୧୬୭ ମଣ୍ଡିରୁ ଖୋଲିଛି ୨
ନୟାଗଡ଼ ଅଫିସ,୩୦ା୧୨:ନୟାଗଡ଼ ଜିଲାରେ ଅଭାବୀ ଧାନ ବିକ୍ରି କରିବାକୁ ପ୍ରଶାସନ ପକ୍ଷରୁ ପ୍ରୋତ୍ସାହନ ଦିଆଯାଉଛି ା ଧାନ କିଣା ତ୍ୱରାନ୍ବିତ ନ ହେବା ପଛରେ ମନ୍ଦ ଉଦ୍ଦେଶ୍ୟ ଲୁଚି ରହିଛି ା ଚାଷୀ ବାଧ୍ୟ ହୋଇ ଅଭାବୀ ଧାନ ବିକ୍ରିର ସମ୍ମୁଖୀନ…
ଫଟୋ ଅସଲି, ମାଲିକ ନକଲି
କଳିଙ୍ଗନଗର,୩୦ା୧୨(ଡି.ଏନ.ଏ.):ବ୍ୟାସନଗର ସବ୍ରେଜିଷ୍ଟର ଅଫିସ (ଉପନିବନ୍ଧକଙ୍କ କାର୍ଯ୍ୟାଳୟ)ରେ ଜମି କିଣାବିକାରେ ବ୍ୟାପକ ଦୁର୍ନୀତି ଚାଲିଛି ା ଜଣେ ବ୍ୟକ୍ତି ବିଦେଶରେ ରହୁଥିଲେ ମଧ୍ୟ ତାଙ୍କ ମୂଲ୍ୟବାନ୍ ଜମିକୁ ବିକ୍ରି କରି ଦିଆଯାଇଛି ା ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ଅସଲି ଫଟୋକୁ ବ୍ୟବହାର କରାଯାଇଛି…
୭୪୬ ସୁଲଭ କେନ୍ଦ୍ରରୁ ପଞ୍ଚାୟତ ହାତରେ ୧
ଯାଜପୁର ଅଫିସ,୩୦ା୧୨:ଜଷ୍ଟିସ ୱାଧ୍ୱା କମିଶନଙ୍କ ରିପୋର୍ଟକୁ ଭିତ୍ତିକରି ରାଜ୍ୟ ସରକାର ୨୦୧୧ରେ ଯୋଗାଣ ବ୍ୟବସ୍ଥାରେ ସୁଧାର ଆଣିବାକୁ ଉଦ୍ୟମ ଆରମ୍ଭ କରିଥିଲେ। ଏହିକ୍ରମରେ ୨୦୧୨ ଏପ୍ରିଲରୁ ଷ୍ଟୋରେଜ ଏଜେଣ୍ଟ ବ୍ୟବସ୍ଥାକୁ ଉଚ୍ଛେଦ କରି ଜିଲାସ୍ତରରେ ବିଭାଗୀୟ ଷ୍ଟୋରେଜ ସେଣ୍ଟର କରାଯାଇଥିଲା। ଏଥିପାଇଁ…
ସବୁ ନାମୀଦାମୀ ହୋଟେଲ, ଲଜ୍ ବୁକ୍
ପୁରୀ ଅଫିସ,୩୦ା୧୨ସରି ଆସୁଛି ୨୦୨୨ ଏବଂ ପାଖେଇ ଆସୁଛି ନୂତନ ବର୍ଷ ୨୦୨୩। ନୂତନବର୍ଷକୁ ସ୍ବାଗତ କରିବା ପାଇଁ ଏବେଠୁ ଉତ୍ସବମୁଖର ହୋଇ ଉଠିଲାଣି ଶ୍ରୀକ୍ଷେତ୍ର। ପିଲାଙ୍କ ଠାରୁ ବୟସ୍କଙ୍କ ପର୍ଯ୍ୟନ୍ତ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଲେଣି। ନୂତନ ବର୍ଷର ପ୍ରଥମ…
‘ମଦ ପିଇ ଗାଡ଼ି ଚଳାଇଲେ ଲାଇସେନ୍ସ ରଦ୍ଦ’
ଜଗତ୍ସିଂହପୁର ଅଫିସ, ୩୦ା୧୨:ଜିଲାରେ ଅଧିକ ସଂଖ୍ୟକ ବାଇକ୍ ଚାଳକ ଅଛନ୍ତି। ସେମାନଙ୍କ ନିରାପଦ ଯାତ୍ରା ପାଇଁ ହେଲମେଟ୍ ଚେକିଂକୁ ଜୋରଦାର କରିବାକୁ ପଡ଼ିବ। କେହି ମଦ ପିଇ କିମ୍ବା ମୋବାଇଲ ବ୍ୟବହାର କରି ଗାଡି ଚଳାଉଥିଲେ ଚାଳକଙ୍କୁ ତୁରନ୍ତ ଧରି ସେମାନଙ୍କ…
ନିର୍ମାଣକୁ ୪ ବର୍ଷ, କାମରେ ଲାଗୁନି ରାତ୍ର ଆଶ୍ରୟସ୍ଥଳ
କେନ୍ଦ୍ରାପଡ଼ା ଅଫିସ,୩୦ା୧୨:ବାହାରେ ଥଣ୍ଡା। ଚାରିଆଡେ କୁହୁଡି ବର୍ଷୁଛି। କେନ୍ଦ୍ରାପଡ଼ା ସହରର ତିନିମୁହାଣୀ ଛକର ଏକ ଔଷଧ ଦୋକାନ ପିଣ୍ଡାରେ ଜଣେ ମହିଳା ମୁଣ୍ଡ ତଳେ କିଛି କପଡା ଦେଇ ଶୋଇଛନ୍ତି। ମେଡିକାଲ ଛକରେ ମଧ୍ୟ ଏହି ଦୃଶ୍ୟ। ବାଘା ନାମକ ଜଣେ…
ମାର୍କେଟ ଛକଯାଏ ବଢ଼ିଲା ବ୍ୟାରିକେଡ୍
ପୁରୀ ଅଫିସ,୩୦ା୧୨: ସମ୍ପ୍ରତି ପର୍ଯ୍ୟଟନ ଋତୁ ଚାଲିଥିବାରୁ ପୁରୀରେ ଭକ୍ତ ଓ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଛି । ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ଅସ୍ଥାୟୀ ବ୍ୟାରିକେଡ୍ କରାଯାଇଛି। ଭକ୍ତମାନେ ଉକ୍ତ ବ୍ୟାରିକେଡ୍ ଦେଇ ଧାଡ଼ିରେ ଶ୍ରୀମନ୍ଦିରକୁ ଯାଇ…
କମିଶନର-କର୍ପୋରେଟର ବିବାଦ ସମାଧାନ ହେବ
କଟକ ଅଫିସ,୩୦ା୧୨: କଟକର ଏକ ଘରୋଇ ହୋଟେଲରେ ସିଏମ୍ସିର ବିଜେଡି କର୍ପୋରେଟରମାନଙ୍କୁ ନେଇ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଆସନ୍ତା ଜାନୁୟାରୀ ୧୧ରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ହକି ବିଶ୍ୱକପ୍ ଉଦ୍ଘାଟନୀ ଉତ୍ସବକୁ ସୁରୁଖୁରୁରେ ସମ୍ପନ୍ନ କରିବା…
ୟୁଟ୍ୟୁବରେ ଚିନ୍ମୟଙ୍କ ଶିକ୍ଷାଦାନ
ବେଗୁନିଆ,୩୦।୧୨(ଡି.ଏନ୍.ଏ): ସାମାଜିକ ଗଣମାଧ୍ୟମ ୟୁଟ୍ୟୁବ ଜରିଆରେ ମାଗଣାରେ ଶିକ୍ଷାଦାନ ଦେଇ ଗରିବ ଓ ଯୁବପିଢ଼ିଙ୍କ ଜ୍ଞାନ ବଢ଼ାଇବା ସହ ଚାକିରି ଆଶାୟୀ ଥିବା ଯୁବତୀଯୁବକଙ୍କୁ ଶିକ୍ଷା କ୍ଷେତ୍ରରେ ସହଯୋଗ କରୁଛନ୍ତି ଯୁବ ଏଜୁକେଟର ଚିନ୍ମୟ ମହାପାତ୍ର। ମାଗଣା ଶିକ୍ଷା ଦାନ ଦେବା…
ଜୟନ୍ତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଜାତୀୟ ପୁରସ୍କାର ଲାଗି ମନୋନୀତ
ବ୍ରହ୍ମପୁର ଅଫିସ,୩୦।୧୨:ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଚଳିତ ବର୍ଷ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଜାତୀୟ ପୁରସ୍କାର ନିମନ୍ତେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କବି ଜୟନ୍ତ ମହାପାତ୍ରଙ୍କୁ ମନୋନୀତ କରାଯାଇଛି। ଜାନୁୟାରୀ ୨ରେ ବିଶ୍ୱବିଦ୍ୟାଳୟର ୫୭ ତମ ପ୍ରତିଷ୍ଠା ଦିବସ ଅବସରରେ ଏହି ପୁରସ୍କାର ପ୍ରଦାନ…
ମିର୍ଦ୍ଧାପାଲି ଗାଁରେ କଙ୍ଗାରୁ କୋର୍ଟ
ବଲାଙ୍ଗୀର ଅଫିସ,୩୦ା୧୨:ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମିର୍ଦ୍ଧାପାଲି ଗଁାରେ ବୁଧବାର ରାତିରେ କଙ୍ଗାରୁ କୋର୍ଟ ବସି ଏହି ଗଁାର ସରୋଜ ରାଉତଙ୍କ ପରିବାରକୁ ନିଅଁା, ପାଣି ବାସନ୍ଦ କରାଯାଇଥିବା ଅଭିଯାଗ ହୋଇଛି। ଗଁା କମିଟି ପକ୍ଷରୁ ବିଧିବଦ୍ଧ ବୈଠକ କରି ଡେଙ୍ଗୁରା…
୫ମିନିଟ୍ ବ୍ୟବଧାନରେ ଜୀବନ ହାରିଲେ ଦମ୍ପତି
ସମ୍ବଲପୁର,୩୦ା୧୨(ବ୍ୟୁରୋ):ଅଗ୍ନିକୁ ସାକ୍ଷୀ ରଖି ସାତଜନମକୁ ସାଥି ହୋଇଥିଲେ। ଗୋଟିଏ ଜନମ ବେଶ୍ ହସଖୁସିରେ ଜୀବନ ଅତିବାହିତ କଲେ। ମୃତ୍ୟୁ ସମୟରେ ବି ପରସ୍ପରଠାରୁ ଅଲଗା ହେଲେ ନାହିଁ। ମାତ୍ର ୫ମିନିଟ୍ ବ୍ୟବଧାନରେ ଆରପାରିକୁ ଚାଲିଯାଇଛନ୍ତି ଏକ ଦମ୍ପତି। ଏଭଳି ଏକ ହୃଦୟ…

