ଆମ ଜିଲା ଖବର

ବେକରେ ଜାଭେଲିନ ପଶି ଗୁରୁତର ଥିଲେ ସଦାନନ୍ଦ: ଫେରିଲେ ଘରକୁ

ବଲାଙ୍ଗୀର ଅଫିସ,୨୭।୧୨: ବେକରେ ଜାଭେଲିନ ପଶି ଗୁରୁତର ହୋଇଥିବା ସଦାନନ୍ଦ ମେହେର ମଙ୍ଗଳବାର ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ହସ୍ପିଟାଲରୁ ଡିସ୍ଚାର୍ଜ ହେବା ପରେ ସେଦିନ ଘଟିଥିବା ଘଟଣା ସମ୍ପର୍କରେ ସେ କହିଛନ୍ତି। ସେ କହିଛନ୍ତି, ସେହିଦିନ ଗାର ଉପରେ ଲାଇନ…

ସନ୍ଦେହ ଘେରରେ ଦୁଇ ରୁଷିଆ ପର୍ଯ୍ୟଟକଙ୍କ ମୃତ୍ୟୁ: ପୋଲିସର ତନାଘନା

ରାୟଗଡ଼ା,୨୭।୧୨(ସ୍ବ.ପ୍ର.): ରାୟଗଡ଼ା ସହରରେ ଥିବା ଏକ ହୋଟେଲ୍‌ରୁ ୨ ଜଣ ରୁଷ୍‌ ପର୍ଯ୍ୟଟକଙ୍କ ସନ୍ଦେହଜନକ ଭାବେ ମୃତଦେହ ଜବତ ହୋଇଥିଲା। ଏହି ଘଟଣାକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ୨୨ ତାରିଖ ଭ୍ଲାଦିମର ବିଦାନୋଭ ଓ ୨୪ରେ ଆଣ୍ଟୋଭ ପାଭେଲଙ୍କ ମୃତ୍ୟୁ…

ପରିଦର୍ଶନ କଲେ ଆୟର୍ଲାଣ୍ଡ ପ୍ରଫେସର ଲେଡିଆ ଗୁଜି

ଭବାନୀପାଟଣା,୨୭।୧୨(ସ୍ବ.ପ୍ର.): ଭବାନୀପାଟଣା ପୁରୁଣା ସିନେମା ହଲ ଛକଠାରେ ସମଗ୍ର ଶିକ୍ଷା କଳାହାଣ୍ଡି ପକ୍ଷରୁ ନିର୍ମିତ ଜନଜାତି ସାଧନ କେନ୍ଦ୍ର ସୋମବାର ୟୁନିଭରସିଟି ଅଫ ଆୟର୍ଲାଣ୍ଡର ପ୍ରଫେସର ଲେଡିଆ ଗୁଜି ପରିଦର୍ଶନ କରିଛନ୍ତି। ନୃତତ୍ତ୍ୱ ବିଭାଗରେ କାର୍ଯ୍ୟରତ ପ୍ରଫେସର ଗୁଜି ଜନଜାତି ସାଧନ…

ଝୁଲାପୋଲରେ ପୁଣି ପର୍ଯ୍ୟଟକଙ୍କ ଭିଡ଼

ରାୟଗଡ଼ା,୨୭ା୧୨(ସ୍ବ.ପ୍ର.):ରାୟଗଡ଼ା ସ୍ଥିତ ଝୁଲାପୋଲ ନାଗାବଳୀ ନଦୀ ଅପରପାର୍ଶ୍ୱରେ ରହିଥିବା ପ୍ରାୟ ୨୫ରୁ ଊର୍ଦ୍ଧ୍ୱ ଗାଁକୁ ସଂଯୋଗର ମାଧ୍ୟମ ହୋଇଥିଲା। ହେଲେ ଓଡ଼ିଶାର ଏହି ଦ୍ୱିତୀୟ ଝୁଲାପୋଲ ଏବେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ପୋଲ ଦୁର୍ବଳ ହୋଇଛି। ଫଳରେ…

ପର ପିଣ୍ଡାରେ ପାଠ ପଢୁଛନ୍ତି ପିଲା

ଦଶମନ୍ତପୁର, ୨୭ା୧୨ ( ଡି.ଏନ.ଏ.):ଦୀର୍ଘ ୫ ବର୍ଷ ହେଲା ଅଧାପନ୍ତରିଆ ଭାବେ ପଡିରହିଛି ଅଙ୍ଗନଓ୍ବାଡ଼ି ଗୃହ। ନିଜସ୍ବ ଗୃହ ନ ଥିବାରୁ ଗ୍ରାମର ଭିଭିନ୍ନ ଲୋକଙ୍କ ଘର ପିଣ୍ଡାରେ ପିଲାଙ୍କୁ ବସାଇ ପାଠ ପଢାଉଛନ୍ତି ଅଙ୍ଗନଓ୍ବାଡ଼ି କର୍ମୀ। ଏପରି ଦେଖିବାକୁ ମିଳିଛି…

ଜାତୀୟସ୍ତରକୁ ମନୋନୀତ ହେଲେ ଭାଗ୍ୟଶ୍ରୀ

ମାଲକାନଗିରି,୨୭ା୧୨ (ଡି.ଏନ୍‌.ଏ.):ମାଲକାନଗିରି ଜିଲା ପଡିଆ ସଦର ବ୍ଲକର ଜଣେ ଛାତ୍ରୀ ମହିଳା କ୍ରିକେଟ ଟିମ୍‌ ଓଡ଼ିଶା ଦଳରେ ୧୫ ବର୍ଷରୁ କମ୍‌ ବର୍ଗରେ ମନୋନୀତ ହୋଇଛନ୍ତି। ସେ ହେଲେ ପଡିଆ ସଦର ବ୍ଲକର ଏନ୍‌. ଭାଗ୍ୟଶ୍ରୀ। ଏହି ଖବର ଜଣାପଡିବା ପରେ…

ଏଲ୍‌ଇଡି ସ୍କ୍ରିନ୍‌ରେ ହକି ଦେଖିବେ ରାଉରକେଲାବାସୀ

ରାଉରକେଲା ଅଫିସ,୨୭ା୧୨: ପୁରୁଷ ହକି ବିଶ୍ୱକପ୍‌ ଷ୍ଟିଲସିଟି ରାଉରକେଲାରେ ଆଉ ମାତ୍ର ୧୭ ଦିନ ପରେ ଆରମ୍ଭ ହେବ। ଏଥିପାଇଁ ବିର୍ସାମୁଣ୍ଡା ଷ୍ଟାଡିୟମ କାର୍ଯ୍ୟ ଶେଷ ହୋଇ ସେଠାରେ ଅଭ୍ୟାସ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ରାଉରକେଲାରେ ପ୍ରଥମ ଥର ପାଇଁ ବିଶ୍ୱସ୍ତରୀୟ…

ଧାନ ଉଠୁନି, ଜିଲାପାଳଙ୍କୁ ଫେରାଦ

ବରଗଡ଼ ଅଫିସ୍‌,୨୭।୧୨: ବରଗଡ଼ ଜିଲାରେ ଧାନ ବିକ୍ରିବଟା ସମସ୍ୟା ଲାଗି ରହିଛି। ଚାଷୀମାନେ ବିକ୍ରି ପାଇଁ ମଣ୍ଡିକୁ ଧାନ ଆଣୁଛନ୍ତି। ମାତ୍ର ତାହା ବିକ୍ରି ହୋଇ ନ ପାରି ଦୀର୍ଘଦିନ ଧରି ମଣ୍ଡିରେ ପଡ଼ି ରହୁଛି। ଏଭଳି ଅଭିଯୋଗ ନେଇ ସୋମବାର…

ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର: ୯ଟି ସ୍ଥାନରେ ଏକକାଳୀନ ଚଢାଉ

ଜଗତସିଂହପୁର ଅଫିସ,୨୭।୧୨: ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲ୍ଲା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଡେପୁଟି କଲେକ୍ଟରଙ୍କ ବାସଭବନ, ଅଫିସ, ସର୍ମ୍ପକୀୟଙ୍କ ଘର ଏବଂ ପୈତୃକ ଘର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଛି।…

ହାତୀପଲ ଭାଙ୍ଗି ଦେଲେ ଘର

ପରଜଙ୍ଗ,୨୭।୧୨(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବୀରରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ କନ୍ତୋର ପଞ୍ଚାୟତ ଚାନ୍ଦପୁର ଗ୍ରାମରେ ହାତୀପଲ ଉପଦ୍ରବ ଚଳାଇଛନ୍ତି। ଗ୍ରାମର ମଞ୍ଜୁଲତା ନାଏକଙ୍କ ୨ ବଖରା ଘର ସହ ଲକ୍ଷାଧିକ ଟଙ୍କାର ଆସବାବପତ୍ର, ଧାନ, ଚାଉଳ ଆଦି ନଷ୍ଟ କରି…

୧୭ ଜାନୁୟାରୀରେ ବିଶାଳ ଗଣ ବିକ୍ଷୋଭ

ଅନୁଗୋଳ ଅଫିସ, ୨୭ା୧୨: ଅନୁଗୋଳ ଜିଲାର ୯୨ଟି ରାଜସ୍ବ ଗ୍ରାମକୁ ଚକବନ୍ଦୀ ରେକର୍ଡକୁ ଉଚ୍ଛେଦ କରି ଶାବକ ଦଖଲ ଅନୁଯାୟୀ ପଟ୍ଟା ପ୍ରଦାନ ଦାବିରେ ଚାଷୀ ସୁରକ୍ଷା କମିଟି ଆହ୍ବାନରେ ସହର ଉପକଣ୍ଠ କୁରୁଡ଼ୋଲ ଈଶାନେଶ୍ୱର ମନ୍ଦିର ଠାରେ ସାଧାରଣ ସଭା…

୩ ନକଲି ଜିଏସ୍‌ଟି ଅଧିକାରୀଙ୍କ ସମେତ ୪ ଗିରଫ

ଛତ୍ରପୁର,୨୭ା୧୨(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ ଜିଏସ୍‌ଟି ଅଧିକାରୀ ଦର୍ଶାଇ ଟ୍ରକ୍‌ ଡ୍ରାଇଭରଙ୍କୁ ମାଡ଼ ମାରି ଟଙ୍କା ଠକେଇ ସହ ୬୦ ବସ୍ତା ଡିଲକ୍ସ ପାନ ମସଲା ଲୁଟ୍‌ ମାମଲାର ପର୍ଦ୍ଦାଫାଶ ହୋଇଛି। ଛତ୍ରପୁର ଥାନା ପୋଲିସ ଏହି ମାମଲାରେ ୩ନକଲି ଜିଏସ୍‌ଟି ଅଧିକାରୀଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?