ଆମ ଜିଲା ଖବର

୩ ଭାଗରେ ବିଭକ୍ତ ହେଲା ପଟ୍ଟାଙ୍ଗି ଲ୍ୟାମ୍ପ୍‌ସ

ପଟ୍ଟାଙ୍ଗି,୭ା୨(ଡି.ଏନ.ଏ.):ଚାଷୀଙ୍କଠାରୁ ଆମଦାନୀ ହେଉଥିବା ଫସଲ ଏବଂ ସେମାନେ ଯେପରି ସୁବିଧାରେ ଋଣଠାରୁ ଆରମ୍ଭକରି ଚାଷ ପାଇଁ ଆବଶ୍ୟକ ବିଭିନ୍ନ କିସମର ଧାନ ବିହନ ଓ ସାର ସୁଲଭ ମୂଲ୍ୟରେ ସୁବିଧାରେ ପାଇପାରିବେ ସେନେଇ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରରେ ଥିବା…

ସୁରକ୍ଷାକର୍ମୀଙ୍କୁ ପୁଣି ମାଡ଼ ଅଭିଯୋଗ

ସମ୍ବଲପୁର,୭ା୨(ବ୍ୟୁରୋ): ସମ୍ବଲପୁର ଦେଇ ଯାଇଥିବା ୫୫ନଂ. ଜାତୀୟ ରାଜପଥ ନିର୍ମାଣକାରୀ ସଂସ୍ଥା ଏଆଇପିଏଲ୍‌ ପୂର୍ବରୁ ବାଉନ୍‌ସର ଲଗାଇ ଡ୍ରାଇଭରମାନଙ୍କୁ ମାଡ ମାରିଥିବା ଅଭିଯୋଗକ୍ରମେ ଯୁଯୁମୁରା ଥାନାରେ ମାମଲା ରୁଜୁ ହୋଇଥିଲା। ଏବେ ଘରୋଇ ସୁରକ୍ଷାକର୍ମୀଙ୍କୁ ପୁଣି ବାଉନ୍‌ସର ଲଗାଇ ମାଡ଼ ମରାଯାଇଥିବା…

ଟଙ୍କା ଜମା କରି ଯୋଜନାରୁ ବଞ୍ଚିତ

ବରଗଡ଼ ଅଫିସ୍‌,୭।୨ : ବରଗଡ଼ ଜିଲାରେ ଅଣଜଳସେଚିତ ଜମିକୁ ଜଳସେଚନ କରିବା ଉଦ୍ଦେଶ୍ୟରେ ଥିବା ଗଭୀର ନଳକୂପ ଖନନ ଯୋଜନା ବାଟବଣା ହୋଇଛି। ଚାଷୀମାନେ ଅଗ୍ରୀମ ଦେୟ ସହିତ ଆବଶ୍ୟକ କାଗଜାତ୍‌ ଜମା ଦେବା ପରେ ମଧ୍ୟ କିଛି ସୁଫଳ ମିଳିପାରିନାହିଁ।…

‘ରାଉରାକେଲା ବିମାନ ବନ୍ଦର ସମ୍ପ୍ରସାରଣ କାର୍ଯ୍ୟ କେନ୍ଦ୍ର ସରକାର କରନ୍ତୁ’

ରାଉରକେଲା ଅଫିସ, ୭।୨: ରାଉରକେଲା ବିମାନ ବନ୍ଦର ସମ୍ପ୍ରସାରଣ ପାଇଁ ଜମି ନାହିଁ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କ ବକ୍ତବ୍ୟକୁ ସୋମବାର ଏକ ଖବରଦାତା ସମ୍ମିଳନୀରେ ରାଉରକେଲା ବିକାଶ ମଞ୍ଚ ପକ୍ଷରୁ ଦୃଢ ନିନ୍ଦା କରାଯାଇଛି। ମଞ୍ଚ ପକ୍ଷରୁ କୁହାଯାଇଛି,…

ରାସ୍ତା କାମ ଯୋଗୁ ଉଠିପାରୁନି ଧାନ

ବୌଦ୍ଧ,୭।୨(ସ୍ବ.ପ୍ର.): ରାସ୍ତା ନିର୍ମାଣ ଚାଲିଥିବାରୁ ମଣ୍ଡିରେ ତିନୋଟି ପଞ୍ଚାୟତର ଶହ ଶହ ଚାଷୀ ଧାନ ପଡ଼ିରହିଥିବା ସହ ଶୀତ କାକରରେ ଚାଷୀ ଧାନକୁ ଜଗି ରହିଛନ୍ତି। ରାସ୍ତା କାମ ଯୋଗଁୁ ମିଲର ଧାନ ଉଠାଇବାକୁ ଗାଡି ପଠାଇପାରୁନାହାନ୍ତି। ତେଣୁ ତୁରନ୍ତ ରାସ୍ତା…

ଆସିଷ୍ଟାଣ୍ଟ ମ୍ୟାନେଜର ଗିରଫ, ୫୨୩ ଗ୍ରାମ୍‌ ସୁନା ଜବତ

ବ୍ରହ୍ମପୁର ଅଫିସ,୭ା୨: ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ସାନବଜାର ସ୍ଥିତ ଅରୁନ୍ଧତୀ ଜୁଏଲେରିରୁ ୩୩ ଲକ୍ଷ ୩୮ ହଜାର ଟଙ୍କାର ସୁନାଗହଣା ଚୋରି ଘଟଣାର ଆସିଷ୍ଟାଣ୍ଟ ମ୍ୟାନେଜର ସୀମାଞ୍ଚଳ ପାତ୍ର ଓରଫ ଲିପୁଙ୍କୁ ସୋମବାର ପୋଲିସ ଗିରଫ କରିଛି। ସୀମାଞ୍ଚଳ ଜୁଏଲେରିରୁ…

ବ୍ୟବସାୟୀଙ୍କ ଘରୁ ବଡ଼ ଧରଣର ଲୁଟ୍‌: ନେଇଗଲେ ଅଳଙ୍କାର, ନଗଦ ଟଙ୍କା

ରାୟଗଡା,୭।୨(ସ୍ବ.ପ୍ର.): ରାୟଗଡା ଜିଲାରେ ଦିନକୁ ଦିନ ଚୋରି ବଢିବାରେ ଲାଗିଛି। ପୁଣି ସୋମବାର ଏହାର ପୁନରାବୃତ୍ତି ଘଟିଛି। ସହରର ଗାୟତ୍ରୀ ନଗର ଚତୁର୍ଥ ଲେନରେ ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ ଧରଣର ଚୋରି ହୋଇଛି। ସୋମବାର ରାତିରେ ଚୋରମାନେ ସଂଘବଦ୍ଧ ଭାବେ…

ରୋଗୀଙ୍କୁ ମିଳୁନି ଖାଦ୍ୟ, ସ୍ୱାସ୍ଥ୍ୟସେବାରେ ଅବ୍ୟବସ୍ଥା

ଦାରିଙ୍ଗବାଡ଼ି,୭ା୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅନ୍ତଃ ବିଭାଗରେ ଚିକିତ୍ସାଧୀନ ରହିଥିବା ରୋଗୀଙ୍କୁ ରୋଷେଇ ଖାଦ୍ୟ ଠିକ୍‌ ସମୟରେ ମିଳୁନାହିଁ। ଗତ ୩ ଦିନ ହେଲା ଚିକିତ୍ସିତ ରୋଗୀଙ୍କୁ କେବଳ ରବିବାର ରାତିରେ ଖାଦ୍ୟ ଯୋଗାଇ ଦିଆଯାଇଥିବା ବେଳେ ଏହା…

ଗଞ୍ଜାମରେ ଦୁର୍ଘଟଣାଜନିତ ମୃତ୍ୟୁ ବଢୁଛି

ଛତ୍ରପୁର,୭ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ପ୍ରତିବର୍ଷ ସଡକ ଦୁର୍ଘଟଣାଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । କେଉଁଠି ଜାତୀୟ ରାଜପଥ ତ ଆଉ କେଉଁଠି ରାଜ୍ୟ ରାଜପଥରେ ରାସ୍ତା ଠିକ୍‌ ନ ଥିବା, ସାଇନ ବୋର୍ଡ ନ ଥିବା ଏବଂ ବ୍ଲାକ ସ୍ପଟ୍‌…

ଶାଳିଆପତନି ଉଦ୍ଧାର

ଭୁବନ,୭।୨(ଡି.ଏନ.ଏ.): ଭୁବନ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ନିକଟରୁ ସୋମବାର ଏକ ଶାଳିଆପତନି ଉଦ୍ଧାର କରାଯାଇଛି। ଶାଳିଆପତନିଟି ନୂଆଭୁବନ ଶିଶୁ ବିଦ୍ୟାମନ୍ଦିର ନିକଟସ୍ଥ ରାସ୍ତାପାର୍ଶ୍ୱରେ ବୁଲୁଥିବା ବେଳେ ଅଞ୍ଚଳବାସୀ ଉଦ୍ଧାର କରି ବନବିଭାଗକୁ ହସ୍ତାନ୍ତର କରିଥିଲେ। ପ୍ରାଣୀ ଚିକିତ୍ସାଳୟରେ ଚିକିତ୍ସା ପରେ ରେଞ୍ଜର…

୫କୋଟି ଟଙ୍କାର ଗହଣା ଲୁଟିଛନ୍ତି ଡକାୟତ

ପରଜଙ୍ଗ,୭।୨(ଡି.ଏନ.ଏ): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ମହାବିରୋଡ ଥାନା ଅଞ୍ଚଳରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାରୁ ଗତ ଶୁକ୍ରବାର ସଶସ୍ତ୍ର ଡକାୟତି ହୋଇଥିଲା। ୫ ଜଣ ଦୁର୍ବୃତ୍ତ ୨ଟି ପଲସରରେ ଆସି ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ ୧…

ସମ୍ପ୍ରସାରଣ ପାଇଁ ହଟିବ ଜବରଦଖଲ

ଢେଙ୍କାନାଳ ଅଫିସ,୭ା୨: ଢେଙ୍କାନାଳ ସହର ମଧ୍ୟଦେଇ ଯାଇଥିବା ପୂର୍ତ୍ତ ବିଭାଗର ପ୍ରମୁଖ ରାସ୍ତାର ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ ହୋଇଛି। ଢେଙ୍କାନାଳ କଲେଜ ବାଇପାସ ଠାରୁ ସହର ମଧ୍ୟଦେଇ ବସ୍‌ଷ୍ଟାଣ୍ଡ, ଜିଲା କାର୍ଯ୍ୟାଳୟ ଏବଂ କୈବଲ୍ୟ ବଜାର ରଥଗଡାଠାରୁ ସହର ମଧ୍ୟଦେଇ ବାଜିଚୌକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?