ଆମ ଜିଲା ଖବର

କନ୍ଧମାଳର ଡାକୁଲ ନୃତ୍ୟରେ ପ୍ରକମ୍ପିତ ହେଲା ବରଗଡ଼

ବାଲିଗୁଡା,୨୯।୧୨:(ଡି.ଏନ.ଏ.): ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରାର ଉଦ୍‌ଘାଟନ ଉତ୍ସବରେ ଆୟୋଜିତ ସାଂସ୍କୃତିକ ଶୋଭାଯାତ୍ରାରେ ଯୋଗଦେଇ ଦର୍ଶକଙ୍କ ମନମୋହିଲେ କନ୍ଧମାଳ କଳାବିକାଶ କେନ୍ଦ୍ର ବାଲିଗୁଡାର କଳାକାର l କନ୍ଧମାଳ କଳା ବିକାଶ କେନ୍ଦ୍ରର ସମ୍ପାଦକ ପ୍ରମୋଦ କୁମାର ଦଣ୍ଡସେନା, ଜଗନ୍ନାଥ ବିଶୋଇ, ଏବଂ…

୪ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୨୯ା୧୨: ଜାନୁୟାରୀ ୪ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ। ଏନେଇ କେନ୍ଦ୍ରାପଡ଼ା ଜିଲା ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ କହିଛନ୍ତି। କୁମ୍ଭୀର ଗଣନା ପାଇଁ ଭିତରକନିକା ଜାନୁୟାରୀ ୪ରୁ ୧୪ ପର୍ଯ୍ୟନ୍ତ ବନ୍ଦ…

ପାହାଡ଼ କାଟି ଜମିକୁ ଜଳସେଚନ ସୁବିଧା କଲେ ଚାଷୀ

ନବରଙ୍ଗପୁର,୨୯ା୧୨(ବି.ପ୍ର.): ପ୍ରଶାସନ ଦ୍ୱାରା ଯାହା ସମ୍ଭବ ହୋଇ ପାରିଲାନି ତାହା ଚାଷୀ ନିଜ ଉଦ୍ୟମରେ ସମ୍ଭବ କରି ଦେଖାଇଛନ୍ତି। ବାରମ୍ବାର ଦାବି ପରେ ମଧ୍ୟ ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ଜମିକୁ ଜଳସେଚନର ସୁବିଧା ହୋଇପାରି ନ ଥିବାବେଳେ ୧୦ ଚାଷୀ…

ଟେନ୍‌ସନ୍‌ ବଢ଼ୁଛି, ପାରିଶ୍ରମିକ ନାହିଁ

ନୟାଗଡ଼ ଅଫିସ,୨୯।୧୨: ନଭେମ୍ବର ୨୧ରୁ ଭୁବନେଶ୍ୱରରେ ଅଙ୍ଗନୱାଡି କର୍ମୀ ଅଲ ଓଡ଼ିଶା ଲେଡିଜ ୱାର୍କରସ ଆସୋସିଏଶନ ନେତୃତ୍ୱରେ ୮ ଦଫା ଦାବି ପୂରଣ ନେଇ କାର୍ଯ୍ୟବନ୍ଦ କରି ବିକ୍ଷୋଭ ଜାରି ରଖିଛନ୍ତି। ୩୭ ଦିନର ବିକ୍ଷୋଭ ପରେ ସରକାର ଅଙ୍ଗନୱାଡି କର୍ମଚାରୀଙ୍କ…

କଳାହାଣ୍ଡିରେ ରାଜ୍ୟପାଳ

ଭବାନୀପାଟଣା,୨୯ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲାକୁ ଗୁରୁବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌। ଆଜି ପୂର୍ବଳହ୍ନରେ ରାଜ୍ୟପାଳ ଭବାନୀପାଟଣାସ୍ଥିତ କଳାହାଣ୍ଡି ବିଶବିଦ୍ୟାଳୟରେ ନୂତନ ଏକାଡେମୀ କୋଠା ଓ ଲାଇବ୍ରେରୀ କୋଠା ଉଦ୍‌ଘାଟନ କରିଥିଲେ। ପରେ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ…

ପ୍ରତିଶ୍ରୁତିରେ ଅଟକିଛି ବିଶୁଦ୍ଧ ଜଳ ଯୋଗାଣ ପ୍ରକଳ୍ପ

କେନ୍ଦ୍ରାପଡ଼ା ଅଫିସ, ୨୯ା୧୨: କେନ୍ଦ୍ରାପଡ଼ା ଜିଲାର ତିଖିରିଠାରେ ପାଇକା ନଦୀ ଓ ଜଗତ୍‌ସିଂହପୁର ଜିଲା ଚୌଧୁରୀଗଡା ଗ୍ରାମ ନିକଟ ମହାନଦୀରେ ଆନିକଟ ହେବ। ସଂରକ୍ଷିତ ଜଳ କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଓ ମହାକାଳପଡ଼ା ବ୍ଲକର ୮୯ଟି ଗ୍ରାମ ସହିତ ଜଗତ୍‌ସିଂହପୁର ଜିଲା…

ବିଧାୟକ ଶଶିଭୂଷଣଙ୍କ କାର୍‌କୁ ଅଣ୍ଡାମାଡ଼, ଜଣେ ଅଟକ

କେନ୍ଦ୍ରାପଡ଼ା ଅଫିସ,୨୯ା୧୨: କେନ୍ଦ୍ରାପଡ଼ା ଜିଲାରେ ଶାସକ ଦଳର ନେତାଙ୍କୁ ବିରୋଧ ଜାରି ରହିଛି। ଗତ ଅକ୍ଟୋବରରେ ରାଜ୍ୟ ସମବାୟ ମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ ଜମ୍ବୁଘାଟଠାରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧର ସମ୍ମୁଖୀନ ହୋଇଥିଲେ। ଗୁରୁବାର ପୂର୍ବାହ୍ନରେ ଏପରି…

ରାସ୍ତା ମଝିରୁ ବିଦ୍ୟୁତ୍‌ ଖୁଣ୍ଟ ହଟୁନି, ଚାଲୁଛି କାମ

ଚଣ୍ଡିଖୋଲ,୨୯ା୧୨(ଡି.ଏନ୍‌.ଏ.): ଚୌଦ୍ୱାର ଚାରବାଟିଆ ପୂର୍ତ୍ତ ବିଭାଗ ଡିଭିଜନ ଅନ୍ତର୍ଗତ ବଡ଼ଚଣା ଉପଖଣ୍ଡ ଅଧୀନରେ ରହିଛି ବାଲିଚନ୍ଦ୍ରପୁର-କଳାଶ୍ରୀ ରାସ୍ତା। ୫ କିଲୋମିଟର ୫ ଶହ ମିଟର ଏହି ରାସ୍ତା ନିର୍ମାଣ ପାଇଁ ବିଭାଗ ତରଫରୁ ୭କୋଟି ୫୦ଲକ୍ଷ ଟଙ୍କା ବ୍ୟୟ ବରାଦ କରାଯାଇଛି।…

ଉପେକ୍ଷାର ବର୍ଷ ୨୦୨୨

ଯାଜପୁର ଅଫିସ,୨୯ା୧୨: ଯାଜପୁର ଜିଲା ପାଇଁ ୨୦୨୨ ମସିହା ଥିଲା କେତେକ ଉପଲବ୍ଧି ଓ ଉପେକ୍ଷାର ବର୍ଷ । ଯାଜପୁର-କେନ୍ଦୁଝର ରୋଡ଼ ରେଳଷ୍ଟେଶନକୁ ଡିଭିଜନ ମାନ୍ୟତା ଏବଂ ଏଠାରୁ ଧାମରାକୁ ରେଳପଥ ସଂଯୋଗ ପ୍ରସଙ୍ଗରେ କେନ୍ଦ୍ର ସରକାର ଆଦୌ ଦୃଷ୍ଟି ଦେଇ…

ତାରାତାରିଣୀଙ୍କ ପୀଠରେ ହକି ବିଶ୍ବକପ୍‌ ଟ୍ରଫିକୁ ସ୍ବାଗତ

ପୁରୁଷୋତ୍ତମପୁର,୨୯।୧୨(ଡି.ଏନ.ଏ.): ପୁରୁଷ ହକି ବିଶ୍ବକପ୍‌ ଆସନ୍ତା ଜାନୁୟାରୀ ୧୩ ତାରିଖରୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରବାର ହକି ବିଶ୍ବକପ୍‌ ଟ୍ରଫିକୁ ସ୍ବାଗତ କରାଯାଇଛି। ତାରାତାରିଣୀଙ୍କ ପୀଠରେ…

ପଦାହେଲାଣି ବିପ୍ରଡ଼ିହ ଜଙ୍ଗଲ

ବଇଣ୍ଡା, ୨୯।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ଧଣ୍ଡାତୋପା ରେଞ୍ଜ୍‌ ଅଧୀନ ବିପ୍ରଡ଼ିହ ଜଙ୍ଗଲ ପଦା ହେବାରେ ଲାଗିଛି। କାଠ ଚାଲାଣକାରୀମାନେ ବେଆଇନ ଭାବେ ମୂଲ୍ୟବାନ ଗଛ କାଟି ଚାଲାଣ କରୁଛନ୍ତି। ସବୁ ଜାଣି ବନ ବିଭାଗ ନୀରବଦ୍ରଷ୍ଟା ସାଜିଥିବାବେଳେ ଅମୂଲ୍ୟ…

ପିଆର୍‌ଏମ୍‌ ମେଡିକାଲରେ ରୋଗୀ ହନ୍ତସନ୍ତ

ବାରିପଦା ଅଫିସ,୨୯ା୧୨: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆର୍‌ଏମ୍‌ ) ମେଡିକାଲ କଲେଜ ଓ ଡାକ୍ତରଖାନାରେ ରୋଗୀଙ୍କୁ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ବାଧ୍ୟ କରାଯାଉଥିବା ନେଇ ଅଭିଯୋଗ ହୋଇଛି। ବାରମ୍ବାର ଡାକ୍ତରଖାନା ଆସିବା ପରେ ମଧ୍ୟ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?