ଆମ ଜିଲା ଖବର

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ ସ୍ରୋତରେ ଭାସିଯାଇ ନିଖୋଜ ହୋଇଯାଇଛନ୍ତି। ଖବର ପାଇ କମିଶନରେଟ ପୋଲିସ ଓ ଅଗ୍ନିଶମ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ବଲାଙ୍ଗୀର ଜିଲା ପୁଇଁନ୍ତଳା ଥାନା ଅନ୍ତର୍ଗତ ଟାଙ୍କୁଳପଦର ଛକ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ ଏକାଧିକ ମାମଲାର ଶୁଣାଣି କରିଥିଲେ। ପରେ ସେ ଅଚାନକ ଭଞ୍ଜନଗର ତହସିଲ କାର୍ଯ୍ୟାଳୟକୁ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE) ଘୋଷଣା କରିଛନ୍ତି । ବରଗଡ ଉପଖଣ୍ଡ ପାଇଁ ଆଇନଜୀବୀ ଲିପସିତ୍ ମିଶ୍ର ଏବଂ…

ବିଇଓ ଶୁଭମ ପତିଙ୍କ ବଦଳି ବାତିଲ ଦାବି: ଉପଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ପଦ୍ମପୁର,୨୬।୫ (ପ୍ରଦୀପ୍ତ ଦାଶ): ପାଇକମାଳ ବ୍ଲକର ଅତିରିକ୍ତ ଦାୟିତ୍ୱରେ ଥିବା ବ୍ଲକ ଶିକ୍ଷା ଅଧିକାରୀ ଶୁଭମ ପତିଙ୍କ ବଦଳି ନିର୍ଦ୍ଦେଶକୁ ବାତିଲ କରିବା ଦାବି ଏବେ ଜୋର ଧରିଛି। ଏହି ବଦଳି ନିର୍ଦ୍ଦେଶକୁ ପ୍ରତ୍ୟାହାର କରିବା ପାଇଁ ପାଇକମାଳ ପ୍ରାଥମିକ ଶିକ୍ଷକ…

ଦାଣ୍ଡରେ ପଡି ହାଟରେ ଗଡିଲା ଭାଜପାର ଗୋଷ୍ଠୀ କନ୍ଦଳ: ଫଳକରେ ଏମ୍‌ପିଙ୍କ ନାମ ନଥିବାରୁ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମଥର ଭାଜପା ସରକାରକୁ ଆସିଥିବା ବେଳେ କିପରି ଦଳ ସୁଦୃଢ ହେବ, ସଂଗଠନ ବଢିବ ସେନେଇ ଜାତୀୟସ୍ତରରୁ ଆରମ୍ଭକରି ରାଜ୍ୟସ୍ତରର ନେତାମାନେ ଗୁରୁତ୍ୱ ଦେଉଛନ୍ତି। ଅନ୍ୟଦଳର ନେତା ଓ କର୍ମୀଙ୍କୁ ଦଳରେ ମିଶାଇ ନେବା ସହ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ ଯୁବକଙ୍କ ସୋମବାର ସନ୍ଧ୍ୟାରେ ମୃତ୍ୟୁ ହୋଇଥିବା ବେଳେ ଅଂଶୁଘାତ ଏହାର କାରଣ ବୋଲି…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ କରିଛି। ଏନେଇ ଭିଜିଲାନ୍ସ ବିଭାଗ ପ୍ରେସ ରିଲିଜ…

ଭଞ୍ଜ ରାଜବଂଶର ସ୍ମୃତି : ଲୋକଙ୍କ ଦାନରେ ଚାଲିଛି କୁଲାଡ ଜଗନ୍ନାଥ ମନ୍ଦିର

ଭଞ୍ଜନଗର,୨୬।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଘୁମୁସର ଭଞ୍ଜ ରାଜବଂଶର ସ୍ମୃତି ଭାବେ ପରିଚିତ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ନିର୍ମାଣ ହୋଇଥିଲା। ସେ ସମୟରେ ମନ୍ଦିର ପରିଚାଳନା ପାଇଁ ଭଞ୍ଜ ରାଜବଂଶ ପକ୍ଷରୁ ହଜାର ହଜାର ଭରଣ ଜମି, କୋଟି କୋଟି…

ଭଡ଼ା ଘରୁ ମିଳିଲା ଯୁବତୀଙ୍କ ମୃତଦେହ: ହତ୍ୟା ନା ଆତ୍ମହତ୍ୟା?

ଭୁବନେଶ୍ୱର,୨୬।୫: ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ୱର ପାହାଳ ଅଞ୍ଚଳ ଏକ ଭଡ଼ା ଘରୁ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଯୁବତୀ ଜଣକ ଭଦ୍ରକ ବାସୁଦେବପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ, ଯୁବତୀ ଜଣକ ଭୁବନେଶ୍ୱରର ଏକ…

ଜିଲାପାଳଙ୍କୁ ବାସି ଜଳଖିଆ ଦେଇ ଫସିଲେ ହୋଟେଲ ମାଲିକ, ପ୍ରଶାସନର ଏକ ଟିମ ହୋଟେଲରେ ପହଞ୍ଚି…

ନବରଙ୍ଗପୁର,୨୬।୫(ସଦାଶିବ ପ୍ରହରାଜ):, ନବରଙ୍ଗପୁର ଜିଲା ରାଇଘର ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଯୁଗ୍ମ ଜନ ଶୁଣାଣିବେଳେ ଜିଲାପାଳ ମହେଶ୍ବର ସ୍ବାଇଁଙ୍କୁ ବାସି ଏବଂ ନିମ୍ନମାନର ଜଳଖିଆ ପ୍ରଦାନ ଘଟଣାକୁ ନେଇ ପ୍ରଶାସନିକ ମହଲରେ ଚର୍ଚ୍ଚା ଜୋର ଧରିଛି। ଖୋଦ ଜିଲାପାଳ ଖାଦ୍ୟର ମାନକୁ…

ମହୁମାଛି ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ

ବାଲିଗୁଡ଼ା,୨୬।୫: କନ୍ଦମାଳ ଜିଲା ଖଜୁରିନାଳ ସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମହୁମାଛି ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଯୁବକଙ୍କ ଘର ଛାତ ଉପରେ ମହୁମାଛି ବସା କରି ରହିଥିଲା। ହେଲେ ଯୁବକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?