ବିନା ନମ୍ବର ପ୍ଲେଟ, ଇନସ୍ୟୁରାନ୍ସରେ ଶୋ ରୁମରୁ ବାହାରୁଛି ଗାଡ଼ି
ରାଜନଗର,୨୦ା୧୨(ଡି.ଏନ.ଏ.):ରାଜନଗର ଥାନା ରାଜନଗର-ତାଳଚୁଆ ମୁଖ୍ୟ ରାସ୍ତାର ଚାନ୍ଦିବାଉଁଶମୂଳ ନିକଟରେ ସୋମବାର ସକାଳ ସାଢେ ୬ଟାରେ ଏକ ଅଟୋ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା। ଏହି ଅଟୋରେ ଥିବା ରାଜନଗର ବ୍ଲକ କଣ୍ଡିରା ପଞ୍ଚାୟତ ନୂଆଗାଁର ଫୁକି ରାଉତ (୬୫),…
ଷଡ଼ଯନ୍ତ୍ରରୁ ମୁକୁଳିବ ବ୍ୟାସନଗର
ଯାଜପୁର ରୋଡ,୨୦ା୧୨(ଡି.ଏନ.ଏ.):ରାଜନୈତିକ ଓ ପ୍ରଶାସନିକ ଅବହେଳାର ଶିକାର ହୋଇଆସିଛି ବ୍ୟାସନଗର ପୌରପରିଷଦ ଅଞ୍ଚଳ। ଏଠାକାର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବ୍ୟାସନଗର ନାଗରିକ କମିଟି ଅଣ୍ଟା ଭିଡିଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅନେକ ବିକାଶମୂଳକ ଯୋଜନା କାର୍ଯ୍ୟକାରୀ କରିବାକୁ ଜାଣିଶୁଣି…
ନଦୀଜଳ ଉପରେ ଶିଳ୍ପ ବୋଝ
ଯାଜପୁର ଅଫିସ,୨୦ା୧୨:ଖରାଦିନେ ନଦୀ ଜଳସ୍ରୋତ ବହୁଳମାତ୍ରାରେ ହ୍ରାସ ପାଇବା ଆଶଙ୍କା ସୃଷ୍ଟି ହୋଇଛି। ୧୦ରୁ ଊର୍ଦ୍ଧ୍ୱ ଶିଳ୍ପ କମ୍ପାନୀ ବ୍ରାହ୍ମଣୀ ନଦୀଜଳ ଉପରେ ନିର୍ଭର କରୁଛନ୍ତି। ଦୈନିକ ୩୦୦ରୁ ଊର୍ଦ୍ଧ୍ୱ କ୍ୟୁସେକ ପାଣି ଶିଳ୍ପଗୁଡ଼ିକ ବ୍ୟବହାର କରୁଛନ୍ତି। ଏବେ ପୁଣି ଇଡ୍କୋ,…
ଆବାସ ଯୋଜନାରୁ ବଞ୍ଚିତ ୭ ଭୂମିହୀନ ପରିବାର
ରସୁଲପୁର,୨୦ା୧୨(ଡି.ଏନ.ଏ.):ରସୁଲପୁର ବ୍ଲକ ଅଧୀନ ଭୋଟକା ପଞ୍ଚାୟତ ସମ୍ମୁଖରେ ଭଙ୍ଗାକୁଡିଆରେ ବସବାସ କରୁଥିବା ୭ ଭୂମିହୀନ ପରିବାର ସରକାରୀ ଆବାସରୁ ବଞ୍ଚତ୍ତ ହୋଇ ଆସୁଛନ୍ତି। ଚଳିତ ମାସ ୩୧ ତାରିଖ ସୁଧା ସମ୍ପୃକ୍ତ ଭୂମିହୀନ ପରିବାରକୁ ମୋ ଡିହ ଯୋଜନାରେ ଘରବାଡି ପଟ୍ଟା…
ମୁକ୍ତା ଯୋଜନା: ଜଳ ଅମଳ ପ୍ରକଳ୍ପ ନାଁରେ ଦୁର୍ନୀତି
ପଟ୍ଟାମୁଣ୍ଡାଇ,୨୦ା୧୨(ସ୍ବ.ପ୍ର.):ମହାମାରୀ କରୋନା ସମୟରେ ବାହାର ରାଜ୍ୟରେ କାର୍ଯ୍ୟ କରୁଥିବା ପ୍ରବାସୀ ଶ୍ରମିକମାନେ ଘରବାହୁଡ଼ା ଦୃଷ୍ଟିରେ ରଖି ରାଜ୍ୟ ସରକାର ସହରାଞ୍ଚଳରେ ବାସ କରୁଥିବା ଅସହାୟ ଶ୍ରମିକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ କର୍ମତତ୍ପର ଯୋଜନା (ମୁକ୍ତା)ରେ କାମ ଯୋଗାଇ ଦେଇଥିଲେ। ଏହି ଯୋଜନାରେ ବିଭିନ୍ନ…
ପାଇପ ବିଛା ପାଇଁ ରାସ୍ତା ଖୋଳା ଯାଉଛି, ପୋତା ଯାଉନି
ନାଉଗଁା,୨୦ା୧୨(ସ୍ବ.ପ୍ର.):ରାଜ୍ୟ ସରକାର ବସୁଧା ଯୋଜନାରେ ପ୍ରତି ଗ୍ରାମକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାର ବ୍ୟବସ୍ଥା କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଜଗତ୍ସିଂହପୁର ଜିଲା ନାଉଗଁା ବ୍ଲକର ବିଭିନ୍ନ ପଞ୍ଚାୟତରେ ଅର୍ଥ ଖର୍ଚ୍ଚ କରାଯାଇ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ହେଉଛି। ପାଇପ ବିଛା…
ଅଭିଯୋଗ ଅଧିକ, ଫଇସଲା କମ୍
ଜଗତ୍ସିଂହପୁର ଅଫିସ,୨୦ା୧୨:ଜଗତ୍ସିଂହପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ଲକ ଅଞ୍ଚଳର ଲୋକଙ୍କ ସମସ୍ୟାଗୁଡିକର ସମାଧାନ ନିମନ୍ତେ ପ୍ରତିମାସରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କରାଯାଉଛି। ଏହାର ଉଦ୍ଦେଶ୍ୟ ହେଉଛି ଶିବିର ମାଧ୍ୟମରେ ସହଜରେ ଏବଂ କମ୍ ସମୟ ମଧ୍ୟରେ ଲୋକଙ୍କ…
ସିଂହଦ୍ୱାର ନିକଟରେ ଚାଲିଛି ବେଆଇନ ନିର୍ମାଣ
ପୁରୀ ଅଫିସ, ୨୦ା୧୨:ଶ୍ରୀମନ୍ଦିର ସିଂହଦ୍ୱାର ନିକଟ ମଙ୍ଗୁମଠ ପାର୍ଶ୍ୱରେ ବେଆଇନ ଭାବେ ନିର୍ମାଣ କାର୍ଯ୍ୟ ଚାଲିଥିବା ଅଭିଯୋଗ ଆଣି ପୁରୀ ଜିଲା କମାକନ୍ତିଆ ଗ୍ରାମର ମାନବାଧିକାର କର୍ମୀ ଦିଲୀପ କୁମାର ବରାଳ ସୋମବାର ମୁଖ୍ୟମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ବରାଳ ତାଙ୍କ…
ମହିଳା ସିକ୍ୟୁରିଟି ଗାର୍ଡଙ୍କୁ ହତ୍ୟା
ନରସିଂହପୁର,୨୦ା୧୨(ସ୍ବ.ପ୍ର.):କଟକ ଜିଲା ନରସିଂହପୁର ବ୍ଲକ ବାଲିପୁଟସ୍ଥିତ ମହାନଦୀ କୂଳରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ଖୋଲାଯାଇଥିବା ସାତକୋଶିଆ ଇକୋ ରିଟ୍ରିଟ କେନ୍ଦ୍ରରେ ନିୟୋଜିତ ଜଣେ ମହିଳା ସିକ୍ୟୁରିଟି ଗାର୍ଡଙ୍କୁ ଶୁକ୍ରବାର ପୂର୍ବାହ୍ନରେ ହତ୍ୟା କରାଯାଇଛି। ସେ ହେଲେ ନିକଟସ୍ଥ କାନପୁର ଥାନା ଅଧୀନ…
ଚିଲିକାରେ ଭାସିଲା ଗ୍ୟାସ୍ ସିଲିଣ୍ଡର
କୃଷ୍ଣପ୍ରସାଦ,୨୦ା୧୨(ଡି.ଏନ୍.ଏ.):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଜହ୍ନିକୁଦା ଘାଟ ଚିଲିକାରେ ପୁଣି ଅଘଟଣ ଘଟିଛି। ସୋମବାର ଏକ ପିକ୍ଅପ୍ ଭ୍ୟାନ ଭାରସାମ୍ୟ ହରାଇ ତଳକୁ ଖସି ଡଙ୍ଗାରେ ପିଟି ହୋଇଯାଇଥିଲା। ଫଳରେ ଡଙ୍ଗାର କିଛି ଅଂଶ ଭାଙ୍ଗିଯିବା ସହ ବୁଡ଼ିଯାଇଥିଲା। ଡଙ୍ଗା ଓ…
ପ୍ରତିପକ୍ଷ ଓକିଲଙ୍କ ପ୍ରଶ୍ନକୁ ନେଇ ଆପତ୍ତି ଉଠାଇଲେ ବର୍ଷା
କଟକ ଅଫିସ, ୨୦ା୧୨:ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ସ୍ବାମୀ ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ସୋମବାର ପରିବାର ଅଦାଲତରେ ହୋଇଥିଲା। ଅଦାଲତଙ୍କ ନିର୍ଦ୍ଦେଶ ଅନୁସାରେ ବର୍ଷା କୋର୍ଟରେ ହାଜର ହେବା ପରେ ତାଙ୍କର…
ଭାରିଯାନରେ ଲଘୁଖଣିଜ ପଦାର୍ଥ ପରିବହନ ମନା
କଟକ ଅଫିସ, ୨୦।୧୨:ବାରବାଟୀ ଷ୍ଟାଡିୟମରେ ଆସନ୍ତା ଜାନୁୟାରୀ ୧୧ରେ ପୁରୁଷ ହକି ବିଶ୍ୱକପ୍ ଉଦ୍ଘାଟନୀ ସମାରୋହ ଅନୁଷ୍ଠିତ ହେବ। ଏହି ସମାରୋହରେ ଦର୍ଶକ, ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ, ପ୍ରଖ୍ୟାତ ବ୍ୟକ୍ତିତ୍ୱ, କଳାକାର ଓ ସଙ୍ଗଠକମାନେ ଯୋଗଦେବେ। ସେମାନଙ୍କ ସୁରକ୍ଷା ଓ ଯାତାୟାତ ସୁବିଧାକୁ…

