ଆମ ଜିଲା ଖବର

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ ସ୍ଥାପନ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ସର୍ବ ସମ୍ମତି କ୍ରମେ ପୁରୋହିତ ସୁନାନୀଙ୍କୁ ସଭାପତି…

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି I ବଲାଙ୍ଗୀର ଆରକ୍ଷୀ ଅଧୀକ୍ଷକ ଅଭିଳାଷ ଜି ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ…

ବିପୁଳ ଗଞ୍ଜେଇ ଜବତ,  ଜଣଙ୍କ ପରେ ଜଣଙ୍କୁ ମାଡିବସିଲା…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ କୋମନା ବ୍ଲକ ଟିକ୍ରାପଡା ପଞ୍ଚାୟତ ଜେଠୁପାଲି…

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା l ବାରକୋଟ ପଟୁ ରାଉରକେଲା ପଟକୁ ଯାଉଥିବା ଏକ ଲୌହ ଏଙ୍ଗେଲ…

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ବିଜେଡିର ଭଦ୍ରକ ଜିଲା ସାଧାରଣ ସମ୍ପାଦକ ଭାଗିରଥି ବଳ, ଆନ୍ଦୋଳା ସରପଞ୍ଚ କାମଦେବ ମଲିକ…

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହୁଛନ୍ତି। ଏଥିସହ ସନ୍ଧ୍ୟା ହେଲେ କବାଟ ଖୋଲିବାକୁ ଭୟ କରୁଛନ୍ତି। ଏଭଳି ପରିସ୍ଥିତିରେ…

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର ଗ୍ରହଣ ସଂସ୍ଥା ନୂଆପଡ଼ା ମଧ୍ୟସ୍ଥତାରେ ଏକ ଶିଶୁ କନ୍ୟାକୁ ତାମିଲନାଡୁର ଏକ ଦମ୍ପତି ଗ୍ରହଣ…

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର ବ୍ୟବସ୍ଥା କରାଯାଇଥିଲେ ସୁଦ୍ଧା ରକ୍ଷଣବେକ୍ଷଣ କରା ନ ଯିବା ହେତୁ ବହୁ ଷ୍ଟ୍ରିଟ ଲାଇଟ…

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର ଛକଠାରେ କଣ୍ଟେନର ଗୋରୁଗାଡି ଜବତ କରିଛି। ସୂଚନା ମୁତାବକ ଗତ ରାତ୍ରିରେ ଭଦ୍ରକରୁ ୩୦ରୁ…

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର ଏସ୍‌ସି/ଏସ୍‌ଟି ଅଦାଲତ ଚାର୍ଜଫ୍ରେମ କରିଛନ୍ତି। ଓଡ଼ିଶା କ୍ରାଇମବ୍ରାଞ୍ଚରେ ରୁଜୁ ମାମଲାରେ ଏହି ଚାର୍ଜଫ୍ରେମ ହୋଇଛି।…

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି। ଚାଷୀଙ୍କ ସମସ୍ୟାର ତ୍ୱରିତ୍‌ ସମାଧାନ ପାଇଁ ପଦକ୍ଷେପ ନେବା ଦାବିରେ ବରଗଡ଼ ଜିଲା କଂଗ୍ରେସ…

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ ଗୁରୁବାର ଆରମ୍ଭ ହୋଇ ଶୁକ୍ରବାର ସମ୍ପନ୍ନ ହୋଇଯାଇଛି। ଗୁରୁବାର ଭୋରରୁ ପୂଜା ଆରମ୍ଭ ହୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri