ଆମ ଜିଲା ଖବର

ସ୍ବତନ୍ତ୍ର ଉପାସନାରେ ପାଳିଲେ ବଡ଼ଦିନ

ସମ୍ବଲପୁର,୨୫।୧୨(ବ୍ୟୁରୋ): ସମ୍ବଲପୁର ସହର ଏବଂ ଗ୍ରାମାଞ୍ଚଳରେ ରବିବାର ବଡ଼ଦିନ ପର୍ବ ଆଡ଼ମ୍ବର ସହ ପାଳିତ ହୋଇଯାଇଛି। କରୋନା କଟକଣା ଯୋଗୁ ଗତ ଦୁଇ ବର୍ଷ ନିରାଡ଼ମ୍ବର ଭାବେ ଖ୍ରୀଷ୍ଟଧର୍ମାବଲମ୍ବୀମାନେ ବଡ଼ଦିନ ପାଳନ କରିଥିଲେ। ତେଣୁ ଚଳିତ ବର୍ଷ ହର୍ଷଉଲ୍ଲାସର ସହ ବିଭିନ୍ନ…

ଜଳିଗଲା ଆଖୁ କିଆରି

ଶେରଗଡ଼,୨୫ା୧୨(ଡି.ଏନ୍‌.ଏ.): ଶେରଗଡ଼ ପେଟ୍ରୋଲ ପମ୍ପ ପଛପଟେ ଥିବା ଏକ ଆଖୁ କିଆରିରେ ରବିବାର ନିଆଁ ଲାଗିଯାଇଥିଲା। ଫଳରେ ଜମିର ଆଖୁ ପୋଡ଼ି ନଷ୍ଟ ହୋଇଯାଇଛି। ଖବର ପାଇ ଶେରଗଡ଼ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସୂଚନାଯୋଗ୍ୟ, ଉକ୍ତ ଜମି ଉପର…

ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୪ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୫ା୧୨: ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍‌ସୋ କୋର୍ଟ ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧ ଲକ୍ଷ ଟଙ୍କା ଜରିମାନା କରିଛନ୍ତି।…

ବାଇକ୍‌ରୁ ଖସି ଆର୍‌ଆଇଙ୍କ ଜୀବନ ଗଲା

ରାଇରଙ୍ଗପୁର,୨୫ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ଦିଘିଆବେଡ଼ା ଗ୍ରାମାଞ୍ଚଳ ନିକଟସ୍ଥ ରବିବାର ବଡ଼ଦିନ ଅବସରରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଦିଘିଆବେଡ଼ା ଗ୍ରାମ ପାର୍ଶ୍ୱ ରାସ୍ତାରେ ବୁଲାକୁକୁରଙ୍କୁ ବଞ୍ଚାଇବାକୁ ଯାଇ ଭାରସାମ୍ୟ ହରାଇ ବାଇକ୍‌ରୁ ଖସିପଡ଼ି ଜଣଙ୍କର ଜୀବନ…

ଛତୁ ଚାଷ କରି ସ୍ବାବଲମ୍ବୀ ହୋଇଛନ୍ତି ଯୁବଚାଷୀ ରୋମାଞ୍ଚଳ

କୋକସରା,୨୫ା୧୨(ଡି.ଏନ.ଏ.): କଥାରେ ଅଛି ଇଚ୍ଛାଶକ୍ତି ଆଗରେ ସବୁ ସମ୍ଭବ। ମନରେ ଦୃଢ ଆତ୍ମବିଶ୍ବାସକୁ ପାଥେୟ କରି ସ୍ବଳ୍ପ ଜମାପୁଞ୍ଜିରେ ବିନା ସରକାରୀ ସହାୟତାରେ ଜଣେ ସଫଳ ଯୁବଚାଷୀ ହୋଇ ସ୍ବାବଲମ୍ବୀ ହୋଇ ପାରିଛନ୍ତି ରୋମାଞ୍ଚଳ ପୂଝାରି (୪୫)। ତାଙ୍କ ଘର କୋକସରା…

ବିକଟାଳ ଶବ୍ଦ ପାଇଁ ତଣ୍ଡ ଗଣିଲେ ବାଇକ୍‌ ଚାଳକ

ଭଦ୍ରକ ଅଫିସ, ୨୫ା୧୨: ବିକଟାଳ ଶବ୍ଦ ପାଇଁ ଜଣେ ବାଇକ୍‌ ଚାଳକ ତଣ୍ଡ ଗଣିଛନ୍ତି। ପୋଲିସକୁ ୨୫୦୦ ଟଙ୍କା ଫାଇନ ଦେବା ସହ ତାଙ୍କ ବାଇକ୍‌ର ସାଇଲେନ୍ସର ବଦଳାଇବାକୁ ପଡ଼ିଛି। ଭଦ୍ରକ ପୁରୁଣାବଜାର ଅଞ୍ଚଳରେ ଶନିବାର ଏଭଳି ଦେଖିବାକୁ ମିଳିଛି। ପୁରୁଣାବଜାର…

ଗୀତା,ଶ୍ଳୋକ ଆବୃତ୍ତି କରି ଚର୍ଚ୍ଚାରେ ମହେଶ, ଧନେଶ୍ୱରୀ

ମାଲକାନଗିରି,୨୫।୧୨(ଡି.ଏନ.ଏ.): ଅନର୍ଗଳ ମୁହଁରୁ ତାଙ୍କର ବାହାରି ପଡୁଛି ଗୀତା ଶ୍ଲୋକ। ଜିଲା ସ୍ତରରେ ଗୀତା ଶ୍ଲୋକ ଆବୃତ୍ତି କରି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ପରେ ଏବେ ସେ ରାଜ୍ୟସ୍ତରରେ ନିଜ ପ୍ରତିଭାର ପରିଚୟ ଦେବେ। ସେ ହେଉଛନ୍ତି ବଡଡୁରାଲ…

ବଚସାକୁ ନେଇ ଯବାନଙ୍କ ଘରେ ବୋମାମାଡ଼

ଖୋର୍ଦ୍ଧା ଅଫିସ,୨୫ା୧୨: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ମଳିପଡ଼ା ଗ୍ରାମର ଜଣେ ଯବାନଙ୍କ ଘରେ ଶୁକ୍ରବାର ରାତିରେ ବୋମାମାଡ଼ ହୋଇଛି। ସାମାନ୍ୟ ବଚସାକୁ ନେଇ ୧୦ଜଣ ଯୁବକ ଯବାନ ଭାଗୀରଥି ପାହାଡସିଂଙ୍କ ଘରେ ବୋମାମାଡ଼ କରିବା ସହ ଆସବାବପତ୍ର ନଷ୍ଟ…

ମଙ୍ଗଳା ମନ୍ଦିର, ଚନ୍ଦ୍ରଭାଗାର ବିକାଶ ହେବ

ପୁରୀ ଅଫିସ/କାକଟପୁର/ଅସ୍ତରଙ୍ଗ/କୋଣାର୍କ,୨୫।୧୨(ଡି.ଏନ୍‌.ଏ.): ୫-ଟି ସଚିବ ଭି.କେ. ପାଣ୍ଡିଆନ ଶନିବାର ଭୋରୁ ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଚାଲିଥିବା ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ୫-ଟି ସଚିବ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ…

ମା’ଙ୍କ ନିକଟରେ ଲାଗିପାରୁନି ଚାଷୀଙ୍କ ଅନୁକୂଳ ଭୋଗ

ମହାକାଳପଡ଼ା, ୨୫ା୧୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ପ୍ରାଚୀନ ପ୍ରସିଦ୍ଧ ଶକ୍ତିପୀଠ ମା’ ଦରିଆ ରାମଚଣ୍ଡୀ ପୀଠ ଅନ୍ୟତମ। ପର୍ଯ୍ୟଟନ ଋତୁ ଆସିଲେ ଦୂରଦୂରାନ୍ତରୁ ମା’ଙ୍କ ନିକଟକୁ ଛୁଟି ଆସନ୍ତି ଅନେକ ଶ୍ରଦ୍ଧାଳୁ। ମନରେ ଭକ୍ତି ଓ ଶ୍ରଦ୍ଧାଭାବ ରଖି ମା’ଙ୍କ ନିକଟରେ ଖିରି…

ମୁକୁଳା ଟ୍ରାନ୍ସଫର୍ମରରେ ଲାଗିଲା ଅସ୍ଥାୟୀ ବାଡ଼

ରସୁଲପୁର,୨୫ା୧୨(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ କୁଆଖିଆ ବାଜରର ବିଜୁ ଗ୍ରାମୀଣ ବଜାର ବିଏସ୍‌ ଆଗ୍ରୋ ଡିଲର ପଏଣ୍ଟ୍‌ ସମ୍ମୁଖରେ ମୁକୁଳା ଟ୍ରାନ୍ସଫର୍ମର ଚାରିପଟେ ଅସ୍ଥାୟୀ ବାଉଁଶବାଡ଼ ବୁଲାଇବା ଦିଗରେ ବିଦ୍ୟୁତ ବିତରଣ କମ୍ପାନୀ ଟାଟା ପାୱାର ଅଧିକାରୀ ତପତ୍ରତା ଦେଖାଇଛନ୍ତି। ବିଭାଗର…

ବିପଦରେ ବୌଦ୍ଧସ୍ତୂପ ପାରାଭାଡ଼ି

ଚଣ୍ଡିଖୋଲ,୨୫ା୧୨(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ବୌଦ୍ଧ ପୀଠ ଲଲିତଗିରି ସଂଲଗ୍ନ ପାରାଭାଡ଼ି ପାହାଡ଼ ପ୍ରାଚୀନ ବୌଦ୍ଧସ୍ତୂପ ପାଇଁ ବେଶ ପରିଚୟ ସୃଷ୍ଟି କରିଛି। ମାତ୍ର ରାଜ୍ୟ ସରକାର ଏହି ପାହାଡ଼ରୁ ଖାଣ୍ଡୋଲାଇଟ ପଥର ଖନନ କରାଯିବ ବୋଲି ନିଷ୍ପତ୍ତି ନେଲା ପରେ ଏବେ ପାହାଡ଼ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?