ଆମ ଜିଲା ଖବର

ମହାଲିଙ୍ଗରେ କ୍ରାଇମବ୍ରାଞ୍ଚ ଟିମ୍‌: ଗୋବିନ୍ଦ ସାହୁଙ୍କ ଘର, କଲେଜରେ ଚାଲିଛି ତଦନ୍ତ

ଭବାନୀପାଟଣା,୨୪ା୧୨(ସ୍ବ.ପ୍ର.): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଜେଲରେ ଆତ୍ମହତ୍ୟା କରିଥିଲେ। ଗୋବିନ୍ଦଙ୍କ ପରିବାର ଲୋକେ ଏହାକୁ ହତ୍ୟା ଅଭିଯୋଗ ଆଣିଥିଲେ। ଏହି ଘଟଣାକୁ ନେଇ ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଟିମ୍‌ ଘଟଣାର ତଦନ୍ତ କରୁଥିବା…

ଡଷ୍ଟ୍‌ବିନ୍‌ ଭାଙ୍ଗିଦେଲେ, ଗନ୍ଧରେ ଫାଟି ପଡୁଛି ନାକ

କେନ୍ଦୁଝର,୨୪ା୧୨(ସ୍ବ.ପ୍ର.): କେନ୍ଦୁଝର ପୌରପାଳିକା ଅଞ୍ଚଳରେ ନିର୍ମାଣ ହୋଇଥିବା କଂକ୍ରିଟ ଡଷ୍ଟବିନ ଭାଙ୍ଗି ଦିଆଯାଇଛି। ଗାଡ଼ିରେ ସିଧାସଳଖ ଘରଗୁଡ଼ିକର ମଇଳା ଆବର୍ଜନା ସଂଗ୍ରହ କରାଯିବ। ଏଭଳି ଆଶା ଦେଖାଇ ଭାଙ୍ଗିଦେବା ପରେ ଏବେ ଉକ୍ତ ସ୍ଥାନଗୁଡ଼ିକର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଗାଡ଼ି ଘର…

ଧାନ ଚୋରି କରି କୋର୍ଟ ଚାଲାଣ

ଆନନ୍ଦପୁର,୨୪ା୧୨(ସ୍ବ.ପ୍ର.): ଧାନ ଚୋରି ଅଭିଯୋଗରେ ଆନନ୍ଦପୁର ପୋଲିସ ଶନିବାର ଜଣେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ବାଉଁଶଗଡ଼ ଗ୍ରାମର ଘନଶ୍ୟାମ ବାଗସିଂ ଓ ନାରାୟଣ ପାତ୍ର ମିଳିତ ଭାବେ ୪୦ ବସ୍ତା ଧାନ ସେହି ଗ୍ରାମର ଶରତ ପାତ୍ରଙ୍କ…

ସମୁଦ୍ରରେ ଓଲଟିଲା ଡଙ୍ଗା, ୫ ଗୁରୁତର

ପାରାଦୀପ,୨୪ା୧୨(ସ୍ବ.ପ୍ର.): ଶନିବାର ପାରାଦୀପ ସମୁଦ୍ରରେ ଡଙ୍ଗା ଓଲଟି ପଡ଼ିବାରୁ ୫ ମତ୍ସ୍ୟଜୀବୀ ଗୁରୁତର ହୋଇଛନ୍ତି। ଡଙ୍ଗା ଓଲଟି ପଡ଼ିବା ପରେ ଲହଡ଼ିରେ ଭାସି ଯାଇ ପଥର ଚଟାଣରେ ମାଡ଼ ହେବାରୁ ମତ୍ସ୍ୟଜୀବୀଙ୍କ ମୁଣ୍ଡ ଓ ଶରୀରରେ ଆଘାତ ଲାଗିଛି। ଗୁରୁତର ମତ୍ସ୍ୟଜୀବୀଙ୍କୁ…

ରାଷ୍ଟ୍ରୀୟ ଖାଦାନ ମଜଦୁର ସଂଘର ଉପସଭାପତି ହେଲେ ରବୀନ୍ଦ୍ର

ଝାରସୁଗୁଡ଼ା ଅଫିସ୍‌,୨୪।୧୨: ରାଷ୍ଟ୍ରୀୟ ଖାଦାନ ମଜଦୁର ଫେଡେରେଶନ (ଆଇଏନ୍‌ଏମ୍‌ଏଫ୍‌)ର ୩୨ତମ ମହାଧିବେଶନ ଗତ ୩ଦିନ ଧରି ପୁରୀରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦେଶର ବହୁ ଟ୍ରେଡ୍‌ ୟୁନିୟନ ଶ୍ରମିକ ସଙ୍ଗଠନ ଯୋଗଦେଇଥିଲେ। ସାଙ୍ଗଠନିକ ସୁଦୃଢ଼ ଉପରେ ଆଲୋଚନା କରାଯାଇ ଶ୍ରମିକଙ୍କ…

ଚୋରଙ୍କୁ ନିର୍ଧୂମ୍‌ ଛେଚି ପୋଲିସରେ ଦେଲେ ଲୋକେ

ହିଞ୍ଜିଳିକାଟୁ,୨୪।୧୨(ଡି.ଏନ.ଏ): ବସରେ ୨ ଛାତ୍ରୀଙ୍କ ପର୍ସ ସହ ମୋବାଇଲ ଚୋରି କରି ଧରାପଡ଼ିଥିବା ଚୋରକୁ ଲୋକେ ନିର୍ଧୂମ୍‌ ଛେଚିବା ପରେ ପୋଲିସରେ ଦେଇଛନ୍ତି। ହିଞ୍ଜିଳିକାଟୁ କଲେଜର ୨ ଛାତ୍ରୀ ଶୁକ୍ରବାର ସନ୍ଧ୍ୟାରେ କଲେଜ ଓ ପରେ ଟ୍ୟୁଶନ ସାରି ହିଞ୍ଜିଳିକାଟୁ ବସଷ୍ଟାଣ୍ଡରୁ…

ସିନ୍‌ ରିକ୍ରିଏଶନ୍‌ କଲା କ୍ରାଇମବ୍ରାଞ୍ଚ

ବଲାଙ୍ଗୀର ଅଫିସ,୨୪ା୧୨: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସବ୍‌ଜେଲ ଭିତରେ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଶୁକ୍ରବାର ତୃତୀୟ ଦିନରେ ପହଞ୍ଚତ୍ଛି। ତୃତୀୟ ଦିନରେ କ୍ରାଇମବ୍ରାଞ୍ଚ ଟିମ୍‌ ଗୋବିନ୍ଦଙ୍କ ଆତ୍ମହତ୍ୟାର…

ଦକ୍ଷିଣୀପାଲିରୁ ହକି ମହୋତ୍ସବର ଶୁଭାରମ୍ଭ

ସୋନପୁର,୨୪।୧୨(ନି.ପ୍ର.): ଆସନ୍ତା ଜାନୁୟାରୀ ୧୩ ତାରିଖରୁ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ୱକପ ଆରମ୍ଭ ହେବ। ବିଶ୍ୱକପ ହକିର ଆୟୋଜନରେ କେବଳ ଓଡିଶା ନୁହେଁ, ସାରା ଦେଶର ସମ୍ମାନ ଜଡିତ। ବିଶ୍ୱକପ୍‌ ହକିକୁ ସ୍ମରଣୀୟ କରିବା ପାଇଁ ସୁବର୍ଣ୍ଣପୁର ଜିଲା…

ମାଣ୍ଡିଆ ପାଇଁ ସୌରାଗି ସଙ୍ଗମ ମେଳା

ଭବାନୀପାଟଣା,୨୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା କୃଷି ମହାବିଦ୍ୟାଳୟରେ ଗୁରୁବାର ସେଲକୋ ଫାଉଣ୍ଡେଶେନ ଏବଂ ଓଡିଶା ସରକାରଙ୍କ ମିଳିତ ଉଦ୍ୟମରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ସୌରାଗି ସଙ୍ଗମ-୨୦୨୨ ଅନୁଷ୍ଠିତ ହୋଇଯାଇଛି। ସେଲକୋ ଫାଉଣ୍ଡେଶନ ମୁଖ୍ୟ ଗୌତମ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ…

ମେଗା ପାନୀୟ ଜଳ ପ୍ରକଳ୍ପରୁ ସହର ବଞ୍ଚିତ ହେବା ନେଇ ଅସନ୍ତୋଷ

ବିଷମକଟକ,୨୪ା୧୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ପଞ୍ଚାୟତ ସମିତି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକର ୨୧ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟା, ସଭ୍ୟ ଯୋଗ ଦେଇଥିଲେ। ବୈଠକରେ ବିଷମକଟକ ବ୍ଲକ ଅଧ୍ୟକ୍ଷା ଯଶୋଦା ହୁଇକା, ବିଡିଓ ସଦାଶିବ ନାୟକ, ବ୍ଲକ…

ଉଦ୍ୟମ ବିଫଳ, ମିଳିତ ସହଯୋଗ ଆବଶ୍ୟକ

ସମ୍ବଲପୁର,୨୪ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ଡିସେମ୍ବର ୧୨ରେ କୋର୍ଟ ପରିସରରେ ଭଙ୍ଗାରୁଜା ସହ ବିଚାରପତିମାନଙ୍କୁ କୋର୍ଟରୁ ବାହାର କରିଦେବା ଭଳି ଘଟଣା ଘଟିଥିଲା। ଏହି ଘଟଣାରେ ମୋଟ ୩୮ଜଣଙ୍କୁ ଗିରଫ କରାଯାଇଛି। ଏସ୍‌ଡିଜେଏମ୍‌ ଓ…

ଉପଜିଲାପାଳଙ୍କ ଅଫିସ୍‌ ଆଗରେ ବିକ୍ଷୋଭ ପ୍ରଦର୍ଶନ

ରାଉରକେଲା ଅଫିସ,୨୪।୧୨: ସୁନ୍ଦରଗଡ଼ ଜିଲାକୁ ଭାଗ କରି ରାଉରକେଲା ଓ ବଣେଇ ଜିଲା ଗଠନ ପାଇଁ ଉଠିଥିବା ଦାବିକୁ ବିରୋଧ ତେଜିବାରେ ଲାଗିଛି। ଏହି କ୍ରମରେ ରାଉରକେଲା ଉଦିତନଗର ସ୍ଥିତ ପାନପୋଷ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୁନ୍ଦରଗଡ ଜିଲା ପେସା ଗ୍ରାମସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?