ଆମ ଜିଲା ଖବର

୯ ଅଷ୍ଟଧାତୁ ମୂର୍ତ୍ତି, ବିଦ୍ୟୁତ୍‌ ତାର ଜବତ: ୬ ଗିରଫ

ମାର୍ଶାଘାଇ,୨୮ା୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଲୁଣା ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରୁ ଗତ ୨୦ ତାରିଖ ବିଳମ୍ବିତ ରାତିରେ ହୋଇଥିବା ଡକାୟତି ଘଟଣାରେ ୬ ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କଠାରୁ ବିପୁଳ ପରିମାଣର ବିଦ୍ୟୁତ୍‌ ତାର ଜବତ…

୩ ଗ୍ରାମବାସୀଙ୍କ ଗଣଧାରଣା

ଝୁମ୍ପୁରା,୨୮ା୧(ଡି.ଏନ.ଏ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ୩ ଗ୍ରାମର ବାସିନ୍ଦା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚତ୍ତ ପ୍ରତିବାଦରେ ଗଣଧାରଣା ଦେଇଛନ୍ତି। ଏନେଇ ଝୁମ୍ପୁରା ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ସମସ୍ୟାର ସମାଧାନ ନ ହେଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ…

ବେଆଇନ କୋଇଲା ବୋଝେଇ ଟ୍ରକ୍‌ ଜବତ: ଜଣେ ଗିରଫ

ପାରାଦୀପ,୨୮।୧(ସ୍ବ.ପ୍ର.): ପାରାଦୀପ ବନ୍ଦର ଭିତରୁ ଏକ ଟ୍ରକ (ଓଡି-୨୭ଜେ-୩୭୪୭)ରେ ୩୧ ଟନ କୋକିଂ କୋଇଲା ବିନା କାଗଜପତ୍ରରେ ଯାଉଥିବା ବେଳେ ଶୁକ୍ରବାର ଲକଥାନା ପୋଲିସ ଜବତ କରିଛି। ଏଥିସହ ଟ୍ରକ ଚାଳକ ସର୍ବେଶ୍ୱର ସେଠୀଙ୍କୁ ଗିରଫ କରିଛି। ଏ ନେଇ (ନଂ.…

ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ଜେଲ

ବାରିପଦା ଅଫିସ,୨୮ା୧: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ ସୁମିତା ଜେନା ଏହାର ବିଚାର କରି ଦୋଷୀଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡରେ…

ବଳାତ୍କାର ପରେ ମହିଳାଙ୍କୁ ପଥର ଛେଚି ହତ୍ୟା

ଯୋଡ଼ା,୨୮ା୧(ଡି.ଏନ.ଏ) : କେନ୍ଦୁଝର ଜିଲା ବାମେବାରୀ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଜଣେ ମହିଳାଙ୍କୁ ବଳାତ୍କାର ପରେ ପଥରରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ…

ମାଘ ସପ୍ତମୀ ପାଇଁ ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ସମାଗମ

କୋଣାର୍କ,୨୮।୧(ଡି.ଏନ୍‌.ଏ.): ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଶୁକ୍ରବାର ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଶ୍ରଦ୍ଧାଳୁମାନେ ବାଉଁଶ କଣିରେ କୁଡ଼ିଆ ତିଆରି କରି ବିଶ୍ରାମ ନେଇଛନ୍ତି। ସେମାନେ ମାଟିହାଣ୍ଡିରେ ରୋଷେଇ ସାରି କୁଡ଼ିଆରେ…

୩ ମେଶିନ ଗାଡ଼ିକୁ ଅଟକାଇଲେ ଗ୍ରାମବାସୀ

ବାରଙ୍ଗ,୨୮ା୧(ଡି.ଏନ୍‌.ଏ.): ଦାରୁଠେଙ୍ଗ ଡମ୍ପିଂୟାର୍ଡକୁ ନେଇ ପୁଣି ବିବାଦ ଦେଖାଦେଇଛି। ଗୁରୁବାର ଭୋରୁ ବିଏମ୍‌ସି ପକ୍ଷରୁ ଭୁଆସୁଣୀ ଡମ୍ପିଂୟାର୍ଡରେ ବାୟୋମାଇନିଂ ପ୍ଲାଣ୍ଟ ନିର୍ମାଣ ନିମନ୍ତେ ୫ଟି ଗାଡ଼ିରେ ମେଶିନ ଆଣି ରଖାଯାଇଥିଲା। ତେବେ ପ୍ଲାଣ୍ଟ ନିର୍ମାଣ ଉପରେ ବିନା ଆଲୋଚନାରେ ମେଶିନ ଗାଡ଼ି…

ଡୁଙ୍ଗ୍‌ଡୁଙ୍ଗା ବଜାଇ ଜାତୀୟ ସଙ୍ଗୀତ ଗାଇ ଚର୍ଚ୍ଚାରେ ଆନନ୍ଦ

ନବରଙ୍ଗପୁର,୨୮।୧(ବି.ପ୍ର.): ଅବିଭକ୍ତ କୋରାପୁଟ ଜିଲାର ଆଦିବାସୀଙ୍କ ସର୍ବପୁରାତନ ପାରମ୍ପରିକ ବାଦ୍ୟଯନ୍ତ୍ର ଡୁଙ୍ଗ୍‌ଡୁଙ୍ଗା ବଜାଇ ଜାତୀୟ ସଙ୍ଗୀତ ଗାନକରି ଏବେ ଚର୍ଚ୍ଚାରେ ନବରଙ୍ଗପୁର ସହରର ଆନନ୍ଦ କୁମାର ଦାଶ। ଆନନ୍ଦଙ୍କ ଏକ ଭିଡିଓ ଏବେ ଭାଇରାଲ ହେଉଛି। ଯେଉଁଥିରେ ସେ ଆଦିବାସୀ ବେଶ…

ପଞ୍ଚଲିଙ୍ଗେଶ୍ୱର, କୁଲଡ଼ିହାରେ ବିଦେଶୀ ପର୍ଯ୍ୟଟକ

ନୀଳଗିରି,୨୮ା୧(ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ନୀଳଗିରିର ପଞ୍ଚଲିଙ୍ଗେଶ୍ୱର ଓ କୁଲଡିହା ଅଭୟାରଣ୍ୟର ଅପରୂପ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକମାନଙ୍କ ସୁଅ ଛୁଟିଥାଏ। ଚଳିତବର୍ଷ ବିଦେଶୀ ପର୍ଯ୍ୟଟକଙ୍କ ଆଗମନକୁ ଦେଖି ସ୍ଥାନୀୟ…

ରାଷ୍ଟ୍ରପତିଙ୍କ ଘର ଆଗରେ ରାସ୍ତାରୋକୋ

ରାଇରଙ୍ଗପୁର,୨୮ା୧(ଡି.ଏନ.ଏ.): ପାନୀୟ ଜଳ ସମସ୍ୟା ନେଇ ଉତ୍ତ୍ୟକ୍ତ ବସ୍ତି ବାସିନ୍ଦା ରାଷ୍ଟ୍ରପତି ଦ୍ରୌପଦୀ ମୁୁର୍ମୁଙ୍କ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରସ୍ଥିତ ବାସଗୃହ ସମ୍ମୁଖ ରାସ୍ତା ଅବରୋଧ କରିବା ଚର୍ଚ୍ଚାର ବିଷୟ ହୋଇଛି। ଖବରପାଇ ଜନସ୍ବାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ୍‌ ଓ…

ବନ୍ଦ ପ୍ରକୋଷ୍ଠରୁ ୨ ଶିଶୁ ଉଦ୍ଧାର

ପରଜଙ୍ଗ, ୨୮।୧(ଡି.ଏନ.ଏ.): ପାଳିତ ମା’ବାପାଙ୍କ ଦ୍ୱାରା ଅକଥନୀୟ ନିର୍ଯାତନାର ଶିକାର ହୋଇଥିବା ୨ କୋମଳମତି ଶିଶୁଙ୍କୁ ବନ୍ଦ ପ୍ରକୋଷ୍ଠରୁ ଉଦ୍ଧାର କରିଛି ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ପୋଲିସ। ଡମୋଳ ଗ୍ରାମରୁ ଆସିଥିବା ଏଭଳି ହୃଦୟ ବିଦାରକ ଘଟଣା…

‘ଏଚ୍‌ଏସଟିଡିଭି’ ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୨୮ା୧: ଡିଆରଡିଓ ପକ୍ଷରୁ ଧାମରାସ୍ଥିତ ଅବଦୁଲ କଲାମ ଦ୍ୱୀପରୁ ଶୁକ୍ରବାର ଏଚ୍‌ଏସଟିଡିଭି(ହାଇପର୍‌ସୋନିକ ଟେକ୍ନୋଲୋଜି ଡେମନଷ୍ଟ୍ରେଟର ଭେଇକିଲ) କ୍ଷେପଣାସ୍ତ୍ରର ପରୀକ୍ଷଣ ହୋଇଛି। ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି କ୍ଷେପଣାସ୍ତ୍ର ଶବ୍ଦର ଗତିଠାରୁ ୬ଗୁଣ ଅଧିକ ବେଗରେ ଗତି କରିପାରିବ। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?