ଆମ ଜିଲା ଖବର

ଜିରା ନଦୀପଠାରେ ହେବ ମେଳା

ବରଗଡ଼ ଅଫିସ୍‌,୧୭।୧୨: ମହାମାରୀ କରୋନା ଯୋଗୁ ୨ବର୍ଷ ଧରି ବରଗଡ଼ ଧନୁଯାତ୍ରା ମହୋତ୍ସବ ବନ୍ଦ ରହିଥିଲା। କରୋନା କଟକଣା ହଟିବା ପରେ ଏଥର ଧନୁଯାତ୍ରା ପାଇଁ ବରଗଡ଼ରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ମହୋତ୍ସବ ୭୫ବର୍ଷରେ ପଦାର୍ପଣ କରୁଥିବାବେଳେ ଅନ୍ୟବର୍ଷ ତୁଳନାରେ ଅଧିକ…

୧ ଲକ୍ଷ ୯୦ ହଜାର ଟଙ୍କାର ଜାଲ୍‌ନୋଟ ଜବତ: ବନ୍ଧା ହେଲେ ଯୁବକ

ଢେଙ୍କାନାଳ ଅଫିସ,୧୭।୧୨: ଢେଙ୍କାନାଳ ସଦର ଥାନା ଅଞ୍ଚଳରୁ ଲକ୍ଷାଧିକ ଟଙ୍କାର ଜାଲ୍‌ନୋଟ ପୋଲିସ ଜବତ କରିଛି। ସଦର ଥାନା ଅଧୀନ ଭାପୁର ରଥପଦା ଅଞ୍ଚଳରେ ପୋଲିସର ଏସ୍‌ଟିଏଫ୍‌ ଟିମ୍‌ ଅଚାନକ ଚଢ଼ାଉ କରି ୧ ଲକ୍ଷ ୯୦ ହଜାର ୬୦୦ ଟଙ୍କାର…

ବାର୍ଷିକ କ୍ରୀଡ଼ାରେ ଅଘଟଣ: ଛାତ୍ରଙ୍କ ବେକରେ ପଶିଗଲା ଜାଭେଲିନ୍‌

ବଲାଙ୍ଗୀର ଅଫିସ,୧୭।୧୨: ବଲାଙ୍ଗୀର ଜିଲା ଆଗଲପୁର ହାଇସ୍କୁଲର ବାର୍ଷିକ କ୍ରୀଡ଼ା ଚାଲିଥିବା ବେଳେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଛାତ୍ରଙ୍କ ବେକରେ ଜାଭେଲିନ ପଶିଯିବା ଫଳରେ ସେ ଗୁରୁତର ହୋଇପଡ଼ିଛନ୍ତି । ସମ୍ପୃକ୍ତ ଛାତ୍ର ହେଲେ ଆଗଲପୁର ବାଳକ ହାଇସ୍କୁଲ…

କଶ୍ମୀର ଲାଲ୍‌, ଅଷ୍ଟ୍ରେଲିଆନ ବରକୋଳି ଦେଇଛି ପରିଚୟ

ଉମରକୋଟ, ୧୭।୧୨(ସ୍ବ.ପ୍ର.): ଉମରକୋଟ ମାଟିରେ ବିଦେଶୀ ବରକୋଳି ଫଳାଇ ସଫଳ ଚାଷୀର ପରିଚୟ ସୃଷ୍ଟି କରିଛନ୍ତି ଖାଣ୍ଡା ଗ୍ରାମର ମାଖନ ମଣ୍ଡଳ। ଇଚ୍ଛାଶକ୍ତି ଆଗରେ ହାର ମାନିଛି ବୟସ। ୬୦ ବର୍ଷ ବୟସରେ ଚାଷକରି ଫଳ ଫଳାଇ ଅର୍ଥ ଉପାର୍ଜନ କରି…

କଟକଣା ନାହିଁ, ଜିଲାରେ ମାତିଛନ୍ତି କ୍ୱାକ୍‌

ରାୟଗଡ଼ା,୧୭।୧୨(ସ୍ବ.ପ୍ର.): ରାୟଗଡ଼ାରେ ଜିଲା ମୁଖ୍ୟ ଚିକିତ୍ସାଳୟ ସହ ପ୍ରତ୍ୟେକ ବ୍ଲକ ଏବଂ ଗ୍ରାମାଞ୍ଚଳରେ ରହିଛି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର। ତଥାପି ମାତି ଚାଲିଛନ୍ତି କ୍ୱାକ୍‌। ସରକାରୀ ଡାକ୍ତରଖାନାରେ ମାଗଣା ଚିକିତ୍ସା ସୁବିଧା ରହିଥିଲେ ମଧ୍ୟ କ୍ୱାକ୍‌ଙ୍କ ପାଖକୁ ଛୁଟୁଛି…

ଉଦ୍ଧାର କୌଶଳ ଦେଖାଇଲେ ଯବାନ

କଣିହାଁ,୧୭ା୧୨ (ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ୍‌ ଜଳଭଣ୍ଡାରରେ ଓଡ଼ିଶା ଜଳ ବିଦ୍ୟୁତ୍‌ ନିଗମ (ଓଏଚ୍‌ପିସି) ପକ୍ଷରୁ ଶୁକ୍ରବାର ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଣ୍ଡୁଳିସ୍ଥିତ ଏନ୍‌ଡିଆର୍‌ଏଫ୍‌ ୨୩ ନମ୍ବର ବାଟାଲିୟନର ଯବାନଙ୍କ ଦ୍ୱାରା…

ପଥକୁ ଫେରିବ ପଥୋତ୍ସବ

ଅନୁଗୋଳ ଅଫିସ,୧୬ା୧୨: ୨୦୨୩ ଏପ୍ରିଲ ୧ରେ ୩୦ ବର୍ଷରେ ପଦାର୍ପଣ କରିବ ଅନୁଗୋଳ ଜିଲା। ଏହାକୁ ସ୍ବତନ୍ତ୍ର ତଥା ସ୍ମରଣୀୟ କରିବାକୁ ବହୁ ପୂର୍ବରୁ ଯୋଜନା କରିସାରିଛି ଜିଲା ପ୍ରଶାସନ। ତଦନୁଯାୟୀ ଚଳିତ ଡିସେମ୍ବରରୁ ଆରମ୍ଭ ହୋଇଯାଇଛି ବିଭିନ୍ନ ଉତ୍ସବ, ମହୋତ୍ସବ।…

ହକି ବିଶ୍ୱକପକୁ ନେଇ ଆରମ୍ଭ ହେଲା କ୍ରୀଡ଼ା ପ୍ରତିଯୋଗିତା: ଭାଗ ନେଲେ ୪୮୦ରୁ ଅଧିକ ଛାତ୍ରୀଛାତ୍ର

ସୁନ୍ଦରଗଡ଼,୧୬।୧୨(ଡି.ଏନ୍‌.ଏ.): ହକି ବିଶ୍ୱକପକୁ ସ୍ମରଣୀୟ ଏବଂ ଅଧିକ ଆକର୍ଷଣୀୟ କରିବା ପାଇଁ ସୁନ୍ଦରଗଡ଼ ଜିଲାରେ ଆରମ୍ଭ ହୋଇଛି ବିଭିନ୍ନ କାର୍ଯ୍ୟକ୍ରମ। ବିଶେଷ କରି ଯୁବପିଢିଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆନ୍ତଃମହାବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତା କରାଯାଉଛି।…

ଜଗନ୍ନାଥ ଦର୍ଶନ ସାରି ରାତିରେ ଫେରିଥିଲେ: ସକାଳୁ ମିଳିଲା ମୃତଦେହ

ପୁରୁଷୋତ୍ତମପୁର,୧୭।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠରେ ଥିବା କାଳୀମନ୍ଦିର ଛକ ପୋଖରୀରେ ବୁଡି ଜଣେ ଯୁବକଙ୍କ ଶନିବାର ମୃତ୍ୟୁ ଘଟିଛି। ସେ ହେଲେ ଆସିକା ନୂଆଁଗାର ଚିତ୍ତରଞ୍ଜନ ବିଷୋଇ(୪୦) । ଚିତ୍ତରଞ୍ଜନ ଗତ କିଛି ଦିନହେଲା ପୁରୁଷୋତ୍ତମପୁରରେ ଥିବା ଏକ…

୨୪ ଘଣ୍ଟା ବିତିଲା, ମିଳୁନାହିଁ ସୁରାକ

ଭୁବନ, ୧୭।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା ନୀଳକଣ୍ଠପୁର ଗ୍ରାମ ନିକଟ ସାଇ ନର୍ସରି ମାଲିକ ଅଲେଖ ଚନ୍ଦ୍ର ସେନାପତି (୪୩) ହତ୍ୟାକାଣ୍ଡକୁ ୨୪ ଘଣ୍ଟା ବିତିଯାଇଥିବାବେଳେ ପୋଲିସ ହାତରେ କୌଣସି ସୁରାକ ଲାଗିନାହିଁ। କିଏ, କାହିଁକି ଅଲେଖଙ୍କୁ ହତ୍ୟାକଲା ତାହା…

ସାଥୀ ମତ୍ସ୍ୟଜୀବୀଙ୍କ କଟୁରି ଆକ୍ରମଣରେ ୨ ଗୁରୁତର

ମହାକାଳପଡ଼ା,୧୭ା୧୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ମାଦଳି ମୁହାଁଣ ନିକଟ ମଝି ସମୁଦ୍ରରେ ଗୌରୀ ନାମକ ମାଛଧରା ବୋଟ୍‌ରେ ଶୁକ୍ରବାର ସକାଳ ଏକ ଅଭାବନୀୟ ଘଟଣା ଘଟିଛି ା ଜଣେ ମତ୍ସ୍ୟଜୀବୀଙ୍କ କଟୁରି ଚୋଟରେ…

ଶଗଡ଼ିଆ ନାଳ ଉପରେ ହେବ ପୋଲ

ଛେଣ୍ଡିପଦା,୧୭ା୧୨(ସ୍ବ.ପ୍ର.): ଛେଣ୍ଡିପଦା ବ୍ଲକ ଟାଙ୍ଗିରୀ ପଞ୍ଚାୟତ ସରପାଳ ଗ୍ରାମରୁ ଟାଙ୍ଗିରୀକୁ ନିର୍ମାଣ ହେଉଥିବା ଏକ ରାସ୍ତାରେ ଥିବା ନାଳ ଉପରେ ପୋଲ ତିଆରି କରାଯିବ। ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ଗୁରୁବାର ଘଟଣାସ୍ଥଳ ପରିଦର୍ଶନ କରିବା ସହ ଏହି ପ୍ରତିଶ୍ରୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?