ଗମନାଗମନ ସୁବିଧା ହେଲେ ବିକାଶ ତ୍ୱରାନ୍ବିତ ହେବ: ମନ୍ତ୍ରୀ
ଭଣ୍ଡାରିପୋଖରୀ/ଭଦ୍ରକ ଅଫିସ,୨୪।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଛତାବର-ନିଳୋକ ଓ ଛତାବର-ବଳିଘାଇ ରାସ୍ତାର ନବୀକରଣ ପାଇଁ ଶୁକ୍ରବାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଛତାବର-ବଳିଘାଇ ଚାରିଥାକିଆ ରାସ୍ତାର ୮ କି.ମି. ନିର୍ମାଣ ପାଇଁ ୪୬ କୋଟି ଓ ଛତାବର-ନିଳୋକ ନିମନ୍ତେ ୨୫ କୋଟି…
ପୁସ୍ତକ ଜୀବନର ଗତିପଥ ବଦଳାଇଥାଏ
ଯାଜପୁର ଟାଉନ, ୨୪ା୧୨ (ଡି.ଏନ.ଏ.): ଅନନ୍ୟା ସାହିତ୍ୟ ସଂସଦ ଏବଂ ଯାଜପୁର ସଂସ୍କୃତି ପରିଷଦ ମିଳିତ ଆନୁକୂଲ୍ୟରେ ଦ୍ୱାଦଶ ଯାଜପୁର ରାଜ୍ୟସ୍ତରୀୟ ପୁସ୍ତକମେଳା ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ…
ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ, ୫୦ ହଜାର ଜରିମାନା
ଯାଜପୁର ଟାଉନ, ୨୪ା୧୨ (ଡି.ଏନ.ଏ.): ନାବାଳିକା ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ ଦଣ୍ଡାଦେଶ ସହ ୫୦ ହଜାର ଟଙ୍କା ଜରିମାନା କରି ଏକ ରାୟ ପ୍ରକାଶ କରିଛନ୍ତି ଯାଜପୁର ଅତିରିକ୍ତ ଜିଲାଜଜ୍ ତଥା ପୋକ୍ସୋ କୋର୍ଟ ବିଚାରପତି ଯତିନ୍ଦ୍ର ମୋହନ…
ଏସ୍ଏଚ୍ଜିର ଧାନକ୍ରୟକୁ ଚାଷୀଙ୍କ ବିରୋଧ
ନାଉଗାଁ,୨୪ା୧୨(ସ୍ବ.ପ୍ର): ନାଉଗାଁ ବ୍ଲକ ଜାମୁଗାଁ ପଞ୍ଚାୟତ ଅନ୍ତର୍ଗତ ୩ ରାଜସ୍ବ ଗାଁର ଧାନ କ୍ରୟ ପାଇଁ ଏକ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି)କୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ଚାଷୀମାନେ ବିରୋଧ କରିଛନ୍ତି। ଏ ନେଇ ସେମାନେ ଗୁରୁବାର ଜିଲାପାଳଙ୍କ ନିକଟରେ ଅଭିଯୋଗ…
ନେହେରୁଙ୍କ ଚିକିତ୍ସା କରିଥିବା ଡାକ୍ତରଙ୍କ ପରଲୋକ
କେନ୍ଦ୍ରାପଡ଼ା ଅଫିସ, ୨୪ା୧୨: କେନ୍ଦ୍ରାପଡ଼ା ସହର ବଳଗଣ୍ଡି ଗାଁର ଶତାୟୁ ଡାକ୍ତର ଗୋବିନ୍ଦ ଚନ୍ଦ୍ର ଦାସଙ୍କ ବାର୍ଦ୍ଧକ୍ୟ ଜନିତ କାରଣରୁ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ବୟସ ହୋଇଥିଲା। ସେ କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କେଶପୁର ପଞ୍ଚାୟତର…
ସ୍ବାଧୀନତା ସଂଗ୍ରାମୀଙ୍କ ପରଲୋକ
ଜଗତ୍ସିଂହପୁର ଅଫିସ,୨୪ା୧୨: ଜଗତ୍ସିଂହପୁର ବ୍ଲକ ଅନ୍ତର୍ଗତ ଅଳା ଗ୍ରାମର ସ୍ବାଧୀନତା ସଂଗ୍ରାମୀ ଯୋଗେନ୍ଦ୍ରନାଥ ମହାରଣା(୯୬)ଙ୍କ ଶୁକ୍ରବାର ଜନ୍ମମାଟିରେ ପରଲୋକ ଘଟିଛି। ମହାରଣା ୧୯୨୩ରେ ଏହି ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ମା’ଧରିତ୍ରୀ ମହାରଣା ଓ ବାପା ଉଚ୍ଛବ ମହାରଣାଙ୍କ ଡାକରାରେ ସେ ଭାରତଛାଡ…
ପୋଖରୀରେ ବୁଡ଼ି ୩ ନାବାଳକ ମୃତ
ରାଜନଗର,୨୪।୧୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ସାତଭାୟା ଥଇଥାନସ୍ଥଳ ବଗପାଟିଆ ଗଁ।ରେ ଶୁକ୍ରବାର ପୋଖରୀରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଏବେ ବଡ଼ଦିନ ଛୁଟି ଚାଲିଛି। ପିଲାମାନଙ୍କୁ ବଣଭୋଜି…
ଫାର୍ମରେ ବିଦ୍ୟୁତ ସଂଯୋଗ ଲାଗି ନେଉଥିଲେ ଲାଞ୍ଚ, ଲାଇନ୍ ମ୍ୟାନ୍ଙ୍କୁ ଗିରଫ କଲା ଭିଜିଲାନ୍ସ
ପିପିଲି,୨୩।୧୨(ଡି.ଏନ୍.ଏ.): ପୁରୀ ଜିଲା ପିପିଲିର ଭାରତୀପୁର ବିଦ୍ୟୁତ୍ ସେକ୍ସନରେ ଲାଇନ ମ୍ୟାନ୍ ଭାବେ କାର୍ଯ୍ୟ କରୁଥିବା ମାନସ ରଞ୍ଜନ ସାହୁ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ବିଦ୍ୟୁତ୍ ସଂଯୋଗ କରିବା ପାଇଁ ମାନସ ଜଣେ ବ୍ୟକ୍ତିଙ୍କଠାରୁ ୭, ୫୦୦ଟଙ୍କା ନେଉଥିବା…
ଖୋଲୁନି ଧାନ ମଣ୍ଡି: ବେଗୁନିଆପଡ଼ା ବିଡିଓଙ୍କୁ ଦାବି ଜଣାଇଲା ଋଷିକୂଲ୍ୟା ରୟତ ମହାସଭା
ବେଗୁନିଆପଡ଼ା,୨୩।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅଞ୍ଚଳରେ ଚାଷୀଙ୍କ ପାଇଁ ମଣ୍ଡି ଖୋଲୁନାହିଁ। ମଣ୍ଡି ଖୋଲାଯାଉ ନ ଥିବାରୁ ଚାଷୀମାନେ ଅଭାବି ବିକ୍ରୀର ସମ୍ମୁଖୀନ ହେଉଛନ୍ତି। ଏପରିକି ଆନ୍ଧ୍ର ବେପାରୀଙ୍କୁ ବିକ୍ରୟ କରିବାକୁ ବାଧ୍ୟ ହେଉଛନ୍ତି। ଏ ନେଇ ଚାଷୀଙ୍କ ମଧ୍ୟରେ…
୨୪ରୁ ଗୋପାଳପୁର ବେଳାଭୂମି ମହୋତ୍ସବ
ଛତ୍ରପୁର,୨୩ା୧୨(ଡି.ଏନ୍.ଏ.): ୨୪ରୁ ୨୮ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜ଼ିଲା ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବ। ଦର୍ଶକ କିଭଳି ଶାନ୍ତି ଶୃଙ୍ଖଳାର ସହିତ ବିନା ଦ୍ବିଧାରେ ଗୋପାଳପୁର ଆସି ମନୋରଞ୍ଜନର ମଜା ନେବା ସହିତ ମିଶନ ଶକ୍ତି ମା’ମାନଙ୍କ ପ୍ରସ୍ତୁତ ସାମଗ୍ରୀ…
ବାଘ ଚମଡ଼ା ଜବତ, ହାତୀ ମୃତ୍ୟୁ ମାମଲା: ସିସିଏଫ୍ର ତଦନ୍ତ ଆରମ୍ଭ
ବାରିପଦା ଅଫିସ,୨୩ା୧୨: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରୁ ଶିକାର ହୋଇଥିବା ମହାବଳ ବାଘ ଚମଡ଼ା ଜବତ ଘଟଣାରେ ପ୍ରମୁଖ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ କାର୍ଯ୍ୟାଳୟର ସିସିଏଫ୍ ଟିମ୍ ଶୁକ୍ରବାର ତଦନ୍ତ ପାଇଁ ମୟୂରଭଞ୍ଜ ଆସିଛନ୍ତି। ପ୍ରତିନିଧି ଦଳ ବିଭିନ୍ନ…
ଭୋପାଳରେ କମାଲ ଦେଖାଇଲେ ଆଦିବାସୀ ଯୁବତୀଯୁବକ
ବାଲିଗୁଡ଼ା,୨୩।୧୨(ଡି.ଏନ୍.ଏ.): ଭୋପାଳରେ କନ୍ଧମାଳର ଆଦିବାସୀ ଯୁବତୀଯୁବକ କମାଲ ଦେଖାଇଛନ୍ତି। ୧୪ତମ ଆଦିବାସୀ ଯୁବା ବିନିମୟ କାର୍ଯ୍ୟକ୍ରମରେ ଭାଗନେଇ କନ୍ଧମାଳ ଟିମ୍ ପ୍ରଥମ ସ୍ଥାନ ଅଧିକାର କରିଛି । ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ କ୍ରମେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ ଦ୍ବାରା ୧୪ତମ…

