ ଏକ…

୨ ରୁଷୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣା: ୪ର୍ଥ ଦିନରେ ଆମ୍ବୁଲାନ୍ସ, ହୋଟେଲ କର୍ମଚାରୀଙ୍କୁ ଜେରା

ରାୟଗଡ଼ା,୨ା୧(ସ୍ବ.ପ୍ର.): ରାୟଗଡ଼ାଠାରେ ରୁଷୀୟ ପର୍ଯ୍ୟଟକ ତଥା ସେଠାକାର ଏମ୍‌ପି ପାଭେଲ ଆଣ୍ଟୋଭ ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର ବିଦାନୋଭଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରଖିଛି। ଚତୁର୍ଥ ଦିନ ସୋମବାର ଡିଏସ୍‌ପି ସରୋଜକାନ୍ତ ମହାନ୍ତଙ୍କ ନେତୃତ୍ୱରେ ୪ ଅଧିକାରୀ…

ଧାନ କିଣିଲେ ମହିଳା ଗୋଷ୍ଠୀ

ରୂପସା,୨।୧(ଡି.ଏନ.ଏ.): ବାଲେଶ୍ୱର ସଦରବ୍ଲକ ଅନ୍ତର୍ଗତ ଆଙ୍କୋ ପଞ୍ଚାୟତରେ ବିଧାୟକ ସ୍ବରୂପ କୁମାର ଦାସ ସୋମବାର ଜିପିଏଲ୍‌ଏଫ୍‌ର ଧାନମଣ୍ଡି ଉଦ୍‌ଘାଟନ କରିଛନ୍ତି। ମହିଳାମାନେ ପ୍ରଥମ ଥର ଧାନ କିଣିଥିବାରୁ ବିଧାୟକ ସେମାନଙ୍କୁ ମଣ୍ଡିରେ କୃତଜ୍ଞତା ଜ୍ଞାପନ କରିଥିଲେ। ସମସ୍ତ ଚାଷୀ କିପରି ସୁରୁଖୁରୁରେ…

ଏଏସ୍‌ଆଇ ଭାବେ ଯୋଗ ଦେଲେ ଏମ୍‌ପିଙ୍କ ପିଏସ୍‌ଓ

ଭଦ୍ରକ ଅଫିସ, ୨।୧: ଭଦ୍ରକ ପୋଲିସ ମୁଖ୍ୟାଳୟରେ ଏଏସ୍‌ଆଇ ଭାବେ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କ ପିଏସ୍‌ଓ ଅଶୋକ କୁମାର ବେହେରା ଶୁକ୍ରବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ୧୮ ବର୍ଷ ବୟସରେ ୨୦୦୨ ବ୍ୟାଚ୍‌ରେ ଏପିଆର୍‌ କନଷ୍ଟେବଲ ଭାବେ ଯୋଗଦାନ କରିଥିବା ଆଶୋକ…

ଜି.ଉଦୟଗିରି କାଉନସିଲର ଉପନିର୍ବାଚନ ୪ ଜଣଙ୍କ ମଧ୍ୟରେ ହେବ ପ୍ରତିଦ୍ୱନ୍ଦ୍ୱିିତା

ଜି.ଉଦୟଗିରି,୨ା୧(ଡି.ଏନ୍‌.ଏ.)-ଜି.ଉଦୟଗିରି ଏନ୍‌ଏସିର ୬ ନମ୍ବର ୱାର୍ଡ କାଉନସିଲର ପଦବୀ ପାଇଁ ଆସନ୍ତା ୧୨ତାରିଖରେ ହେବାକୁ ଥିବା ଉପନିର୍ବାଚନ ନିମନ୍ତେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ ପାଇଛି। ପ୍ରାର୍ଥତ୍ପତ୍ର ଦାଖଲ କରିଥିବା ୪ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ କେହି ମଧ୍ୟ ପ୍ରାର୍ଥତ୍ପତ୍ର…

ଭଦ୍ରକ-ପୁରୀ ମେମୋ ଘୋଷଣା ପାଇଁ କୃତଜ୍ଞତା ଜଣାଇଲା ଭାଜପା

ଭଦ୍ରକ ଅଫିସ,୨।୧: ଭଦ୍ରକରୁ ପୁରୀକୁ ମେମୋ ଟ୍ରେନ୍‌ ଚଳାଚଳ ନେଇ ଗତ ୩୦ ତାରିଖରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଥିବାରୁ ଜିଲା ଭାଜପା ପକ୍ଷରୁ ସୋମବାର ଏକ ସ୍ବତନ୍ତ୍ର ବୈଠକ ମାଧ୍ୟମରେ ରେଳମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କୃତଜ୍ଞତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?