ଆମ ଜିଲା ଖବର

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ ବିଭିନ୍ନ କମ୍ପାନୀର ୪୩ଟି ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ମଙ୍ଗଳବାର ପୋଲିସ ଜବତ କରିଛି।…

ବାପା ମାଛ ଧରାଳି, ପୁଅ ପାଇଲେ OAS: ବିନା କୋଚିଙ୍ଗ୍‌ରେ ମୋବାଇଲରୁ ପଢି ପାଇଲେ ସଫଳତା

ସୋରଡା,୨୭।୫( ରଜନି ମହାପାତ୍ର ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ଆୟୋଜିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୪-୨୫ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ସୋରଡା ଏନଏସିର କାହ୍ନୁ ଚରଣ ବେହେରା ସେଥିରେ ୫୬ ନମ୍ବର ର଼୍ୟାଙ୍କ ରଖି କୃତକାର୍ଯ୍ୟ…

ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର ୮୦ ବର୍ଷୀୟ ବୃଦ୍ଧ ଗୁରୁବାରୀ ବେହେରାଙ୍କୁ ହାତୀ ଆକ୍ରମଣ କରିଥିଲା। ତାଙ୍କୁ ଗୁରୁତର…

ଭାରସାମ୍ୟ ହରାଇ ଗଛରେ ପିଟିଲା ଉପଜିଲାପାଳଙ୍କ ଗାଡ଼ି, ଯୋରଦାର ଝଟକାରେ ମଝିରୁ ଭାଙ୍ଗିଲା ଗଛ

ବାଙ୍କୀ,୨୭।୬( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ଭଗିପୁର ଅଞ୍ଚଳରେ ବାଙ୍କୀ ଉପଜିଲାପାଳଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଉପଜିଲାପାଳଙ୍କ ଗାଡ଼ି ହଠାତ୍‌ ଭାରସାମ୍ୟ ହରାଇ ରାସ୍ତା ପାଖରେ ଥିବା ଗଛରେ ପିଟିହୋଇଥିଲା। ଧକ୍କାର ତୀବ୍ରତା ଏତେ ଥିଲାଯେ…

OAS ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କଲେ କେନ୍ଦ୍ରାପଡ଼ା ଝିଅ: ବିଜୟନଗରରେ ଉତ୍ସବ ମାହୋଲ

ମହାକାଳପଡ଼ା, ୨୭।୫ (ପ୍ରତାପ ଚନ୍ଦ୍ର ସ୍ୱାଇଁ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳ ବିଜୟନଗର ଗ୍ରାମର ଜୁଏଲ ସ୍ୱାତିଶ୍ମିତା ବେହେରା ଚଳିତ ବର୍ଷ ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କରି…

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ। ନିର୍ବାଚିତ ପର ଠାରୁ ଏହି ଭଳି କାର୍ଯ୍ୟ ଧାରା ଜାରି ରଖିଛନ୍ତି ଲୋକପ୍ରିୟ…

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ-୨୦୨୬: ଜିଲା ପ୍ରଶିକ୍ଷଣ ବର୍ଗରେ ଯୋଗଦେଲେ ମନ୍ତ୍ରୀ

ଦାରିଙ୍ଗବାଡି, ୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରାଣୀଦୁର୍ଗା ରେସିଡେନ୍ସୀ ପରିସର ମଧ୍ୟରେ ଭାଜପା ପକ୍ଷରୁ ୨ ଦିନିଆ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ -୨୦୨୬ ଶିବିର ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ ଝଡ଼ବତାସରେ ତାହା ଭାଙ୍ଗି ଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ କରି ଏହାର…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ, ଦାରିଙ୍ଗବାଡି ବ୍ଲକ ପ୍ରତିନିଧି ପ୍ରମୋଦ ଦିଗାଲ ମୁଖ୍ୟ…

ନିଜ ଗୋରୁ ନେଇ ଯାଉଥିବା ଲୋକଙ୍କୁ ଆଣ୍ଠେଇ ଆଣ୍ଠେଇ ରାସ୍ତାରେ ଚଲାଇବା ଘଟଣା: ଥାନା ଘେରାଉ କଲେ ଯାଦବ ସମାଜ, ପୂରା ଘଟଣା ଜାଣିଲେ…

ଚନ୍ଦାହାଣ୍ଡି,୨୭।୫(ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରୁ ରାଇଘର ଅଞ୍ଚଳକୁ ନିଜ ଗାଈ ଗୋରୁ, ବଳଦକୁ ନେଇ ଯାଉଥିବା କିଛି ଲୋକଙ୍କୁ ବେଆଇନ ଭାବେ ଗୋଚାଲାଣ କରାଯାଉଥିବା ଅଭିଯୋଗ ହୋଇଛି। ସେମାନଙ୍କୁ ଅଟକାଇ ଗାଳିଗୁଲଜ କରିବା ସହ ରାସ୍ତା ଉପରେ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ହୋଇଛି। ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିବା ଏକ ଫଟୋ ଓ ଭିଡିଓରେ…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦ ନମ୍ବର ସ୍ଥାନରେ ରହି ସଫଳତା ହାସଲ କରିଛନ୍ତି । ଏମଏସସି ସାରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?