ଆମ ଜିଲା ଖବର

ଖବରକାଗଜ ହକରଙ୍କୁ ସହାୟତା ଦେଲେ ପୂର୍ବତନ ଏମ୍‌ପି

ବାଲେଶ୍ୱର ଅଫିସ,୨୮।୪- କରୋନା ପାଇଁ ସମଗ୍ର ବିଶ୍ୱ ଏକ ଅଭାବନୀୟ ପରିସ୍ଥିତି ଦେଇ ଗତି କରୁଥିବାବେଳେ ରାଜ୍ୟରେ ମଧ୍ୟ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏହି ସମୟରେ ଲୋକମାନଙ୍କୁ ଘରେ ରହିବା ପାଇଁ ପ୍ରଶାସନ ପକ୍ଷରୁ...

ନିରାଡ଼ମ୍ବର ଭାବେ ମଧୁବାବୁଙ୍କ ଜୟନ୍ତୀ ପାଳିତ

ବାଲେଶ୍ୱର ଅଫିସ,୨୮।୪- ବାଲେଶ୍ୱରର ଅନ୍ୟତମ ଅଗ୍ରଣୀ ଅନୁଷ୍ଠାନ ‘ଉତ୍କଳ ଗୌରବ ମଧୁସୂଦନ ସାଂସ୍କୃତିକ ପରିଷଦ’ ତରଫରୁ ମଧୁସୂଦନ ଦାସଙ୍କ ୧୭୩ତମ ଜୟନ୍ତୀ ଉତ୍ସବ ନିରାଡ଼ମ୍ବର ଭାବରେ ପାଳିତ ହୋଇଯାଇଛି। ସାରା ବିଶ୍ୱରେ ଉପୁଜିଥିବା ମହାମାରୀକୁ ଆଖି ଆଗରେ ରଖି ସାମାଜିକ...

ଅସହାୟଙ୍କୁ ଶୁଖିଲା ଖାଦ୍ୟ ପ୍ରଦାନ

ବାଲେଶ୍ୱର ଅଫିସ,୨୮।୪- ସମଗ୍ର ବିଶ୍ୱ କରୋନା ମହାମାରୀରେ କବଳିତ ହୋଇଥିବାବେଳେ ବାଲେଶ୍ୱର ଜିଲାର ପୂର୍ବତନ ଏମ୍‌ପି ତଥା ବିଜୁ ଜନତା ଦଳର ଜିଲାସଭାପତି ଇଂ. ରବୀନ୍ଦ୍ର କୁମାର ଜେନାଙ୍କ ନିର୍ଦ୍ଦେଶରେ ଜିଲା ଛାତ୍ର ସଭାପତି ସିମନ ଦାସମହାପାତ୍ରଙ୍କ ନେତୃତ୍ୱରେ ସମଗ୍ର...

କୋର୍ଟ ପରିସରରେ ମଧୁବାବୁଙ୍କ ଜୟନ୍ତୀ ପାଳିତ

ଆନନ୍ଦପୁର,୨୮। ୪(ସ୍ବ.ପ୍ର.)-ଆନନ୍ଦପୁର ଓକିଲ ସଂଘ ପକ୍ଷରୁ କୋର୍ଟ ପରିସରରେ ମଙ୍ଗଳବାର ମଧୁବାବୁଙ୍କ ଜୟନ୍ତୀ ଏବଂ ଆଇନଜୀବୀଙ୍କ ଦିବସ ପାଳିତ ହୋଇଯାଇଛି। ଓକିଲ ସଂଘର ସଭାପତି ସଞ୍ଜୟ ମିଶ୍ରଙ୍କ ସଂଯୋଜନାରେ ଏହି ଦିବସ ପାଳିତ ହୋଇଛି। ଏହି ଅବସରରେ ଆଇନଜୀବୀମାନେ ମଧୁବାବୁଙ୍କ...

ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କଲେ ମନ୍ତ୍ରୀ

ଭଞ୍ଜନଗର,୨୮।୪(ଡି.ଏନ୍‌.ଏ.)- ଭଞ୍ଜନଗର ଏନ୍‌ଏସି ସଫେଇ କର୍ମଚାରୀଙ୍କୁ ମଙ୍ଗଳବାର ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସମ୍ବର୍ଦ୍ଧିତ କରିଛନ୍ତି। ଏହି ଅବସରରେ ସେ କହିଥିଲେ କରୋନା ଭୂତାଣୁକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର...

ମିଳିଲାନି ଗାଡ଼ି ଆସିଲାନି ଆମ୍ବୁଲାନ୍ସ: ସାପ କାମୁଡାରେ ଜୀବନ ଗଲା

ପାଟଣା, ୨୮।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକର ଉପାନ୍ତ ଅଞ୍ଚଳ ଡାଳପକା ପଞ୍ଚାୟତ ଗୋପୀନାଥପୁର ଗ୍ରାମରେ ଅଭାବନୀୟ ଘଟଣା କ୍ରମରେ ସାପ କମୁଡାରେ ଜଣେ ବିବାହିତା ମହିଳାଙ୍କର ରବିବାର ଅପରାହ୍ନରେ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଉଛନ୍ତି...

ଜଙ୍ଗଲରୁ ୧୧ କୁଇଣ୍ଟାଲ ପୋଚ ଧରି ନଷ୍ଟ କଲା ପୋଲିସ

ଲଇକେରା, ୨୮।୪ (ଡି.ଏନ.ଏ.)- କରୋନାର ଭୟାବହତା ନେଇ ସାରା ଦେଶ ଲକ ଡାଉନ ହୋଇଥିବା ବେଳେ ପ୍ରାୟତଃ ଦୋକାନ ବଜାର ଏବେ ବି ବନ୍ଦ ରହିଛି । ତେବେ ଏହାର ସୁଯୋଗ ନେଇ କିଛି ଅସାଧୁ ବ୍ୟକ୍ତି ଦେଶୀ ମଦ...

ଲଇକେରାରେ ଆରମ୍ଭ ହେଲା ସ୍ବାବ୍‌ ନମୁନା ସଂଗ୍ରହ

ଲଇକେରା, ୨୮।୪ (ଡି.ଏନ.ଏ.): ଝାରସୁଗୁଡା ଜିଲା ଲଇକେରା ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ ସୋମବାର ସ୍ବାବ୍‌ ସଂଗ୍ରହ କେନ୍ଦ୍ର ଆରମ୍ଭ କରାଯାଇଛି । ପ୍ରଥମ ଦିନରେ ଲଇକେରା, କୋଲାବିରା ଓ କିର୍ମିରା ଆଦି ୩ଟି ବ୍ଲକରୁ ୧୦ ଜଣଙ୍କ ସ୍ବାବ୍‌ ସଂଗ୍ରହ...

ଭୋକିଲା ପେଟରେ ପୂଜାର୍ଚ୍ଚନା କରିବା କାଠିକର ପାଠ ହେବ

ସମ୍ବଲପୁର, ୨୮।୪ (ବ୍ୟୁରୋ)- କରୋନା ଭୂତାଣୁକୁ ନେଇ କଟକଣା ଯୋଗୁ ସମ୍ବଲପୁରର ଇଷ୍ଟଦେବୀ ସମଲେଇଙ୍କ ଦର୍ଶନ ମାର୍ଚ୍ଚ ୧୯ ତାରିଖରୁ ବନ୍ଦ ରହିଛି। ହେଲେ ଦେବୀଙ୍କ ପୂଜାର୍ଚ୍ଚନା ରୀତିନୀତି ଓ ପରମ୍ପରାରେ କରାଯାଉଛି । ମନ୍ଦିର ଟ୍ରଷ୍ଟ ବୋର୍ଡ ପୂଜା...

ଚିକିତ୍ସା ଲାଗି ରୁନି ଗଲେ କଟକ ଏସ୍‌ସିବି ମେଡିକାଲ

ବରଗଡ଼ ଅଫିସ୍‌,୨୮।୪: ନିଆଁରେ ପୋଡ଼ିହୋଇ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିବା ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଳ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦)ଙ୍କୁ ମଙ୍ଗଳବାର ପୂର୍ବାହ୍ନରେ କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସପିଟାଳକୁ...

୨୫ ଲକ୍ଷ ଟଙ୍କା ଲୋଭରେ ୨୫ ହଜାର ଗଲା

ଲାଞ୍ଜିଗଡ,୨୮।୪(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଲାଞ୍ଜିଗଡ ଡମ୍ବବିଶିପଡାର ଜଣେ ବ୍ୟକ୍ତି ଅନ୍‌ ଲାଇନ୍‌ ଠକେଇର ଶିକାର ହୋଇଛନ୍ତି। ସେ ହେଲେ ଗଜେନ୍ଦ୍ର ପରାଭୋଇ। ଦିନ ମଜୁରିଆ ଭାବେ କାମ କରି ସେ ପରିବୁର ଚଳାନ୍ତି। ତେବେ ଗତ ୨୪ତାରିଖ ନ୍ୟାଶନାଲ ଲଟେରୀ ନାମକ...

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ପେଣ୍ଠପଡ଼ା ସାମାଜିକ କର୍ମୀ

ସାକ୍ଷୀଗୋପାଳ, ୨୮।୪(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ପେଣ୍ଠପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ମଙ୍ଗଳବାର କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଉକ୍ତ ପଞ୍ଚାୟତର ସାମାଜିକ କର୍ମୀ ଏହି ଆୟୋଜନ କରିଥିଲେ। ଏହି ଅସରରେ ସତ୍ୟବାଦୀ ତହସିଲଦାର କସ୍ତୁରୀ ପ୍ରଧାନ, ବିଡିଓ ସରୋଜ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri