ମନ୍ଦିର ହୁଣ୍ଡି ଭାଙ୍ଗି ଲୁଟିଲେ, ଶେଷରେ ମଳତ୍ୟାଗ କରି ଚାଲିଗଲେ ଦୁର୍ବୃତ୍ତ
ଗଞ୍ଜାମ,୨୯ା୯(ଡି.ଏନ୍.ଏ.): ଗଞ୍ଜାମ ଅଞ୍ଚଳରେ ଦିନକୁ ଦିନ ଚୋରି ରାହାଜାନି ବୃଦ୍ଧି ପାଉଥିବା ଜଣାପଡ଼ିଛି। ଗୁରୁବାର ଭୋର୍ରୁ ସହରସ୍ଥିତ ବୁଢ଼ୀ ଠାକୁରାଣୀ ମନ୍ଦିରରୁ କେହି ଦୁର୍ବୃତ୍ତ କାନ୍ଥ ଭାଙ୍ଗି ହୁଣ୍ଡିରେ ଥିବା ସମସ୍ତ ଟଙ୍କା ଲୁଟି ନେଇଥିବା ଦେଖିବାକୁ ମିଳିଛି। ଏଥିସହ ସେଠାରେ…
ବନ ବିଭାଗ ଶୋଇଛି, ପ୍ରତିଦିନ ଚାଲିଛି ଗଛକଟା
ନୂଆଗାଁ,୨୯।୯ (ଡି.ଏନ.ଏ.)-ନୟାଗଡ଼ ବନଖଣ୍ଡ ମହିପୁର ବନାଞ୍ଚଳ ଅଧିନରେ ଥିବା ଜଙ୍ଗଲରୁ ବାରମ୍ବାର ଶାଳ କାଠ ଚୋରି ହେଉଥିଲେ ମଧ୍ୟ ବନ ବିଭାଗ ନୀରବଦ୍ରଷ୍ଟା ସାଜିଛି । ଜାତୀୟ ରାଜପଥ ପାର୍ଶ୍ୱ ପଞ୍ଚୁପାଣ୍ଡବ ଜଙ୍ଗଲରୁ ମଙ୍ଗଳବାର ୨ଟି ଶାଳ ଗଛକୁ କାଟି କାଠ…
ନୟାଗଡ଼ ପାଇଁ ଗର୍ବ ଆଣିଲେ ଚିତ୍ତରଞ୍ଜନ
ନୟାଗଡ଼ ଅଫିସ,୨୯ା୯: ନୟାଗଡ଼ ଜିଲା ପାଇଁ ଗର୍ବ ଆଣିଛନ୍ତି ରାଜ ସୁନାଖଳା ପଞ୍ଚାୟତର ଯୁବ ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନ। ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରେ ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଚିତ୍ତରଞ୍ଜନ ଆୟୋଜିତ ସ୍ବଚ୍ଛତା ଦିବସରେ ଯୋଗ ଦେବେ। ଏ ନେଇ…
ବିଏ ପାସ୍ ନ କରି ଅଧ୍ୟାପକ
କଣାସ,୨୯ା୯(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅଧୀନ ଗଡ଼ସାନପୁଟ ପଞ୍ଚାୟତର ଚଉଦମୌଜା ବିଦ୍ୟୁତ୍ ସ୍ନାତକ ମହାବିଦ୍ୟାଳୟରେ ଜଣେ ଓଡ଼ିଆ ଅଧ୍ୟାପକ ସ୍ନାତକ (ବି.ଏ.) ପାସ୍ ନ କରି ସ୍ନାତକୋତ୍ତର (ଏମ୍.ଏ) ପାସ୍ ସାର୍ଟିଫିକେଟ୍ ଦେଇ ଦୀର୍ଘଦିନ ହେଲା କାର୍ଯ୍ୟ କରୁଥିବା ଅଭିଯୋଗ…
ସାଲେପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉଦ୍ଘାଟନର ୧୫ଦିନ ପରେ କାନ୍ଥରେ ଫାଟ
ସାଲେପୁର,୨୯।୯ (ଡି.ଏନ୍.ଏ.): ଉଦ୍ଘାଟନର ୧୫ ଦିନ ପରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର କାନ୍ଥରେ ଫାଟ ସୃଷ୍ଟି ହୋଇଛି। ବାଥରୁମ୍ରେ ଲାଗିଥିବା ଟ୍ୟାପ୍ରୁ ପାଣି ବାହାରୁ ନାହିଁ। ଇନଭର୍ଟର କାମ କରୁନାହିଁ ତ ଟାଇଲ ଉଠିଗଲାଣି। ଏପରି ଦେଖିବାକୁ ମିଳିଛି ସାଲେପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ।…
ନକଲି ଫେସବୁକ୍ ଆଇଡି ଖୋଲି କଲେଜ ଛାତ୍ରୀଙ୍କ ନାମରେ ଅଶ୍ଳୀଳ ପୋଷ୍ଟ, ଜେଲ୍ ଗଲେ ଯୁବକ
ଆଳି,୨୮ା୯ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଆୟତପୁର ଗ୍ରାମର ଶଶିକାନ୍ତ ମଲ୍ଲିକ ନାମକ ଜଣେ ଯୁବକ ନକଲି ଫେସବୁକ୍ ଆଇଡି ଖୋଲି ଜଣେ କଲେଜ ଛାତ୍ରୀଙ୍କ ନାମରେ ଅଶ୍ଳୀଳ ବାର୍ତ୍ତା ପୋଷ୍ଟ କରୁଥିଲେ । ଏ ସଂକ୍ରାନ୍ତରେ ଅଭିଯୋଗ…
କଣ୍ଠିଆ ନାଳ ସେତୁ ନିର୍ମାଣ ପାଇଁ ବାଟ ଫିଟିଲା
କେନ୍ଦ୍ରାପଡ଼ା ଅଫିସ/ ପଟ୍ଟାମୁଣ୍ଡାଇ, ୨୯ା୯ (ସ୍ବ.ପ୍ର.): କଣ୍ଠିଆ ନାଳ ଉପରେ ସେତୁ ନିର୍ମାଣ ହେବ। ଦୀର୍ଘ ୧୬ ବର୍ଷ ଧରି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତବାସୀଙ୍କ ଦାବି ପୂରଣ ହେବାକୁ ଯାଉଛି। ଏ ନେଇ ରାଜ୍ୟ ସରକାର ଗ୍ରାମ୍ୟ…
ଜଗତ୍ସିଂହପୁର: ଦକ୍ଷ ଯଜ୍ଞକୁ ଆଧାର କରି ମୂର୍ତ୍ତି ନିର୍ମାଣ
ଜଗତ୍ସିଂହପୁର ଅଫିସ, ୨୯ା୯: ଜଗତ୍ସିଂହପୁର ସହରରେ ଚଳିତ ବର୍ଷ ଦୁର୍ଗାପୂଜା ନେଇ ନିଆରା ମାହୋଲ ଦେଖିବାକୁ ମିଳିଛି। ବିଭିନ୍ନ କ୍ଲବ ଏବଂ ଦୁର୍ଗାପୂଜା କମିଟି ପକ୍ଷରୁ ବିଶେଷ ତତ୍ପରତା ପ୍ରକାଶ ପାଇଛି। ବର୍ତ୍ତମାନ ସୁଦ୍ଧା ଅନେକ ମୂର୍ତ୍ତିରେ ଖଡି ଲାଗି ହୋଇସାରିଛି।…
କ୍ୟାମେରା ସ୍କାନରରେ ରହିବ ଅନୁଗୋଳ
ଅନୁଗୋଳ ଅଫିସ, ୨୯ା୯: ଏଣିକି ସହରରେ ଆଉ ଅଳିଆ ପଡ଼ିବ ନାହିଁ କି ଟ୍ରାଫିକ୍ ସମସ୍ୟାରେ ଲୋକମାନେ ଦହଗଞ୍ଜ ହେବେ ନାହିଁ। ସେହିଭଳି ଅପରାଧୀମାନେ ମଧ୍ୟ ଅପରାଧ ଘଟାଇବାକୁ ଭୟ କରିବେ। ଏ ନେଇ ଅନୁଗୋଳ ପୌରପାଳିକା ପକ୍ଷରୁ ସିସିଟିଭି ସର୍ଭିଲାନ୍ସ…
ଘରୋଇ ଜମିରେ ଆଶ୍ରମ ବିଦ୍ୟାଳୟ: ଅଡୁଆରେ ଢେଙ୍କାନାଳ ଜିଲା ଏସ୍ସି/ଏସ୍ଟି ବିଭାଗ
ଢେଙ୍କାନାଳ ଅଫିସ, ୨୯।୯: ଏକ ଘରୋଇ ଜମିରେ ଶିକ୍ଷାନୁଷ୍ଠାନ ଏବଂ ଛାତ୍ରାବାସ ନିର୍ମାଣ କରିବା ଢେଙ୍କାନାଳ ଜିଲା ଅନୁସୂଚିତ ଜାତି ଓ ଜନଜାତି (ଏସ୍ସି/ଏସ୍ଟି) ବିଭାଗର ଅଡୁଆ ବଢ଼ାଇଛି। ଉକ୍ତ ନିର୍ମାଣକୁ ଅବୈଧ ଦର୍ଶାଇ ହାଇକୋର୍ଟ ଉଚ୍ଛେଦ ପାଇଁ ନିର୍ଦ୍ଦେଶ ଜାରି…
୫୦ବର୍ଷ ପରେ ପୁନର୍ମିଳନ: ଯୋଡ଼ିହୋଇଛି ଭଙ୍ଗା ମନ
ଭୁବନ, ୨୯।୯(ଡି.ଏନ୍.ଏ.): ପେଟପାଟଣା କଥା ବୁଝୁଥିଲେ ବଳଦ। ଚାଷବାସଠାରୁ ଆରମ୍ଭ କରି ବ୍ୟବସାୟ ଯାଏ ସେମାନେ ଯୋଡ଼ି ହୋଇରହିଥିଲେ ମାଲିକଙ୍କ ସହିତ। ଉଭୟଙ୍କ ମଧ୍ୟରେ ଗଢ଼ି ଉଠିଥିବା ମଧୁର ସମ୍ପର୍କର ସ୍ମୃତି ରୋମନ୍ଥନ କରିବାକୁ ଆରମ୍ଭ ହୋଇଥିଲା ଐତିହାସିକ ବଳଦଯାତ୍ରା। କେଉଁ…
ଚକାପାଦର ଅବହେଳିତ ଗାଁ ଲାଣ୍ଡାପାଜୁ: ମୌଳିକ ସୁବିଧା ପାଉନାହାନ୍ତି ଲୋକେ, ବିକାଶ ବହୁ ଦୂରରେ
ଫୁଲବାଣୀ ଅଫିସ, ୨୯।୯: କନ୍ଧମାଳ ଜିଲାର ଏଭଳି ଗାଁ ରହିଛି ଯେଉଁଠି ଲୋକେ ଆଜି ପର୍ଯ୍ୟନ୍ତ ସର୍ବନିମ୍ନ ମୌଳିକ ସୁବିଧା ପାଉନାହାନ୍ତି। ବିକାଶ କଥା ବହୁ ଦୂରରେ । ଏଭଳି ଚିତ୍ର ଦେଖିବାକୁ ମିଳିଛି ଚକାପାଦ ବ୍ଲକ ଅନ୍ତର୍ଗତ ବେହେରାଗାଁ ପଞ୍ଚାୟତ…
Archives


