ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…
ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ରାସ୍ତା ଢ଼ଳେଇ କାମ ସାରି…
ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…
ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ ସେ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି । ରାଜ୍ ପ୍ରସାଦ ଦାୟିତ୍ୱ ସମ୍ଭାଳିବା…
ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର
ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ ରୂପେ ରୋକିବା ପାଇଁ ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ, ଭଦ୍ରକ…
ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ
ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ । ମୃତ୍ୟୁ ପରେ ଘରେ ଶବ ପଡିରହିଥିଲା। ଖବର ପାଇ ଦୀର୍ଘ ୧୦ ଘଣ୍ଟା…
OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…
ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ କୁମୁରା ସଫଳତା ଅର୍ଜନ କରିଛନ୍ତି। ଉକ୍ତ ଗ୍ରାମର ଜଣେ ଚାଷୀ ଚନ୍ଦ୍ରମଣି କୁମୁରା…
ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ
ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ ଓ ଛାତ୍ର ଜନତାଦଳ ପକ୍ଷରୁ ପ୍ରତିବାଦ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରଥମେ…
ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ
ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ମଙ୍ଗଳବାର ଅପରାହ୍ନରେ ଧାମନଗର ପୋଲିସ ସୁରାକ ପାଇ…
୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…
ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ, ଦୁର୍ଗମ ଅଞ୍ଚଳରେ ଏହା କେବଳ ପ୍ରହସନ ପାଲଟିଛି। ପ୍ରଶାସନିକ ଅବହେଳା ଓ ସ୍ଥାନୀୟ…
ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…
ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ ବିଭାଗ ଜାତୀୟ ସ୍ବାସ୍ଥ୍ୟ ମିଶନରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ସୁମନ୍ତ ନାଏକ ବୁଧବାର…
ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍ ହ୍ୟାଣ୍ଡରେ ଧରାପଡ଼ିଲେ
କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)। ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି। ଆଜି ପୂର୍ବାହ୍ନରେ ଧାନକିଣା ବାବଦକୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ମାଡ଼ି…
ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼
ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ ପକାଇବା ଘଟଣାକୁ ୨୪ ଘଣ୍ଟା ନପୁରୁଣୁ କେନ୍ଦ୍ରାପଡ଼ା ଜିଲାରେ ଏକ ଥାର୍ଡ ଡିଗ୍ରୀ…
ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ
ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍ଟିଏଫ୍ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି । ପୁରୀର ବ୍ଲୁ ଲିଲି ରିସର୍ଟରୁ ଦିଲ୍ଲୀପଙ୍କୁ ଏସ୍ଟିଏଫ୍ ଗିରଫ କରିଥିବା ନେଇ ଜଣାପଡ଼ିଛି।…

