ହତ୍ୟା ଉଦ୍ୟମ ମାମଲା, ୨ ଅଭିଯୁକ୍ତ ଜେଲ ଗଲେ
ବ୍ରହ୍ମପୁର ଅଫିସ,୧୭ା୧୨: ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ବଡବଜାର ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ପ୍ରହଲ୍ଲାଦ ନଗର ୪ର୍ଥ ଲାଇନର ସମୀର ଜେନା ଓ ପୁରୁଣା ବ୍ରହ୍ମପୁର ନିକଟସ୍ଥ ଆଇନାବନ୍ଧ ସାହିର ଜିତେନ୍ଦ୍ର ଗୌଡ଼…
ପଇଡ଼ରେ ନିଶା ଦେଇ ଦୁଇ ଯାତ୍ରୀଙ୍କଠୁ ଲୁଟ୍
ବ୍ରହ୍ମପୁର ଅଫିସ,୧୭ା୧୨: ପୁରୀ- ଗୁଣପୁର ଟ୍ରେନରେ ଏବେ ଲୁଟେରା ସକ୍ରିୟ ହୋଇଛନ୍ତି। ପୁଣି ପଇଡ଼ରେ ନିଶା ଦେଇ ୨ଯାତ୍ରୀଙ୍କୁ ଲୁଟିଛନ୍ତି। ୧୫ଦିନ ମଧ୍ୟରେ ସମାନ ଢଙ୍ଗରେ ଦୁଇଟି ଲୁଟ୍ ଘଟଣା ସାମନାକୁ ଆସିଥିବାରୁ ଲୋକେ ଉକ୍ତ ଟ୍ରେନରେ ଯାତ୍ରା କରିବାକୁ ସୁରକ୍ଷିତ…
ବିଶ୍ୱବିଦ୍ୟାଳୟ ଜମି ହସ୍ତାନ୍ତରକୁ ବିରୋଧ
ବ୍ରହ୍ମପୁର ଅଫିସ,୧୭ା୧୨( ନରସିଂହ ସାହୁ): ବ୍ରିଟିଶ ଶାସନରେ ହୋଇଥିବା ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍ ସମ୍ପ୍ରସାରଣ ପାଇଁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନ ୨୫ ଏକର ଜମି ରାଜସ୍ବ ବିଭାଗକୁ ତୁରନ୍ତ ହସ୍ତାନ୍ତର ଲାଗି ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି। ଏହି ମର୍ମରେ ବିଶ୍ୱବିଦ୍ୟାଳୟକୁ ଚିଠି…
ବେଳାଭୂମି ମହୋତ୍ସବରେ ଲାଗିବ ୪୦ ସିିସି କ୍ୟାମେରା
ବ୍ରହ୍ମପୁର,୧୭ା୧୨: ଗଞ୍ଜାମ ଜିଲାର ଲୋକକଳା, ସଂସ୍କୃତି ଓ ପରମ୍ପରାକୁ ପ୍ରାଧାନ୍ୟ ଦେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆସନ୍ତା ୨୪ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବ। ଏ ନେଇ ଏକ ବୈଠକ ଶୁକ୍ରବାର ସନ୍ଧ୍ୟାରେ…
ଅଧାପନ୍ତରିଆ ଛାତ୍ରାବାସ, ମୌଳିକ ସୁବିଧାରୁ ବଞ୍ଚିତ ଛାତ୍ର
ନୂଆଗଡ଼,୧୭ା୧୨: ସାତ ବର୍ଷ ପୁରିବାକୁ ଗଲାଣି ହେଲେ ସରିନି କାର୍ଯ୍ୟ। ଅସମ୍ପୂର୍ଣ୍ଣ ଅବସ୍ଥାରେ ଛାଡ଼ି ଚାଲି ଯାଇଛନ୍ତି ଠିକା ସଂସ୍ଥା। ଅଧପନ୍ତରିଆ ଭାବେ ପଡ଼ି ରହିଛି ଛାତ୍ରାବାସ। ହଷ୍ଟେଲର ମୌଳିକ ସୁବିଧାରୁ ବଞ୍ଚିତ ହୋଇ ଶ୍ରେଣୀ ଗୃହରେ ରହୁଛନ୍ତି ଛାତ୍ର। ବାରମ୍ବାର…
ତହସିଲଦାର, ପୂର୍ବତନ ସରପଞ୍ଚଙ୍କ ନାଁରେ ମାମଲା
ଧାମନଗର,୧୬।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଧାମନଗର ତହସିଲଦାର କ୍ଷୀରୋଦ ଚନ୍ଦ୍ର ପଣ୍ଡା ଓ ଆନନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଶରତ ଚନ୍ଦ୍ର ମାଝିଙ୍କ ବିରୋଧରେ ଧାମନଗର ଥାନାରେ ମାମଲା (ନଂ. ୪୪୯/୨୨) ରୁଜୁ ହୋଇଛି। ଆନନ୍ଦପୁର ପଞ୍ଚାୟତର ବୈତରଣୀ ନଦୀ ଉତେଇପୁର-୨ ବାଲିଘାଟରୁ…
ଅନୁଭବଙ୍କ ବରବେଶ ଫଟୋକୁ ନେଇ ଚର୍ଚ୍ଚା
ବାରିପଦା ଅଫିସ,୧୭ା୧୨: ଓଡ଼ିଆ ସିନେ ତାରକା ତଥା କେନ୍ଦ୍ରାପଡ଼ା ଏମ୍ପି ଅନୁଭବ ମହାନ୍ତିଙ୍କ ଏକ ବରବେଶ ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରିଛି। ତେବେ ଏହା ରିଲ୍ ନା ରିୟଲ ତାହାକୁ ନେଇ ଅନୁଭବ ଓ ବର୍ଷା ପ୍ରିୟଦର୍ଶିନୀଙ୍କ…
ପାଚିକା ଚୟନରେ ଅନିୟମିତତା ଅଭିଯୋଗ
ରୂପସା, ୧୭।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା-୧ ଅଙ୍ଗନୱାଡ଼ି କେନ୍ଦ୍ରରେ ଶୁକ୍ରବାର ଉତ୍ତେଜନା ଦେଖାଦେଇଛି। ପାଚିକା ଚୟନରେ ଅନିୟମିତତା ହୋଇଥିବା ଅଭିଯୋଗ କରି ଅଭିଭାବକ ଓ ଗ୍ରାମବାସୀ ହୂରମାତୁନ ବିବି, ହମିରା ବିବି, ରେଶମା ବିବି,…
୧୪ ଓକିଲଙ୍କ ଜାମିନ ଆବେଦନ ଖାରଜ
ସମ୍ବଲପୁର,୧୭ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ସମ୍ବଲପୁରରେ ଚାଲିଥିବା ଆନ୍ଦୋଳନ ଗତ ୧୨ ତାରିଖରେ ଉଗ୍ର ରୂପ ନେଇ କୋର୍ଟ ଭିତରେ ତୁମୁଳକାଣ୍ଡ ଘଟିଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ୩୨ଜଣଙ୍କୁ ପୋଲିସ ଗିରଫ କରିଛି। ଏମାନଙ୍କ ମଧ୍ୟରୁ…
ଆରମ୍ଭ ହେଲା ମିଳିତ ତଦନ୍ତ
ବାରିପଦା ଅଫିସ,୧୭ା୧୨: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ଶିକାର ପରେ ଚମଡ଼ା ବିକ୍ରି ଘଟଣାରେ ମିଳିତ ତଦନ୍ତ ଆରମ୍ଭ ହୋଇଛି। ପ୍ରମୁଖ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ(ପିସିସିଏଫ୍) ଓ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ଟାସ୍କ ଫୋର୍ସ(ଏସ୍ଟିଏଫ୍)ର ସ୍ବତନ୍ତ୍ର ପ୍ରତିନିଧି ଦଳ ଅଭୟାରଣ୍ୟକୁ ଆସି…
‘ତତ୍ପରତାର ସହ ଯୋଜନା କାର୍ଯ୍ୟକାରୀ କର’
ଭଣ୍ଡାରିପୋଖରୀ,୧୭।୧୨(ସ୍ବ.ପ୍ର.): ଭଣ୍ଡାରିପୋଖରୀ ପଞ୍ଚାୟତ ସମିତିର ୪ର୍ଥ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷା ସୁମତୀ ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟଅତିଥି ଭାବେ ବିଧାୟକ ପ୍ରଫୁଲ୍ଲ ସାମଲ ଯୋଗଦେଇ ପଞ୍ଚାୟତ ସମିତିକୁ ରାଜନୀତିମୁକ୍ତ କରାଯିବା ସହ ନିର୍ବାଚିତ ପ୍ରତିନିଧିମାନେ ଭଲ…
ଭିକ୍ଷାବୃତ୍ତି ଛାଡ଼ିଲେ, ବିଧାୟକଙ୍କ ଗାଡ଼ିରେ ସ୍କୁଲ ଆସିଲେ
ଖଇରା,୧୭।୧୨(ଡି.ଏନ.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ତୁଡିଗଡିଆ ତେନ୍ତୁଳିଆପଡା ଗ୍ରାମର ଏକ ପରିତ୍ୟକ୍ତ ଘରେ ଭିକ୍ଷାବୃତ୍ତି କରୁଥିବା ଚନ୍ଦନ ଶବରଙ୍କ ନାବାଳକ ପିଲାମାନେ ଶୁକ୍ରବାରଠାରୁ ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି ।ତାଙ୍କର ୩ ପୁଅ ପପୁ ଶବର(୬) ବିଷ୍ଣୁ ଶବର(୫) ଅଭି…

