ଆମ ଜିଲା ଖବର

ଆଜିଠୁ ବ୍ୟାସସରୋବର ମହୋତ୍ସବ

ଯାଜପୁର ଅଫିସ,୧।୨ : ଯାଜପୁର ଜିଲା ବ୍ୟାସନଗର ପୌର ପରିଷଦରେ ରହିଛି ମହର୍ଷି ବ୍ୟାସଦେବ ମହାମୁନିଙ୍କ ଐତିହ୍ୟପୀଠ ବ୍ୟାସସରୋବର। ମହାମୁନି ବେଦବ୍ୟାସ ଏହି ସ୍ଥାନରେ ବସି ମହାକାବ୍ୟ ମହାଭାରତ ରଚନା କରିଥିଲେ ବୋଲି କିମ୍ବଦନ୍ତୀ ରହିଛି। ଲୋକମୁଖରେ ପ୍ରଚଳିତ ରହିଛି, ୧୮…

କୋଟିଆ ପରେ ରାୟଗଡ଼ା ଉପରେ ଆନ୍ଧ୍ରର ନଜର

ରାୟଗଡ଼ା ଅଫିସ,୧।୨: କୋରାପୁଟ ଜିଲା କୋଟିଆ ପରେ ଏବେ ରାୟଗଡ଼ା ଜିଲାରେ ଜବରଦଖଲ ଉଦ୍ୟମ କରୁଛି ଆନ୍ଧ୍ର ସରକାର। ଆପୋସ ସମାଧାନ ପାଇଁ ଆନ୍ଧ୍ର ପ୍ରଶାସନିକ ଅଧିକାରୀଙ୍କୁ ଡକାଯାଇଥିଲେ ମଧ୍ୟ ସେମାନେ ଆସି ନ ଥିଲେ। ଏହାପରେ ଓଡ଼ିଶା ଅଧିକାରୀମାନେ ଉକ୍ତ…

ଶ୍ରୀମନ୍ଦିର ପରିସରରେ ପାନ, ଗୁଟ୍‌ଖା ଛେପ

ପୁରୀ ଅଫିସ, ୧।୨: ଶ୍ରୀମନ୍ଦିର ପରିସରକୁ ଯେତେ ପରିଷ୍କାର ପରିଚ୍ଛନ୍ନ ରଖିବା ପାଇଁ ଚେଷ୍ଟା କରାଯାଉଥିଲେ ମଧ୍ୟ ତାହା ଫଳପ୍ରଦ ହୋଇପାରୁନାହିଁ। ଏଥିଲାଗି ପ୍ରଶାସନ ପକ୍ଷରୁ କଟକଣା ଜାରି ସତ୍ତ୍ୱେ ତାହାକୁ କେହି ମାନୁନାହାନ୍ତି। ଶ୍ରୀମନ୍ଦିର ପରିସର ଅନେକ ସ୍ଥାନରେ ପାନ…

ସାର୍ବଜନୀନ ହେଲାନି ତଦନ୍ତ ରିପୋର୍ଟ

ଖୋର୍ଦ୍ଧା ଅଫିସ,୧।୨: ଖୋର୍ଦ୍ଧା ବନଖଣ୍ଡରେ ଅସୁରକ୍ଷିତ ଗଜରାଜ। ଚନ୍ଦକା ଅଞ୍ଚଳରୁ ଖସି ଆସିଥିବା ଏକ ହାତୀପଲ ଖୋର୍ଦ୍ଧା ଓ ଟାଙ୍ଗୀ ବନାଞ୍ଚଳରେ ରହୁଛନ୍ତି। ସନ୍ଧ୍ୟା ହେଲେ ଖାଦ୍ୟ ଅନ୍ବେଷଣରେ ହାତୀପଲ ଗ୍ରାମରେ ପ୍ରବେଶ କରି ଫସଲ ଖାଇବା ସହ ନଷ୍ଟ କରୁଛନ୍ତି।…

୭ ଦିନ ରିମାଣ୍ଡ ପାଇଁ ଆବେଦନ

ଝାରସୁଗୁଡ଼ା ଅଫିସ,୧।୨: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ କୃଷ୍ଣ ଦାସଙ୍କୁ ପୋଲିସ ଗିରଫ କରି ସୋମବାର ରାତିରେ ଝାରସୁଗୁଡ଼ା ଜେଏମ୍‌ଏଫ୍‌ସି କୋର୍ଟରେ ହାଜର କରିଥିଲା। ସେଠାରୁ ତାଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।…

ଫାରୋ ୩-ଡି ସ୍କାନରରେ ତଥ୍ୟ ସଂଗ୍ରହ

କଟକ ଅଫିସ,୧।୨: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ତଦନ୍ତ ଜାରି ରଖିଛି। ଗୁଳିକାଣ୍ଡର ପୂରା ଘଟଣାକ୍ରମକୁ ଟିକିନିଖି ଅନୁଧ୍ୟାନ କରାଯାଉଛି। ଡିଏସ୍‌ପି ରମେଶ ଚନ୍ଦ୍ର ଦୋରା ସାଇଣ୍ଟିଫିକ ଅଧିକାରୀ ଓ ବାଲିଷ୍ଟିକ ବିଶେଷଜ୍ଞଙ୍କ ସହ ଗୁଳିକାଣ୍ଡସ୍ଥଳକୁ ମଙ୍ଗଳବାର…

‘ମନ୍ତ୍ରୀଙ୍କ ମୃତଦେହ ଧରି ସରକାର ଡ୍ରାମା କରୁଛନ୍ତି’

ସମ୍ବଲପୁର,୧।୨(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ତଥା ଝାରସୁଗୁଡା ବିଧାୟକ ନବ କିଶୋର ଦାସଙ୍କୁ ରବିବାର ପୋଲିସ କର୍ମଚାରୀ ଗୁଳିକରି ହତ୍ୟା କରିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ଖବର ରହିଛି ଏବଂ ସବୁ ଆଡେ ଚର୍ଚ୍ଚା ମଧ୍ୟ ହେଉଛି। ଗୁଳିକାଣ୍ଡ ପରେ ମନ୍ତ୍ରୀ…

ଗୋପାଳଙ୍କ ଭାଇଙ୍କୁ ଉଠାଇ ନେଲା କ୍ରାଇମ୍‌ବ୍ରାଞ୍ଚ

ବ୍ରହ୍ମପୁର ଅଫିସ,୧।୨: ପୋଲିସ ଗୁଳିରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଚାଲିଛି। ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଏସ୍‌ପି ଶିଶିର ମିଶ୍ରଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ବ୍ରହ୍ମପୁର ଆସି ଦୁଇଟି ପର୍ଯ୍ୟାୟରେ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସଙ୍କ ପରିବାର…

ପ୍ରେମିକାଙ୍କ ଆତ୍ମହତ୍ୟା, ନିଜ ବେକ କାଟିଦେଲେ ପ୍ରେମିକ

ପାପଡ଼ାହାଣ୍ଡି,୧।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଶିରିଶି ପଞ୍ଚାୟତ ସୋରିଷପଦର ଗ୍ରାମ ନିକଟ ଜଙ୍ଗଲରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ମୃତଦେହ ନିକଟରେ ଜଣେ ଯୁବକ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ଯୁବକଙ୍କୁ କୋରାପୁଟ ସ୍ଥାନାନ୍ତର…

ଏସ୍‌ଡିପିଓଙ୍କ ପରେ ବଦଳିଲେ ଝାରସୁଗୁଡ଼ା ଏସ୍‌ପି

ଝାରସୁଗୁଡ଼ା ଅଫିସ,୩୧।୧: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଗୁଳିକାଣ୍ଡ ଘଟଣା ପରେ ଆକ୍‌ଶନ ମୁଡ୍‌ରେ ଏବେ ରାଜ୍ୟ ପ୍ରଶାସନ। ମଙ୍ଗଳବାର ବ୍ରଜରାଜନଗର ଏସ୍‌ଡିପିଓ ଗୁପ୍ତେଶ୍ୱର ଭୋଇ ବଦଳି ହେବାର କିଛି ସମୟ ପରେ ରାଜ୍ୟ ସରକାର ଝାରସୁଗୁଡ଼ା ଏସ୍‌ପି ରାହୁଲ…

ବିଦ୍ୟୁତ୍‌ ବିଭ୍ରାଟକୁ ନେଇ କୁହୁଳୁଛି ଅସନ୍ତୋଷ

ପୁରୁଷୋତ୍ତମପୁର, ୩୧।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରବାସୀଙ୍କ ଉପରେ ଟିପିଏସ୍‌ଓଡିଏଲ୍‌ ଦାଉ ସାଧିଛି। ସାଉଥକୋଠାରୁ ଟାଟା ପାୱାର(ଟିପିଏସ୍‌ଓଡିଏଲ୍‌) ଗତ ଜାନୁୟାରୀ ୨୦୨୧ରୁ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେଇଛି। ଏହା ପରଠାରୁ ଅଞ୍ଚଳରେ ବାରମ୍ବାର ବିଦ୍ୟୁତ୍‌ ବିଭ୍ରାଟ ଲାଗି ରହିଥିବା ଅଭିଯୋଗ ହୋଇଛି।…

ବଦଳିଲେ ବ୍ରଜରାଜନଗର ଏସ୍‌ଡିପିଓ

ଝାରସୁଗୁଡ଼ା ଅଫିସ,୩୧।୧: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଗୁଳିକାଣ୍ଡ ଘଟଣା ପରେ ମଙ୍ଗଳବାର ବ୍ରଜରାଜନଗର ଏସ୍‌ଡିପିଓ ଗୁପ୍ତେଶ୍ୱର ଭୋଇଙ୍କୁ ବଦଳି କରାଯାଇ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ସ୍ଥାନରେ ଆଠମଲ୍ଲିକ ଏସ୍‌ଡିପିଓ ଚିନ୍ତାମଣି ପ୍ରଧାନଙ୍କୁ ନିଯୁକ୍ତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?