ଆମ ଜିଲା ଖବର

ରାସ୍ତା ପାଇଁ କାଳ ସାଜୁଛି ଓଭରଲୋଡିଂ

ଉମରକୋଟ,୨୩।୧୨(ସ୍ବ.ପ୍ର.): ଗତ ୧୫ ତାରିଖରେ ଉମରକୋଟ ସହର ଦେଇ ଯାଇଥିବା ରାସ୍ତାର ଶୋଚନୀୟ ଅବସ୍ଥାକୁ ନେଇ ଉମରକୋଟ ମିଳିତ ନାଗରିକ ମଞ୍ଚ ପକ୍ଷରୁ ସହରର ଡିଏନ୍‌କେ ଛକରେ ୨ ଘଣ୍ଟିଆ ରାସ୍ତାରୋକୋ କରାଯାଇଥିଲା। ରାସ୍ତାରୋକୋରେ ସାମିଲ ହୋଇ ଉମରକୋଟ ବିଧାୟକ, ଭାଜପା…

ଅବାଧରେ ଚାଲିଛି ବାଘ ଶିକାର

ନୟାଗଡ଼ ଅଫିସ,୨୩।୧୨: ନୟାଗଡ଼ ଜିଲାରେ ରହିଥିବା ଖୋର୍ଦ୍ଧା ବନଖଣ୍ଡର ରଣପୁର ରେଞ୍ଜ ଓ ନୟାଗଡ଼ ବନଖଣ୍ଡର ଜଙ୍ଗଲରେ ଜାତୀୟ ପ୍ରାଣୀ ବାଘ ବିପଦରେ ରହିଛି ବୋଲି ଅଭିଯୋଗ ହୋଇ ଆସୁଛି। ଉଭୟ ବନଖଣ୍ଡର ଜଙ୍ଗଲରେ ବାଘ ଅଛନ୍ତି କି ନାଁ ବନବିଭାଗ…

ପରିତ୍ୟକ୍ତ ପୋଖରୀ ସାଜିଛି ମଶାଙ୍କ ଅନ୍ତୁଡ଼ିଶାଳ

ଖଣ୍ଡପଡ଼ା,୨୩ା୧୨(ସ୍ବ.ପ୍ର.): ରାଜରାଜୁଡା ଅମଳରୁ କୁମ୍ଭାରପଡ଼ା ଗ୍ରାମରେ ଥିବା ଜଗନ୍ନାଥ ପୋଖରୀଟି ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁଷ୍କରିଣୀଟି ମଶା, ମାଛି, ଡାଉଁଶଙ୍କ ଅନ୍ତୁଡ଼ିଶାଳ ପାଲଟିଛି। ମଶାବଂଶ ବୃଦ୍ଧି ଘଟିଲେ ଡେଙ୍ଗୁ ରୋଗ ବ୍ୟାପିବାର ଆଶଙ୍କା ପ୍ରକାଶ ପାଇଛି। ଏକଦା ଉକ୍ତ ପୁଷ୍କରିଣୀର…

ଗାଡ଼ି ଚୋରି କରି ବନ୍ଧାହେଲେ ଯୁବକ

ପାଟଣା,୨୩ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୋଲିସ ଏକ ବାଇକ୍‌, ସ୍କୁଟି ଓ ମୋବାଇଲ ଚୋରି ଅଭିଯୋଗରେ ପଲାଣଘାଟି ଗ୍ରାମର ସୁଶାନ୍ତ ଲୋହାର(୨୨)ଙ୍କୁ ଗିରଫ କରିଛି। ଅଭିଯୋଗ ଅନୁଯାୟୀ, ଡିସେମ୍ବର ୧୪ରେ ପାଟଣା ପିପିଳିଆ ରାସ୍ତାର ଗୁଲଦୀପଶି ଛକ ନିକଟ ଏକ…

ପଲ୍ଲିଶ୍ରୀ ମେଳା ପାଇଁ ୨୫୦ ଷ୍ଟଲ

ଗୋପାଳପୁର,୨୩ା୧୨(ଡି.ଏନ୍‌.ଏ):ଗୋପାଳପୁର ବେଳାଭୂମି ମହୋତ୍ସବ ଆସନ୍ତା ଶନିବାରଠାରୁ ଆରମ୍ଭ ହେବ। ୫ ଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବର ମଞ୍ଚ ଗଞ୍ଜାମ ଜିଲା ସମେତ ଜାତୀୟ ଓ ରାଜ୍ୟସ୍ତରୀୟ କଳାକାରଙ୍କ ଦ୍ୱାରା ଦୁଲୁକିବ। ଏ ନେଇ ଲଗାତାର ଜିଲା ପ୍ରଶାସନ ପକ୍ଷରୁ…

ଅଧରାତିରେ ଅଟକୁଛି ଆମ୍ବୁଲାନ୍ସ

ଅନୁଗୋଳ ଅଫିସ, ୨୩ା୧୨: କେତେବେଳେ ଢେଙ୍କାନାଳରୁ ତ ପୁଣି କେବେ ଦେବଗଡ଼ ଜିଲାରୁ ଗୁରୁତର ରୋଗୀ ଆସୁଛନ୍ତି ଅନୁଗୋଳକୁ। ହେଲେ ଆମ୍ବୁଲାନ୍ସରେ ରାତି ଅଧରେ ଆସୁଥିବା ଏହି ରୋଗୀ ଜିଲା ମୁଖ୍ୟ ଚିକିତ୍ସାଳୟ ପଛ ପାର୍ଶ୍ୱ ଫାଟକ ଠାରେ ପହଞ୍ଚିଲେ ସେମାନଙ୍କୁ…

ପ୍ରିଣ୍ଟିଂ କାର୍ଯ୍ୟରେ ଠିକା ସଂସ୍ଥାକୁ ଅନୁକମ୍ପା ଅଭିଯୋଗ ଘଟଣା: ପହଞ୍ଚିଲାନି ତଦନ୍ତ ରିପୋର୍ଟ

ଅନୁଗୋଳ ଅଫିସ,୨୩ା୧୨: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର କେତେଜଣ ଅଧିକାରୀ ଟିକେଟ୍‌, ଫର୍ମ, ବ୍ୟାନର ଆଦି ପ୍ରିଣ୍ଟିଂ କାର୍ଯ୍ୟ ପ୍ରଦାନରେ ଏକ ଠିକା ସଂସ୍ଥାକୁ ଅହେତୁକ ଅନୁକମ୍ପା ଦେଖାଉଥିବା ଅଭିଯୋଗ ହୋଇଥିଲା। ଏ ନେଇ ଗତ ୧୩ ତାରିଖରେ ‘ଧରିତ୍ରୀ’ରେ ଖବର…

ଖଣ୍ଡେ ଶାଢ଼ି, ହଜାରେ ଟଙ୍କା ବଦଳରେ ଯାଆଁଳା ଶିଶୁ ଶିଶୁ ବିକ୍ରି

ମୋରଡ଼ା,୨୩ା୧୨ (ଡି.ଏନ୍‌.ଏ.): ଦାରିଦ୍ର୍ୟର ତାଡ଼ନାରେ ଜଣେ ଆଦିବାସୀ ମହିଳା ହଜାରେ ଟଙ୍କା ଆଉ ଖଣ୍ଡେ ଶାଢ଼ି ବଦଳରେ ନବଜାତ ଯାଆଁଳା ଶିଶୁଙ୍କୁ ଦୁଇ ବ୍ୟକ୍ତିଙ୍କୁ ବିକିଦେବା ଚର୍ଚ୍ଚାର ବିଷୟ ହୋଇଛି। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଭାଲିଆଡିହା ପଞ୍ଚାୟତର ଡାକୋଇ ଅମଣନାମା…

ଚାଷୀ ଝିଅ ଶୁଚିସ୍ମିତା ଓଡ଼ିଶା ମହିଳା କ୍ରିକେଟର ଉଜ୍ଜ୍ୱଳ ତାରକା

ରସୁଲପୁର,୨୩ା୧୨(ଡି.ଏନ.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ବଡ଼କଇଞ୍ଚତ୍ ପଞ୍ଚାୟତ ଗରୁଆଳ ଗ୍ରାମର ଚାଷୀ ଚନ୍ଦ୍ରମଣୀ ପଣ୍ଡାଙ୍କ ଝିଅ ଶୁଚିସ୍ମିତା ପଣ୍ଡା ୧୯ବର୍ଷରୁ କମ୍‌ ଓଡ଼ିଶା ମହିଳା କ୍ରିକେଟ ଦଳରେ ସ୍ଥାନ ପାଇଛନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ପକ୍ଷରୁ ଆୟୋଜିତ ଗ୍ରାମାଞ୍ଚଳ କ୍ରିକେଟ…

ସତ୍ୟପାଠ ଦାଖଲରେ ଅବହେଳା

ଯାଜପୁର ଅଫିସ,୨୩ା୧୨:ମହାଭାରତର କିମ୍ବଦନ୍ତୀ ବହନ କରୁଥିବା ବ୍ୟାସ ସରୋବରର ସୌନ୍ଦର୍ଯ୍ୟକରଣ କାମ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି। ରାଜ୍ୟ ସରକାର, ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ(ଏମ୍‌ଓଇଏଫ୍‌), ଷ୍ଟେଟ ଏନ୍‌ଭାଇରନର୍ମେଣ୍ଟ ଇମ୍ପାକ୍ଟ ଆସେସ୍‌ମେଣ୍ଟ ଅଥରିଟି(ସିଆ) ଏବଂ ଠିକାସଂସ୍ଥା ଏନ୍‌ବିସିସି କର୍ତ୍ତୃପକ୍ଷ…

ଜନଗହଳି ସ୍ଥାନରେ ମୁକୁଳା ଟ୍ରାନ୍ସଫର୍ମର

ରସୁଲପୁର,୨୩ା୧୨(ଡି.ଏନ.ଏ.):ରସୁଲପୁର ବ୍ଲକ ଅଧୀନ କୁଆଖିଆ ବାଜରର ପରିବା ହାଟ ଓ ବିଜୁ ଗ୍ରାମୀଣ ବଜାରର ବିଏସ୍‌ ଆଗ୍ରୋ ଡିଲର ପଏଣ୍ଟ୍‌ ସମ୍ମୁଖରେ ଏକ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ମୁକୁଳା ହୋଇ ପଡ଼ିଛି। ଏଭଳି ଏକ ଜନଗହଳିପୂର୍ଣ୍ଣ ସ୍ଥାନରେ ଟ୍ରାନ୍ସଫର୍ମର ମୁକୁଳା ପଡ଼ିବା ଘଟଣାକୁ…

ଧାନ ଫସଲ ଉଜାଡ଼ିଲେ ହାତୀପଲ

କାଳିଆପାଣି,୨୩ା୧୨ (ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଭାଲୁକିପାତଳା ଗ୍ରାମରେ ବୁଧବାର ରାତିରେ ଏକ ହାତୀ ପଲ ପସି ଧାନ ଫସଲ ନଷ୍ଟ କରିଛନ୍ତି। ହାତୀପଲ ଏକ ଛୁଆକୁ ଧରି ଧାନ ବିଲରେ ପସି ଧାନ ଖାଇଥିଲେ। ଫଳରେ ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?