ଆମ ଜିଲା ଖବର

ସମସ୍ତଙ୍କ ଜାମିନ ଆବେଦନ ଖାରଜ

ସମ୍ବଲପୁର,୨୩ା୧୨(ବ୍ୟୁରୋ):ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଡିସେମ୍ବର ୧୨ ତାରିଖ ଆନ୍ଦୋଳନ ସମୟରେ କୋର୍ଟ ପରିସରରେ ଭଙ୍ଗାରୁଜା ଓ ବିଚାରପତିମାନଙ୍କୁ ବାହାର କରିଦେବା ଭଳି ଘଟଣା ଘଟିଥିଲା। ଏହି ଘଟଣାରେ ପୋଲିସ ମୋଟ ୩୮ଜଣଙ୍କୁ ଗିରଫ କରି କୋର୍ଟ…

ଦାଦନ ଖଟିବାକୁ ଗଲେ ନଗଡ଼ାବାସୀ

ଯାଜପୁର ଅଫିସ/କାଳିଆପାଣି, ୨୩ା୧୨(ଡି.ଏନ.ଏ.):ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ନଗଡ଼ା ଗ୍ରାମରେ ଶିଶୁ ମୃତ୍ୟୁ ଘଟଣା କାହାକୁ ଅଛପା ନାହିଁ। ୨୦୧୬ ଜୁଲାଇରେ ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକାଧିକ ଯୋଜନା…

ପୋଲିସ କାର୍ଯ୍ୟାଳୟରେ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୨ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡ଼ା ଜିଲା ପୋଲିସ ନିକଟରେ ଜଣେ ମହିଳା ମାଓବାଦୀ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ କୁମାରୀ ହେମଲା। ଛତିଶଗଡ଼ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ଘରକୁ ଫେରିଆସ ଅଭିଯାନ’ରେ ଅନୁପ୍ରାଣିତ ହୋଇ ସେ…

ମୋବିଲ ରିଫାଇନାରି କାରଖାନାରେ ବଡ଼ ଧରଣର ଅଗ୍ନିକାଣ୍ଡ

ଧର୍ମଶାଳା,୨୨ା୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ହରିଦାସପୁରର ରାମ୍‌କୋ ସିମେଣ୍ଟ୍‌ କାରଖାନା ନିକଟ ରେଳ ଲାଇନ ପାର୍ଶ୍ୱରେ ଥିବା ତାପସ ମହାନ୍ତିଙ୍କ ଗଜାନନ ପେଟ୍ରୋ କେମିକାଲ କାରଖାନାରେ ଗୁରୁବାର ସନ୍ଧ୍ୟାରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ କାରଖାନାର ପ୍ରାୟ…

ପ୍ରଦୂଷଣ ରୋକିବାକୁ ଅଧିକାରୀଙ୍କୁ ପରାମର୍ଶ

ଝାରସୁଗୁଡ଼ା ଅଫିସ,୨୨।୧୨: ବିଧାନସଭା ହାଉସ ସବ୍‌କମିଟି ବୁଧବାର ୨ଦିନିଆ ଝାରସୁଗୁଡ଼ା ଜିଲା ଗସ୍ତ କରିଛନ୍ତି। କମିଟି ସଦସ୍ୟ ଏସ୍‌ଏମ୍‌ସି ପାୱାର ଜେନେରେସନ, ଓପିଜିସି ଓ ବେଦାନ୍ତ ଶିଳ୍ପାନୁଷ୍ଠାନ ପରିଦର୍ଶନ କରିଥିଲେ। ପରେ ଜିଲା ଖଣିଜ ପାଣ୍ଠି ପ୍ରତିଷ୍ଠାନ ସମ୍ମିଳନୀ କକ୍ଷରେ ସମୀକ୍ଷା…

ଶର୍ଟ ସର୍କିଟ୍‌ ଯୋଗୁ ଲାଗିଲା ନିଆଁ

ରାୟଗଡ଼ା,୨୨।୧୨(ସ୍ବ.ପ୍ର.): ରାୟଗଡା ସହର ରୟତ କଲୋନୀର ଏକ ଘରେ ଗୁରୁବାର ଶର୍ଟ ସର୍କିଟ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ପ୍ରାୟ ୭୦ ହଜାର ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ବେଳେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି। ସୂଚନାଯୋଗ୍ୟ, ରାୟତ…

ବଳାତ୍କାରୀଙ୍କୁ ୨୫ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୨ା୧୨: ଏକ ଶିଶୁକନ୍ୟା ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ସଞ୍ଜିତ କୁମାର ବେହେରା ଅଭିଯୁକ୍ତଙ୍କୁ ୨୫ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୨୨ ହଜାର ଟଙ୍କା ଜରିମାନା…

ନକଲି ମଦ ଫ୍ୟାକ୍ଟ୍ରି ଠାବ: କିଙ୍ଗପିନ ସମେତ ୩ ଗିରଫ

ବ୍ରହ୍ମପୁର ଅଫିସ,୨୨ା୧୨: ଜିଲା ତଥା ଜିଲା ବାହାର ବିଭିନ୍ନ ଗ୍ରାମାଞ୍ଚଳକୁ ନକଲି ବିଦେଶୀ ମଦ ଚାଲାଣ ହେଉଥିବା ଅବକାରୀ ପୋଲିସକୁ ଖବର ମିଳିଥିଲା। ଏନେଇ ଅବକାରୀ ଷ୍ଟ୍ରାଇକିଂ ଟିମ୍‌ ଗୁରୁବାର ସଦର ଥାନା ଅନ୍ତର୍ଗତ ଡେଙ୍ଗାପଦର ଇନ୍ଦିରା ଆବାସ ଛକରେ ନକଲି…

କେନାଲରୁ ମିଳିଲା ମହିଳାଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ 

ମୋରଡ଼ା,୨୨।୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ ଅଧୀନ ବିଳାସ ଗ୍ରାମ ଦେଇ ଯାଇଥିବା ସୁବର୍ଣ୍ଣରେଖା କେନାଲରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି। ଗ୍ରାମବାସୀଙ୍କଠାରୁ ଖବରପାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ…

ମାଲବାହୀ ଟ୍ରେନ୍‌ ଧକ୍କାରେ ଜଣେ ମୃତ

କେନ୍ଦୁଝର,୨୨ା୧୨(ସ୍ବ.ପ୍ର): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାଦଗଡ ରେଳ ଫାଟକରୁ ୫୦ମିଟର ଦୂରରେ ଏକ ମାଲବାହୀ ଟ୍ରେନ୍‌ ଧକ୍କାରେ ଗୁରୁବାର ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ପଦ୍ମପୁର ପଞ୍ଚାୟତ ଭାଟୁଣିଆଁ ଗ୍ରାମର ରାଇସନ ଦେହୁରୀ(୫୧)। ସୂଚନାଅନୁସାରେ,…

ବ୍ୟବସାୟ କରିବାକୁ ଆସୁଥିବାବେଳେ ଚଢିଗଲା ଟ୍ରକ୍‌

ଆନନ୍ଦପୁର,୨୨ା୧୨(ସ୍ବ.ପ୍ର): କେନ୍ଦୁଝର ଜିଲା ୨୦ ନଂ ଜାତୀୟ ରାଜପଥ ପାର୍ଶ୍ୱ କୋଳିମାଟି ହାଟକୁ ପରିବା ବ୍ୟବସାୟ କରିବାକୁ ଆସୁଥିବା ସମୟରେ ଗୁରୁବାର ଜଣେ ବ୍ୟବସାୟୀଙ୍କର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ହେଲେ କନ୍ତୋ ଗ୍ରାମର ଇନ୍ଦ୍ରମଣି ନାୟକ। ସୂଚନାଯୋଗ୍ୟ, ଘସିପୁରା ଥାନା…

ଶିଶୁକନ୍ୟା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୫ ବର୍ଷ ଜେଲ୍‌ ଦଣ୍ଡାଦେଶ

ଫୁଲବାଣୀ ଅଫିସ,୨୨ା୧୨: ଜଣେ ୫ ବର୍ଷର ଶିଶୁକନ୍ୟାକୁ ବଳାତ୍କାର କରିବା ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ସଞ୍ଜିତ କୁମାର ବେହେରା ବଳାତ୍କାରୀଙ୍କୁ ୨୫ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏଥିସହ ତାଙ୍କୁ ୨୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?