ଆମ ଜିଲା ଖବର

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ ଥିବା ବିଭିନ୍ନ ମଣ୍ଡିରୁ କେବଳ ୭୦୧୧ ପ୍ୟାକେଟ…

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି। କେଉଁଠି ଟୋକନ ଏବଂ ଧାନ ଉଠାଣ ସମସ୍ୟା ଲାଗି ରହିଛି ତ ଆଉ କେଉଁଠାରେ…

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ ହେଲେ ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ କେଶରୀଗୁଡ଼ା ଗ୍ରାମର ମାଥିସ ଲିମା। ଆର.ଉଦୟଗିରି…

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ ବିଭାଗକୁ ହସ୍ତାନ୍ତର କରିଛି। ଦୁଇଟି ଟ୍ରଲରରେ ବିଜୟନଗରମ୍‌ ଅଞ୍ଚଳର କେ. ନରସିଂଘ, ଏମ. ରାମ,…

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ ସିଆରପିଏଫ ଯବାନଙ୍କ ମିଳିତ କୋମ୍ବିଂ ଅପରେଶନ ବେଳେ ବିଲାମାଳ ପଞ୍ଚାୟତର ମୁଣ୍ଡିମାସ୍କା ଜଙ୍ଗଲରେ ସୁରକ୍ଷାକର୍ମୀ…

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କେନ୍ଦ୍ର ସରକାରଙ୍କ ପରିବେଶ ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ…

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ ୭ କୋଟି ଟଙ୍କାର ଗଞ୍ଜେଇ ଗଛ ତୁମୁଡିବନ୍ଧ ପୋଲିସ ନଷ୍ଟ କରିଛି । ଅନ୍ୟପଟେ…

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ସ୍କୁଟି-ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ସାନଖେମୁଣ୍ଡି ବ୍ଲକ…

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି। ଦୀର୍ଘଦିନ ହେଲା ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ନାଁରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ ହୋଇଛି। ହାଇସ୍କୁଲ…

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି ଅମ୍ଳ ହୋଇଗଲାଣି। ଏହାଦ୍ବାରା ଫସଲ ଉତ୍ପାଦନ ପ୍ରଭାବିତ ହେଉଛି। ଜମିର ଉର୍ବରତା ବଢ଼ାଇବାକୁ ପଡିବ।…

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ ଦୁଇଭାଗ ହୋଇପଡିଥିବାର ଏକ ନିଛକ ଘଟଣାର ଦୃଶ୍ୟ ଦେଖିବାକୁ ମିଳିଛି। ପରିସ୍ଥିତି ଏପରି ହୋଇଛି…

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ ବଶତଃ ନିଆଁଲାଗି ଲକ୍ଷାଧିକ ଟଙ୍କାର ଅଫିସିଆଲିି ଜିନିଷ ନଷ୍ଟ ହୋଇଥିବା ଜଣାପଡ଼ିଛି । ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri