ଆମ ଜିଲା ଖବର

୩୫ ବର୍ଷ ହେଲା ଭଡ଼ା ଘରେ ଚାଲିଛି ନୂଆଗଡ଼ିଆସାହି ଫାଣ୍ଡି

ଖଣ୍ଡପଡ଼ା,୨୧ା୧୨(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ଅଧୀନ କଣ୍ଟିଲୋ ଓ ନୂଆଗଡିଆସାହି ଫାଣ୍ଡି ନାନା ସମସ୍ୟା ମଧ୍ୟରେ ଚାଲିଛି ା ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଉଦାସୀନତା ଏଥିପାଇଁ ଦାୟୀ ବୋଲି ଅଭିଯୋଗ ହେଉଛି ା ଫାଣ୍ଡି ପରିସରରେ ଥିବା ଆଜବେଷ୍ଟସ ଗୃହଗୁଡିକ ଭଙ୍ଗା ଦଦରା…

ପାଣି ବୋହି ପରିବାର ଚଳାଉଛନ୍ତି ମନମୋହନ

ଖୋର୍ଦ୍ଧା ଅଫିସ,୨୧ା୧୨: ଓଡ଼ିଶା ଅର୍ଥନୈତିକ କ୍ଷେତ୍ରରେ ସୁଦୃଢ଼ ହେବ। ଏଥିପାଇଁ ରାଜ୍ୟ ସରକାର ନିକଟରେ ଓଡ଼ିଶା କନକ୍ଲେଭ ଆୟୋଜନ କରିଥିଲେ। ତେବେ ରାଜ୍ୟରେ ଏମତି ବି ପରିବାର ଅଛନ୍ତି ଯେଉଁମାନେ ଦିନରାତି ପରିଶ୍ରମ କରି ଦୁଇଓଳି ଖାଇବା ପାଇଁ ଯୋଗାଡ଼ କରୁଛନ୍ତି।…

ଆଜିଠୁ ଚିଲିକାରେ ଡଲ୍‌ଫିନ୍‌ ଗଣନା

ବାଲୁଗଁା,୨୧ା୧୨(ଡି.ଏନ୍‌.ଏ.: )ବାଲୁଗଁା ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିିଏ)ଙ୍କ ମିଳିତ ଆନୁକୂଲ୍ୟରେ ବୁଧବାରଠାରୁ ୩ ଦିନ ବ୍ୟାପୀ ସମଗ୍ର ଚିଲିକାରେ ଇରାଓ୍ବାଡ଼ି ପ୍ରଜାତିର ଡଲଫିନ ଗଣନା କରାଯିବ। ଏଥିପାଇଁ ବିଭାଗୀୟ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହି ପରିପ୍ରେକ୍ଷୀରେ…

ରାସ୍ତା ମଝିରେ ବିଦ୍ୟୁତ୍‌ ଖୁଣ୍ଟ ଯୋଗୁ ବାରମ୍ବାର ଦୁର୍ଘଟଣା

କଣାସ,୨୧।୧୨(ସ୍ବ.ପ୍ର.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରାମାଞ୍ଚଳର ପ୍ରଗତି ପାଇଁ ରାସ୍ତାଗୁଡ଼ିକୁ ଅଧିକ ପ୍ରଶସ୍ତୀକରଣ କରାଯାଉଥିବାବେଳେ ପୁରୀ ଜିଲା କଣାସ ବ୍ଲକରେ ରାସ୍ତା ପ୍ରଶସ୍ତୀକରଣ ଚାଲିଛି। ଗ୍ରାମ୍ୟ ଉନ୍ନୟନ ଓ ଜଳସେଚନ ବିଭାଗ ପକ୍ଷରୁ ହେଉଥିବା ଏହି କାର୍ଯ୍ୟ ସମୟରେ…

କୋଣାର୍କ ସୂର୍ଯ୍ୟମନ୍ଦିରରେ ହେବ ଜି-୨୦ ବୈଠକ

କୋଣାର୍କ,୨୧।୧୨(ଡି.ଏନ୍‌.ଏ.): ବିଶ୍ୱ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଣାର୍କ ସୂର୍ଯ୍ୟମନ୍ଦିର ପରିସରରେ ଆୟୋଜନ ହେବାକୁ ଯାଉଛି ଜି-୨୦ର ଶିଖର ବୈଠକ। ଏ ନେଇ ମଙ୍ଗଳବାର ପୂର୍ବାହ୍ନରେ ଏକ କେନ୍ଦ୍ରୀୟ ପ୍ରତିନିଧି ଦଳ କୋଣାର୍କ ଆସି ସୂର୍ଯ୍ୟମନ୍ଦିର ଓ ବ୍ୟାଖ୍ୟାନ କେନ୍ଦ୍ର ଅନୁଧ୍ୟାନ କରିଥିଲେ। କେନ୍ଦ୍ର…

ଗାଡ଼ି ଲୋନ୍‌ ପରିଶୋଧ ପାଇଁ ଅପହରଣ

ନୟାଗଡ଼ ଅଫିସ/ ଓଡ଼ଗଁା, ୨୧ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ କୁରାଳ ସୁବୁଦ୍ଧି ସାହିର ୭ମଶ୍ରେଣୀର ଛାତ୍ର ଅମ୍ରିତ ପାତ୍ର ଅପହରଣ ଘଟଣାର କିଛି ଗୁମର ଖୋଲିଛି। କୁରାଳ ଗଁାର ସୁନୀଲ କୁମାର ପାଣିଗ୍ରାହୀ(୧୮)ଙ୍କ ସମେତ ୨ ଭାଇ…

ଅଚଳାବସ୍ଥା ଜାରି, ୨୨ ଶୁଣାଣି ପରେ ପରିବର୍ତ୍ତନ ଆଶା

ସମ୍ବଲପୁର,୨୧ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଡିସେମ୍ବର ୧୨ରେ ଆନ୍ଦୋଳନ ଉଗ୍ରରୂପ ଧାରଣ କରିଥିଲା। ସମ୍ବଲପୁର କୋର୍ଟ ପରିସରରେ ଭଙ୍ଗାରୁଜା ଓ ବିଚାରପତିଙ୍କୁ ବାହାର କରିଦେବା ଭଳି ଘଟଣା ପରେ ସ୍ଥିତି ଅଣାୟତ୍ତ ହୋଇପଡିଥିଲା। ସୁପ୍ରିମକୋର୍ଟ ଏଥିରେ…

ମୃତ୍ୟୁ ସମୟ, ପୋଲିସ ତଥ୍ୟରେ ତାଳମେଳ ନାହିଁ

ବୀରେନ୍ଦ୍ର ଝାଙ୍କର ବଲାଙ୍ଗୀର ଅଫିସ, ୨୧ା୧୨: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ କଣ୍ଟାବାଞ୍ଜି ଉପକାରାଗାରରେ ସନ୍ଦେହଜନକ ମୃତ୍ୟୁକୁ ନେଇ ପୋଲିସ ପକ୍ଷରୁ ଦିଆଯାଇଥିବା ତଥ୍ୟରେ ତାଳମେଳ ରହୁନାହିଁ। ମଙ୍ଗଳବାର କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ମମିତା…

ବର୍ଷାଙ୍କ ସାକ୍ଷ୍ୟଗ୍ରହଣ, ଓଡ଼ିଆରେ ଉତ୍ତର ଦେଲେ

କଟକ ଅଫିସ, ୨୧ା୧୨: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ସ୍ବାମୀ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ମଙ୍ଗଳବାର ପରିବାର ଅଦାଲତରେ ହୋଇଛି। ବର୍ଷା ପ୍ରତିପକ୍ଷ ଓକିଲଙ୍କ ପ୍ରଶ୍ନର ଉତ୍ତର ଓଡ଼ିଆରେ ଦେଇଛନ୍ତି। ତେବେ…

କଣ୍ଟାବାଞ୍ଚି ସବ୍‌ଜେଲ୍‌ ଓ୍ବାର୍ଡର ଅକ୍ଷୟ ମହାନ୍ତି ନିଲମ୍ବିତ

ବଲାଙ୍ଗୀର ଅଫିସ,୨୦।୧୨: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି। ଏହାପରେ ଜେଲ୍‌ ଡିଆଇଜି ଅନୁସୟା ଜେନା ମଙ୍ଗଳବାର କଣ୍ଟାବାଞ୍ଜି ସବ୍‌ଜେଲରେ ପହଞ୍ଚି ଛାନଭିନ ଆରମ୍ଭ…

ଆତ୍ମସମର୍ପଣ କଲେ ୯୦୭ ମାଓବାଦୀ, ସମର୍ଥକ

ମାଲକାନଗିରି/ଚିତ୍ରକୋଣ୍ଡା, ୨୦ା୧୨ (ଡି.ଏନ୍‌.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ପଣସପୁଟ ପଞ୍ଚାୟତ ଘନବେଡା ବିଏସ୍‌ଏଫ୍‌ କ୍ୟାମ୍ପରେ ମଙ୍ଗଳବାର ୯୦୭ ଜଣ ମାଓବାଦୀ ଓ ମାଓବାଦୀ ସମର୍ଥକ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୪୬୭ ଜଣ ମାଓବାଦୀ ସମର୍ଥକ ରହିଥିବା ଜଣାପଡିଛି। ଅବଶିଷ୍ଟ…

ଗୋବିନ୍ଦ ସାହୁଙ୍କୁ ମାରି ଦିଆଯାଇଛି: ବିଧାୟକ

ଜୟପୁର, ୨୦ା୧୨ (ନି.ପ୍ର.)- ବହୁଚର୍ଚ୍ଚିତ ବଲଙ୍ଗୀର ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଛନ୍ତି । କଣ୍ଟାବାଞ୍ଜି ଜେଲରେ ବନ୍ଦୀ ଥିବା ଗୋବିନ୍ଦ ଏକ ଗଛରେ ଗାମୁଛା ବେକରେ ବାନ୍ଧି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଏହି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?