ଆମ ଜିଲା ଖବର

ମଝିଘରିଆଣୀଙ୍କ ହୁଣ୍ଡିରୁ ମିଳିଲା ୬୨ ଲକ୍ଷ

ରାୟଗଡ଼ା ଅଫିସ/ରାୟଗଡ଼ା(ସ୍ବ.ପ୍ର.),୨୨ା୧୨: ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିର ହୁଣ୍ଡି ବୁଧବାର ଖୋଲାଯାଇଛି। ଚଳିତ ବର୍ଷ ଚୈତ୍ରଯାତ୍ରା ପୂର୍ବରୁ ମା’ ଙ୍କ ହୁଣ୍ଡି ଖୋଲାଯିବାର ନିୟମ ରହିଥିବା ବେଳେ ସେହି କ୍ରମରେ ଖୋଲି ଗଣତି କରାଯାଇଥିଲା। ହୁଣ୍ଡିରୁ ମୋଟ…

‘ଗୋବିନ୍ଦଙ୍କ ପକେଟରୁ ମିଳିଛି ମାଟିଆ ରଙ୍ଗର ଲଫାପା’

ବଲାଙ୍ଗୀର ଅଫିସ, ୨୨ା୧୨: କଣ୍ଟାବାଞ୍ଜି ସବ୍‌ଜେଲରେ ମଙ୍ଗଳବାର ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କ ପକେଟରୁ ଏକ ମାଟିଆ ରଙ୍ଗର ଲଫାପା ମିଳିଛି। ସେଥିରେ ଦୁଇପୃଷ୍ଟାର ଲେଖା ରହିଛି। ଏକଥା ପୋଲିସ କହିଥିବା ଗୋବିନ୍ଦଙ୍କ…

ଅବକାରୀ ହେପାଜତରେ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ଭାଇ

ଚୌଦ୍ୱାର,୨୨।୧୨(ଡି.ଏନ୍‌.ଏ.): ଚୌଦ୍ୱାର ଥାନା ଅନ୍ତର୍ଗତ ମହିଁସାଲଣ୍ଡା ଗ୍ରାମର ଶରତ ପ୍ରଧାନ ମଙ୍ଗଳବାର ଅପରାହ୍ନରେ ଗୁରୁଡ଼ିଝାଟିଆ ଥାନା କୁମାରପୁର-ବଳିପୁର ରାସ୍ତାରେ ଠିଆହୋଇଥିଲେ। ଏହି ସମୟରେ ଅବକାରୀ ବିଭାଗର ପାଟ୍ରୋଲିଂ ଟିମ୍‌ ତାଙ୍କ ଆଡ଼କୁ ଆସିବାରୁ ସେ ଭୟରେ ଦୌଡ଼ି ପଳାଇ ଯାଇଥିଲେ। ତେବେ…

ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ

ବେଗୁନିଆପଡ଼ା,୨୧।୧୨(ଡି.ଏନ.ଏ.): ପୁଣି ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ। ଚୋରା ମଦ କାରବାର ଉପରେ ଚଢାଉ କରି ପୁଣି ଥରେ ମଦ ବେପାରୀଙ୍କ ଆକ୍ରମଣର ଶିକାର ହୋଇଛନ୍ତି ଅବକାରୀ କର୍ମଚାରୀ। ଗଞ୍ଜାମ ଜିଲା କୋଦଳାରେ ଘଟିଛି ଏହି ଘଟଣା। ମଙ୍ଗଳବାର ରାତି ପ୍ରାୟ ୧୧ଟାବେଳେ…

କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବିଭିନ୍ନ ପ୍ରକଳ୍ପ ଅନୁଧ୍ୟାନ

ଗଞ୍ଜାମ,୨୧ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର ସହରରେ ନୂତନ ଭାବେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରିଥିଲେ। ମିଶନ ଶକ୍ତି ଗୃହ, କଲ୍ୟାଣ ମଣ୍ଡପ, ଏବଂ ପାର୍କ ଆଦି କାମ ଶୀଘ୍ର ସମ୍ପୂର୍ଣ୍ଣ କରିବାକୁ କନିଷ୍ଠଯନ୍ତ୍ରୀ…

୧୪ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

ବାଲିଗୁଡ଼ା,୨୧ା୧୨(ଡି.ଏନ୍‌.ଏ.): ପୋଲିସ ଓ ଅବକାରୀ ବିଭାଗର ମିଳିତ ପ୍ରୟାସରେ ପୁଣି ନଷ୍ଟ ହୋଇଛି ୧୪କୋଟି ଟଙ୍କାର ବେଆଇନ ଗଞ୍ଜେଇ ଗଛ। କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବାଟାଗୁଡ଼ା ପଞ୍ଚାୟତ ପୁଷାଙ୍ଗିଆ,ପାଲୁଙ୍କିଆ ଓ ଜକିକିଆ ଅଞ୍ଚଳର ୧୪୦ ଏକର ଜଙ୍ଗଲ ଜମିରେ ହୋଇଥିବା…

ଭିଜିଲାନ୍ସ ଜାଲରେ କୋଟିପତି ରେଞ୍ଜର

ଭବାନୀପାଟଣା,୨୧।୧୨(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା କେଗାଁ ରେଞ୍ଜର କେଶବ ମାଝି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ସକାଳେ କେସିଙ୍ଗା ଓମ ନଗରପଡାସ୍ଥିତ ବାସ ଭବନ, କେଗାଁ ସରକାରୀ କାର୍ଯ୍ୟାଳୟ, କ୍ୱାର୍ଟର ଓ ବ୍ରାହ୍ମଣୀର ପୈତୃକ ଘରେ ଏକକାଳିନ କୋରାପୁଟ…

କାର୍‌-ବାଇକ୍‌ ମୁହାଁମୁହିଁ: ଜଣେ ମୃତ, ଜଣେ ଆହତ

ବାଲିଗୁଡ଼ା,୨୧ା୧୨(ଡି.ଏନ୍‌.ଏ.): କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ ତୁମୁଡ଼ିବନ୍ଧ ଥାନା ମାଲିପଡ଼ା ଅଞ୍ଚଳର ଜିହୁଦା ପରାସେଠ୍‌ ହୋଇଥିବା ସୂଚନା। ବୁଧବାର ମାଳିପଡ଼ା ଅଞ୍ଚଳର ଦୁଇଜଣ ଯୁବକ କୌଣସି ଏକ କାମରେ…

ଗାଁରେ ପହଞ୍ଚିଲା ଗୋବିନ୍ଦ ସାହୁଙ୍କ ମୃତଦେହ

ଭବାନୀପାଟଣା,୨୧ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ମହାଲିଙ୍ଗ ସନ୍‌ ସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ମଙ୍ଗଳବାର କଣ୍ଟାବାଞ୍ଜି ସବଜେଲ ଭିତରେ ସନ୍ଦେହଜନକ ମୃତ୍ୟୁ ଘଟଣା ରାଜ୍ୟରେ ହଇଚଇ ସୃଷ୍ଟି କରିଛି। ବୁଧବାର ଗୋବିନ୍ଦ…

ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ଜୀବନ ଗଲା

ଆନନ୍ଦପୁର,୨୧ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ମାର୍ଶାପାଳଠାରେ ଏଲିଫ୍ୟାଣ୍ଟ କରିଡର ଯୋଜନାରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟରେ ରଙ୍ଗ ଲଗାଉଥିବା ସମୟରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଠିକା ଶ୍ରମିକଙ୍କ ଜୀବନ ଯାଇଛି। ମୃତ ଶ୍ରମିକ କେନ୍ଦୁଝର ଜିଲା ବାମେବାରୀ…

ସହପାଠୀ, ସିନିୟରଙ୍କ ଆକ୍ରମଣରେ ଯୁକ୍ତ ଦୁଇ ଛାତ୍ର ଗୁରୁତର

ଆନନ୍ଦପୁର,୨୧ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟରେ ସାମାନ୍ୟ କଥାକୁ କେନ୍ଦ୍ର କରି ଗଣ୍ଡଗୋଳ ଘଟଣାରେ ଜଣେ ଯୁକ୍ତ ୨ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର…

ମରାମତିରେ ଚାଲିଛି ୧୩୩ ବର୍ଷର ପୁରୁଣା ବିଦ୍ୟାଳୟ

ରାଇକିଆ,୨୧ା୧୨(ଡି.ଏନ୍‌.ଏ.): ଶିକ୍ଷା ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଶିକ୍ଷାଦାନଠାରୁ ଆରମ୍ଭ କରି ଭିତ୍ତି ଭୂମି ପର୍ଯ୍ୟନ୍ତ ଯଥା ସମ୍ଭବ ପଦକ୍ଷେପ ନିଆଯାଉଛି। ସ୍ମାର୍ଟ ବିଦ୍ୟାଳୟ ଭଳି ଯୋଜନା ହାତକୁ ନେଇ ଅତ୍ୟାଧୁନିକ ବୈଷୟିକ ଶିକ୍ଷା ବ୍ୟବସ୍ଥା ଯୋଗାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?