ଆମ ଜିଲା ଖବର

ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ଜୀବନ ଗଲା

ନିଶ୍ଚିନ୍ତକୋଇଲି,୨୫ା୧୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ସୁକରପଡ଼ା ପଞ୍ଚାୟତ ମଧୁବନ ଗ୍ରାମର ସତ୍ୟସୁନ୍ଦର ପଣ୍ଡାଙ୍କ ଦୁଇ ଝିଅ ଚାନ୍ଦିନୀ (୮) ଓ ନଳିନୀ (୬) ରବିବାର ସକାଳେ ଘର ପାଖ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଫେରିବାରେ ବିଳମ୍ବ ହେବାରୁ ପରିବାର…

ସୀମା ଲଂଘିଛି ବୈତରଣୀ ନଦୀପଠାରୁ ବେଆଇନ ବାଲି ଉତ୍ତୋଳନ, ମାନୁଆଲ ପରିବର୍ତ୍ତେ ମେଶିନ ବ୍ୟବହାର

ଯାଜପୁର ଅଫିସ,୨୫।୧୨: ବ୍ୟାସନଗର ତହସିଲ ଅଧୀନ ସାଆଁଳାଠାରୁ ଦଶରଥପୁର ତହସିଲର ଧରମପୁର ପର୍ଯ୍ୟନ୍ତ ବୈତରଣୀ ନଦୀପଠାରୁ ବେଆଇନ ବାଲି ଉତ୍ତୋଳନ ସୀମା ଲଂଘିଛି। ଏପରିକି ବୈତରଣୀ ନଦୀବନ୍ଧକୁ କାଟି ବାଲି ପରିବହନ ହେଉଥିବାରୁ ବନ୍ୟା ପ୍ରଭାବିତ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ…

ପୁଅଙ୍କୁ ମିଳିବେନି ଝିଅ

ଯାଜପୁର ଅଫିସ,୨୫ା୧୨: ନ୍ୟାଶନାଲ ଫ୍ୟାମିଲି ହେଲ୍‌ଥ ସର୍ଭେ-୫ (ଏନ୍‌ଏଫ୍‌ଏଚ୍‌ଏସ୍‌) ରିପୋର୍ଟ ୨୦୧୯-୨୦୨୧ ଅନୁସାରେ ଝିଅ ଜନ୍ମ ଅନୁପାତ ଉଦ୍‌ବେଗଜନକ ରହିଛି। ଏହି ରିପୋର୍ଟରେ ୧୦୦୦ ପୁଅରେ ଭାରତରେ ୯୨୯, ଓଡ଼ିଶାରେ ୮୯୪ ଏବଂ ଯାଜପୁର ଜିଲାରେ ୮୯୮ ଝିଅ ଜନ୍ମ ହୋଇଛନ୍ତି।…

ସଚିବଙ୍କ ହସ୍ତକ୍ଷେପ ପରେ ଧାନ ପରୀକ୍ଷଣ କଲା ଆର୍‌ଏମ୍‌ସି

ଲୋଇସିଂହା,୨୫ା୧୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଶମେଲ ପାକ୍ସରେ ଆର୍‌ଏମ୍‌ସି ପକ୍ଷରୁ ଚାଷୀଙ୍କ ବିକ୍ରି ପାଇଁ ଆସିଥିବା ଧାନ ପରୀକ୍ଷା କରାଯାଇଛିା। ଆର୍ଦ୍ରତା ଧାର୍ଯ୍ୟ ପ୍ରତିଶତରୁ କମ୍‌ ବାହାରି ଥିବା ପରୀକ୍ଷଣ ବେଳେ ଜଣାପଡ଼ିଥିଲା। ସେହିପରି କୁଟାକାଟି,ବାଲିମାଟି,ମିଶ୍ରିତ ଧାନ ଓ ରୋକପୋକ…

ପଦ୍ମଶ୍ରୀ ରଞ୍ଜନା ଗୌହରଙ୍କୁ ‘ସପ୍ତଶଯ୍ୟା ସମ୍ମାନ’

ଢେଙ୍କାନାଳ ଅଫିସ, ୨୫।୧୨: ସାଂସ୍କୃତିକ ଅନୁଷ୍ଠାନ ‘ଦେବାଂଶୀ ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମରେ ଶନିବାରଠାରୁ ଆରମ୍ଭ ହୋଇଛି ‘ସପ୍ତଶଯ୍ୟା ମହୋତ୍ସବ’। ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରିଗେଡିୟର କାମାକ୍ଷା ପ୍ରସାଦ ସିଂଦେଓ, ରାଣୀ ସାବିତ୍ରୀ ଦେବୀ ଅତିଥି ଭାବେ ଯୋଗଦେଇ ଏହାକୁ…

ଖତଖାଉଛି ଏଲ୍‌ଆଇ ପଏଣ୍ଟ

ପାରଳାଖେମୁଣ୍ଡି,୨୫ା୧୨(ଡି.ଏନ୍‌.ଏ.): ଗଜପତି ଜିଲାରେ ଉଠା ଜଳସେଚନ ବିଭାଗର ବେପରୁଆ ପଣର ବହୁ ଦୃଷ୍ଟାନ୍ତ ଦେଖିବାକୁ ମିଳୁଥିବା ବେଳେ ଏହାର ନମୂନା ଗୋଷାଣୀ ବ୍ଲକ ଜଙ୍ଗଲପାଡୁ ଗ୍ରାମଠାରେ ମଧ୍ୟ ଦେଖିବାକୁ ମିଳିଛି। ଚାଷୀ ତଥା ଗ୍ରାମବାସୀଙ୍କ କହିବା ମୁତାବକ ଚାଷ ଜମିରେ ଜଳ…

ଜମିିରେ ପଚୁଛି ବିଲାତି: ଶାଗମାଛ ଦରରେ ବିକିବାକୁ ବାଧ୍ୟ ହେଉଛନ୍ତି ଚାଷୀ

କେନ୍ଦୁଝର,୨୫ା୧୨: କେନ୍ଦୁଝର ଜିଲାରେ ବିଲାତିର ଅଭାବୀ ବିକ୍ରି ଦେଖାଯାଇଛି। ଚାଷୀ ଉଚିତ ମୂଲ୍ୟ ପାଉ ନ ଥିବାରୁ ଚିନ୍ତାରେ ରହିଛନ୍ତି। ଚାଷ ଭଲ ହୋଇଥିଲେ ମଧ୍ୟ ଚାଷୀ ସକାଳୁ ବେପାରୀଙ୍କୁ ଅପେକ୍ଷା କରି ଜମିରେ ବସି ରହୁଛନ୍ତି। ମାତ୍ର କମ୍‌ ଦରରେ…

ମଣ୍ଡି ଖୋଲିବାରେ ବିଳମ୍ବ,ଦଲାଲ ହେଉଛନ୍ତି ମାଲାମାଲ

ଧାମନଗର, ୨୫।୧୨(ସ୍ବ.ପ୍ର.): ଚଳିତ ବର୍ଷ ଧାନ ଅମଳ ସରିବାକୁ ବସିଥିଲେ ମଧ୍ୟ ପ୍ରଶାସନ ମଣ୍ଡି ଖୋଲିବାକୁ ନେଇ ଅହେତୁକ ବିଳମ୍ବ କରି ଚାଲିଛି। ଫଳରେ ଚାଷୀମାନେ ଦଲାଲମାନଙ୍କୁ କମ୍‌ ଦରରେ ଧାନ ବିକ୍ରି କରି ଆର୍ଥିକ କ୍ଷତି ସହୁଛନ୍ତି। ଯେ, ଚଳିତବର୍ଷ…

ହାତୀ ଉପଦ୍ରବ: ସହାୟତା ଦାବି କଲେ ଅଧ୍ୟକ୍ଷା

କେନ୍ଦୁଝର,୨୪ା୧୨(ସ୍ବ.ପ୍ର.): ଝୁମ୍ପୁରା ବ୍ଲକ ନିଶ୍ଚିନ୍ତପୁର ପଞ୍ଚାୟତର ଅମ୍ଳାନିଗୋଡ଼ା ଗ୍ରାମରେ ହାତୀ ଉପଦ୍ରବ ଜାରି ରହିଛି। ହାତୀମାନେ ଘର ଭାଙ୍ଗିବା ସହ ଫସଲ, ଘରର ଆସବାବପତ୍ର ନଷ୍ଟ କରୁଥିବାରୁ ଲୋକମାନେ ଚିନ୍ତାରେ ରହିଛନ୍ତି ସେମାନଙ୍କ ପାଖାପାଖି ୧୫ ହଜାର ଟଙ୍କା ମଧ୍ୟ ଦଳାଚକଟା…

ରାୟଗଡ଼ାରେ ଆଉ ଜଣେ ବିଦେଶୀ ପର୍ଯ୍ୟଟକଙ୍କ ମୃତ୍ୟୁ

ରାୟଗଡ଼ା,୨୪ା୧୨(ସ୍ବ.ପ୍ର.) ରାୟଗଡ଼ାଠାରେ ରୁଷୀୟ ପର୍ଯ୍ୟଟକ ଭ୍ଲାଡିମିର ବିଦାନୋଭଙ୍କ ଗୁରୁବାର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଥିବାବେଳେ ଶନିବାର ହୋଟେଲ ପାର୍ଶ୍ୱ ନୂତନ କୋଠା ନିକଟରୁ ତାଙ୍କର ଅନ୍ୟ ଜଣେ ସାଥୀ ପର୍ଯ୍ୟଟକଙ୍କ ମୃତଦେହ ଠାବ ହୋଇଛି। ସେ ହେଲେ ଆଣ୍ଟୋଭ ପାଭେଲ(୬୫)। ହୋଟେଲ…

ମନ୍ଦିର କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଜବତ

କେନ୍ଦୁଝର,୨୪ା୧୨(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ବଡ଼ଶାସନଠାରେ ଥିବା ବାଲୁଙ୍କେଶ ମହେଶ ମନ୍ଦିରରେ କାମ କରୁଥିବା ଜଣେ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଶନିବାର ଜବତ କରିଛି। ତାଙ୍କ ନାମ ଗୋପାଳ ନାୟକ(୫୫)। ତାଙ୍କ ଘର ବୀରବରପୁର ପାଟଣା ସାହିରେ ବୋଲି…

ବଡ଼ଦିନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଦାରିଙ୍ଗବାଡ଼ି,୨୪ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ବଡ଼ଦିନ ପାଳନ ପାଇଁ ସମସ୍ତ ପ୍ରାର୍ଥନା ଗୃହ ସମେତ ଚର୍ଚ୍ଚରେ ସାଜସଜ୍ଜା କରାଯାଇଛି। ରାତିରେ ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ସ୍ବାଗତ କରାଯିବା ପାଇଁ ବାଇବେଲ୍‌ ପଠନ, ସାମୁହିକ ପ୍ରାର୍ଥନା, ସଂଗୀତ ଭଜନ ଗାନ କରିବା ସହ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?