ଆମ ଜିଲା ଖବର

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ ସମଗ୍ର ଅଞ୍ଚଳ ଉତ୍ସବମୁଖର ହୋଇପଡ଼ିଛି। ବୁଧବାର ଏହି ଭବ୍ୟ ଯାତ୍ରାର ୨୪ତମ ଦିନ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି ପ୍ରଦୀପ ନାୟକଙ୍କ ଅଧ୍ୟକ୍ଷତାରେ ପାରଳାଖେମୁଣ୍ଡି ଜଙ୍ଗମ ସାହି ନିକଟସ୍ଥ ଇଣ୍ଡିଆନ ପେଟ୍ରୋଲ…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା ବେଳେ ଗୋଟିଏ ମହଲା ଛାତରୁ ଖସି ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ହୋଇଛି…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା ଚାଲାଣ ହେଉଛି । ଅନେକ ସମୟରେ ଭଞ୍ଜନଗର ପୋଲିସ ଏବଂ ଅବକାରୀ ବିଭାଗ…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ ହୋଇଥିଲା । ଏଥିରେ ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି ଚାଳକଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ବ୍ରହ୍ମପୁର ଗୋଲାପଲ୍ଲୀ ସାହିର…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ କୃଷ୍ନ ମାଝିଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ପ୍ରଦାନ କରିଛନ୍ତି । ଏଥିସହ ୨୦…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ ହୋଇଛନ୍ତି । ମୃତକ ହେଲେ ଗଜପତି ଜିଲା ଅଡବା ଥାନା ଗୁଲୁବା ପଞ୍ଚାୟତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ ଊର୍ଦ୍ଧ୍ୱ ହେବ ବୃଦ୍ଧାବୃଦ୍ଧ, ବିଧବା ଓ ଦିବ୍ୟାଙ୍ଗମାନଙ୍କୁ ସେମାନଙ୍କର ପ୍ରାପ୍ୟ ଭତ୍ତା ଟଙ୍କା…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ରାସ୍ତା ଢ଼ଳେଇ କାମ ସାରି…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ ସେ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି । ରାଜ୍ ପ୍ରସାଦ ଦାୟିତ୍ୱ ସମ୍ଭାଳିବା…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ ରୂପେ ରୋକିବା ପାଇଁ ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ, ଭଦ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?