ଆମ ଜିଲା ଖବର

ପ୍ରକୃତି କୋଳରେ ମଜ୍ଜିଲେ ପର୍ଯ୍ୟଟକ

ଢେଙ୍କାନାଳ ଅଫିସ, ୨୬।୧୨:ସମସ୍ତଙ୍କ ମନରେ ଭରି ରହିଥିଲା ଉତ୍ସାହ। ଶୀତର ସ୍ପର୍ଶରେ ପ୍ରକୃତିରାଣୀ ହସି ଉଠିଥିବାବେଳେ କିଛି ସମୟ ସବୁଜିମାମୟ ପରିବେଶରେ ବିତାଇବାକୁ ଢେର ଦିନରୁ ହୋଇଥିଲା ଯୋଜନା। ଏକା ଦିନରେ ରବିବାର ଆଉ ବଡ଼ଦିନ ପଡ଼ିଥିବାରୁ ଏଭଳି ସୁଯୋଗକୁ ହାତଛଡ଼ା…

ସମ୍ବଲପୁରୀ ଗୀତରେ ନଚାଇଲେ ସୋନା

ବ୍ରହ୍ମପୁର ଅଫିସ୍‌/ଗୋପାଳପୁର,୨୬ା୧୨:ଗୋପାଳପୁର ବେଳାଭୂମି ମହୋତ୍ସବର ଗୁରୁବାର ଦ୍ୱିତୀୟ ସନ୍ଧ୍ୟାରେ ମୁଖ୍ୟ ଆକର୍ଷଣ ସାଜିଥିଲେ ବଲିଉଡ ଗାୟିକା ସୋନା ମହାପାତ୍ର। ପ୍ରଥମେ ‘ଜିୟା…ଲାଗେ ନା….’ ଗୀତ ଗାଇ ସୋନା ଦର୍ଶକଙ୍କ ମନ ମୋହିନେଇଥିଲେ। ଏହାପରେ ‘ରସରକେଲି…’ ସମ୍ବଲପୁରୀ ଗୀତ ବୋଲି ନିଜେ ନାଚିବା…

ଖୋଲୁନି ମଣ୍ଡି, ଖୋଲାରେ ପଡ଼ିଛି ଧାନ

ପାରଳାଖେମୁଣ୍ଡି,୨୬ା୧୨(ଡି.ଏନ୍‌.ଏ.):ଗଜପତି ଜିଲାରେ ବର୍ତ୍ତମାନ ସୁଦ୍ଧା ଧାନ ମଣ୍ଡି ଖୋଲିପାରି ନାହଁି। ତେବେ କେଉଁ କାରଣରୁ ଧାନମଣ୍ଡି ଖୋଲାଯାଇ ପାରିନି ସେ ନେଇ କେହି ମୁହଁ ଖୋଲୁନାହାନ୍ତି। ଚାଷୀ ଅମଳ କରିଥିବା ଧାନ ଖଳା ଏବଂ ରାସ୍ତାକଡ଼ରେ ପଡ଼ିରହିଛି। ଅପରପକ୍ଷରେ ମେଘାଚ୍ଛନ୍ନ ଆକାଶକୁ…

କୋବି ଗୋଟାକୁ ୩ ଟଙ୍କା

ଜଳେଶ୍ୱର, ୨୬ା୧୨(ଡି.ଏନ.ଏ.):ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ କୋବି ଚାଷୀମାନେ ଉଚିତ୍‌ ମୂଲ୍ୟ ନ ପାଇ ହତାଶ ହୋଇପଡିଛନ୍ତି। ଶୀତଳ ଭଣ୍ଡାର ନ ଥିବାରୁ ଚାଷୀ ଫୁଲ ଓ ବନ୍ଧାକୋବି ଗୋଟାକୁ ୩ଟଙ୍କାରେ ବିକ୍ରି କରି ବ୍ୟାପକ କ୍ଷତି ସହୁଛି। ୧ ଏକର…

ହାତୀଙ୍କୁ ବିପଦ ବିଦ୍ୟୁତ୍‌ ତାର

ବାରିପଦା ଅଫିସ,୨୬।୧୨:ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦ ଦେଶ ସମେତ ସମଗ୍ର ବାରିପଦା ବନଖଣ୍ଡରେ ବିପଦସଙ୍କୁଳ ଅବସ୍ଥାରେ ଏଲ୍ଟି ଓ ୧୧ କେଭି ବିଦ୍ୟୁତ୍‌ ତାର ଏବଂ ମୁକୁଳା ଟ୍ରାନ୍ସଫର୍ମର ରହିଛି। ବିଜୁଳି ତାରକୁ ସୁରକ୍ଷିତ ଉଚ୍ଚତାକୁ ନେବାକୁ ଖର୍ଚ୍ଚ ହେଉଛି କୋଟି…

ପାଇପ୍‌ ବିଛାଇ ମରାମତି କରୁନି ଠିକାସଂସ୍ଥା

କେନ୍ଦୁଝର,୨୬ା୧୨(ସ୍ବ.ପ୍ର.):କେନ୍ଦୁଝର ସହରରେ ବିଭିନ୍ନ ସାହି ଓ ଓ୍ବାର୍ଡରେ ଜଳ ଯୋଗାଣ ନିମନ୍ତେ ପାଇପ ବିଛା କାମ ଚାଲିଛି। ଏଥିପାଇଁ କାମ ନେଇଥିବା ଠିକାସଂସ୍ଥା ରାସ୍ତା ଖୋଳି ପାଇପ୍‌ ବିଛାଇବା ପରେ ମରାମତି ନ କରି ଛାଡ଼ିଦେଉଛି। ଫଳରେ ବିଭିନ୍ନ ଓ୍ବାର୍ଡର ରାସ୍ତାଗୁଡ଼ିକ…

ରାତିଅଧିଆ ମୋରମ ଚୋରାଚାଲାଣ

ରସୁଲପୁର,୨୬ା୧୨(ଡି.ଏନ.ଏ.):ରସୁଲପୁର ତହସିଲ ପହଁଗା ରାଜସ୍ବ ନିରୀକ୍ଷକ ସର୍କଲ ଅଧୀନ ଲକ୍ଷ୍ମୀନଗର ପଞ୍ଚାୟତ ବାଲିଆପଶି ଗାଁର କାଜୁ ଜଙ୍ଗଲ ନିକଟସ୍ଥ ମଙ୍ଗଳା ମନ୍ଦିର ପାଖରୁ ରାତିଅଧିଆ ମୋରମ ଚୋରା ଚାଲାଣ ହେଉଛି। ହେଲେ ଏନେଇ ତହସିଲ ପ୍ରଶାସନ ପାଖରେ ଖବର ନ ଥିବା…

ପରିବା ବ୍ୟବସାୟୀଙ୍କ ଝିଅ ଉତ୍କଳ ବିଶ୍ୱବିଦ୍ୟାଳୟ ଟପ୍ପର

ରସୁଲପୁର,୨୬ା୧୨(ଡି.ଏନ.ଏ.):ରସୁଲପୁର ବ୍ଲକ ଅଧୀନ ଓଡ଼ିଶୋ ପଞ୍ଚାୟତ ମାନପୁର ଗାଁର ପରିବା ବ୍ୟବସାୟୀ ନାରାୟଣ ପଣ୍ଡାଙ୍କ ଝିଅ ସଂଘମିତ୍ରା ପଣ୍ଡା ଉତ୍କଳ ବିଶ୍ୱବିଦ୍ୟାଳୟ ଟପ୍ପର ହୋଇଛନ୍ତି। ସେ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଭାଷା ସାହିତ୍ୟ ବିଷୟ ସ୍ନାତକୋତ୍ତର ପରୀକ୍ଷାରେ ଶ୍ରେଷ୍ଠ ସ୍ଥାନ ଅଧିକାର କରି…

ନଦୀବନ୍ଧ ନିର୍ମାଣ ପାଇଁ ୧୮.୭ କୋଟି ମଞ୍ଜୁର

ଯାଜପୁର ଅଫିସ,୨୬ା୧୨:ଯାଜପୁର ଜିଲା ଦେଇ ପ୍ରବାହିତ ବ୍ରାହ୍ମଣୀ, ବୈତରଣୀ, ବୁଢ଼ା, ଖରସ୍ରୋତା, ବିରୂପା, କାଣୀ ଆଦି ନଦୀର ବନ୍ୟା ଜଳ ତଟାଞ୍ଚଳବାସୀଙ୍କ ପାଇଁ କାଳ ହୋଇଛି। ଜିଲାରେ ଗତ ୧୭ ବର୍ଷରେ ନିୟମିତ ବ୍ୟବଧାନରେ ୬ଟି ବଡ଼ ବନ୍ୟା ଲୋକଙ୍କ ଆର୍ଥିକ…

‘ଉପକୂଳ ରାଜପଥ ୯ ପଞ୍ଚାୟତର ଜୀବନରେଖା’

ବାଲିକୁଦା,୨୬ା୧୨(ସ୍ବ.ପ୍ର.):ବାଲିକୁଦା ବ୍ଲକ ବରମୁଣ୍ଡଳୀ ପଞ୍ଚାୟତ ଅନ୍ତର୍ଗତ ଦୁର୍ଗା ପୂଜା ପଡ଼ିଆରେ ଉପକୂଳ ରାଜପଥକୁ ନେଇ ରବିବାର ଏକ ସମାବେଶ ଆୟୋଜନ କରାଯାଇଥିଲା। ଏଥିରେ ୫ ହଜାରରୁ ଊର୍ଦ୍ଧ୍ୱ ମହିଳା ଯୋଗଦେଇ ନିଜ ହକ ପାଇଁ ଦାବି କରିଥିଲେ। ଗତ କିଛି ମାସ…

ବଡ଼ଦିନ: ଭିତରକନିକାରେ ପର୍ଯ୍ୟଟକଙ୍କ ଭିଡ଼

ରାଜନଗର, ୨୬ା୧୨(ଡି.ଏଡ଼.ଏ.):କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଭିତରକନିକାରେ ବଡଦିନ ଅବସରରେ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳିଛି। ରବିବାର ଗୋଟିଏ ଦିନରେ ୨୮୧୩ ପର୍ଯ୍ୟଟକ ୧୦୮ଟି ବୋଟ୍‌ରେ ଭିତରକନିକାର ଶୋଭା ଉପଭୋଗ କରିଛନ୍ତି। ପର୍ଯ୍ୟଟକମାନେ ଖୋଳା, ଗୁପ୍ତି, ଜୟନଗର, ଚାନ୍ଦବାଲି ଏଣ୍ଟ୍ରି ପଏଣ୍ଟ…

ମାଟି ଉଠାଠାରୁ ପିଚୁ ପର୍ଯ୍ୟନ୍ତ ଦୁର୍ନୀତିର ଗନ୍ଧ

କେନ୍ଦ୍ରାପଡ଼ା ଅଫିସ, ୨୬ା୧୨:କେନ୍ଦ୍ରାପଡ଼ା ସହରର ଟିକିଲି ମଠଠାରୁ ବଳଭଦ୍ରପୁର ଭାୟା ଶ୍ୟାମସୁନ୍ଦରପୁର ରାସ୍ତା ନିର୍ମାଣ ଅବଧି ଡିସେମ୍ବର ୧୦କୁ ଥିଲା। ଏହି ଅବଧି ପ୍ରାୟ ୧୫ ଦିନ ପୂର୍ବେ ସରିଥିବା ବେଳେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା(ପିଏମ୍‌ଜିଏସ୍‌ୱାଇ)ର ଏହି ପ୍ରକଳ୍ପ ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?