ଆମ ଜିଲା ଖବର

ନାବାଳିକା ବଳାତ୍କାରୀକୁ ୨୩ ବର୍ଷ ସଶ୍ରମ କାରାଦଣ୍ଡ

କେନ୍ଦୁଝର,୨୦।୧୨ (ସ୍ବ.ପ୍ର.): କେନ୍ଦୁଝର ଅତିରିକ୍ତ ଜିଲା ଜଜ ତଥା ସ୍ପେଶାଲ ଜଜ (ପୋକ୍ସୋ) କୋର୍ଟ ବିଚାରପତି ଡକ୍ଟର ଅନୀଲ କୁମାର ଦତ୍ତ ମଙ୍ଗଳବାର ଜଣେ ୧୩ ବର୍ଷ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଏଥିରେ ଅଭିଯୁକ୍ତ ସୋନୁ ମହାକୁଡ(୩୧)ଙ୍କୁ ବିଭିନ୍ନ…

ଇବ ନଦୀରେ ଖସିପଡିଥିବା ଯୁବକଙ୍କ ମୃତଦେହ ଉଦ୍ଧାର

ସୁନ୍ଦରଗଡ,୨୦।୧୨(ଡି.ଏନ.ଏ.): ସେଲଫି ନେବା ବେଳେ ଇବ ନଦୀରେ ଖସିପଡିଥିବା ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର କରାଯାଇଛି। ଅଗ୍ନିଶମ ବିଭାଗ,ଓଡ୍ରାଫ ଟିମ୍‌ ଦୀର୍ଘ ସମୟ ପରେ ନିଖୋଜ ରାଉରକେଲା ସେକ୍ଟର-୧୫ର ସୋମେଶ ମଲ୍ଲିକ(୨୫)ଙ୍କ ମୃତଦେହକୁ ଉଦ୍ଧାର କରିଛନ୍ତି। ସୋମେଶ ଗତ ରବିବାର ରାଉରକେଲାରୁ…

ଡେପୁଟି ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ: ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ

ପଟ୍ଟାଙ୍ଗି,୨୦।୧୨(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଅମ୍ପାବାଲି ପଞ୍ଚାୟତ ସ୍ଥିତ ଇଡିକଲ କମ୍ପାନୀର କାର୍ଯ୍ୟରତ ଡେପୁଟି ମ୍ୟାନେଜର ଗୟା ସାନ୍ତରାଙ୍କ ବିରୋଧରେ ଆୟ ବହୁର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗକୁ ନେଇ ଚଢାଉ ଜାରି ରହିଛି। କଟକରୁ ଆସିଥିବା ଦୁଇଟି ଭିଜିଲାନ୍ସ…

ରାୟଗଡ଼ା ଜିଲାରେ ଖୋଲିଲା ଧାନମଣ୍ଡି

ରାୟଗଡ଼ା ଅଫିସ/ରାୟଗଡ଼ା (ସ୍ବ.ପ୍ର.),୨୦ା୧୨: ରାୟଗଡ଼ା ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ମଣ୍ଡି ଖୋଲିଛି। ସ୍ଥାନୀୟ ଆର୍‌ଏମ୍‌ସି ବଜାର ପ୍ରାଙ୍ଗଣରେ ପୂଜାର୍ଚ୍ଚନା କରି ମଣ୍ଡିର ଶୁଭାରମ୍ଭ କରାଯାଇଛି। ଅତିରିକ୍ତ ଜିଲାପାଳ ଧର୍ମାନନ୍ଦ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ…

ଜୟପୁରରେ ହେବ ସ୍ପୋର୍ଟସ ହଷ୍ଟେଲ: ମନ୍ତ୍ରୀ

ଜୟପୁର,୨୦ା୧୨( ନି.ପ୍ର.): ଜୟପୁର ଫୁଲବାଡ ନିକଟରେ ଇଣ୍ଟିଗ୍ରେଟେଡ ସ୍ପୋର୍ଟସ କମ୍ପ୍ଲେକ୍ସ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି ା ସୋମବାର ଜୟପୁର ଗସ୍ତ ଅବସରରେ ରାଜ୍ୟ କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା ଏହି ସ୍ପୋର୍ଟସ କମ୍ପ୍ଲେକ୍ସ, ଆଇଟି ପାର୍କ, ବିଜ୍ଞାନ କେନ୍ଦ୍ର ପରିର୍ଶନ କରିଛନ୍ତି…

ଦେବୋଲିନ କଲେଜ କୁଇନ୍‌

ଢେଙ୍କାନାଳ ଅଫିସ,୨୦ା୧୨: ଢେଙ୍କାନାଳ ସହର କୁଞ୍ଜକାନ୍ତ ଅଞ୍ଚଳରେ ରହୁଥିବା ଦେବୋଲିନ ବରାଳ ତରଙ୍ଗ ମ୍ୟୁଜିକ୍‌ କଲେଜ କୁଇନ ପ୍ରତିଯୋଗିତାରେ ଚଳିତ ବର୍ଷର ବିଜୟିନୀ ହୋଇଛନ୍ତି। ଫ୍ୟାଶନ ଓ ନୃତ୍ୟ କ୍ଷେତ୍ରରେ ନିଜର ଚମତ୍କାରିତା ପ୍ରତିପାଦିତ କରି ଦେବୋଲିନ କଲେଜ କୁଇନ୍‌ ମୁକୁଟ…

ମାଟିରେ ମିଶିଲା ୨୫୬ ମିଟର ଉଚ୍ଚ ଚିମିନୀ

ଢେଙ୍କାନାଳ ଅଫିସ,୨୦ା୧୨: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମୋଟଙ୍ଗା ଥାନା କୁରୁଣ୍ଟି ଗ୍ରାମ ନିକଟରେ କାର୍ଯ୍ୟକ୍ଷମ ହେବା ପୂର୍ବରୁ ବନ୍ଦ ହୋଇଯାଇଥିବା ଲାନ୍‌କୋ ବାବନ୍ଧ ପାୱାର ପ୍ଲାଣ୍ଟ ବିକ୍ରି ସରିଥିଲେ ମଧ୍ୟ ଏହା ପରିସରରେ ଥିବା ୨୫୬ ମିଟର ଉଚ୍ଚ ଚିମିନୀ…

ଉତ୍କଳ ବିଶ୍ୱବିଦ୍ୟାଳୟ ଦଳରେ ଢେଙ୍କାନାଳର ୧୦ ଖେଳାଳି

ଢେଙ୍କାନାଳ ଅଫିସ,୨୦ା୧୨: ଉତ୍ତରପ୍ରଦେଶର ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟଠାରେ ଆସନ୍ତା ୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ସର୍ବଭାରତୀୟ ବିଶ୍ୱବିଦ୍ୟାଳୟସ୍ତରୀୟ ମହିଳା ହକି ପ୍ରତିଯୋଗିତା ପାଇଁ ଓଡ଼ିଶାର ଉତ୍କଳ ବିଶ୍ୱବିଦ୍ୟାଳୟ ଦଳ ଟ୍ରେନ୍‌ ଯୋଗେ ବନାରସ ଯାତ୍ରା କରିଛନ୍ତି। ୟୁପି…

୨୧ରୁ ସର୍ବଭାରତୀୟ ଅନୁଗୋଳ କ୍ରିକେଟ୍‌ କପ୍‌

ଅନୁଗୋଳ ଅଫିସ,୨୦ା୧୨: ଅନୁଗୋଳ ଜିଲା କ୍ରିକେଟ୍‌ ସଂଘ (ଏଡିସିଏ) ଚଳିତବର୍ଷ ରୌପ୍ୟ ଜୟନ୍ତୀ ପାଳନ କରିବ। ଏ ନେଇ ଆସନ୍ତା ବୁଧବାରଠାରୁ ସ୍ଥାନୀୟ କଦମ ପଡ଼ିଆରେ ରାଜ୍ୟସ୍ତରୀୟ ପ୍ରତିଯୋଗିତା ଆୟୋଜନ କରାଯିବ। ଏହି ଟୁର୍ନାମେଣ୍ଟରେ ରାଜ୍ୟ ଓ ରାଜ୍ୟ ବାହାରର ୮ଟି…

ଜେଲ ଫେରନ୍ତା ଅପରାଧୀଙ୍କ ଉପରେ ତୀକ୍ଷ୍‌ଣ ନଜର ରଖ

ବ୍ରହ୍ମପୁର ଅଫିସ,୨୦ା୧୨: ବ୍ରହ୍ମପୁର ଏସ୍‌ପି ଡ. ଶ୍ରବଣା ବିବେକ ଏମ୍‌ଙ୍କ ଅଧ୍ୟକ୍ଷତାରେ ସୋମବାର ଏକ ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲା ପୋଲିସ ମୁଖ୍ୟାଳୟରେ ଆୟୋଜିତ ବୈଠକରେ ଏସ୍‌ପି କହିଛନ୍ତି, ଆଗକୁ ବଡ଼ଦିନ ପର୍ବ, ଜିରୋ ନାଇଟ୍‌ ସେଲିବ୍ରେଶନ, ନୂଆବର୍ଷ…

ମମିତା ମେହେର ଘଟଣା: ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା

ବଲାଙ୍ଗିର ଅଫିସ/ଭବାନୀପାଟଣା(ସ୍ବ.ପ୍ର.),୨୦।୧୨: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଛନ୍ତି। ବଲାଙ୍ଗୀର ଜିଲା ଅନ୍ତର୍ଗତ କଣ୍ଟାବାଞ୍ଜି ଜେଲ୍‌ ଶୌଚାଳୟରେ ଗାମୁଛା ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଜେଲ୍‌ କର୍ତ୍ତୃପକ୍ଷ…

୬ ବର୍ଷ ବିତିଲା, କାର୍ଯ୍ୟକ୍ଷମ ହେଲାନି ନୂଆ ବସ୍‌ଷ୍ଟାଣ୍ଡ

ଗୋପାଳପୁର,୨୦ା୧୨(ଡି.ଏନ.ଏ.): ପର୍ଯ୍ୟଟନ ମାନଚିତ୍ରରେ ଗୋପାଳପୁରର ସ୍ଥାନ ସ୍ବତନ୍ତ୍ର। ଏଠାକୁ ବିଭିନ୍ନ ସମୟରେ ବହୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କ ସୁବିଧା ପାଇଁ ଏଠାରେ ଏକ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ଲାଗି ୨୦୧୪ରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ବ୍ରହ୍ମପୁର ଉନ୍ନୟନ ପରିଷଦ (ବିଡିଏ) ପକ୍ଷରୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?